Home Left

ବାଣ ଫୁଟାଇବାକୁ କେନ୍ଦ୍ରକରି ଦୁଇଗୋଷ୍ଠୀ ମୁହାଁମୁହିଁ ଯୁବକଙ୍କୁ ଭୁଜାଲିରେ ହାଣି ମୁଣ୍ଡକୁ ଛେଚି ହତ୍ୟା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.): ଏୟାରଫିଲ୍ଡ ଥାନାଠାରୁ ମାତ୍ର ଶହେ ମିଟର ଦୂର ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛପାର୍ଶ୍ୱରେ ରବିବାର ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ବାଣଫୁଟାକୁ ନେଇ ସନ୍ଧ୍ୟାରେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଥିବାବେଳେ ବିଳମ୍ବିତ ରାତିରେ ଘଟିଛି ସଂଘର୍ଷ। ଗୋଟିଏ ଗୋଷ୍ଠୀର…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି: ନେତା, ଅଫିସର ଅଭିଯୁକ୍ତ: ଅଯୋଗ୍ୟ ହିତାଧିକାରୀ ଖୋଜା ଜୋରଦାର

କଟକ ଅଫିସ, ୨୯ା୧୦: କଟକ ଜିଲାର ମାହାଙ୍ଗା ଓ ବଡମ୍ବା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଛି। ରାଜ୍ୟ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ତଦନ୍ତ କରାଯିବା ପରେ ଏହି ଦୁଇଟି ବ୍ଲକରେ ହୋଇଥିବା ଦୁର୍ନୀତି ସାମ୍ନାକୁ ଆସିଛି। ବଡ଼ମ୍ବା…

ମୋ ସରକାର ଯୋଜନାରେ ୩ଜିଲା ଡାକ୍ତରଖାନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ମୋ ସରକାର ପ୍ରତିନିଧି ଦଳ ନିକଟରେ ୫ ଜିଲା ଗସ୍ତ କରି ତୃତୀୟ ରିପୋର୍ଟ ପ୍ରଦାନ କରିଥିଲେ। ସେହି ରିପୋର୍ଟ ଆଧାରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଜିଲା ସକାଶେ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏହି ତାଲିକାରେ ସୁନ୍ଦରଗଡ,…

୬.୬ ତୀବ୍ରତାର ଭୂକମ୍ପରେ ଥରିଲା ଫିଲିପାଇନ୍ସ

ମନିଲା,୨୯।୧୦: ଦକ୍ଷିଣ ଫିଲିପାଇନ୍ସରେ ମଙ୍ଗଳବାର ହୋଇଥିବା ଭୂକମ୍ପ ପରେ ଲୋକେ ଭୟଭୀତ ହୋଇଯାଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୬.୬। ଏଥିରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା ବେଳେ କ୍ଷୟକ୍ଷତିର ପରିମାଣ ଅଧିକ ହୋଇଥାଇ ପାରେ…

ନୱାଜ ସରିଫଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର: ଇମ୍ରାନ କହିଲେ, କାହା ଜୀବନ ବଞ୍ଚାଇବା ଗ୍ୟାରେଣ୍ଟି ଦେଇପାରିବି ନାହିଁ

ଇସଲାମାବାଦ,୨୯।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ପାନାମା ଦୁର୍ନୀତି ମାମଲାରେ ଜେଲ ଦଣ୍ଡାଦେଶ ଭୋଗୁଥିବା ନୱାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ସେ ସପ୍ତାହେ ହେବ ଲାହୋରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏପରିସ୍ଥଳେ ତାଙ୍କ ଠିକ୍‌…

