Home Left

କେଆଇଏଫ୍‌ଏଫ୍‌ରୁ ବାଦ୍‌ ପଡ଼ିଲା ‘ପାଟଣାଗଡ଼’

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ(କେଆଇଏଫ୍‌ଏଫ୍‌)ରେ ଆଉ ପ୍ରଦର୍ଶିତ ହେବନି ବହୁଭାଷୀ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’। ଶେଷ ମୁହୂର୍ତ୍ତରେ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’କୁ ଫିଲ୍ମ ଫେଷ୍ଟିଭାଲରୁ ବାଦ୍‌ ଦିଆଯାଇଛି। ଆସନ୍ତା ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ କୋଲକାତାରେ କେଆଇଏଫ୍‌ଏଫ୍‌ ୨୫ତମ…

କୋରାପୁଟରେ ହେବ ସିପେଟ୍‌

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ଭୁବନେଶ୍ୱର ଭଳି କୋରାପୁଟରେ ସିପେଟ୍‌ (ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ୍‌ ପ୍ଲାଷ୍ଟିକ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି) ପ୍ରତିଷ୍ଠା ହେବ ବୋଲି କହିଛନ୍ତି ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ ରସାୟନ ଏବଂ ପେଟ୍ରୋକେମିକାଲ୍ସ ବିଭାଗ ସଚିବ ପି. ରାଘବେନ୍ଦ୍ର ରାଓ। ମୁଖ୍ୟ…

ସରକାରୀ ବସଷ୍ଟାଣ୍ଡ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ

ବରଗଡ ଅଫିସ, ୩୦।୧୦: ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବୁଧବାର ସକାଳ ପ୍ରାୟ ସାଢେ ୮ଟାରେ ବରଗଡ ସରକାରୀ ବସଷ୍ଟାଣ୍ଡ ପରିଦର୍ଶନ କରିଛନ୍ତି। ପରିଦର୍ଶନ ସମୟରେ ସେ ବସଷ୍ଟାଣ୍ଡର ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ। କାର୍ଯ୍ୟକ୍ଷମ ନଥିବା ଶୌଚାଳୟ, ଜବରଦଖଲ,…

ଗାଈ ଚୋରି ସନ୍ଦେହ: ଯୁବକଙ୍କୁ ପିଟି ମାରିଦେଲେ

ପାଟନା,୩୦ା୧୦(ଆଇଏଏନ୍‌ଏସ୍‌): ବିହାର ରାଜଧାନୀ ପାଟନା ନିକଟସ୍ଥ ମୋକମାରେ ଗାଈ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୋଲିସ ସୂଚନାନୁସାରେ ସୋମବାର ରାତିରେ ବରହମ୍‌ପୁର ଗ୍ରାମର କେତେଜଣ ଯୁବକ ଗୋରୁ ଚୋରି କରିବା ପାଇଁ ମୋରେ ଗଁାକୁ ଯାଇଥିଲେ। ସେମାନେ…

୮୦ ଘଣ୍ଟାର ଅପରେଶନ : ବୋର୍‌ଓ୍ବେଲରୁ ସୁଜିତ୍‌ଙ୍କ ମୃତଦେହ ଉଦ୍ଧାର

ତିରୁଚିରାପଲ୍ଲୀ/ଚେନ୍ନାଇ ୩୦ା୧୦(ପି.ଟି.): ଦୀର୍ଘ ୮୦ ଘଣ୍ଟାର ରେସ୍କ୍ୟୁ ଅପରେଶନ ସତ୍ତ୍ୱେ ତାମିଲନାଡ଼ୁର ନଡ଼ୁକଟ୍ଟାପୁଟ୍ଟି ବୋର୍‌ଓ୍ବେଲରେ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ୍‌ ଓ୍ବିଲିୟମଙ୍କୁ ଜୀବିତ ଉଦ୍ଧାର କରାଯାଇ ପାରିନାହିଁ। ପ୍ରଶାସନର ସମସ୍ତ ପ୍ରୟାସ ବୃଥା ହୋଇଛି। ସୁଜିତ୍‌୍‌ ଶୁକ୍ରବାର ସନ୍ଧ୍ୟାରେ ଘର…

ଜାତୀୟ ଶିକ୍ଷାନୀତି ଚିଠା ଚୂଡ଼ାନ୍ତ

ନୂଆଦିଲ୍ଲୀ,୩୦ା୧୦: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଶିକ୍ଷାନୀତି ଚିଠା ପ୍ରସ୍ତୁତ ହେବାର ପ୍ରାୟ ୫ ମାସ ପରେ ଜନସାଧାରଣଙ୍କ ମତାମତ ପାଇଁ ଏହାକୁ ସାର୍ବଜନୀନ କରାଯାଇଛି। ୫୫ ପୃଷ୍ଠା ସମ୍ବଳିତ ଜାତୀୟ ଶିକ୍ଷାନୀତି(ଏନ୍‌ଇପି)-୨୦୧୯ର ଏହି ଚୂଡ଼ାନ୍ତ ଚିଠାକୁ ମେ-୨୦୧୯…

