Home Left

ଡ୍ରାଇଭିଂ ଲାଇସେନ୍ସ ଆଳରେ ଅନ୍‌ଲାଇନ ଠକେଇ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠାରୁ ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଅନ୍ୟାନ୍ୟ କାଗଜପତ୍ର ପାଇଁ ଆର୍‌ଟିଓ ଅଫିସରେ ଲୋକଙ୍କ ଭିଡ଼ ଜମୁଛି। ଏବେ ଆର୍‌ଟିଓ ଅଫିସରୁ ଦଲାଲ ହଟିଯିବା ପରେ ଲୋକେ ଅନ୍‌ଲାଇନ୍‌ରେ ଆବେଦନ କରୁଛନ୍ତି। ମାତ୍ର…

ଏସ୍‌ସିବି: ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ ଅଫିସ,୨ା୧୧: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଡେଙ୍ଗୁ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ଘର କୁଜଙ୍ଗ ଅଞ୍ଚଳରେ ବୋଲି ଜଣାପଡିଛି। ସେ ଗତ ସୋମବାର ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥାବସ୍ଥାରେ ଅବନତି ଘଟୁଥିଲା। ଡେଙ୍ଗୁରେ…

ବିଶ୍ୱାସରେ ବିଷ: ବୃଦ୍ଧାଙ୍କ ଏଟିଏମ୍‌ରୁ ଟଙ୍କା ହଡ଼ପ: ଜେଲ ଗଲେ ଅଭିଯୁକ୍ତ ଫାର୍ମାସିଷ୍ଟ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଶ୍ୱାସରେ ବିଷ ଦେଇ ଜଣେ ବୃଦ୍ଧାଙ୍କ ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଚୋରି ଅଭିଯୋଗରେ ନୟାଗଡ ଜିଲାର ମାନସ ରଞ୍ଜନ ମିଶ୍ରଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ…

‘ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯’ ଆରମ୍ଭ: ଗୋଟିଏ ସ୍ଥାନରେ ଉତ୍କୃଷ୍ଟ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଆର୍ଟିଜାନ୍ସ ଆଣ୍ଡ୍‌ ୱେଭସର୍ର୍ ୱେଲଫେୟାର୍‌ ଆସୋସିଏଶନ୍‌ ‘ହସ୍ତଶିଳ୍ପୀ’ ଦ୍ୱାରା ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ୧୧ଦିନ ଧରି ଚାଲିବାକୁ ଥିବା ଏହି ଏକ୍ସପୋକୁ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଅମ୍ରିତା ମିଶ୍ର ଉଦ୍‌ଘାଟନ…

ନୂଆରୂପ ନେବ ଅସୁରଖୋଲ ଜଳପ୍ରପାତ : ସ୍ଥିତି ଅନୁଧ୍ୟାନ କରି ଫେରିଲେ ବିଭାଗୀୟ ଅଧିକାରୀ

କେନ୍ଦୁଝର,୨।୧୧(ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ନିକଟସ୍ଥ କୁଡ଼ିଆଘରା ଜଙ୍ଗଲରେ ଥିବା ମନୋରମ ଜଳପ୍ରପାତ ଅସୁରଖୋଲ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହାକୁ ପର୍ଯ୍ୟଟନ କେନ୍ଦ୍ର ଘୋଷଣା ଲଶଗି ଅଞ୍ଚଳବାସୀ ଦୀର୍ଘଦିନରୁ ଦାବି କରି ଆସୁଛନ୍ତି। ହେଲେ ଏହାର ଆଶାନୁରୂପ…

ଖୋଲିଲା କୁଲଡ଼ିହା: ପ୍ରଥମ ଦିନରେ ୪୯ ପର୍ଯ୍ୟଟକ

ସଜନାଗଡ଼, ୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟକୁ ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍‌ ୧୫ତାରିଖରୁ ବନ୍ଦ ରଖାଯାଇଥିଲା। ଶୀତଋତୁ ଆଗମନରେ ଅଭୟାରଣ୍ୟକୁ ନଭେମ୍ବର ୧ ତାରିଖ ତଥା ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ପର୍ଯ୍ୟଟକଙ୍କ ପାଇଁ…

ଶରଣକୁଳ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ସଂଘର୍ଷ କ୍ଲବ ବିଜୟୀ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଶରଣକୁଳସ୍ଥିତ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ରଣପୁର ବିଧାୟକ ତଥା କମିଟିର ସଭାପତି ସତ୍ୟନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ସଦସ୍ୟମାନେ…

