ହାର୍ଟଆଟାକରୁ ଦୂରେଇ ରହିବା ପାଇଁ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଏଥିରୁ ଖଣ୍ଡେ…
ଅଦା ଅନେକ ଔଷଧୀୟ ଗୁଣରେ ଭରପୁର। ଏହା ନାନା ପ୍ରକାର ରୋଗରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ପ୍ରତିଦିନ ସକାଳେ ଖଣ୍ଡେ ଅଦା ଚୋବାଇବା ସହିତ ଗ୍ଲାସେ ଉଷୁମ ପାଣି ପିଇଲେ ଅନେକ ଫାଇଦା ମିଳିଥାଏ। ଏହା ରକ୍ତ…
ଦୋଳାରେ ୪ କିମି ବୁହାହୋଇ ଡାକ୍ତରଖାନା ଗଲେ ବଜ୍ରପାତରେ ଆହତ ୨ ନାବାଳକ
ଦଶମନ୍ତପୁର,୨୮ା୧୦(ଡି.ଏନ୍.ଏ.): ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତ ସଲପଗୁଡ଼ା ଗ୍ରାମରେ ରବିବାର ଗାଇ ଚରାଇବାକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଛନ୍ତି ଦୁଇ ଜଣ ନାବାଳକ। ସେମାନେ ହେଲେ ସଲପଗୁଡ଼ା ଗ୍ରାମର ମସୁରୀ ମୁଦୁଲିଙ୍କ ପୁଅ ଜଗ ମୁଦୁଲି (୧୭) ଓ କେଶରୀ…
ବୋଲେରୋ ଲୁଟି ନେବାବେଳେ ଦୁର୍ଘଟଣା: ପଥଚାରୀ ବାପା, ଝିଅ, ପୁଅଙ୍କ ଜୀବନ ଗଲା
ଯୋଡା, ୨୮।୧୦(ଡି.ଏନ.ଏ.)-ଏକ ବୋଲେରୋ ଲୁଟ୍ କରି ଫେରାର ହୋଇଯିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ରାସ୍ତାରେ ଯାଉଥିବା ଲୋକଙ୍କ ଉପରେ ଏହା ମାଡ଼ି ଯାଇଥିଲା। ଫଳରେ ଗୋଟିଏ ପରିବାରର ବାପ, ଝିଅ, ପୁଅ ବୋଲେରୋ ଚକା ତଳେ ଚାପି ହୋଇ ପ୍ରାଣ…
ଦମ୍ପତିଙ୍କୁ ଯବାନଙ୍କ ମାଡ଼ ଅଭିଯୋଗ
ଫୁଲବାଣୀ ଅଫିସ, ୨୮ା୧୦-କୌଣସି କାରଣ ନ ଜଣାଇ ସିଆର୍ପିଏଫର ଯବାନ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ପଞ୍ଚାୟତ ବଣ୍ଡିଗୁଡା ଗ୍ରାମର ଏକ ଦମ୍ପତିଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ଆହତ ଦମ୍ପତି ତଥା ଗ୍ରାମର ଅମିତ ବଡସେଟ ଏବଂ ତାଙ୍କ ସ୍ତ୍ରୀ ହେମନ୍ତି…
ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ
ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ୮ନଂ. ୱାର୍ଡ ଶ୍ୟାମସୁନ୍ଦରପୁର ଗଁାର ମାଧବ ଦାସ (୨୫) ଓ…
ଜଳିଗଲା ଲୁଗା ଦୋକାନ ୫୦ ଲକ୍ଷର ସାମଗ୍ରୀ ନଷ୍ଟ
ଭୁବନ,୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ୨ନଂ ୱାର୍ଡ ଶିଶୁମନ୍ଦିର ନିକଟସ୍ଥ ଶ୍ରୀକୃଷ୍ଣ ଡ୍ରେସ୍ ହାଉସ ମାଲିକଙ୍କ ଘରେ ରବିବାର ସନ୍ଧ୍ୟା ପ୍ରାୟ ୮ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୫୦ ଲକ୍ଷ ଟଙ୍କାର ଡ୍ରେସ ଓ ପୋଷାକ ଜଳିଯାଇଛି। ଦୀପାବଳି…
ବିଶ୍ୱ ସ୍କ୍ବାଶ ଚାମ୍ପିୟନଶିପ୍: ଜୋତ୍ସ୍ନା ପ୍ରି-କ୍ୱାର୍ଟରଫାଇନାଲରେ
