ସହକର୍ମୀଙ୍କୁ କାନ୍ଧରେ ଶ୍ମଶାନ ପର୍ଯ୍ୟନ୍ତ ବୋହିନେଲେ ମହିଳା ଅଙ୍ଗନଓ୍ବାଡି କର୍ମୀ
କଟନି,୨୩।୮: ମଧ୍ୟପ୍ରଦେଶର କଟନି ଜିଲାରେ ଦେଖିବାକୁ ମିଳିଛି ଏମିତି ଏକ ଦୃଶ୍ୟ ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଜଣେ ମହିଳା ଅଙ୍ଗନଓ୍ବାଡି କର୍ମୀଙ୍କୁ ଶେଷ ବିଦାୟ ଦେବାକୁ ଏକାଠି ହୋଇଥିଲେ ଆଖପାଖ ଅଞ୍ଚଳର ସମସ୍ତ ମହିଳା ଅଙ୍ଗନଓ୍ବାଡି କର୍ମୀ।…
ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା
ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ ବି ଭକ୍ତି କରୁଥିବାର ଦେଖାଯାଏ। ସ୍ବାଧୀନତା ସଂଗ୍ରାମୀ, ସାମ୍ବାଦିକ, ରାଜନେତା ତଥା ଶାୟର ମୌଲାନା…
ସ୍କୁଟିକୁ ଧକ୍କାଦେଇ ବସ୍ ଫେରାର: ୧ମୃତ,ଜଣେ ଗୁରୁତର
ରସୁଲପୁର,୨୩।୮(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବସ୍ ସ୍କୁଟିକୁ ଧକ୍କାଦେବାରୁ ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃୃତକ ହେଲେ ସ୍କୁଟି ଚାଳକ ତଥା କୃପାସିନ୍ଧୁ…
ଶ୍ରୀନଗର ହେଲିକପ୍ଟର ଦୁର୍ଘଟଣା: ୫ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ
ଶ୍ରୀନଗର,୨୩।୮: ଭାରତୀୟ ବାୟୁସେନା ନିଜର ୫ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗତ ଫେବୃୟାରୀ ୨୭ରେ ଶ୍ରୀନଗରରେ ନିଜର ହେଲିକପ୍ଟର ଉପରେ ହୋଇଥିବା ଫାୟାରିଂ ମାମଲାରେ ଉକ୍ତ ବାୟୁସେନା ଅଧିକାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ଦୋଷୀ ସାବ୍ୟସ୍ତ ହୋଇଥିବା…
ୟୁଏସ୍ ଓପନ ଟେନିସ
ଶ୍ରେଷ୍ଠ ସିଡ୍ ମାନ୍ୟତା ପାଇଥିବା ନୋଭାକ ଜୋକୋଭିଚ୍ ଓ ନାଓମି ଓସାକା ଏଥର ମଧ୍ୟ ୟୁଏସ୍ ଓପନ ଟାଇଟଲ ବଜାୟ ରଖିବେ ବୋଲି ଆଶା କରାଯାଉଛି। ହାର୍ଡ କୋର୍ଟ ଉପରେ ଖେଳାଯାଉଥିବା ବର୍ଷର ଏହି ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ…
ପାରା ବ୍ୟାଡ୍ମିଣ୍ଟନର ଅର୍ଜୁନ
ରାଜ୍ୟର ଅଷ୍ଟମ ଖେଳାଳି ଭାବେ ପ୍ରମୋଦ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ତେବେ ପ୍ରଥମ ପାରା ଆଥଲେଟ୍ ହିସାବରେ ସେ ରାଜ୍ୟ ପାଇଁ ଏହି ସମ୍ମାନ ହାସଲ କରିବାକୁ ଯାଉଛନ୍ତି। ପୋଲିଓ କାରଣରୁ ଶାରୀରିକ ଭାବେ ଅକ୍ଷମ ହୋଇଥିଲେ ମଧ୍ୟ…
ନିଃଶୁଳ୍କ ଡାଏଲିସିସ୍ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ସୁଶାନ୍ତ ସିଂ
ବରଗଡ଼ ଅଫିସ,୨୩।୮: ବରଗଡ଼ ସହର ଉପକଣ୍ଠ ଖେଦାପାଲି ନିକଟରେ ନବର୍ନିମିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ନିଃଶୁଳ୍କ ଡାଏଲିସିସ୍ ସେବାର ଶୁଭାରମ୍ଭ ହୋଇଛି। ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ…
