Home Left

ଜେଲ୍‌ରୁ କଏଦୀ ଫେରାର

ଯାଜପୁର ଅଫିସ,୨୫।୧୦: ଯାଜପୁର ସବ୍‌ଜେଲରୁ ଗୁରୁବାର ରାତିରେ ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ହେଲେ ମୟୂରଭଞ୍ଜ ଜିଲାର ରାଜେଶ ମୁଣ୍ଡା। ପାଚେରୀ ଡେଇଁ ସେ ଫେରାର ହୋଇଯାଇଥିବା ଅନୁମାନ କରାଯାଉଛି। ଘଟଣା ସମ୍ପର୍କରେ ଯାଜପୁର ଥାନାରେ ଅଭିଯୋଗ ହୋଇଛି।…

ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଖଟ୍ଟର, ସନ୍ଧ୍ୟାରେ ପୁଣି ଶପଥ ନେଇପାରନ୍ତି

ନୂଆଦିଲ୍ଲୀ,୨୫।୧୦: ଝୁଲା ବିଧାନସଭା ଅଭିମୁଖେ ଯାଉଥିବା ହରିୟାଣା ରାଜନୀତିରେ ଟ୍ବିିଷ୍ଟ ଆସିଛି। ଭାଜପାକୁ କ୍ଷମତାରୁ ଦୂରେଇ ରଖିବା ପାଇଁ କଂଗ୍ରେସ ଯେଉଁ ପ୍ରୟାସ କରୁଥିଲା, ସେଥିରେ ବ୍ରେକ ଲାଗିବାକୁ ଯାଉଛି। କାରଣ ହରିୟାଣା ରାଜନୀତିରେ ନୂଆ କିଙ୍ଗ ମେକର ସାଜିଥିବା ଦ୍ୟୁଷନ୍ତ…

ନାଲ୍‌କୋ ସିପିପିରେ ଅଗ୍ନିକାଣ୍ଡ : ବ୍ୟାପକ କ୍ଷୟକ୍ଷତି

ତାଳଚେର,୨୫।୧୦(ନି.ପ୍ର.): ନାଲ୍‌କୋ ସିପିପି ପ୍ଲାଣ୍ଟର ୫ ୟୁନିଟ୍‌ରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି ହୋଇଛି। ସର୍ଟ ଶର୍କିଟି ଯୋଗୁ ଏହି ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ନାଲ୍‌କୋ ସିଆଏସ୍‌ଏଫ୍‌ର ୩ଟି ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭାଇବା…

ଶ୍ରୀଲଙ୍କା ବିସ୍ଫୋରଣ:ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲେ ଭାରତୀୟ ଉଚ୍ଚାୟୁକ୍ତ

ନୂଆଦିଲ୍ଲୀ,୨୫।୧୦: ଶ୍ରୀଲଙ୍କାରେ ଗତ ଏପ୍ରିଲ ୨୧ରେ ଚର୍ଚ୍ଚ ଏବଂ ହୋଟେଲରେ ହୋଇଥିବା ସିରିଜ ବିସ୍ଫୋରଣର ଯାଞ୍ଚ ରିପୋର୍ଟ ସାମ୍ନାକୁ ଆସିଛି। ଶ୍ରୀଲଙ୍କାର ପାର୍ଲିଆମେଣ୍ଟ ସିଲେକ୍ସନ କମିଟି(ପିଏସସି) ୧୬୪୯ପୃଷ୍ଠାର ଏହି ଯାଞ୍ଚ ରିପୋର୍ଟ ଜାରି କରିଛି। ଏହି ରିପୋର୍ଟରେ ଆତଙ୍କବାଦୀଙ୍କ ଟାର୍ଗେଟରେ ଭାରତୀୟ…

ବାପାଙ୍କ ସହ ଗାଡି ସଫା କଲେ ଜିଭା

ରାଞ୍ଚି, ୨୫।୧୦: ୨୦୧୯ ବିଶ୍ୱକପ୍‌ ପରେ କ୍ରିକେଟରୁ କିଛିଦିନ ହେବ ଦୂରେଇ ଯାଇଛନ୍ତି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏବେ ତାଙ୍କ ଅବସରକୁ ନେଇ ଖୁବ୍‌ ଚର୍ଚ୍ଚା ମଧ୍ୟ…

