ଗୃହଶତ୍ରୁ
ଇରାନର ଦକ୍ଷିଣ ପାଶର୍ବ ଏବଂ ଆଫଗାନିସ୍ତାନର ଉତ୍ତର ପଶ୍ଚିମ ଭାଗରେ ଅବସ୍ଥିତ ପାକିସ୍ତାନର ସବୁଠୁ ବଡ଼ ପ୍ରଦେଶ ହେଉଛି ବେଲୁଚିସ୍ତାନ। ପାକିସ୍ତାନର ୪୪ ପ୍ରତିଶତ ଅଞ୍ଚଳ ପରିମିତ ବେଲୁଚିସ୍ତାନ ସୁନ୍ନି ମୁସଲମାନ ଓ ଆଦିବାସୀବହୁଳ। ବେଲୁଚିସ୍ତାନକୁ ଏକ ସ୍ବତନ୍ତ୍ର ଦେଶ କରିବାକୁ…
ସ୍ବହସ୍ତେ ଜିହ୍ବା ଛେଦନ
ଇତ୍ୟବସରରେ ବହୁ ବର୍ଷ ବିତିଗଲାଣି। ଆମେ ପାର୍ବତୀ ବିଷୟରେ ଜାଣି ନାହୁଁ। ସେ କେଉଁ ଅବସ୍ଥାରେ ଏବେ ଅଛି, ତା’ ଜୀବନରେ ଆଉ କ’ଣ ଘଟିଛି, ତାହା ଜାଣିବା ପାଇଁ ମୁଁ ଆଗ୍ରହୀ ନୁହେଁ। କିନ୍ତୁ ଦେବଦାସ ପାଇଁ ମୋ ହୃଦୟ…
ଟ୍ରମ୍ପଙ୍କଠାରୁ ମୁହଁ ଫେରାଇବା ପରେ ମାଷ୍ଟରଷ୍ଟ୍ରୋକ ମାରିଲେ ମସ୍କ, ଲଞ୍ଚ କଲେ…
ଓ୍ବାଶିଂଟନ,୩।୬: ଏଲୋନ ମସ୍କ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି। ଏଥର କାରଣ ହେଉଛି ତାଙ୍କର ନୂତନ ବାଜି XChat। ଆମେରିକା ରାଜନୀତିରେ ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ନିଜକୁ ଦୂରେଇ ରଖିବା ପରେ, ମସ୍କ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ…
କେବେ, କେଉଁଠି, କେତେ ଭୟଙ୍କର ହେବ କରୋନା, ଆସିଲା ବଡ଼ ଭବିଷ୍ୟବାଣୀ, ଜାଣନ୍ତୁ ଭାରତରେ କ’ଣ ରହିବ ସ୍ଥିତି…
ସୋଫିଆ: ଭାରତରେ ପୁଣି ଥରେ କରୋନା ବ୍ୟାପିବା ଆରମ୍ଭ କରିଛି। ଏ ସମ୍ପର୍କରେ, ସରକାର ଜନସାଧାରଣଙ୍କୁ ନିଜ ସ୍ବାସ୍ଥ୍ୟର ଯତ୍ନ ନେବାକୁ ଏବଂ ଅନେକ ସତର୍କତା ଅବଲମ୍ବନ କରିବାକୁ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, କରୋନା ପ୍ରଥମେ ୨୦୧୯ ଶେଷ ଏବଂ ୨୦୨୦…
ବ୍ରହ୍ମପୁରରେ ଚାଞ୍ଚଲ୍ୟ: ଯୁବକଙ୍କୁ ଅପହରଣ କରି ଖଣ୍ଡାରେ ହାଣି ହତ୍ୟା
ବ୍ରହ୍ମପୁର,୩।୬(ସୁବାସ ଚନ୍ଦ୍ର ପାଢ଼ୀ): ଅପରାଧ ଦମନ ପାଇଁ ପୋଲିସ ସ୍ବତନ୍ତ୍ର ଡ୍ରାଇଭ ଆରମ୍ଭ କରିଛି। ହେଲେ ବ୍ରହ୍ମପୁର ସହରରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ବଡବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ସାହି ନିକଟରେ ଥିବା…
ଜେଲରେ ବନ୍ଧୁକ ଧରିଲେ କଏଦୀ, ଅଡୁଆରେ ପାକିସ୍ତାନ ସରକାର
ଇସଲାମାବାଦ,୩।୬: ପାକିସ୍ତାନର ପରିସ୍ଥିତି ଏତେ ଖରାପ ହୋଇଯାଇଛି ଯେ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ମଧ୍ୟ ଏହାକୁ ସମ୍ଭାଳି ପାରୁନାହାଁନ୍ତି। ଏଠାରେ, କରାଚୀର ମାଲିର ଜେଲରେ ବନ୍ଦୀ କଏଦୀମାନେ ବନ୍ଧୁକ ଉଠାଇଛନ୍ତି। ସୋମବାର ବିଳମ୍ବିତ ରାତିରେ ହଠାତ ଜେଲରେ କଏଦୀ ଏବଂ ପୋଲିସ…
ଆଇକୋଲଡ୍ କଂଗ୍ରେସ ସମ୍ମିଳନୀରେ ଯୋଗଦେଲେ ଓଡ଼ିଆ ଯନ୍ତ୍ରୀ: ରାଜ୍ୟ ପାଇଁ ଆଣିଲେ ଗୌରବ
