ଧନ୍ତେରସରେ ଜମୁଛି ଗହଣା କ୍ରୟ, ଶୋ’ରୁମ୍ରେ ଗ୍ରାହକଙ୍କ ଭିଡ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଆଜି ଧନ୍ତେରସ। ଏହି ଦିନ ସୁନା କିଣିଲେ ଶୁଭ ବୋଲି କୁହାଯାଉଥିବାରୁ ରାଜ୍ୟର ପ୍ରମୁଖ ଶୋ’ରୁମ୍ଗୁଡ଼ିକରେ ଗ୍ରାହକଙ୍କ ଭିଡ ପରିଲକ୍ଷିତ ହେଉଛି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ମନଲୋଭା ଅଫର୍ ସହ ବ୍ୟବସାୟୀମାନେ ସ୍ବତନ୍ତ୍ର ଡିଜାଇନର ଗହଣା ବଜାରକୁ ଆଣିଛନ୍ତି।…
ଶରିଫଙ୍କୁ ମିଳିଲା ଜାମିନ
ଇସ୍ଲାମାବାଦ,୨୫।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଜାମିନ ମିଳିଛି। ଲାହୋର ହାଇକୋର୍ଟ ତାଙ୍କୁ ସ୍ବାସ୍ଥ୍ୟଗତ କାରଣ ପାଇଁ ଶୁକ୍ରବାର ଏହି ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଚୌଧୁରୀ ସୁଗାର ମିଲ୍ ମାମଲାରେ ଶରିଫ ଜେଲ୍ରେ ରହିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟ…
ଯିଏ ଆମ ସର୍ତ୍ତ ମାନିନେବେ ଆମେ ତାଙ୍କୁ ସହଯୋଗ କରିବୁ: ଜେଜେପି
ଚଣ୍ଡିଗଡ,୨୫।୧୦: ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଶୁକ୍ରବାର ତାଙ୍କ ପିତା ଅଜୟ ଚୌତାଲାଙ୍କୁ ତିହାର ଜେଲ୍ରେ ସାକ୍ଷାତ୍ କରିଛନ୍ତି। ଏହାପରେ ସେ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ହରିୟାଣାରେ ସରକାର ଗଠନକୁ ନେଇ କିଛି ମତ ରଖିଛନ୍ତି।…
ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ବଲିଉଡ୍ ବାଦଶାହ
ମୁମ୍ବାଇ: ବେଶ୍ କିଛି ଦଶନ୍ଧି ଧରି ବଲିଉଡ୍ ଓ କୋଟି କୋଟି ଦର୍ଶକଙ୍କ ହୃଦୟରେ ରାଜ କରି ଆସୁଛନ୍ତି ବଲିଉଡ୍ ବାଦଶାହ ଶାହରୁଖ ଖାନ। ଶାହରୁଖ କେବଳ ପରଦାରେ ଜଣେ ସଫଳ ଅଭିନେତା ନୁହଁନ୍ତି ବରଂ ନିଜ ପର୍ସନାଲ ଲାଇଫରେ ଜଣେ…
ବସ୍କୁ ଧକ୍କାଦେଲା ବସ୍: ୧୦ ଗୁରୁତର
ରେମୁଣା,୨୫।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ବିସିଇଟି କଲେଜ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ନୀଳମାଧବ ନାମକ ଏକ ବସ୍କୁ ସାମଲ ବସ୍ ପଛରୁ ଧକ୍କା ଦେଇଥିଲା। ଫଳରେ ସାମଲ ବସ୍ ଡ୍ରାଇଭରଙ୍କ ସମେତ ୧୦ ଜଣ ଗୁରୁତର…
ଲଗାଣ ବର୍ଷାରେ ନିରାକାରପୁର ଅଞ୍ଚଳ ଜଳାର୍ଣ୍ଣବ: ରାସ୍ତା ଉପରେ ଚାଲିଛି ୩ ଫୁଟରୁ ଅଧିକ ପାଣି, ବୁଡ଼ିଲା ଚାଷଜମି
ନିରାକାରପୁର,୨୫।୧୦(ଡି.ଏନ୍.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ଖୋର୍ଦ୍ଧା ଜିଲା ନିରାକାରପୁର ଲେଣ୍ଡୁ ଏବଂ ରାମେଶ୍ୱର ପଞ୍ଚାୟତର ଅନେକ ଗ୍ରାମ ଏବେ ପାଣି ଘେରରେ। ଭୋଗତିପଡ଼ା ଗ୍ରାମରେ ଥିବା ୧୦୦ ପରିବାର ପାଣି ଭିତରେ ଫସି ରହିଥିବା…
