Home Left

ଅଘଟଣ ଏଡ଼ାଇବାକୁ ଦୀପାବଳିରେ ଜଗିବେ ୫ ହଜାର ଆଗ୍ନିକ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। ଏହି ସମୟରେ କୌଣସି ପ୍ରକାର ଅଘଟଣ ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ତେବେ ସୁରକ୍ଷିତ ଦୀପାବଳି ପାଇଁ ଅଗ୍ନିଶମ ବିଭାଗ ଏକଦମ୍‌ ପ୍ରସ୍ତୁତ ଅଛି। ଯେକୌଣସି ଅଘଟଣ ଏଡ଼ାଇବାକୁ ୫ ହଜାର…

ଧନତେରାସ୍‌ରେ ଲକ୍ଷେ ୩୦ ହଜାର ସରକାରୀ କର୍ମଚାରୀଙ୍କ ଜମାଖାତାକୁ ଗଲାନି ଦରମା: ଆଇଏମ୍‌ଏଫ୍‌ଏସ୍‌ ସର୍ଭର ଡାଉନ୍‌

ଭୋପାଳ,୨୬।୧୦: ଧନତେରାସ୍‌ରେ ମଧ୍ୟପ୍ରଦେଶର ଲକ୍ଷେ ୩୦ ହଜାର ସରକାରୀ କର୍ମଚାରୀଙ୍କ ଜମା ଖାତାକୁ ଅକ୍ଟୋବର ମାସର ଦରମା ଯାଇ ପାରିନି। ସରକାରଙ୍କ ତାଗିଦ୍‌ ସତ୍ତ୍ୱେ ଏହା ସମ୍ଭବ ହୋଇ ପାରି ନାହିଁ। ଆଇଏମ୍‌ଏଫ୍‌ଏସ୍‌ ସର୍ଭର ଡାଉନ୍‌ ରହିବା ଯୋଗୁ ଦରମା ଜମାଖାତାକୁ…

ବଡ଼ ପରଦାରେ ଦୀପାବଳି

ମୁମ୍ବାଇ: ସବୁ ବଡ ବଡ ପର୍ବକୁ ରୁପେଲି ପରଦାରେ ଦେଖାଇବାକୁ ଚାହିଁଥାଆନ୍ତି ନିର୍ମାତା ନିର୍ଦ୍ଦେଶକ। ସେ ହୋଲି ହେଉ କି ଦୀପାବଳି, ଦଶହରା ହେଉ ଅବା ଗଣେଶ ପୂଜା। ସେମିତି ଦୀପାବଳିକୁ ନେଇ ମଧ୍ୟ ହିନ୍ଦୀ ଚଳଚ୍ଚିତ୍ର ଜଗତ ଦର୍ଶକଙ୍କ ନିକଟତର…

ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଖଟ୍ଟର, ଦୁଷ୍ୟନ୍ତ ଉପ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୬।୧୦: ହରିୟାଣା ରାଜନୀତିର ଅଙ୍କକଷା ଭିତରେ ରବିବାର ଭାଜପା ନେତା ମନୋହର ଲାଲ ଖଟ୍ଟର ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରବିବାର ଅପରାହ୍ନ ୨ଟା ୧୫ରେ ସେ ଶପଥ ଗ୍ରହଣ କରିବେ। ଶନିବାର ରାଜ୍ୟପାଳଙ୍କୁ ଭେଟି ସେ ତାଙ୍କ…

ଅଭିନୟ କରିବାକୁ ଚାହୁଁ ନାହାଁନ୍ତି ଶାହାରୁଖଙ୍କ ପୁଅ

ମୁମ୍ବାଇ: ଷ୍ଟାର କିଡ୍‌ ଭାବେ ଏବେ ପରଦାକୁ ଆସିବାକୁ ବାକି ଅଛି ଆର୍ଯ୍ୟନ୍‌ ଖାଁଙ୍କର। ଶାହାରୁଖ ଖାଁଙ୍କ ବଡ ପୁଅ ହେଉଛନ୍ତି ଆର୍ଯ୍ୟନ୍‌। ସେ ବଲିଉଡରେ ଡେବ୍ୟୁ କରିପାରନ୍ତି ବୋଲି ଶୁଣାଯାଉଥିଲା। ଏବେ କିନ୍ତୁ ଏହାକୁ ନେଇ ଶାହାରୁଖ କିଛି ଭିନ୍ନ…

ଲୋକସମ୍ପର୍କ ମନ୍ତ୍ରୀଙ୍କ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ: ଆହାର କେନ୍ଦ୍ରରେ ଭୋଜନ