ମହିଳାଙ୍କୁ କେଜରିଓ୍ବାଲଙ୍କ ଭେଟି: ଆଜିଠାରୁ ମାଗଣା ଯାତ୍ରା

ନୂଆଦିଲ୍ଲୀ,୨୯।୧୦: ଦିଲ୍ଲୀର କେଜରିଓ୍ବାଲ ସରକାର ମହିଳାମାନଙ୍କୁ ଏକ ବିଶେଷ ଉପହାର ପ୍ରଦାନ କରିଛନ୍ତି। ଏଣିକି ମହିଳାମାନେ ଦିଲ୍ଲୀର ଡିଟିସି ବସରେ ମାଗଣାରେ ଯାତ୍ରା କରିପାରିବେ। ସୋମବାର ରାତିରେ ଏନେଇ ନୋଟିଫିକେଶନ ଜାରି କରାଯାଇଥିଲା। ଆଉ ମଙ୍ଗଳବାର ସକାଳୁ ଏହା କାର୍ଯ୍ୟକାରୀ କରାଯାଇଛି।…

ସଡ଼କ ଦୁର୍ଘଟଣାରେ ଗୁରୁତରଙ୍କ ପାଇଁ ବ୍ୟବସ୍ଥା: ଘରୋଇ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ଗାଇଡଲାଇନ ପ୍ରସ୍ତୁତ କରାଯାଇଛି। ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବ୍ୟକ୍ତିଙ୍କୁ ମେଡିକାଲ/ ସର୍ଜିକାଲ…

ଅରୁଣ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଜଣାଶୁଣା ବ୍ୟବସାୟୀ ତଥା ଭୁବନେଶ୍ୱର ବାପୁଜୀ ନଗରସ୍ଥିତ ଷ୍ଟାର୍‌ ଅପ୍ଟିକୋ ଏବଂ ନେତ୍ର ମନ୍ଦିରର ମ୍ୟାନେଜିଂ ପାର୍ଟନର୍‌ ଅରୁଣ କିଶୋର ଶତପଥୀଙ୍କର ସୋମବାର ଦେହାନ୍ତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୫୦ରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି।…

ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ ହଠାତ୍‌ ଏଭଳି ଆଭିମୁଖ୍ୟ ଦେଖି ସରକାରୀ ଅଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମଧ୍ୟ…

ଶେଷରେ ୯୦ ଫୁଟ ତଳେ ଜୀବନ ହାରିଲେ ୨ ବର୍ଷର ଶିଶୁ ସୁଜିତ୍‌

ଚେନ୍ନାଇ,୨୯।୧୦: ଗତ ଶୁକ୍ରବାର ତାମିଲନାଡୁର ତ୍ରିଚିରେ ଏକ ବୋରୱେଲ ଭିତରକୁ ଖସିପଡ଼ିଥିବା ୨ ବର୍ଷର ଶିଶୁ ସୁଜିତ ୱିଲଶନର ମୃତଦେହ ସୋମବାର ବିଳମ୍ବିତ ରାତିରେ ଉଦ୍ଧାର କରାଯାଇଛି। ୯୦ ଫୁଟ ତଳକୁ ଖସିପଡିଥିବା ସୁଜିତଙ୍କୁ ବୋରଓ୍ବେଲରୁ ଉଦ୍ଧାର କରିବା ପାଇଁ ଆପ୍ରାଣ…

ଶ୍ରୀମନ୍ଦିର ଭିତରେ ଟିକ୍‌ଟକ୍‌

ପୁରୀ ଅଫିସ,୨୯ା୧୦: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। କେତେ ବେଳେ ଭକ୍ତ ସେଲ୍‌ଫି ନେଇ ପୋଷ୍ଟ କରୁଛନ୍ତି ତ ଆଉ କେବେ ଶ୍ରୀମନ୍ଦିର କର୍ମଚାରୀ, ପୋଲିସ ଓ ସେବାୟତ ମଧ୍ୟ ଏଥିରୁ ବାଦ୍‌ ପଡୁନାହାନ୍ତି। ସୋମବାର…

ଦୁର୍ନୀତି ନ କରିବାକୁ ଶପଥ ନେଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଚଳିତ ମାସ ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୁର୍ନୀତି ନ କରିବା ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କ ଶପଥପାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?