Home Left

କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି

ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ କରିବା ଲାଗି ଭାରତ ନିଷ୍ପତ୍ତି ନେଇଥିବାରୁ ଏହା ବେଜିଂର ସାର୍ବଭୌମତ୍ୱକୁ ଚ୍ୟାଲେଞ୍ଜ କରିଛି ବୋଲି…

‘ଇୟୁ ଏମ୍‌ପିଙ୍କ ଗସ୍ତ କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ନୁହେଁ’

ନୂଆଦିଲ୍ଲୀ,୧।୧୧(ପି.ଟି.):ୟୁରୋପୀୟ ସଂଘ (ଇୟୁ)ର ଏମ୍‌ପିମାନଙ୍କ ଜମ୍ମୁ-କଶ୍ମୀର ଗସ୍ତ ଉକ୍ତ ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରାଇବା ଉଦ୍ଦେଶ୍ୟ ଆଦୌ ନୁହେଁ। ସେଥିପାଇଁ ଏଭଳି ପ୍ରତିନିଧି ଦଳ ଆନୁଷ୍ଠାନିକ ଚ୍ୟାନେଲ ଦେଇ ଆସିବାର ଆବଶ୍ୟକତା ନ ଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବୃହତ୍ତର…

ରାଜ୍ୟ ମାନ୍ୟତା ହରାଇଲା ଜମ୍ମୁ ଓ କଶ୍ମୀର

ଶ୍ରୀନଗର/ଲେହ, ୧।୧୧(ପି.ଟି.):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇଛି। ଏହି ଭୂଖଣ୍ଡକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଲଦାଖ ରାଜଧାନୀ ଲେହରେ ରାଧାକୃଷ୍ଣ ମାଥୁର…

ବହୁ ଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲା:୧୦ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର, ୧-୧୧(ବ୍ୟୁରୋ):ବହୁଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲାର ଶୁଣାଣି କରି ଭୁବନେଶ୍ୱର ଚତୁର୍ଥ ଅତିରିକ୍ତ ଜିଲା ଦୌରାଜଜ୍‌ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ୧୦ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…

ପାକିସ୍ତାନରେ ରେଳ ଟ୍ରାଜେଡି: ଚଳନ୍ତା ଟ୍ରେନ୍‌ରେ ନିଆଁ: ୭୪ ଦଗ୍ଧ

ଇସ୍‌ଲାମାବାଦ/ଲାହୋର,୧-୧୧:(ପି.ଟି./ଆଇଏଏନ୍‌ଏସ୍‌)ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶସ୍ଥିତ ଲିଆକତ୍‌ପୁର ନିକଟରେ ଗୁରୁବାର ସକାଳେ ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ତେଜ୍‌ଗାମ୍‌ ଏକ୍ସପ୍ରେସ୍‌ରେ ଦୁଇଟି ରୋଷେଇ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ହେବାରୁ ୭୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।…

ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ୫.୨% ହ୍ରାସ

ନୂଆଦିଲ୍ଲୀ,୧-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବରରେ ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ହାର ୫.୨% ହ୍ରାସ ଘଟିଛି। ଗତ ବର୍ଷ ସମାନ ସମୟରେ ଶିଳ୍ପ କ୍ଷେତ୍ରରେ ୪.୩% ଅଭିବୃଦ୍ଧି ଘଟିଥିଲା। କୋଇଲା, ଅଶୋଧିତ ତୈଳ, ପ୍ରାକୃତିକ…

ନିର୍ମଳାଙ୍କ ଜବାବ ରଖିଲେ ରାଜନ

ନୂଆଦିଲ୍ଲୀ,୧-୧୧: ରଘୁରାମ ରାଜନ ଏବଂ ମନମୋହନ ସିଂଙ୍କ ସମୟ ଭାରତୀୟ ବ୍ୟାଙ୍କିଙ୍ଗ ଶିଳ୍ପ ଲାଗି ସଙ୍କଟ ସମୟ ଥିଲା ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କିଛିଦିନ ତଳେ ସମାଲୋଚନାରେ କହିଥିଲେ। ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିର୍ମଳାଙ୍କ ଏହି…