ଭଞ୍ଜନଗର,୩।୬(ବାବୁଲା ପ୍ରଧାନ)-ଚୀନର ଚେଙ୍ଗୁଡୁ ସହରରେ ଗତ ୧୬ରୁ ୨୩ ତାରିଖ ପର୍ଯ୍ୟନ୍ତ ୨୮ତମ ଇଣ୍ଟରନ୍ୟାଶନାଲ କମିଶନ ଅନ୍ ଲାର୍ଜ ଡେମ(ଆଇକୋଲଡ) କଂଗ୍ରେସର ୯୩ ତମ ବାର୍ଷିକ ଅଧିବେଶନ ଅନଷ୍ଠିତ ହୋଇଥିଲା। ଏଥିରେ common challenges, shared future, better’ dam ପ୍ରସଙ୍ଗ…
କଶ୍ମୀରୀ ପଣ୍ଡିତଙ୍କ ପ୍ରତ୍ୟାବର୍ତ୍ତନ, ଥଇଥାନ ପାଇଁ ମେହବୁବାଙ୍କ ଦାବି
ଶ୍ରୀନଗର,୩ା୬: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍ତି ସୋମବାର ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟି ବିସ୍ଥାପିତ କଶ୍ମୀରୀ ପଣ୍ଡିତମାନଙ୍କୁ ମର୍ଯ୍ୟାଦାର ସହ ଫେରାଇଆଣିବା ଏବଂ ଥଇଥାନ ପାଇଁ ଦାବି କରିଛନ୍ତି। ସିହ୍ନା ୨୦୨୦ରେ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳ…
ପିଓକେରେ ବଢ଼ୁଛି ଉତ୍ତେଜନା
ନୂଆଦିଲ୍ଲୀ,୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ବାଣିଜ୍ୟ ନୀତିକୁ ବିରୋଧ କରି ପାକ୍ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ଗିଲ୍ଗିଟ୍-ବାଲ୍ଟିସ୍ତାନର ଅନେକ ହଜାର ଉତ୍ତେଜିତ ବାସିନ୍ଦା ରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ ଚାଇନା ଓ ପାକିସ୍ତାନକୁ ସଂଯୋଗ କରୁଥିବା ସିପିଇସି (ଚାଇନା-ପାକିସ୍ତାନ…
କାରୋଲ ନଓରୋକି ପୋଲାଣ୍ଡ ରାଷ୍ଟ୍ରପତି ନିର୍ବାଚିତ
ଓ୍ବାର୍ସା,୩ା୬: କଞ୍ଜରଭେଟିଭ୍ ନେତା କାରୋଲ ନଓରୋକି ପୋଲାଣ୍ଡ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ସୋମବାର ଚୂଡ଼ାନ୍ତ ଗଣତି ଅନୁଯାୟୀ ନଓରୋକି ୫୦.୮୯ ପ୍ରତିଶତ ଭୋଟ ପାଇଥିବାବେଳେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଓ୍ବାର୍ସା ମେୟର ରାଫାଲ ଟ୍ରଜାସ୍କୋଓସ୍କି ୪୯.୧୧ ପ୍ରତିଶତ ଭୋଟ ପାଇଛନ୍ତି। ତେବେ ରବିବାର ସନ୍ଧ୍ୟାରେ…
ଗେମିଂ ଆପ୍ରେ ୫ ଲକ୍ଷ ହରାଇ ଦମ୍ପତିଙ୍କ ଆତ୍ମହତ୍ୟା
କୋଟା, ୩।୬ (ପି.ଟି.): ଏକ ଅନ୍ଲାଇନ ଗେମିଂ ଆପ୍ରେ ୫ ଲକ୍ଷ ଟଙ୍କା ହରାଇବା ପରେ ରାଜସ୍ଥାନର କୋଟା ଜିଲାରେ ଏକ ଦମ୍ପତି ହତାଶ ହୋଇ ରବିବାର ବିଳମ୍ବିତ ରାତିରେ ଆତ୍ମହତ୍ୟା କରିଛନ୍ତି। କୋଟାର ଖେଡ଼ା ରାମପୁର ଗ୍ରାମସ୍ଥିତ ନିଜ ଘରେ ଦୀପକ…
ବିନୀତା ଛେତ୍ରୀ ରନର୍ଅପ୍
ଲଣ୍ଡନ: ବ୍ରିଟେନ୍ର ଲୋକପ୍ରିୟ ରିୟଲିଟି ଶୋ’ ‘ବ୍ରିଟେନ୍ସ ଗଟ୍ ଟ୍ୟାଲେଣ୍ଟ’ର ଚଳିତ ସିଜନରେ ଭାରତର ୯ ବର୍ଷୀୟା ବିନୀତା ଛେତ୍ରୀ ଦ୍ୱିତୀୟ ରନର ଅପ୍ ହୋଇଛନ୍ତି। ଏହି ମଞ୍ଚରେ ବିନୀତା ନିଜ ନୃତ୍ୟ ଦ୍ୱାରା ଦର୍ଶକ ଏବଂ ବିଚାରକମଣ୍ଡଳୀଙ୍କୁ ମନ୍ତ୍ରମୁଗ୍ଧ କରି ଅନ୍ତର୍ଜାତୀୟ…
Archives


