Home Left

ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡରଙ୍କ ଅଭିନବ ପ୍ରୟାସ : ସାଥୀ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଗୀତ ମାଧ୍ୟମରେ ଦେଲେ ଆହ୍ବାନ

ମାଲକାନଗିରି,୨୫।୮(ସ୍ବ.ପ୍ର.): ଜିଲାର ସୀମାନ୍ତ ଛତିଶଗଡ଼ ସୁକମା ପୋଲିସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆତ୍ମସମର୍ପଣ କରିଥିବା ମାଓବାଦୀ କମାଣ୍ଡର ଅର୍ଜୁନ ସାଥୀ ମାଓବାଦୀଙ୍କୁ ହିଂସା ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଗୀତ ମାଧ୍ୟମରେ ଆହ୍ବାନ ଦେଇଛନ୍ତି। ୧୯୮୦ ମସିହାରୁ ମାଓବାଦୀ ସଂଗଠନ…

ମୋଦିଙ୍କ ସହ ସାକ୍ଷାତ୍‌ ପରେ ୨୫୦ ଭାରତୀୟ କଏଦୀଙ୍କୁ ମୁକ୍ତ କଲେ ବାହାରିନ ସରକାର

ମନାମା,୨୫।୮: ଗୋଟିଏ ପଟେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌ ଜାୟଦ’ରେ ସମ୍ମାନୀତ କରିଥିବା ବେଳେ, ଅନ୍ୟ ପଟେ ବାହାରିନରେ ଥିବା…

ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ଦେଖି ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୫।୮: କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌ ଜାୟଦ’ରେ ସମ୍ମାନୀତ କରିଛନ୍ତି। ଏହାପରେ ମୋଦି କହିଛନ୍ତି ଏହି ସମ୍ମାନ ଦୁଇ ଦେଶ ମଧ୍ୟରେ…

୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୨୫।୮: ସେପ୍ଟେମ୍ବର ୨୩ରେ ୪ ରାଜ୍ୟର ବିଧାନସଭା ଉପନିର୍ବାଚନ ହେବ। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର ପାଲା, ତ୍ରିପୁରାର ବଧର ଘାଟ ଏବଂ ଉତ୍ତରପ୍ରଦେଶ ହମିରପୁରରେ ଉପନିର୍ବାଚନ ହେବ ବୋଲି…

କେନ୍ଦୁଝରର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ମିତ୍ରଭାନୁ ମହାପାତ୍ର

କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍‌ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଟ୍ରାଫିକ ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି ମୁକାବିଲା କରିବା ପାଇଁ ପଦକ୍ଷେପ…

ଜେଲ୍‌ରେ ଚାଷ କରି ୧୮ହଜାର ଟଙ୍କା କମାଇଲେ ରାମ ରହିମ୍‌

ରୋହତକ,୨୫।୮:ଡେରା ସଚ୍ଚା ମୁଖ୍ୟ ଗୁରମିତ୍‌ ରାମ ରହିମ ସିଂହ ତାଙ୍କ ଆଶ୍ରମର ଦୁଇ ଜଣ ସାଧ୍ବୀଙ୍କ ପ୍ରତି ବଳାତ୍କାର କରିଥିବା ଅଭିଯୋଗରେ ୨୦ ବର୍ଷ ଜେଲ ଦଣ୍ଡ ଭୋଗୁଛନ୍ତି। ଜେଲ୍‌ରେ ଥାଇ ବି ରାମ ରହିମଙ୍କୁ ନେଇ ଚର୍ଚ୍ଚା ଥମୁନି। ଜେଲରେ ଫସଲ…

କୋରିୟର ପେଟିରୁ ବାହାରିଲା ୬ ଫୁଟର ନାଗସାପ

ବାରିପଦା ଅଫିସ,୨୫।୮: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରର ୫ନଂ. ୱାର୍ଡର ମୃତ୍ୟୁକୁମାର ନାମକ ଜଣେ ବ୍ୟକ୍ତିଙ୍କ ନିକଟକୁ ରବିବାର ଆସିଥିବା ଏକ ପେଟିରୁ ନାଗ ସାପ ଉଦ୍ଧାର ହୋଇଛି। ତେବେ ଏହି ୬ଫୁଟ ଲମ୍ବର ନାଗ ସାପଟିକୁ କୁଚେଇବୁଢୀ ସଂରକ୍ଷିତ ଜଙ୍ଗଲରେ…

