Home Left

‘ରେଡିଓ କଶ୍ମୀର’ହେଲା ଆକାଶବାଣୀ

ଜମ୍ମୁ,୩୧।୧୦: ଜମ୍ମୁ-କଶ୍ମୀରରେ ଗୁରୁବାରଠାରୁ ଲେଖା ହେଲା ଇତିହାସ। ଏଠାକାର ‘ରେଡିଓ କଶ୍ମୀର’ ଏବେ ବଦଳି ଯାଇ ଅଲ୍‌ ଇଣ୍ଡିଆ ରେଡିଓ ବା ଆକାଶବାଣୀ ବୋଲି ଉପସ୍ଥାପନା କରାଯାଇଛି। ଏହା କେନ୍ଦ୍ର ଶାସିତ ଅଞ୍ଚଳ ହେବା ପରେ ଏଠାରେ ପ୍ରଥମ କରି ଉପରାଜ୍ୟପାଳଙ୍କୁ…

ବରିଷ୍ଠ ସିପିଆଇ ନେତା ଗୁରୁଦାସ ଦାସଗୁପ୍ତାଙ୍କ ପରଲୋକ

କୋଲକାତା,୩୧।୧୦: ବରିଷ୍ଠ ସିପିଆଇ ନେତା ତଥା ପୂର୍ବତନ ଏମ୍‌ପି ଗୁରୁଦାସ ଦାସଗୁପ୍ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଫୁସଫୁସ୍‌ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। କୋଲକାତାରେ ନିଜ…

ବିଶ୍ୱରେ ସବୁଠୁ ଉଚ୍ଚ ସ୍ବରରେ ବୋବାଉଥିବା ପକ୍ଷୀ

ଦୈନନ୍ଦିନ ଆଖପାଖରେ ଆମେ ପକ୍ଷୀମାନଙ୍କ ରାବ ବା ବୋବାଇବା ଶବ୍ଦ ଶୁଣିଥାଉ। କାଉ, କୋଇଲି, ହଳଦୀବସନ୍ତ, କୁମ୍ଭାଟୁଆ, ଘରଚଟିଆ ଆଦି ପକ୍ଷୀଙ୍କ ସ୍ବର ନିଶ୍ଚିତ ଆମ ସମସ୍ତଙ୍କ କାନରେ ପଡ଼ିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ପକ୍ଷୀ ଅଛି, ଯାହାର ସ୍ବର…

ନୂଆ ଲୁକ୍‌ରେ ତେଜ୍‌ପ୍ରତାପ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ମୁଖ୍ୟ ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ୍‌ପ୍ରତାପ ଯାଦବଙ୍କୁ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। ଲମ୍ବା ହେୟାର ଷ୍ଟାଇଲ୍‌ ସହ ମଥାରେ ତିଳକ ଚିହ୍ନ, ହାତ ଓ ବେକରେ ରୁଦ୍ରାକ୍ଷ ମାଳ ରଖିଥିବା ଏହି ନେତାଙ୍କୁ…

ଗୋଆରେ ମିଳୁଛି ‘ଉର୍ବଶୀ ରୌଟେଲା-ଶଟ୍‌’

ମୁମ୍ବାଇ: ବି-ଟାଉନ୍‌ ତାରକାଙ୍କୁ ନେଇ କ୍ରେଜ୍‌ କିଛି ନୂଆ କଥା ନୁହେଁ। ନିଜ ମନପସନ୍ଦ ଅଭିନେତ୍ରୀ, ଅଭିନେତାଙ୍କ ପାଇଁ ବେଳେ ବେଳେ ଫ୍ୟାନ୍‌ମାନେ କିଛି ବି କରିବାକୁ ପ୍ରସ୍ତୁତ ଥାଆନ୍ତି। ଆଉ ଦର୍ଶକଙ୍କ ଏହି ଦୁର୍ବଳତା ଅନେକ ସମୟରେ ବ୍ୟବସାୟୀଙ୍କୁ ଫାଇଦା…

ବାହ୍ୟ ବିପଦର ମୁକାବିଲା କରିବ ରାଷ୍ଟ୍ରୀୟ ଏକତା

ନୂଆଦିଲ୍ଲୀ: ଭାରତରେ ରାଜନୈତିକ ଏକତ୍ରୀକରଣ ପାଇଁ ଭାରତର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଓ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ବାଧୀନତା ପରେ ଦେଶରେ ପାଖାପାଖିତ୍ ୫୦୦ଟି ସ୍ବତନ୍ତ୍ର ରାଜ୍ୟକୁ ଏକସୂତ୍ରରେ ବାନ୍ଧିବା ଭଳି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିଥିଲେ…

