Home Left

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲାରେ ଧାନବିକ୍ରି ପଞ୍ଜୀକରଣ ପାଇଁ ବହୁବିଧ ସମସ୍ୟା ଅସମାହିତ ହୋଇ ରହି ଯାଇଛି।…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ ଦଳ ସରକାର ଗଠନ ପାଇଁ ଆବଶ୍ୟକ ବହୁମତ ହାସଲ କରିବା ପରେ ବିଜୟ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର ରାସ୍ତା କଡ଼ରେ ବସି ‘କୀର୍ତ୍ତନ’ ପରିବେଷଣ କରୁଥିବା ଛଅ ଜଣଙ୍କୁ ଚଢ଼ି ଯାଇଥିଲା।…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି। ଏହା ସହିତ ଶ୍ରବଣ ନକ୍ଷତ୍ରର ପ୍ରଭାବ ରହିବ। ସୌଭାଗ୍ୟ ଯୋଗ ଓ ଶୋଭନ…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲେଖିଛନ୍ତି, ଜଣେ ମହିଳା କ’ଣ ପିନ୍ଧନ୍ତି, କ’ଣ…

ସର୍ବୋଚ୍ଚ ସ୍ତରରେ ସମୁଦ୍ରର ଉଷ୍ମତା

ପୃଥିବୀ ଏବେ ଏକ ବଡ଼ ଜଳବାୟୁ ସଙ୍କଟ ଦେଇ ଗତି କରୁଛି। ୟୁରୋପୀୟ ଜଳବାୟୁ ସଂସ୍ଥା ‘କୋପରନିକସ’ର ସୂଚନା ଅନୁଯାୟୀ, ସମୁଦ୍ରଗୁଡ଼ିକର ତାପମାତ୍ରା ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ମାନବକୃତ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ ଏବଂ ‘ଏଲ୍‌ ନିନୋ’ର ମିଳିତ ପ୍ରଭାବ ଯୋଗୁ…

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର ସଞ୍ଜୟ କୁମାର ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା। ଏହାର ଉଦ୍ଦେଶ୍ୟ ରହିଥିଲା ଓଡ଼ିଶାରେ ଆଳୁ ଉତ୍ପାଦନ ବଢ଼ାଇବା ସହିତ ରାଜ୍ୟକୁ ଆଳୁ…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ମଙ୍ଗଳବାର ମନା କରିଦେଇଛନ୍ତି। ସିବିଏସ୍‌ଇର ଓଏସ୍‌ଏମ୍‌ ମୂଲ୍ୟାୟନ ବ୍ୟବସ୍ଥା…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ ଗସ୍ତରେ ଆସିପାରନ୍ତି। ସେ ୪୦୦ ଅଫିସରଙ୍କ ସହ ସେପ୍ଟେମ୍ବର ୧୨-୧୩ରେ ଭାରତ ଆସିବା…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ ତାଙ୍କର ଅଡୁଆ ବଢ଼ିଯାଇଛି। ସୌରିନଙ୍କ ବିରୋଧରେ ଲାଗୁ ହୋଇଥିବା ଜାମିନ ବିହୀନ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?