ଗଲ୍ଫ ଟୁର ଚାମ୍ପିୟନଶନିପ୍‌: ବଜ୍ରପାତରେ ୬ ପ୍ରଶଂସକ ଆହତ

ଆଟଲାଣ୍ଟା, ୨୫।୮: ଏଠାରେ ଚାଲିଥିବା ଗଲ୍ଫ ଟୁର ଚାମ୍ପିୟନଶିପ୍‌ ଅବସରରେ ଏକ ଅଘଟଣ ଘଟିଛି। ଚାମ୍ପିୟନଶିପ୍‌ର ତୃତୀୟ ରାଉଣ୍ଡ ଖେଳ ଅବସରରେ ହଠାତ୍‌ ଗଲ୍ଫ କୋର୍ସରେ ଥିବା ଏକ ଗଛକୁ ବିଜୁଳି ମାରିଥିଲା। ଫଳରେ ନିକଟରେ ଥିବା ୬ଜଣ ଗଲ୍ଫ ପ୍ରଶଂସକ…

୧୯ବର୍ଷ ହେଲା ଶୌଚାଳୟରେ କଟୁଛି ମହିଳାଙ୍କ ଜୀବନ

ଚେନ୍ନାଇ, ୨୫।୮: ତାମିଲନାଡୁର ମଦୁରାଇରେ ଜଣେ ମହିଳା ଦୀର୍ଘ ୧୯ବର୍ଷ ହେଲା ସାର୍ବଜନୀନ ଶୌଚାଳୟରେ ଜୀବନ କାଟୁଛନ୍ତି। ୬୫ବର୍ଷୀୟ କରୁପାୟୀ ରମନାଡ ଅଞ୍ଚଳରେ ଥିବା ଏକ ଶୌଚାଳୟକୁ ନିଜ ଘର କରିଦେଇଛନ୍ତି। ରାତି ପାହି ସକାଳ ହେଲେ ଶୌଚାଳୟକୁ ସଫାକରିବା ତାଙ୍କ…

ଜନ୍‌ ଆବ୍ରାହମଙ୍କଠାରୁ ଦୁଇ ଗୁଣା ଆଗକୁ ବଢିଗଲେ ଅକ୍ଷୟ

ମୁମ୍ବାଇ: ସ୍ବାଧୀନତା ଦିବସରେ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’ ରିଲିଜ୍‌ ହୋଇଥିବା ବେଳେ ଏହାକୁ ଟକ୍କର ଦେବାକୁ ଆସିଥିଲା ଜନ୍‌ ଆବ୍ରାହମଙ୍କ ଅଭିନୀତ ଫିଲ୍ମ ‘ବାଟଲା ହାଉସ୍‌’। ପ୍ରଥମରୁ ଉଭୟ ଭଲ ବ୍ୟବସାୟ କରିଥିବା ବେଳେ…

ଜେଟଲୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ରାଖୀ ସାଓ୍ବନ୍ତ: ୧୦ ଦିନ ପୂର୍ବରୁ ହୋଇଥିଲା ମୃତ୍ୟୁ

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ନେଇ ଅଭିନେତ୍ରୀ ରାଖୀ ସାଓ୍ବନ୍ତ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଜେଟଲୀ ୧୦ ଦିନ ପୂର୍ବରୁ ଦେହତ୍ୟାଗ କରିଥିବା ସେ କହିଛନ୍ତି। ରାଖୀଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଜେଟଲୀଙ୍କୁ…

ସୁନା ଚେନ୍‌ ଗିଳିଦେଲେ ଚୋର, ପେଟରୁ ଚେନ୍‌ ବାହାର କରିବା ପାଇଁ ଏମିତି ଉପାୟ ଖୋଜିଲା ପୋଲିସ

ବିକାନେର,୨୫।୮: ପୋଲିସକୁ ଚକ୍‌ମା ଦେବା ପାଇଁ ଚୋର ଭିନ୍ନ ଭିନ୍ନ ପନ୍ଥା ଆପଣାଇଥାଏ। କିନ୍ତୁ ପୋଲିସଠାରୁ ବର୍ତ୍ତିବା ସବୁବେଳେ ତା’ ପାଇଁ ସମ୍ଭବ ହୋଇ ନ ଥାଏ। ରାଜସ୍ଥାନର ବିକାନେର୍‌ରେ ଜଣେ ଚୋର ପୋଲିସକୁ ଦେଖି ସୁନା ଚେନ୍‌ ଗିଳିଦେଇଥିଲେ। ଚୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri