Home Left

ଦୀପାବଳି ଉପଲକ୍ଷେ ଅଯୋଧ୍ୟାରେ ଜଳିବ ୫ଲକ୍ଷ ଦୀପ

ଲକ୍ଷ୍ନୌ,୨୬।୧୦: ଭଗବାନ ରାମଙ୍କ ନଗରୀ କୁହାଯାଉଥିବା ଅଯୋଧ୍ୟାରେ ଶନିବାର ଦୀପୋତ୍ସବର ତୃତୀୟ ସଂସ୍କରଣ ଲୋକାର୍ପିତ ହେବ। ଏହି ଉତ୍ସବରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅନ୍ୟ ବରିଷ୍ଠ ଅତିଥିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୭ଟାରୁ ସାଢେ…

ଚଳିତବର୍ଷ ଦୀପାବଳି ପାଳିବେନି ଆଲିଆ!

ନିଜର ଦମ୍‌ଦାର ଅଭିନୟ ଏବଂ କ୍ୟୁଟ୍‌ନେସ୍‌ ପାଇଁ ଖୁବ୍‌ କମ୍‌ ସମୟ ମଧ୍ୟରେ ବଲିଉଡ୍‌ରେ ନଁା କରିଥିବା ଅଭିନେତ୍ରୀ ଆଲିଆ ଭଟ୍ଟ। କୌଣସି ନା କୌଣସି ଖବରକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। କେତେବେଳେ ସିନେମାକୁ ନେଇ ତ ଆଉ…

ଅନୁଷ୍କାଙ୍କୁ ବଦଳାଇଦେଲା ‘ଦ ଗେମ୍‌ ଚେଞ୍ଜର’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜର ଭିନ୍ନ ଅଭିନୟ ଶୈଳୀ ସହ ହେଲ୍‌ଦୀ ଲାଇଫ୍‌ଷ୍ଟାଇଲ ଓ ଫିଟ୍‌ନେଶ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଗତ କିଛି ବର୍ଷ ହେବ ଅନୁଷ୍କା ଶାକାହାରୀ ହୋଇଯିବା ପରଠୁ ତାଙ୍କୁ ଅନେକ ସମୟରେ ଗୋଟିଏ…

ନିରାପଦ ଦୀପାବଳି ପାଇଁ…

ଆଲୋକର ପର୍ବ ଦୀପାବଳି। ପରିବାର, ବନ୍ଧୁ ପରିଜନଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବାର ବେଳ। ଅନ୍ଧାରକୁ ଏଡ଼ିଦେଇ କିଛି ସମୟ ପରିବେଶକୁ ଆଲୋକିତ କରିବାର ପ୍ରୟାସରେ ଏହି ପର୍ବର ଅନ୍ୟତମ ପ୍ରମୁଖ ଆକର୍ଷଣ ହେଉଛି ଆତସବାଜି। ମିଠା ସାଙ୍ଗକୁ…

ଦିଲ୍ଲୀ, ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କଲା ପିଏମ୍‌ଓ: ଟାସ୍କଫୋର୍ସ ବୈଠକରେ ସମୀକ୍ଷା କଲେ ପି. କେ. ମିଶ୍ର

ନୂଆଦିଲୀ, ୨୬।୧୦(ପିଆଇବି): ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ମାତ୍ରା ଅନୁଧ୍ୟାନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଗୁରୁବାର ସନ୍ଧ୍ୟାରେ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ସମସ୍ତ ଅଂଶୀଦାରଙ୍କୁ ନେଇ ଏକ…

ସର୍ବ ବୃହତ୍ତମ ତାରକାପୁଞ୍ଜର ସନ୍ଧାନ ମିଳିଲା: ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଏବେ ଜଣାପଡ଼ିବ

ବୋଷ୍ଟନ,୨୬।୧୦: ସର୍ବ ବୃହତ୍ତମ ତାରକାପୁଞ୍ଜର ସନ୍ଧାନ ମିଳିଛି। ଆମେରିକା ମାସାଚ୍ୟୁସେଟ୍‌ସର ଟେଲିସ୍କୋପ୍‌ ଆଲ୍ମା-୬୬ ଦ୍ୱାରା ଏହି ତାରକାପୁଞ୍ଜ ସମ୍ପର୍କରେ ଜଣାପଡ଼ିଛି। ଏହାର ଅନୁଧ୍ୟାନ ଦ୍ୱାରା ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଜଣାପଡ଼ିବ ବୋଲି ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏହି ନକ୍ଷତ୍ରପୁଞ୍ଜର ଗତିଶୀଳତା…

