ସୋସିଆଲ ମିଡିଆରେ ଭାଇରାଲ ହେଉଛି ‘ଇଣ୍ଡିୟାନ୍-୨’ର ଫଟୋ
ମୁମ୍ବାଇ: ଅଭିନେତା କମଳ ହାସନଙ୍କ ଆଗାମୀ ଫିଲ୍ମ ‘ଇଣ୍ଡିୟାନ୍-୨’ର ଶୁଟିଂ ଏବେ ଗ୍ବାଲିୟରକୁ ସିଫ୍ଟ କରି ଦିଆଯାଇଛି। ନିକଟରେ ଭୋପାଳରେ ୪୦ କୋଟି ଟଙ୍କା ବ୍ୟୟରେ ଏହାର ଏକ ଆକ୍ସନ ସିନ୍ ଶୁଟ୍ କରାଯାଇଥିଲା। ତେବେ ଗ୍ବାଲିୟର ସିପ୍ଟ ହେବା ଖବର…
ଅଚେତ ନ କରି ଯୁବତୀର ବ୍ରେନ ସର୍ଜରୀ କଲେ ଡାକ୍ତର, ହଜାର ହଜାର ଲୋକ ଦେଖିଲେ ଫେସବୁକ୍ ଲାଇଭ
ଲଣ୍ଡନ,୨।୧୧: ଚିକିତ୍ସା ଇତିହାସରେ ପ୍ରଥମ ଥର ରୋଗୀକୁ ଅଚେତ ନ କରି ବ୍ରେନ ସର୍ଜରୀ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଶୁଣିଲା ବେଳକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଆମେରିକାର ଏକ ହସ୍ପିଟାଲରେ।…
ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ହେଲେ ହୁଡ୍ଡା
ହରିୟାଣା,୨।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ହୁଡ୍ଡାଙ୍କୁ ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ଏବେ ସେ ହରିୟାଣା ବିଧାନସଭାର ବିରୋଧୀ ଦଳ ନେତା ରହିଛନ୍ତି। ହରିୟାଣା ବିଧାନସଭା…
ନଭେମ୍ବରରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ
ନୂଆଦିଲ୍ଲୀ,୨।୧୧: ସବୁ ରାଜ୍ୟର ବ୍ୟାଙ୍କଗୁଡିକ ନଭେମ୍ବରରେ ପ୍ରାୟ ୧୨ ଦିନ ବନ୍ଦ ରହିବ ବୋଲି ଆରବିଆଇ ଓ୍ବେବସାଇଟ୍ ପକ୍ଷରୁ ସୂଚନା ମିଳିଛି। ଏଥିମଧ୍ୟରେ ଖାଲି ୮ଟି ଛୁଟି ଭିନ୍ନ ଭିନ୍ନ ରାଜ୍ୟର ଆଞ୍ଚଳିକ ଛୁଟି ଦିବସ ଭାବେ ସାମିଲ ହୋଇଛି। କାରଣ…
ବିଚାରପତି ସୁଧୀର ଅଗ୍ରଓ୍ବାଲ: ୧୫ ବର୍ଷରେ ଲକ୍ଷେ ୩୦ ହଜାର ମାମଲାର ଫଇସଲା
ନୂଆଦିଲ୍ଲୀ,୨।୧୧: ଦେଶର ବିଭିନ୍ନ କୋର୍ଟରେ ଶହ ଶହ ମାମଲାର ବିଚାର ନ ହୋଇ ପଡ଼ି ରହିଛି। ଏପରିସ୍ଥଳେ ଆହ୍ଲାବାଦ୍ ହାଇକୋର୍ଟର ବିଚାରପତି ସୁଧୀର ଅଗ୍ରଓ୍ବାଲ ଏକ ନିଆରା ରେକର୍ଡ କରିଛନ୍ତି। ସେ ୧୫ ବର୍ଷ ମଧ୍ୟରେ ଲକ୍ଷେ ୩୦ ହଜାର ୪…
୫୦ ବର୍ଷୀୟା ମା’ଙ୍କ ପାଇଁ ବରପାତ୍ର ଖୋଜୁଛନ୍ତି ଝିଅ, ରଖିଛନ୍ତି ଏମିତି ସର୍ତ୍ତ
ନିଜର ସନ୍ତାନ ପାଇଁ ମା’ବାପା ବରକନ୍ୟା ଖୋଜିବା ସ୍ବାଭାବିକ କଥା। ହେଲେ ଯଦି କୁହାଯାଏ ସନ୍ତାନଟିଏ ମା’ ଅଥବା ବାପା ପାଇଁ ବରପାତ୍ରୀ/ବରପାତ୍ର ଖୋଜିବ, ତେବେ କଥାଟି ଅଜବ ଲାଗିପାରେ। ହେଲେ ଏପରି ଏକ ଘଟଣା ନଜରକୁ ଆସିଛି, ଯେଉଁଠି ଜଣେ…