ରାଜପଥରେ ମହିଳାଙ୍କ ଭ୍ୟାନିଟ୍‌ ଛଡ଼ାଇନେଲେ ଦୁର୍ବୃତ୍ତ

ବୋଲଗଡ,୨।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ଥାନା ସୀମାନ୍ତରେ ଥିବା ବିଜୁପୁର ଗେଟ୍‌ ନିକଟ ୫୭ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ପୁଅ ସହ ବାଇକରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଦୁର୍ବୃତ୍ତମାନେ ଭ୍ୟାନିଟ ଛଡାଇ ନେଇଛନ୍ତି। ଉକ୍ତ ଭ୍ୟାନିଟ୍‌ରେ ୧୦ହଜାର ଟଙ୍କା…

ଭାଟସାହିରେ ଚୋର ଧରିବା ପାଇଁ ବୁଲିଲା ଖଟ: ଗାଁକୁ ୩ ଥର ଯାଇ ଖଟବୁଲାଳିଙ୍କୁ ଧରିପାରିଲାନି ପୋଲିସ

ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଏସ୍‌ପିଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଦୂର ଭାଟସାହି ଗ୍ରାମରେ ଶୁକ୍ରବାର ଗ୍ରାମବାସୀ ଚୋର ଧରିବା ପାଇଁ ଖଟ ବୁଲାଇଥିଲେ। ଖବର ପାଇ ପୋଲିସ ଉକ୍ତ ଗ୍ରାମକୁ ଯାଇ ଲୋକଙ୍କୁ ମନା କରି ଫେରି ଆସିବା…

ନବଜାତ ଶିଶୁ ବିକ୍ରି ସନ୍ଦେହ: ପଚାରିବାରୁ ମାରିଦେବାକୁ ଧମକ ଦେଲେ ମା’

ନୂଆଗାଁ,୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାପ୍ତାପଲୀ ପଞ୍ଚାୟତ ତଥା ଓଡଗାଁ ଥାନା ବାହାଡାଝୋଲା ଫାଣ୍ଡି ଅଧୀନ ବେତନଟୀ ଗ୍ରାମର ଜଣେ ବିଧବା ମହିଳା ବାହାଡାଝୋଲା ଡାକ୍ତରଖାନାରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ ସୁଦ୍ଧା ଖାଲି ହାତରେ ଗ୍ରାମକୁ…

ଘୁଙ୍ଗୁଡି ହେଉଥିଲେ..

ଅଧିକାଂଶ ବକ୍ତିଙ୍କର ଶୋଇବା ସମୟରେ ନିଶ୍ୱାସ ପ୍ରଶ୍ୱାସରେ ବାଧା ସୃଷ୍ଟି ହୋଇ ଘୁଙ୍ଗୁଡି ହୋଇଥାଏ। ଏହା ଯେକୌଣସି ବୟସର ବ୍ୟକ୍ତିଙ୍କ ନିକଟରେ ଦେଖାଯାଉଥିଲେ ମଧ୍ୟ ବୟସ ବଢିଲେ ଏହା ବଢିଥାଏ। ଏହା ଶରୀର ପାଇଁ କ୍ଷତିକାରକ ବୋଲି ନିକଟରେ ନ୍ୟୁୟର୍କ ବିଶ୍ୱବିଦ୍ୟାଳୟରେ…

ରୋଡ୍‌ ରୋମିଓଙ୍କ ଦୌରାତ୍ମ୍ୟରେ ଛାତ୍ରୀ ଅତିଷ୍ଠ: ଉପଜିଲାପାଳ, ଥାନାଧିକାରୀଙ୍କୁ ଦାବିପତ୍ର

ଭଞ୍ଜନଗର,୨।୧୧(ଡି.ଏନ.ଏ.)-ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଷ୍ଟ୍ରିଟ ରୋମିଓମାନେ ଘୂରି ବୁଲୁଛନ୍ତି। ଛାତ୍ରୀମାନଙ୍କୁ ଯିବାଆସିବାବେଳେ କମେଣ୍ଟ ମାରୁଛନ୍ତି, ଯାହାକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କଲେଜ ସମ୍ମୁଖ ରାସ୍ତାଟି ସହରର ଏକ ଗୁରୁତ୍ୱପୂର୍ଣ୍ଣ ରାସ୍ତା ହୋଇଥିବାବେଳେ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?