ଏହି ଟିମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ସନି ଲିଓନି

ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍‌ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁ ଫ୍ରାଞ୍ଚାଇଜ୍‌ ନିଜ ଦଳର ପାଇଁ ପ୍ରଚାରପ୍ରସାର ଆରମ୍ଭ କରିଦେଇଛନ୍ତି।…

ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ୍‌ରେ ତାଲା

ପୁରୁଣା ଭୁବନେଶ୍ୱର,୩୧ା୧୦ (ଡି.ଏନ.ଏ.): ଶ୍ରୀଲିଙ୍ଗରଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ କାର୍ଯ୍ୟାଳୟରେ ବୁଧବାର ହଠାତ୍‌ ପୂର୍ବାହ୍ନ ୧୦ଟାରେ କେତେଜଣ ସେବାୟତ ପହଞ୍ଚତ୍ଥିଲେ। କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଅଫିସ୍‌ ବାହାରକୁ ଆସିବାକୁ କହିଥିଲେ।…

ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ

ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ଉପକୂଳରେ ପହଞ୍ଚିଥିବା ଆଣ୍ଡାମାନର ନାବିକ ଅମ୍ରିତ କୁଜୁର(୩୬) ନିଜ ଘରକୁ ଫେରିଯାଇଛନ୍ତି।…

୧୮ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଅଭିଯୋଗକାରୀ ସନ୍ତୋଷ ମାଷ୍ଟରମାଇଣ୍ଡ

କଟକ ଅଫିସ, ୩୧ା୧୦: କଟକ ଜିଲା ଖୁଣ୍ଟୁଣୀ ଥାନା ନିକଟରେ ମଙ୍ଗଳବାର ଘଟିଥିବା ୧୮ ଲକ୍ଷ ଟଙ୍କା ଲୁଟ୍‌ ଘଟାଣର ବୁଧବାର ପର୍ଦ୍ଦାଫାଶ ହୋଇଛି। କୌଣସି ଦୁର୍ବୃତ୍ତ ଏହି ଲୁଟ୍‌ରେ ସାମିଲ ନାହାନ୍ତି। ଟଙ୍କା ନେଇ ଯାଉଥିବା କର୍ମଚାରୀ ଜଣଙ୍କ ନିଜେ…

ଭାରତ ପକ୍ଷରୁ ଖେଳିବା ପାଇଁ ଅନ୍ୟ ଦେଶର ଅଧିନାୟକ ପଦ ଛାଡିଲେ, ଏବେ ରଣଜୀ ଟ୍ରଫିରେ ଦେଖାଇବେ ଜଲଓ୍ବା

ନୂଆଦିଲ୍ଲୀ,୩୧।୧୦:୨୦୧୮ ଦୁବାଇରେ ଖେଳାଯାଇଥିବା ଏସିଆ କପରେ ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଥିବା ଖେଳାଳି ଅଶୁଂମାନ ରଥ ଏବେ ଭାରତ ପାଇଁ ରଣଜୀ ଖେଳିବାକୁ ଯାଉଛନ୍ତି। ଏଥିପାଇଁ ସେ ହଂକଂ ଦଳର ଅଧିନାୟକ ପଦ ଛାଡିଛନ୍ତି। ରଣଜୀରେ ଭଲ ପ୍ରଦର୍ଶନ…

ତେଜଗାମ ଏକ୍ସପ୍ରେସରେ ନିଆଁ

କରାଚି,୩୧।୧୦: ପାକିସ୍ତାନର କରାଚି-ରାଓ୍ବଲପିଣ୍ଡି ତେଜଗ୍ରାମ ଏକ୍ସପ୍ରେସରେ ଗୁରୁବାର ସକାଳେ ନିଆଁ ଲାଗିଯାଇଛି। ରହିମ୍‌ ୟାର ଖାନ୍‌ ନିକଟ ଲିଆକତପୁରର ତାଲଓ୍ବାରି ଷ୍ଟେଶନଠାରେ ଉକ୍ତ ଟ୍ରେନରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ନିଆଁ ଟ୍ରେନର ୩ଟି ବଗିରେ ଲାଗିଥିବା କୁହାଯାଉଛି। ଏବେସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?