Home Left

ଏସ୍‌ସିବିରେ ୫୮ ଡେଙ୍ଗୁ ରୋଗୀ

କଟକ ଅଫିସ,୩୦ା୧୦: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫୮ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫୨ଜଣ ୱାର୍ଡରେ ଓ ୬ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଅଦ୍ୟାବଧି ଏସ୍‌ସିବିରେ ମୋଟ ୧୨୭୧ ଜଣ ଡେଙ୍ଗୁ ଆକ୍ରାନ୍ତ…

ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ

ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ ଅମ୍ରିତ କୁଜୁର। ବୁଧବାର ସେ ଆଣ୍ଡାମାନ ଫେରିଯିବେ। ତାଙ୍କ ଫେରିବା ପାଇଁ ପର୍ଯ୍ୟଟନ ବିଭାଗ…

ବେଆଇନ ପଥର ଖଣି ମାମଲା:ମହମ୍ମଦ ତାବ୍ରେଜ କଲିକତା ବିମାନବନ୍ଦରରୁ ଗିରଫ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଖୋର୍ଦ୍ଧା ବେଆଇନ ପଥର ଖଣି ଓ ଚୋରା ଚାଲାଣ ଘଟଣାର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତଥା ପୋଲିସର ମୋଷ୍ଟ ଓ୍ବାଣ୍ଟେଡ୍‌ ଥିବା ମହମ୍ମଦ ତାବ୍ରେଜଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କଲିକତାରୁ ଗିରଫ କରିଛି। ସେ ନିଜ ସ୍ତ୍ରୀଙ୍କ ସହ ଥାଇଲାଣ୍ଡ ଲୁଚି ପଳାଉଥିବାବେଳେ ଏସ୍‌ଟିଏଫ୍‌…

ଦୟାନଦୀ ବୋଇତ ବନ୍ଦାଣ ଉତ୍ସବ: ପ୍ଲାଷ୍ଟିକ୍‌ ପରିବର୍ତ୍ତେ ଏଥର କଦଳୀ ବାସୁଙ୍ଗା ଡଙ୍ଗା

ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ/ ଡି.ଏନ୍‌.ଏ.):କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଆସନ୍ତା ୧୨ରେ ଦୟାନଦୀ ଲିଙ୍ଗିପୁର ଘାଟରେ ‘୮ମ ଦୟାନଦୀ ବୋଇତ ବନ୍ଦାଣ ଉସତ୍ବ’ ଅନୁଷ୍ଠିତ ହେବ। ଏଥିପାଇଁ ଦୟାନଦୀ କୂଳରେ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ(କାପୋଚ୍‌)ର ଅଧ୍ୟକ୍ଷ ସଂଗ୍ରାମ କେଶରୀ…

ଅମରେଶ ହତ୍ୟା ଘଟଣା: ସ୍ପେଶାଲ ସ୍କ୍ବାଡ୍‌ ନେତୃତ୍ୱରେ ଗଠନ ହେଲା ଟିମ୍‌

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ରବିବାର ରାତିରେ ଅମରେଶ ନାୟକଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ଛେଚି ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିପାରିନି।…

ଗୁଣି ଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୩୦।୧୦(ଡି.ଏନ.ଏ.): ଆଜିର ଯୁଗରେ ମଣିଷ ଚନ୍ଦ୍ର ପୃଷ୍ଠରେ ପାଦ ଦେଇଥିବାବେଳେ ନବରଙ୍ଗପୁର ଭଳି ଆଦିବାସୀ ଅଧ୍ୟ୍ୟୁଷିତ ଜିଲାରେ ଗୁଣି ଗାରେଡି ସନ୍ଦେହରେ ଏକ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ଗୁଜୁମାପଦର ଗ୍ରାମରେ ମଙ୍ଗଳବାର…