୧୮ରେ ଶପଥ ନେବେ ନୂଆ ସିଜେଆଇ ବୋବ୍‌ଡେ

ନୂଆଦିଲ୍ଲୀ,୩୦ା୧୦(ଆଇଏଏନ୍‌ଏସ୍‌): ଜଷ୍ଟିସ୍‌ ଶରଦ ଅରବିନ୍ଦ ବୋବ୍‌ଡେ ଭାରତର ୪୭ତମ ପ୍ରଧାନ ବିଚାରପତି (ସିଜେଆଇ) ହେବେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କ ନିଯୁକ୍ତିପତ୍ରରେ ସ୍ବାକ୍ଷର କରିଛନ୍ତି। ଜଷ୍ଟିସ୍‌ ବୋବ୍‌ଡେ ନଭେମ୍ବର ୧୮ରେ ସିଜେଆଇ ଭାବେ ଶପଥ ନେବା ପରେ ପ୍ରାୟ ୧୮…

ବିଧାନସଭା ଗୃହ କମିଟି : ଅରୂପ କୋଅପ୍ଟେଡ୍‌ ସଦସ୍ୟ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ): ବମ୍ବେର ପୂର୍ବତନ ପୋଲିସ କମିଶନର ଅରୂପ ପଟ୍ଟନାୟକଙ୍କୁ ବିଧାନସଭା ଗୃହ କମିଟି (ପରିବେଶ ପ୍ରଦୂଷଣ ସମ୍ପର୍କିତ)ର କୋଅପ୍ଟେଡ୍‌ ସଦସ୍ୟଭାବେ ମନୋନୀତ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ବିଧାନସଭା ସଚିବାଳୟରୁ ଏନେଇ ଅରୂପଙ୍କୁ ପତ୍ର ଲେଖି ଅବଗତ କରାଯାଇଛି।

ସ୍ମିତାରାଣୀ ମୃତ୍ୟୁ ଘଟଣା:ସିବିଆଇ ତଦନ୍ତ ଦାବିରେ ୩୧ରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ଭିଏଲ୍‌ଡବ୍ଲ୍ୟୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ପକ୍ଷରୁ ଆସନ୍ତା ୩୧ରେ ଧାରଣା ଓ ପ୍ରତିବାଦ ସଭା କରାଯିବ। ଦଳ ପକ୍ଷରୁ ରାଜଭବନ…

ଛଟ୍‌ ପୂଜା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ଛଟ୍‌ ପୂଜାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ହଟିୟା, ପାଟନା ଓ ଭାଗଲପୁରକୁ ସ୍ବତନ୍ତ୍ର ଭାବେ ଏହି ଟ୍ରେନ ଚଳାଚଳ କରିବ। ହଟିୟାକୁ ଚଳାଚଳ କରିବାକୁ ଥିବା ସ୍ବତନ୍ତ୍ର ଟ୍ରେନ ପୁରୀରୁ ଅପରାହ୍ନ ୧ଟା…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା:୫-ଟି ଆଧାରରେ ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ ହେଉ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ରତ୍ନଭଣ୍ଡାର ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି। ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ଦେଢ଼ବର୍ଷରୁ ଅଧିକ ଦିନ ବିତିଗଲାଣି। ରତ୍ନଭଣ୍ଡାର ଚାବି ହଜିବା ପରେ ଏଥିରେ ଥିବା କୋଟି କୋଟି ଟଙ୍କା ମୂଲ୍ୟର ଅଳଙ୍କାର ବାସ୍ତବରେ ସୁରକ୍ଷିତ କି ନାହିଁ ତାହା…

ଖଣି ଅଞ୍ଚଳର ବିକାଶ ହିସାବ ମାଗିଲେ ସିଇସି

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ରାଜ୍ୟର ଖଣିଜ ସମ୍ପଦ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର କି କି ପ୍ରଳକ୍ପ କାର୍ଯ୍ୟକାରୀ କରିଛନ୍ତି। ଲୋକମାନଙ୍କୁ ତାହା କେତେ ଫାଇଦା ଦେଇଛି। ଅଞ୍ଚଳର ବିକାଶ ଲାଗି ଖଣିରୁ ଆଦାୟ ହେଉଥିବା ଅର୍ଥର କିଭଳି ବିନିଯୋଗ ହୋଇଛି ତାହା ଜାଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?