କାଇରୋ, ୨୮ା୧୦ (ପି.ଟି.)-ଭାରତର ଅଗ୍ରଣୀ ସ୍କ୍ବାଶ ଖେଳାଳି ଚିନ୍ନାପା ସିଆଇବି ପିଏସ୍ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍ର ପ୍ରି-କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ହଂକଂର ହୋ ତିଜି ଲୋକ୍ଙ୍କ ବିପକ୍ଷରେ ସେ ସହଜ ବିଜୟ ହାସଲ କରିଛନ୍ତି। ବିଶ୍ୱର ୧୨ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଜୋତ୍ସ୍ନା…
ହାମିଲଟନ ଜିତିଲେ ମେକ୍ସିକାନ ଗ୍ରାଁ ପ୍ରି
ମେକ୍ସିକୋ ସିଟି, ୨୮ା୧୦ (ଏଏଫ୍ପି)-ମର୍ସିଡିଜ୍ରେ ଲୁଇସ୍ ହାମିଲଟନ ମେକ୍ସିକାନ ଫର୍ମୁଲା ଓ୍ବାନ ଗ୍ରାଁପ୍ରି ଜିତିିଛନ୍ତି। ଚଳିତ ସିଜନରେ ଏହା ହେଉଛି ତାଙ୍କର ୧୦ମ ଟାଇଟଲ। ଫେରାରିର ସେବାଷ୍ଟିଆନ ଭେଟେଲ ଏବଂ ହାମିଲଟନଙ୍କ ଟିମ୍ମେଟ ଭାଲଟେରୀ ବୋଟାସ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ…
ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା
କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୋଗ ଅନୁଯାୟୀ, ଅସୁସ୍ଥତା କାରଣରୁ ଜାମବଣୀ ସରପଞ୍ଚ ପଞ୍ଚାୟତ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ କରିପାରୁ…
ଚଳନ୍ତା ମାଲବାହୀ ଟ୍ରେନରୁ ଅଲଗା ହେଲା ୬ ବଗି
ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- ଖୁଣ୍ଟୁଣୀ ଥାନା ଅଧୀନ ପୂର୍ବତଟ ରେଳବାଇର ଘଣ୍ଟିଖାଲ-ନଧିପୁର ରେଳଷ୍ଟେଶନ ନିକଟ ଏକ ରେଳ ପୋଲ ଉପରେ ସୋମବାର ଏକ ଚଳନ୍ତା ମାଲବାହୀ ଟ୍ରେନରୁ ୬ଟି ଓ୍ବାଗନ ଅଲଗା ହୋଇଯାଇଥିଲା। ଫଳରେ ଟ୍ରେନଟି ପ୍ରାୟ ୧୫ମିନିଟ୍ ପର୍ଯ୍ୟନ୍ତ ଟ୍ରାକ ଉପରେ ଅଟକ…
ଧବଳେଶ୍ୱର ପୀଠରେ ମାତିଲେ ମହିଳା ଲୁଟେରା : ୪ ସୁନାଚେନ ଲୁଟ୍, ଜଣେ ଅଟକ
ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- କାର୍ତ୍ତିକ ମାସର ତୃତୀୟ ପାଳିର ସୋମବାରରେ ଧବଳେଶ୍ୱରଙ୍କ ପୀଠରେ ପୂର୍ବ ଅପେକ୍ଷା ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ପରିଲକ୍ଷିତ ହୋଇଛି। ପ୍ରାୟ ୧୮ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆସିଥିବା ଦେବୋତ୍ତର ସୁପରଭାଇଜର କରୁଣାକର ବେହେରା କହିଛନ୍ତି। କିନ୍ତୁ ଏହି ଭିଡ଼ ମଧ୍ୟରେ…
ଦୁଇ ସ୍ଥାନରୁ ୬ ଲକ୍ଷ ୪୦ ହଜାର ଲୁଟ୍
ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲାର ଦୁଇଟି ସ୍ଥାନରୁ ସୋମବାର ଲୁଟେରାମାନେ ୬ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍ର ତରିକା ଭିନ୍ନ କିନ୍ତୁ ଦୁହେଁ ବ୍ୟାଙ୍କରୁ ଟଙ୍କା ନେଇ ବାହାରି ଆସିବା ସମୟରେ ଲୁଟ୍ର ଶିକାର…