୧ରୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ, ଗୁଟ୍‌ଖା ମନା

ପୁରୁଣାଭୁବନେଶ୍ୱର,୩୦ା୧୦ (ଡି.ଏନ.ଏ.):ନଭେମ୍ବର ୧ରୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ ଗୁଟ୍‌ଖା ସମ୍ପୂର୍ଣ୍ଣ ମନା କରାଯିବ। ଏଥିରେ ବ୍ୟତିକ୍ରମ ହେଲେ ୧୦୦ଟଙ୍କା ଫାଇନ ଦେବାକୁ ହେବ ବୋଲି ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ କାର୍ଯ୍ୟାଳୟ ପରିସରରେ ଆୟୋଜିତ ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟବୋର୍ଡର ଏକ ବୈଠକରେ ଏହା…

ନୂଆ ମୋଟର ଯାନ ଆଇନ: କୋହଳ ଅବଧି ଆଉ ମାସେ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ):ନୂଆ ମୋଟର ଆଇନ ଲାଗୁ ହେବା ପରେ କଡାକଡି ଯାଞ୍ଚ କରାଯାଇ ମୋଟାଅଙ୍କର ଜରିମାନା ଆଦାୟ ହୋଇଥିଲା। ଲୋକଙ୍କୁ ଗାଡ଼ି କାଗଜପତ୍ର କରିବାକୁ ସମୟ ଦିଆ ନ ଯାଇ ହଠାତ୍‌ ଏଭଳି ଜରିମାନା ଆଦାୟକୁ ନେଇ ଚାରିଆଡ଼େ ତୀବ୍ର ବିରୋଧ…

୪ ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରାଜ୍ୟର ୪ଟି ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସ୍ଥାନରେ ପୂର୍ବରୁ ରହିଥିବା କ୍ରୀଡ଼ା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍‌ଏ କନ୍‌ସଲ୍‌ ଜେନେରାଲ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌ଏ)ର ବାଣିଜ୍ୟ ଦୂତ (କନ୍‌ସଲ୍‌ ଜେନେରାଲ୍‌) ଜୋଏଲ୍‌ ରେଫ୍‌ମ୍ୟାନ୍‌ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ରାଜ୍ୟର ଅର୍ଥନୀତି, ଦ୍ୱିପାକ୍ଷିକ ସମ୍ପର୍କ, ଗ୍ରାମୀଣ ଅର୍ଥନୀତି, କୃଷି ଏବଂ କୃଷକଙ୍କ ସାମାଜିକ ଅର୍ଥନୈତିକ…

ମା’ ଭଦ୍ରକାଳୀଙ୍କ ସିଂହବାହିନୀ ବେଶ

ଭଦ୍ରକ ଅଫିସ, ୩୦ା୧୦:ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଚତୁର୍ଥ ଦିନରେ ବୁଧବାର ମା’ ସିଂହବାହିନୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ବୁଧବାର ଦିନ ତମାମ ମା’ଙ୍କର ସିଂହବାହିନୀ ବେଶକୁ ଦର୍ଶନ ପାଇଁ ପ୍ରବଳ ଭିଡ ଲାଗି ରହିଛି। ଭକ୍ତମାନେ ଧାଡି ବାନ୍ଧି…

୨୨ ମାଓବାଦୀଙ୍କ ନାଁରେ ପୁରସ୍କାର ରାଶି ଘୋଷଣା

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.):ରାଜ୍ୟ ସରକାରଙ୍କ ଦ୍ବାରା ୨୨ ଜଣ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ) କ୍ୟାଡର ମାଓବାଦୀଙ୍କ ପାଇଁ ପୁରସ୍କାର ରାଶି ମଙ୍ଗଳବାର ଘୋଷଣା କରାଯାଇଛି। ଏନେଇ କନ୍ଧମାଳ ପୋଲିସ ପକ୍ଷରୁ ପୋଷ୍ଟର ଜାରି କରାଯାଇଛି। ବାଲିଗୁଡା ଷ୍ଟେଟବ୍ୟାଙ୍କ ପାଚେରିରେ ମାଓବାଦୀ ବିରୋଧୀ ପୋଷ୍ଟର ସହ କେକେବିଏନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?