ଭାଜପାରେ ପାଦ ଦେଉ ଦେଉ ବଢିଲା ଦୁଷ୍ୟନ୍ତଙ୍କ ସୁରକ୍ଷା

ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ଜନନାୟକ ଜନତା ପାର୍ଟି(ଜେଜେପି) ସହ ମେଣ୍ଟ କରି ସରକାର ଗଠନ କରିବାକୁ ଯାଉଛି। କାରଣ ହରିୟାଣାର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟା ଗରିଷ୍ଠତାଠାରୁ ୬ ଆସନ ପଛରେ ଥିବା ବେଳେ ଏବେ ଜେଜେପିକୁ…

୨୯୯ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଉଚ୍ଚଶିକ୍ଷାରେ ଗବେଷଣାକୁ ଗୁରୁତ୍ୱ ଦିଆଯାଉଛି

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଶିକ୍ଷକମାନେ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ। ପିଲାଙ୍କ ଭବିଷ୍ୟତ ଗଠନ ସହ ସେମାନେ ଛାତ୍ରୀଛାତ୍ରଙ୍କ ସୃଜନଶୀଳତାକୁ ପରିପ୍ରକାଶ କରିବା ପାଇଁ ଉତ୍ସାହିତ କରିଥାନ୍ତି। ସେମାନଙ୍କୁ ରୋଜଗାରକ୍ଷମ କରିବା ସହ ସମାଜ, ରାଜ୍ୟ ଓ ଦେଶକୁ ସମୃଦ୍ଧ କରାଇବାର ଠିକଣା ଦୃଷ୍ଟିଭଙ୍ଗୀ…

ଚୌଦ୍ୱାର ସର୍କଲ ଜେଲ: ଆଧୁନିକୀକରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କଟକ ଜିଲାର ଚୌଦ୍ୱାର ସର୍କଲ ଜେଲ୍‌ର ଉନ୍ନତି କରାଯାଇ ଓଡ଼ିଶାରେ ଏକ ମଡେଲ ଜେଲରେ ପରିଣତ କରାଯିବ। ଏ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜେଲ ପରିସର ଚିକିତ୍ସାଳୟରେ ଡାକ୍ତରଙ୍କ…

ଧୂଳିମାଟି ଖେଳ କମାଇବ ପାଠପଢ଼ା ବୋଝ

ସୁରତ: ସକାଳ ସାଢ଼େ ୬ରୁ ୭ଟା ଭିତରେ ଟ୍ୟୁଶନ୍‌। ୧୦ଟାରୁ ୪ଟା ସ୍କୁଲ। ଏହା ପରେ ପୁଣି ୫ଟାରୁ ଟ୍ୟୁଶନ୍‌। ଘରକୁ ଫେରି ହୋମ୍‌ଓ୍ବାର୍କ। ଏହା ହେଉଛି ଦୁନିଆକୁ ଜାଣିବା ଆରମ୍ଭ କରୁଥିବା ଜଣେ କୋମଳମତି ପିଲାର ଧରାବନ୍ଧା ଜୀବନ। ଏହାଠାରୁ…

ଦୁଷ୍ୟନ୍ତଙ୍କ ମା’ ହୋଇପାରନ୍ତି ହରିୟାଣାର ଉପ ମୁଖ୍ୟମନ୍ତ୍ରୀ

ହରିୟାଣା,୨୬।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲାଙ୍କ ମା’ ନୈନା ସିଂ ଚୌତାଲା ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଶୁକ୍ରବାର ରାତିରେ ଭାଜପା ସହ ଜେଜେପି ମେଣ୍ଟ କରିବା ପରେ ଭାଜପା…

ବାଜି ମାରିଲେ ଶାହ, ଚାହିଁ ରହିଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ହୋଇଥିବା ବିଧାନସଭା ନିର୍ବାଚନରେ କୌଣସି ଦଳକୁ ବହୁମତ ମିଳି ନ ଥିବା ବେଳେ ଭାଜପା ଏବେ ସରକାର ଗଢିବାକୁ ଯାଉଛି। ଅସଲ କଥା ହେଲା ଏଥର ଭୁପିନ୍ଦର ସିଂ ହୁଡ୍ଡାଙ୍କ ନେତୃତ୍ୱରେ କଂଗ୍ରେସ ହରିୟାଣାରେ ଭଲ ପ୍ରଦର୍ଶନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?