ଖଳନାୟକ ଚରିତ୍ରରେ ଅକ୍ଷୟ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ୟଶରାଜ ଫିଲ୍ମ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଚତୁର୍ଥ ଫିଲ୍ମ ଧୁମ-୪ରେ ଅକ୍ଷୟ କୁମାରଙ୍କ ଅଭିନୟ ଦେଖିବାକୁ ମିଳିବ। ଧୁମ-୪ରେ ଅକ୍ଷୟ ଖଳନାୟକ ଚରିତ୍ରରେ ନଜର ଆସିବେ। ଏଥିରେ ଅକ୍ଷୟଙ୍କ…
ଦର୍ଶକଙ୍କୁ ହସାଉଛି ଅକ୍ଷୟଙ୍କ ‘ହାଉସଫୁଲ-୪’: ପ୍ରଶଂସକ କହିଲେ ଦୀପାବଳି ଉପହାର
ମୁମ୍ବାଇ: ପରଦାରେ ମଲ୍ଟିଷ୍ଟାରର୍ ଫିଲ୍ମ ‘ହାଉସ୍ଫୁଲ୍-୪। ଚଳଚ୍ଚିତ୍ରର ଟ୍ରେଲର୍ ଏବଂ ଗୀତକୁ ନେଇ ଦର୍ଶକଙ୍କ ମନରେ ପ୍ରଥମରୁ ଉତ୍ସାହ ରହିଥିଲା। ଏବେ ସିନେମା ରିଲିଜ ହେବା ପରେ ଅକ୍ଷୟ ଏବଂ ଅନ୍ୟ କଳାକାରଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍ ପସନ୍ଦ ଆସୁଛି। ଏହା…
ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନ ବୋଟ
କୃଷ୍ଣପ୍ରସାଦ, ୨୫।୧୦(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନର ଏକ ବୋଟ ଲାଗିଛି। ବୋଟରେ ଥିବା ଜଣେ କର୍ମଚାରୀଙ୍କୁ ସ୍ଥାନୀୟ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ସେ ହେଲେ ଅମ୍ରିତ କୁଦୁରୁ। ଉଦ୍ଧାର ହେବା ପରେ ଅମ୍ରିତ ଗ୍ରାମବାସୀଙ୍କ…
ଗୋପାଳ କାଣ୍ଡାଙ୍କ ସମର୍ଥନକୁ ନେଇ ଭାଜପାରେ ମତଭେଦ
ଭୋପାଳ,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମହୁମତ ନ ମିଳିବା ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ନେଇ ଭାଜପା ସରକାର ଗଠନ କରିବା କଥା ଏବେ ଅଛି ଚର୍ଚ୍ଚାରେ। ବିଶେଷ ଭାବେ ସ୍ବାଧିନ ପ୍ରାର୍ଥୀ ଗୋପାଳ କାଣ୍ଡାଙ୍କ ଭାଜପାକୁ ସମର୍ଥନ…
ଓଡ଼ିଶାକୁ ବାତ୍ୟା ଖବର ଗୁଜବ: ପ୍ରଦୀପ ଜେନା
ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବାତ୍ୟା ହେବ ବୋଲି ସୋସିଆଲ ମିଡିଆରେ ଗୁଜବ ଘୂରିବୁଲୁଥିଲା। ତେବେ ସେମିତି କୌଣସି ବାତ୍ୟା ହେବାର ନାହିଁ। ଏହା ଏକ ଗୁଜବ। ବାତ୍ୟା ଗୁଜବ ଉପରେ ବିଶ୍ୱାସ ନ କରିବାକୁ ସ୍ବତନ୍ତ୍ର ରିଲିଫ୍ କମିଶନର…
ଗଛ ପଡ଼ି ଭାଙ୍ଗିଲା ୫ ଦୋକାନ: ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଖଇରା,୨୫।୧୦(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ବଜାରରେ ଗୁରୁବାର ରାତିରେ ୨ଟି ଗଛ ଉପୁଡ଼ିବା ଯୋଗୁ ୫ ଦୋକାନ ଭାଙ୍ଗି ନଷ୍ଟ ହୋଇଯାଇଛି। କ୍ଷତିଗ୍ରସ୍ତ ଦୋକାନୀମାନେ ହେଲେ ବାବୁରାମ ସାହୁ, ଭାସ୍କର ବେହେରା, ଦିବାକର ବେହେରା, ସୁଶୀଲ ସାହୁ…