ଜୟପୁର,୨୬।୧୦(ଡି.ଏନ୍‌.ଏ): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶନିବାର ଅଚାନକ ପରିଦର୍ଶନ କରିଛନ୍ତି । ଏଥିସହ ସେ ରୋଗୀ ଏବଂ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କଠାରୁ ସେମାନଙ୍କ ସମସା୍ୟ ସମ୍ପର୍କରେ ପଚାରି ବୁଝିଥିଲେ।…

ଏକତାଙ୍କ ବାୟୋପିକରେ ଦିଶା

ମୁମ୍ବାଇ: ବଲିଉଡ୍‌ର ହଟ୍‌ ଓ ସେକ୍ସି ନାୟିକା ଦିଶାା ପାଟନି ଏବେ ଚଣ୍ଡିଗଡ଼ରେ ଅଛନ୍ତି। ସେ ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘କେ ଟିନା’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜ ସାଣ୍ଡିଲ୍ୟଙ୍କ ଦ୍ୱାରା ଲିଖିତ ଏହି ଫିଲ୍ମ ଏକତା କପୁରଙ୍କ ହୋମ୍‌ ପ୍ରଡକ୍‌ସନରେ…

୧୯ ବର୍ଷର ଫିଲ୍ମ କ୍ୟାରିୟର ମଧ୍ୟରେ ପ୍ରଥମଥର ଅଡିଶନର ସାମ୍ନା କଲେ କରୀନା

ପ୍ରଥମ ଥର କରୀନା କପୁର ଫିଲ୍ମ ‘ଲାଲ୍‌ ସିଂହ ଚଢ଼ା’ପାଇଁ ଅଡିଶନ ଦେଇଛନ୍ତି। ୧୯ ବର୍ଷର ଫିଲ୍ମ କ୍ୟାରିୟର ଭିତରେ ସେ କେବେ ବି ଅଡିଶନ୍‌ର ସାମ୍ନା କରି ନ ଥିଲେ। ଏକ ସାକ୍ଷାତ୍‌କାରରେ କରୀନା କହିଛନ୍ତି, ଫିଲ୍ମ ‘ଲାଲ୍‌ ସିଂହ…

ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣା: ଥାନାରେ ଏତଲା

କେନ୍ଦୁଝର,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନାରେ ଖବରଦାତାଙ୍କୁ ପୋଲିସର ଦୁର୍ବ୍ୟବହାର ଘଟଣାକୁ ନେଇ ଶନିବାର ଥାନାରେ ଏତଲା ଦିଆଯାଇଛି। ବୈଦ୍ୟୁତିକ ଗଣମାଧ୍ୟମ କ୍ୟାମେରା ମ୍ୟାନ୍‌ ତନ୍ମୟ କୁମାର ପାଲ ଶୁକ୍ରବାର ଖବର ସଂଗ୍ରହ କରିବାକୁ ଥାନାକୁ ଯାଇଥିବା ବେଳେ ୨ ଜଣ ଅଧିକାରୀ…

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ

ଚାନ୍ଦବାଲି,୨୬ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମତୋ-ଚୌଧୁରୀଘାଟ ରାସ୍ତାର ମଉସୁଧା ବଜାର ନିକଟରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ସ୍ଥାନୀୟ ଲୋକେ ଡ୍ରାଇଭର ଓ ହେଲ୍‌ପରଙ୍କୁ ଆହତ ଅବସ୍ଥାରେ ଉଦ୍ଧାର…

ଶରିଫ ଅସୁସ୍ଥ

ଇସ୍‌ଲାମାବାଦ,୨୬।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶନିବାର ଏକ ହୃଦଘାତ ହୋଇଥିବା ସୂଚନା ମିଳିଛି। ସେ ଚିକିତ୍ସିତ ହେଉଥିବା ସର୍ଭିସେସ୍‌ ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ସପ୍ତାହରେ ତାଙ୍କର ପ୍ଲେଟଲେଟ୍‌ କାଉଣ୍ଟ କମ୍‌ ହୋଇ ଯିବାରୁ ସେ…

ବାରପାହାଡ଼ ଫେରୁଛନ୍ତି ହାତୀପଲ: ଚିନ୍ତାରେ ଚାଷୀ

ଭଟ୍‌ଲି,୨୬ା୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବାରପାହାଡ଼ ଜଙ୍ଗଲରୁ ଛତିଶଗଡ଼ ଜଙ୍ଗଲକୁ ଚାଲିଯାଇଥିବା ହାତୀପଲ ଶନିବାର ପୁଣିଥରେ ବାରପାହାଡ଼ ଜଙ୍ଗଲମୁହାଁ ହୋଇଛନ୍ତି। ବିଗତ ୩ଦିନ ଧରି ଭଟ୍‌ଲି ବନ ବିଭାଗ ହାତୀପଲ ଫେରୁଥିବା ଖବର ପାଇ ସଜାଗ ରହିଥିଲେ। ଶନିବାର ସକାଳୁ ଉକ୍ତ ହାତୀପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?