Home Left

୨୨୯.୭ କୋଟିରେ ପାର୍ଲାମେଣ୍ଟ ଭବନର ପୁନଃ ବିକାଶ ହେବ

ନୂଆଦିଲ୍ଲୀ,,୨୬ା୧୦: ୨୨୯.୭ କୋଟି ଟଙ୍କା ବ୍ୟୟରେ ପାର୍ଲାମେଣ୍ଟ ଭବନର ନବୀକରଣ ଓ ପୁନଃବିକାଶ କରାଯିବ। ଏଥିଲାଗି ଗୁଜରାଟ ଅହମଦାବାଦର ଏଚ୍‌ସିପି ଡିଜାଇନ୍‌ ପ୍ଲାନିଂ କମ୍ପାନୀକୁ ଶୁକ୍ରବାର ଠିକା ଦିଆଯାଇଛି। ଏହି କମ୍ପାନୀ ସେଣ୍ଟ୍ରାଲ ଭିଷ୍ଟାର ପୁନର୍ବିକାଶ ସହ ନୂଆ ସାଧାରଣ କେନ୍ଦ୍ରୀୟ…

କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍‌.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି ଉପକୂଳରେ ଲାଗିଛି। ଉକ୍ତ ବୋଟର ୨ ନାବିକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣଙ୍କୁ…

‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌ ୨୦୧୯’: ଶେଫାଳିଙ୍କ ସଫଳତା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବଲାଙ୍ଗୀର ଜନ୍ମିତ ଓଡ଼ିଆ ଝିଅ ଶେଫାଳି ଉଦ୍‌ଗାତା ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌-୨୦୧୯’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହେବାର ଗୌରବ ଅର୍ଜନ କରିଛନ୍ତି। ଏକାଧିକ ରାଷ୍ଟ୍ରରୁ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀମାନଙ୍କୁ ପଛରେ ପକାଇ ଶେଫାଳି ୩ୟ…

ବିପଦ ସାଜୁଛି ସ୍ତନକର୍କଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ମହିଳାମାନଙ୍କ କ୍ଷେତ୍ରରେ ସ୍ତନକର୍କଟ ଏକ ଜଣାଶୁଣା ବ୍ୟାଧି। ପାଶ୍ଚାତ୍ୟ ଦେଶଗୁଡ଼ିକରେ ସ୍ତନକର୍କଟ ପ୍ରାଥମିକ ଅବସ୍ଥାରେ ଚିହ୍ନଟ ହୋଇପାରୁଥିବା ସ୍ଥଳେ ଭାରତରେ ଏହା ପ୍ରାୟ ଶେଷ ଅବସ୍ଥାରେ ଜଣାପଡ଼ିଥାଏ। ତେଣୁ ସ୍ତନକର୍କଟ ରୋଗର ସ୍କ୍ରିନିଂ କାର୍ଯ୍ୟକ୍ରମ ଅତ୍ୟନ୍ତ ଜରୁରୀ। ସ୍ତନକର୍କଟ…

ମସ୍‌ଜିଦରେ ମହିଳାଙ୍କ ପ୍ରବେଶ କଟକଣାକୁ ଚ୍ୟାଲେଞ୍ଜ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଦେଶର ମସ୍‌ଜିଦଗୁଡ଼ିକରେ ମୁସଲମାନ ମହିଳାଙ୍କ ପ୍ରବେଶ ଉପରେ କଟକଣା ରହିଛି। ଏଭଳି ‘ଅସାମ୍ବିଧାନିକ’ କଟକଣା ଯୋଗୁ ଜୀବନଧାରଣ, ସମାନତା ଓ ଲିଙ୍ଗଗତ ନ୍ୟାୟ ଭଳି ଅଧିକାର କ୍ଷୁଣ୍ଣ ହେଉଥିବା ଦର୍ଶାଇ ଏହାକୁ ଉଠାଇବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା…

ଅଲୋଡ଼ା କନ୍ୟା ସନ୍ତାନ: ମେଡିକାଲ ବେଡ୍‌ରେ ଛାଡ଼ି ପଳାଇଲେ ମା’

କଟକ ଅଫିସ, ୨୬।୧୦: ସମାଜରେ କନ୍ୟା ସନ୍ତାନଙ୍କ ପ୍ରତି ଥିବା ହୀନମନ୍ୟତା ବଢିବାରେ ଲାଗିଛି, ଯାହାର ଏକ ଉଦାହରଣ ଏସ୍‌ସିବି ମେଡିକାଲରେ ଦେଖିବାକୁ ମିଳିଛି। ଗତ ୩ରେ ଯାଜପୁର ଅଞ୍ଚଳର ଜଣେ ମହିଳା ପ୍ରସବ ନିମନ୍ତେ ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ…

ଜାତୀୟ ଲୋକମେଳା, କୃଷିମେଳା ଉଦ୍‌ଯାପିତ: ଛବିଳେନ୍ଦ୍ର, ବିମ୍ବାଧର, ରଞ୍ଜିତ, ଶ୍ରୀଧରଙ୍କୁ ଶ୍ରୀକ୍ଷେତ୍ର ସମ୍ମାନ

ପୁରୀ ଅଫିସ, ୨୬।୧୦: ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚଠାରେ ୫ଦିନ ବ୍ୟାପି ଚାଲିଥିବା ୧୭ତମ ଲୋକମେଳା(ଜାତୀୟ ଆଦିବାସୀ ଲୋକଗୀତ ଓ ନୃତ୍ୟ ମହୋତ୍ସବ ଏବଂ ହସ୍ତଶିଳ୍ପ ଓ କୁଟୀର ପ୍ରଦର୍ଶନୀ) ଏବଂ ୧୦ମ କୃଷିମେଳା(ଜାତୀୟ କୃଷି ପ୍ରଦର୍ଶନୀ) ଶୁକ୍ରବାର…

ଦୀର୍ଘାୟୁ ହେବାପାଇଁ ପିଅନ୍ତୁ ୮କପ୍‌ କଫି

ନିୟମିତ ଦିନକୁ ୮ କପ୍‌ କଫି ପିଇଲେ ଜଣେ ଦୀର୍ଘାୟୁ ହେବ ବୋଲି ଜଣାପଡିଛି। ବ୍ରିଟେନର କଫି ପିଉଥିବା ପ୍ରାୟ ଏକ ମିଲିୟନ୍‌ ବ୍ୟକ୍ତିଙ୍କୁ ନେଇ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି। ହେଲେ ଗର୍ଭାବସ୍ଥାରେ କଫି ପିଇବା କ୍ଷତିକାରକ ବୋଲି…

ଶିକ୍ଷକଙ୍କୁ ଅଡ଼ୁଆରେ ପକାଇଲା ହ୍ବାଟ୍ସଆପ୍‌ ମେସେଜ୍‌

ନାଉଗଁ।,୨୬ା୧୦(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଗତ୍‌ସିଂହପୁର ଜିଲାର ସମସ୍ତ ଘରୋଇ ଓ ସରକାରୀ ସ୍କୁଲ ଶୁକ୍ରବାର ବନ୍ଦ ରହିବ ବୋଲି ସରକାରୀ ନିର୍ଦ୍ଦେଶନାମା ଆସିଥିଲା। ସେହି ଅନୁସାରେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ସମ୍ପର୍କରେ ସମସ୍ତ ସ୍କୁଲକୁ…

ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି: ସ୍ବୟଂଶାସିତ ମାନ୍ୟତା ହରାଇବ ଢେଙ୍କାନାଳ କଲେଜ

ଢେଙ୍କାନାଳ ଅଫିସ, ୨୬।୧୦ – ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି ପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ରାଜ୍ୟ ସରକାର ସମସ୍ୟାକୁ ଅଣଦେଖା କରି ଚାଲିଛନ୍ତି। ଫଳରେ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ବସିଛି ଏହି…

ସାନତିହାଡ଼ା ଗ୍ରାମରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେଲେ

ଜଗତ୍‌ସିଂହପୁର ଅଫିସ,୨୬ା୧୦: ଜଗତ୍‌ସିଂହପୁର ଥାନା ଅଧୀନ ସାନତିହାଡ଼ା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରଶ୍ମିତା ରାଉତ ନାମ୍ନୀ ମହିଳାଙ୍କୁ ତାଙ୍କ ସ୍ବାମୀ ରୁଦ୍ରପ୍ରସନ୍ନ ହତ୍ୟା କରିବା ପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି। ଏନେଇ ରଶ୍ମିତାଙ୍କ ବାପା…

କ୍ଲିନିକ୍‌, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ ଥିବା ୩ଟି କ୍ଲିନିକ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଉପରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?