ମହାରାଷ୍ଟ୍ରରେ ଭାଜପା ସରକାର ଗଠନ କରିବା କଥା: ରାମଦାସ
ମୁମ୍ବାଇ,୨।୧୧: ବେଳକୁ ବେଳ ମହାରାଷ୍ଟ୍ର ରାଜନୀତି ଡ୍ରାମା ନୂଆ ନୂଆ ମୋଡ ନେଉଥିବା ବେଳେ ଏହାକୁ ନେଇ ଚର୍ଚ୍ଚା ବି ଜୋର ଧରିଛି। କାରଣ ଅକ୍ଟୋବର ୨୪ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହୋଇ ସାରିଥିବା ବେଳେ ଏପର୍ଯ୍ୟନ୍ତ ସେଠାରେ…
ମହିଳା ପାଳିଥିଲେ ୧୪୦ ସାପ : ମୃତ୍ୟୁ ସମୟରେ ବେକରେ ଗୁଡ଼େଇ ହୋଇଥିଲା ଅଜଗର
ସାପକୁ ବିଷଧର ଜନ୍ତୁ କୁହାଯାଇଥାଏ। ଯାହାକୁ ଦେଖି ଡର ଲାଗେ। ତାକୁ ଘରେ ପାଳି ପୋଷି ରଖିବା ଅସାଧାରଣ କଥା। ତେବେ ଏପରି କିଛି ଲୋକ ଅଛନ୍ତି ଯେଉଁ ମାନେ ଏହି ଅସାଧାରଣ କଥାକୁ ସାଧାରଣ ଭାବେ ଗ୍ରହଣ କରିଥାନ୍ତି। ସାପ…
ହନିପ୍ରୀତଙ୍କ ଉପରୁ ଉଠିଲା ଦେଶଦ୍ରୋହ ଧାରା
ପଞ୍ଚକୁଲା,୨।୧୧: ହରିୟାଣା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କ ନିକଟ ସହଯୋଗୀ ହନିପ୍ରୀତଙ୍କ ଉପରୁ ହଟିଯାଇଛି ଦେଶଦ୍ରୋହ ଧାରା। ପଞ୍ଚକୁଲା ହିଂସା ମାମଲାରେ ଜିଲା ଅଦାଲତ ଶନିବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ତେବେ ହନିପ୍ରୀତଙ୍କ ସମେତ ସମସ୍ତ…
ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ
ମାଥିଲି,୨।୧୧(ଡି.ଏନ୍.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ। ମୃତକ ହେଲେ ଗ୍ରାମର ସଦନ ମାଳି ଏବଂ ତାଙ୍କ ପୁଅ ନିଳେନ୍ଦ୍ର ମାଳି।…
ସୈନ୍ୟ ଶିବିରରେ ଆତଙ୍କବାଦୀ ଆକ୍ରମଣ: ୫୪ ମୃତ
ବାମାକୋ,୨।୧୧: ମାଲିର ଉତ୍ତର-ପୂର୍ବ ମନେକା ଅଞ୍ଚଳରେ ଆତଙ୍କବାଦୀମାନେ ଏକ ସୈନ୍ୟ ଶିବିର ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୫୩ ଜଣ ସୈନ୍ୟ ଏବଂ ଜଣେ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏନେଇ ସଞ୍ଚାର ମନ୍ତ୍ରୀ ୟାୟା ସାଙ୍ଗ୍ରେ ଟୁଇଟ୍ କରି…
ପୂର୍ବତନ ନଗରପାଳଙ୍କ ଶବାଧାରରେ କାନ୍ଧ ଦେଲେ ମନ୍ତ୍ରୀ
ଆଠଗଡ଼,୨।୧୧(ସ୍ବ.ପ୍ର.): ମୃତଦେହକୁ କାନ୍ଧ ଦେଲେ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ନଗରପାଳ ପ୍ରମଥ ଚନ୍ଦ୍ର ମିଶ୍ରଙ୍କ ଶନିବାର ସକାଳେ ପରଲୋକ ଘଟିଥିଲା। ଏହି ଖବର ପ୍ରଚାରିତ ହେବା…