ନିର୍ବାଚନରେ ପରାସ୍ତ ହେବାପରେ କାନ୍ଦିଲେ ଟିକ୍‌ଟକ୍‌ ଷ୍ଟାର୍‌ ସୋନାଲି

ଚଣ୍ଡିଗଡ,୨୫।୧୦: ଟିକ୍‌ଟକ୍‌ ଷ୍ଟାର ସୋନାଲି ଫୋଗାଟ ନିର୍ବାଚନ ମୈଦାନରେ ଫେଲ୍‌ ମାରିବା ପରେ ଚିରାଚରିତ ଟିକ୍‌ଟକ୍‌ ଭିଡିଓ କରି ନିଜ ପ୍ରତିକ୍ରିୟା ଦେଇଛନ୍ତି। ପରାଜୟ ପରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ତାଙ୍କୁ କାନ୍ଦୁଥିବାର ଦେଖାଯାଇଛି।…

୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର ପୋଲିସ ମୁଖ୍ୟାଳୟ…

ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍‌ ସଭାପତି, ଓଡ଼ିଶା ବାର୍‌ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ

କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍‌. ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟ…

କାନ୍ଥପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଆହତ

ଆଳି,୨୫।୧୦(ଡି.ଏନ୍‌.ଏ.): ଲଗାଣବର୍ଷା ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅନ୍ତର୍ଗତ ଧୋୟା ଅଞ୍ଚଳର ଗଣେଶ୍ବରପୁର ନୂଆସାହି ଗ୍ରାମରେ କାନ୍ଥପଡ଼ି ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣକ ହେଲେ…

ହରିୟାଣାରେ ସରକାର ଗଢିପାରେ ଭାଜପା

ଚଣ୍ଡିଗଡ,୨୫।୧୦: ମହାରାଷ୍ଟ୍ର ଏବଂ ହରିୟାଣାରେ ଭାଜପା ସବୁଠୁ ଅଧିକ ଆସନ ପାଇଁ। ମହାରାଷ୍ଟ୍ରରେ ଶିବସେନା ସହ ମେଣ୍ଟ କରି ସରକାର ଗଢିବାକୁ ଯାଉଥିବାବେଳେ ହରିୟାଣା ଗଣିତ କିଛିଟା ବିଗିଡି ଯାଇଛି। ଏଠାରେ ଭାଜପା ୯୦ଟି ବିଧାନସଭା ଆସନରୁ ୪୦ଟିରେ ବିଜୟ ହାସଲ…

ମେଣ୍ଢାଶାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏମ୍‌ସକୁ ହସ୍ତାନ୍ତର

ବାରଙ୍ଗ,୨୫ା୧୦(ଡି.ଏନ୍‌.ଏ.) : ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ମେଣ୍ଢାଶାଳର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସିଜୁଆସ୍ଥିତ ଏମ୍‌ସ ସଂସ୍ଥାକୁ ହସ୍ତାନ୍ତର କରାଯାଇଛି। ଗୁରୁବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ.ଦିଲୀପ ଷଡ଼ଙ୍ଗୀ, ଖୋର୍ଦ୍ଧା ଏଡିଏମଓ ଡ.ଦ୍ୱାରିକାନାଥ…

ଟ୍ରେନ୍‌ରେ ବାଣ ନେଲେ ୩ବର୍ଷ ଜେଲ : ଦୀପାବଳି ପାଇଁ ଯାଞ୍ଚ, ଯାତ୍ରୀଙ୍କୁ ସଚେତନ କଲା ରେଲ୍‌ଓ୍ବେ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ଆସନ୍ତା ରବିବାର ଦୀପାବଳି। ଏଥିପାଇଁ ବାଣ ଓ ବିସ୍ଫୋରକ ଟ୍ରେନ୍‌ ଯୋଗେ ବେଆଇନ ଭାବେ ପରିବହନ କରାଯିବାର ଆଶଙ୍କା ରହିଛି। ଏଥିଯୋଗୁ ସମ୍ଭାବ୍ୟ ବିସ୍ଫୋରଣଜନିତ ଦୁର୍ଘଟଣାକୁ ଏଡ଼ାଇବା ପାଇଁ ରେଲ୍‌ଓ୍ବେ ପକ୍ଷରୁ ଯାଞ୍ଚ ସହ ସ୍ବତନ୍ତ୍ର ସଚେତନତା ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?