Home Left

ରାସ୍ତା ମରାମତି ଲାଗି ଜିଲାପାଳଙ୍କୁ ଜଣାଇଲେ ଗ୍ରାମବାସୀ

ବ୍ରହ୍ମପୁର ଅଫିସ୍‌,୨୮।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ତଥା କୁକୁଡ଼ାଖଣ୍ଡି ବ୍ଲକର ଆଙ୍କୁଶପୁର ଛକଠାରୁ ପ୍ରତାପକୃଷ୍ଣଚନ୍ଦପୁର ଭାୟା ମଶିଆାଲି ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏ ନେଇ ସୋମବାର ଗ୍ରାମବାସୀ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳ ବିଜୟ ଅମୃତା…

ହିଜବୁଲର ୩ ଆତଙ୍କବାଦୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ଘୋଷଣା କଲା ପୋଲିସ

ଜମ୍ମୁ,୨୮।୧୦: ଘାଟିରୁ ଆତଙ୍କବାଦୀ ମୂଳୋତ୍ପାଟନ କରିବାକୁ ସେନା ଓ ଜମ୍ମୁ-କଶ୍ମୀର ପୋଲିସ ଯେମିତି ଏକ ପ୍ରକାର ଶପଥ ନେଇଛି ବୋଲି କୁହାଯାଉଛି ଏହି କ୍ରମରେ ରାଜ୍ୟର କିଶତଓ୍ବୋଡ ପୋଲିସ ହିଜବୁଲ ମୁଜାହୁଦ୍ଦିନ ଆତଙ୍କବାଦୀ ସଂସ୍ଥା ସହ ସମ୍ପୃକ୍ତ ୩ ଜଣଙ୍କ ମୁଣ୍ଡ…

ମଧ୍ୟାହ୍ନଭୋଜନରେ ଝିଟିପିଟି ପଡ଼ିବା ଘଟଣା : କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ଭଦ୍ରକ ଅଫିସ,୨୮।୧୦: ଭଦ୍ରକ ବ୍ଲକ କେଦାରପୁର ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ଝିଟିପିଟି ପଡ଼ି ପ୍ରାୟ ୫୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିଲେ। ଏହି ଘଟଣାକୁ ତିନିଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ ପଦକ୍ଷେପ ନିଆଯାଇନାହିଁ। ସୋମବାର ଜିଲା ଭାଜପା…

ପାକିସ୍ତାନ ନାଁରେ ଅଭିଯୋଗ ଆଣିଲା ଭାରତ

ନୂଆଦିଲ୍ଲୀ,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୌଦି ଅରବ ଗସ୍ତ ପାଇଁ ପାକିସ୍ତାନର ଆକାଶପଥ ବ୍ୟବହାର କରିବାକୁ ଭାରତ ଅନୁମତି ମାଗିଥିଲା। ହେଲେ ଏହାକୁ ନ ଦେବା ଲାଗି ପାକିସ୍ତାନ ମନା କରିଦେଇଥିଲା। ଏହାପରେ ଭାରତ ଏହାକୁ ନେଇ ଇଣ୍ଟରନ୍ୟାଶନାଲ ସିଭିଲ…

ଫ୍ରେଞ୍ଚ ଓପନ ଫାଇନାଲରେ ହାରିଲେ ସ୍ବସ୍ତିକ-ଚିରାଗ

ପ୍ୟାରିସ୍‌,୨୮।୧୦- ଭାରତୀୟ ପୁରୁଷ ଡବଲ୍ସ ଖେଳାଳି ସ୍ବସ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କ ଯୋଡ଼ିକୁ ଏଠାରେ ଚାଲିଥିବା ଫ୍ରେଞ୍ଚ ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଉପବିଜେତା ଭାବେ ସନ୍ତୁଷ୍ଟ ରହିବାକୁ ପଡ଼ିଛି। ସେମାନଙ୍କୁ ଟପ୍‌ ସିଡ୍‌ ଇଣ୍ଡୋନେସିଆର ମାର୍କସ ଫର୍ନାଲ୍ଡି…

