Home Left

ଏସବୁ ସମସ୍ୟା ଦୂର କରେ କଳାଜିରା

ସାଧାରଣତଃ କଳାଜିରା ଖାଦ୍ୟର ସ୍ବାଦ ବୃଦ୍ଧି ପାଇଁ ବ୍ୟବହାର କରାଯାଇଥାଏ। ମାତ୍ର ଏହାର ବହୁ ଉପକାରୀ ଗୁଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ୧. ଥଣ୍ଡା,କାଶ, କଫ ଦୂର ପାଇଁ କଳାଜିରା…

ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା ଅବସ୍ଥାରେ ପୂଜା ପାଉଛନ୍ତି। କୁହାଯାଏ ଏହି ମନ୍ଦିରକୁ ଆସି ହନୁମାନଙ୍କ ଦର୍ଶନ ନ କଲେ…

ଅମିତାଭଙ୍କ ଦୀପାବଳି ପାର୍ଟି : ସାମିଲ ହୋଇଥିଲେ ଏହିସବୁ ଅଭିନେତ୍ରୀ, ଅଭିନେତା

ମୁମ୍ବାଇରେ ବିଗ୍‌ ବି ଅମିତାଭ ବଚ୍ଚନ ଦୀପାବଳି ଅବସରରେ ଏକ ପାର୍ଟିର ଆୟୋଜନ କରିଥିଲେ। ଏଥିରେ ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ, ଅଭିନେତାଙ୍କ ସହ ଜଣାଶୁଣା ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ସମସ୍ତ ଅତିଥିଙ୍କୁ ଅମିତାଭ, ଜୟା, ଅଭିଷେକ, ଐଶ୍ୱର୍ଯ୍ୟା ପାଛୋଟି ନେଇଥିଲେ।…

ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ତୃତୀୟ ସ୍ଥାନ ହାସଲ କରିଛି ଭାରତର ଏହି ରାଜ୍ୟ

ଟ୍ରାଭେଲ୍‌ ମିଡିଆ କମ୍ପାନୀ ‘ଲୋନ୍‌ଲି ପ୍ଲାନେଟ୍‌’ ୨୦୨୦ ପାଇଁ ପର୍ଯ୍ୟଟନ ସ୍ଥଳୀ ଚୟନ କ୍ଷେତ୍ରରେ ଏକ ସର୍ଭେ ରିପୋର୍ଟ ଜାରି କରିଛି। ଏହି ତାଲିକାରେ ଇଣ୍ଡୋନେସିଆର ଇଷ୍ଟ ନୁସା ଟେଙ୍ଗର ପ୍ରଥମ ଏବଂ ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଦ୍ୱିତୀୟ ସ୍ଥାନରେ ରହିଥିବା…

‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ମୁଁ ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ସୋମବାର ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ାହୋଇ ପ୍ରମୁଖ ସଚିବଙ୍କଠାରୁ ଆରମ୍ଭକରି ତଳିଆ…

ୟୁକୋ ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ: ସାଇଣ୍ଟିଫିକ ଟିମ୍‌ର ତଦନ୍ତ ଆରମ୍ଭ

ବଡବିଲ, ୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲସ୍ଥିତ(ଏସ୍‌ଡିପିଓ) ସବ୍‌ଡିଭିଜନାଲ ପୋଲିସ ଅଫିସରଙ୍କ କାର୍ଯ୍ୟାଳୟ ନିକଟସ୍ଥ ୟୁକୋ ବ୍ୟାଙ୍କରୁ ରବିବାର ରାତିରେ ଦୁର୍ବୃତ୍ତମାନେ ଚୋରି ଉଦ୍ୟମକରି ବିଫଳ ହୋଇଛନ୍ତି। ପ୍ରକାଶ ଯେ, ବ୍ୟାଙ୍କର ପଛପାଖ ଏକ ଝରକା ଗ୍ରିଲକୁ ଗ୍ୟାସ କଟର ସାହାଯ୍ୟରେ କାଟି…

ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍‌ ଧକ୍କା: ଶିଶୁକନ୍ୟା ସମେତ ୨ ମୃତ

ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଛକ ନିକଟରେ ସୋମବାର ଅପରାହ୍ନରେଏକ ଦୁର୍ଘଟଣା ଘଟି ବାଇକ୍‌ ଆରୋହୀଙ୍କ ସମେତ ପଛରେ ବସିଥିବା ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା…

୬୨ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ କୋର୍ଟଚାଲାଣ

ରାଇକିଆ,୨୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ରାଇକିଆ ପୋଲିସ ସୋମବାର ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣେ ଡ୍ରାଇଭରଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ନୟାଗଡ଼ର ରବିନ୍ଦ୍ର ଖୁଣ୍ଟିଆ, ଫିରିଙ୍ଗିଆ କେଳାପଡ଼ାର ଟୁକୁନା ଦିଗାଳ, ଆମ୍ବେଦକର…

ପପୁଆ ନ୍ୟୁ ଗିନିକୁ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା

ଦୁବାଇ,୨୮।୧୦- ଆଗାମୀ ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ପୁରୁଷ ଟି୨୦ ବିଶ୍ୱକପ୍‌ ପାଇଁ ପପୁଆ ନ୍ୟୁ ଗିନି (ପିଏନ୍‌ଜି) ଯୋଗ୍ୟତା ଅର୍ଜନ କରିଛି। ରବିବାର ଖେଳାଯାଇଥିବା ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ପିଏନ୍‌ଜି ୪୫ ରନ୍‌ରେ କେନିୟାକୁ ହରାଇ ଦେଇଛି। ଆଉ ଏକ…

ଛାତ୍ରୀବାସରେ ଦୀପାବଳି ପାଳନ କରି ମଧ୍ୟାହ୍ନଭୋଜନ ଖାଇଲେ ଜିଲାପାଳ

ମାଲକାନଗିରି,୨୮।୧୦(ଡି.ଏନ୍‌.ଏ.): ଦୀପାବଳିରେ ରାଜ୍ୟର ବିଭିନ୍ନ ଅନାଥାଶ୍ରମ, ଛାତ୍ରାବାସରେ ମନ୍ତ୍ରୀ, ଜିଲାପାଳମାନେ ଦୀପାବଳି ପାଳନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲ ସଦର ମହକୁମା ସପ୍ତଧାରା ଛାତ୍ରୀ ନିବାସରେ ଦୀପାବଳି ପାଳନ କରିଥିଲେ। ଜିଲା…

ଫେଡରରଙ୍କୁ ୧୦ମ ସୁଇସ୍‌ ଇନ୍‌ଡୋର୍ସ ଟାଇଟଲ

ବାସେଲ(ସୁଇଜରଲାଣ୍ଡ), ୨୮।୧୦- କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ରେକର୍ଡ ୧୦ମ ଥର ପାଇଁ ସୁଇସ୍‌ ଇନ୍‌ଡୋର୍ସ ଟାଇଟଲ ହାତେଇଛନ୍ତି। ରବିବାର ଖେଳାଯାଇଥିବା ଫାଇନାଲରେ ଫେଡରର ୬-୨, ୬-୨ ଅଷ୍ଟ୍ରେଲିଆର ଆଲେକ୍ସ ଡେ ମିନାରଙ୍କୁ ହରାଇ ଦେଇଛନ୍ତି। ସର୍ବାଧିକ ୨୦ ଥର…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି ଭାରପ୍ରାପ୍ତ ସମ୍ପାଦକ

ନିମାପଡ଼ା, ୨୮।୧୦(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି)ର ଭାରପ୍ରାପ୍ତ ସମ୍ପାଦକ ବିଜୟ କୁମାର ସ୍ବାଇଁଙ୍କ କିଆକଣ୍ଟା ଗ୍ରାମସ୍ଥିତ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଇ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବାଇଁଙ୍କ ଘର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?