ପରିବାରରୁ ମନୋମାଳିନ୍ୟ ଦୂରକରେ ଏହି ଝରଣା

ପ୍ରାୟ ସବୁ ପରିବାରରେ କିଛି ନା କିଛି କାରଣକୁ ନେଇ କେତେବେଳେ ନା କେତେବେଳେ ପତ୍ନୀପତିଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥାଏ। ଏମିତି କେତେଜଣ ଦମ୍ପତି ଅଛନ୍ତି ଯେଉଁମାନଙ୍କ ଭିତରେ ଅଧିକାଂଶ ସମୟ ଝଗଡା ଲାଗିବା ଦେଖାଯାଏ। ହେଲେ ଗ୍ବାଲିୟରର ଶିବପୁରୀରେ ଥିବା…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏଥିରୁ ଗ୍ଲାସେ…

ଫଳ ରସରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ମେଦବହୁଳତା ଦୂର କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ସକାଳେ ନିୟମିତ ଗ୍ଲାସେ ଫଳ ରସ ପିଇଲେ ମିଳିଥାଏ ଅନେକ ସୁଫଳ। ସେହିପରି ରାତିରେ ଶୋଇବା ପୂର୍ବରୁ ଅଧା ଗ୍ଲାସେ ଫଳ…

ଖୁସି ରହିବାକୁ ଚାହୁଁଥିଲେ ଖାଆନ୍ତୁ ଫଳ

ଫଳ ଓ ପନିପରିବାକୁ ନିତିଦିନିଆ ଖାଦ୍ୟରେ ସାମିଲ କଲେ ଏହା ଶରୀରକୁ ସୁସ୍ଥ ରଖିଥାଏ ବୋଲି କୁହାଯାଏ। ହେଲେ ଏହା ମନକୁ ମଧ୍ୟ ପ୍ରଫୁଲ୍ଲ ରଖିଥାଏ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। ୟୁନିଭର୍ସିଟି ଅଫ୍‌ ଲଡ୍ସର ନିଲ ଓସେନ…

ନିଦ ହେଉ ନ ଥିଲେ ଆପଣାନ୍ତୁ ଏହିସବୁ ଉପାୟ

ଆଜିକାଲି ନିଦ ନହେବା ଏକ ବଡ ସମସ୍ୟା ରୂପେ ଦେଖାଯାଉଛି। ମାନସିକ ଚାପ, କାର୍ଯ୍ୟ ଭାର, ଦୁଶ୍ଚିନ୍ତା, କୋଳାହଳଯୁକ୍ତ ପରିବେଶ ଆଦି ପାଇଁ ଏଭଳି ସମସ୍ୟା ଉପୁଜୁଥିବା ନାନା ଗବେଷଣାରୁ ଜଣାପଡିଛି। ସାଧାରଣତଃ ୬୫ ବର୍ଷରୁ ଉର୍ଦ୍ଧ୍ୱ, ବୟସ୍କ ବ୍ୟକ୍ତିଙ୍କୁ ଏହି…

ଭାରତୀୟ କ୍ରିକେଟର୍ସଙ୍କ ଅନ୍ଧବିଶ୍ୱାସ:କେମିତି ବାଛନ୍ତି ଜର୍ସି ନଂ ଜାଣନ୍ତୁ

କେବଳ ଭାରତୀୟମାନେ ନୁହେଁ, ଦେଶର କ୍ରିକେଟ ଖେଲାଳିମାନେ ମଧ୍ୟ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇଥାନ୍ତି। ଏହାର ନମୁନା ମଧ୍ୟ ଅନେକ ସମୟରେ ଦେଖିବାକୁ ମିଳେ। କେତେବେଳେ ଖେଳାଳିମାନେ ମ୍ୟାଚ୍‌ ଜିତିବା ପୂର୍ବରୁ ଖାଲି ପାଦରେ ବସିଥାନ୍ତି ତ ଆଉ କିଛି ଖେଳାଳି ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?