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ

ପୁରୀ ଅଫିସ, ୨୮।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ପୁଣି ଭାଇରାଲ ହୋଇଛି। ଟିକ୍‌ଟକ୍‌ରେ ଦୁଇଟି ଭିଡିଓକୁ କେହି ସେୟାର କରିବା ପରେ ଏହା ଏବେ ପଦାକୁ ଆସିଛି । ଶ୍ରୀମନ୍ଦିର ଭିତର ଭିଡିଓ ସହ ଆନନ୍ଦ ବଜାରରେ ଅବଢ଼ା ଖାଉଥିବା…

ଘର ସହ ଜଳିଗଲେ ତହସିଲ କର୍ମଚାରୀ

ହାଟଡିହୀ,୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ସୋସୋ ଥାନା ଅନ୍ତର୍ଗତ ସୁନ୍ଦରାପାଳ ଛକରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଗୋଟିଏ ଘର ଜଳିଯିବା ସହିତ ଜଣେ ବ୍ୟକ୍ତି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ହାଟଡିହୀରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଯାଇ ନିଅଁାକୁ…

ଡେବ୍ରିଗଡ଼ ଅଭୟାରଣ୍ୟରେ ହାତୀପଲ: ଆଶ୍ୱସ୍ତ ହେଲେ ଚାଷୀ

ଭଟ୍‌ଲି, ୨୮।୧୦(ଡି.ଏନ୍‌.ଏ.): ବିଗତ ୩ ଦିନ ହେବ ହାତୀଙ୍କୁ ନେଇ ଭୟରେ ଥିବା ବରଗଡ଼ ଜିଲାର ଚାଷୀମାନେ ରବିବାରଠାରୁ ସାମାନ୍ୟ ଆଶ୍ୱସ୍ତିଲାଭ କରିଛନ୍ତି। ଛତିଶଗଡ଼ ରାଜ୍ୟ ଅନ୍ତର୍ଗତ ଭଟ୍‌ଲି ନିକଟସ୍ଥ ବାରପାହାଡ଼ ଜଙ୍ଗଲ ଅଭିମୁଖେ ଚାଲିଆସିଥିବା ୨ଟି ବଣୁଆ ହାତୀ ଧାନ…

ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ପରଲୋକ

ଖୋର୍ଦ୍ଧା ଅଫିସ, ୨୮।୧୦: ଖୋର୍ଦ୍ଧା ଜିଲାର ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ୭୦ବର୍ଷ ବୟସରେ ସୋମବାର ପରଲୋକ ଘଟିଛି। ବିଗତ କିଛି ଦିନ ହେବ ସେ ନିମୋନିଆରେ ପୀଡ଼ିତଥିଲେ। ଶେଷ ଦର୍ଶନ ପାଇଁ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା…

ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍‌ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ

ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍‌ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ ମାର୍ଶଲମାନେ କାର୍ଯ୍ୟରେ ଯୋଗଦେବେ। ମୋଟ ୧୩ ହଜାର ମାର୍ଶଲ ନିଯୁକ୍ତ ହୋଇଛନ୍ତି। ଅବସରପ୍ରାପ୍ତ ସେନା…

ପାକିସ୍ତାନରେ ୫୮ ସ୍କୁଲ ଏବଂ ୩୦ ହସ୍ପିଟାଲ ନିର୍ମାଣ କରିବ ଚାଇନା

ଇସଲାମାବାଦ୍‌/ବେଜିଂ,୨୮।୧୦: ପାକିସ୍ତାନରେ ଚାଇନା ୫୮ ସ୍କୁଲ ଏବଂ ୩୦ ହସ୍ପିଟାଲ ନିର୍ମାଣ କରିବ। ପାକିସ୍ତାନର ଖାଇବର ପସ୍ତୁତଖ୍ବା ପ୍ରଦେଶରେ ଏହି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବ। ଏହା ଏହି ପଛୁଆ ଅଞ୍ଚଳର ବିକାଶ ହୋଇପାରିବ ବୋଲି ପାକିସ୍ତାନରେ ଅବସ୍ଥାପିତ ଥିବା ଚାଇନାର…

କାଳୀପୂଜା ଲାଗି ସରକାରୀ ଛୁଟି ଘୋଷଣା

ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୂଜା ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି। ଖାସ୍‌ ଏଥିପାଇଁ ଜିଲାର ସମସ୍ତ ସ୍କୁଲ, କଲେଜ ସମେତ ସରକାରୀ ଅଫିସକୁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଆଞ୍ଚଳିକ ଛୁଟି ଭାବେ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?