ମସ୍ତିଷ୍ମ ଜ୍ୱରରେ ଛାତ୍ରୀଙ୍କ ମୃତ୍ୟୁ ସନ୍ଦେହ
ଝରିଗାଁ,୨୩।୮(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କରମରୀ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀ ଶକୁନ୍ତଳା ମାଝି(୧୬) ଗୁରୁବାର ମସ୍ତିଷ୍କ ଜ୍ୱରରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ପ୍ରାପ୍ତ ଖବରରୁ ପ୍ରକାଶ ଯେ, ଗୋରାମ୍ବା ଗ୍ରାମର ଲଳିତ…
ଅନୁଗୋଳର ନୂତନ ଏସ୍ପି ଭାବେ କାର୍ଯ୍ୟରେ ଯୋଗଦେଲେ ଜଗମୋହନ ମୀନା: କହିଲେ ଲୋକଙ୍କ ପାଇଁ ମୋ ଦୁଆର ୨୪ଘଣ୍ଟା ଖୋଲା
ଅନୁଗୋଳ ଅଫିସ,୨୩।୮: ଅନୁଗୋଳର ନୂତନ ଏସ୍ପି ଭାବେ ୨୦୧୩ ବ୍ୟାଚର ଆଇପିଏସ୍ ଅଫିସର ଜଗମୋହନ ମୀନା ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ ବିଦାୟୀ ଏସ୍ପି ମିତ୍ରଭାନୁ ମହାପାତ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଆଇନ…
ମଥୁରା ଜନ୍ମାଷ୍ଟମୀ ଉତ୍ସବରେ ଯୋଗ ଦେବେ ଯୋଗୀ
ମଥୁରା,୨୩।୮: ସାରା ଦେଶରେ ଶୁକ୍ରବାର ଭଗବାନ୍ ଶ୍ରୀକୃଷ୍ଣଙ୍କ ଜନ୍ମଦିନ ‘ଜନ୍ମାଷ୍ଟମୀ’ ଉତ୍ସବ ଖୁବ୍ ଆଡମ୍ବରରେ ପାଳନ କରାଯାଉଛି। ହେଲେ ମଥୁରାରେ ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ଭିନ୍ନ ଧରଣରେ ଜନ୍ମାଷ୍ଟମୀ ପାଳନ କରାଯାଉଛି। ଅଗଷ୍ଟ ୨୩ରୁ ୨୫ ତିନି ଦିନ ଧରି…
ପୂର୍ବରୁ ହୋଟେଲରେ କରୁଥିଲେ ଚାକିରି, ବଳିଷ୍ଠ ଅଭିନୟ ପାଇଁ ବଲିଉଡ୍ରେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ
ବଲିଉଡ୍ ଫିଲ୍ମ ‘ଶୁଦ୍ଧ ଦେଶୀ ରୋମାନ୍ସ’ରେ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ବାଣୀ କପୁରଙ୍କ ଆଜି ଅର୍ଥାତ୍ ଶୁକ୍ରବାର ୩୧ତମ ଜନ୍ମଦିନ। ବାଣୀ ବେଶି ଫିଲ୍ମ କରିନାହାନ୍ତି ସତ କିନ୍ତୁ ତାଙ୍କର ବଳିଷ୍ଠ ଅଭିନୟ ଏବଂ ବୋଲ୍ଡନେସ୍ ପାଇଁ ସେ…
ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ
ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ନୌସେରା ସେକ୍ଟରରେ ପାକିସ୍ତାନ ସୀମାରେ ଶୁକ୍ରବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଫଳରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଶହୀଦ ଯବାନ ଗୋର୍ଖା ରାଇଫଲ୍ସର ରାଜୀବ ଥାପ୍ପା ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ପାକିସ୍ତାନର ବାରମ୍ବାର ଅସ୍ତ୍ରବିରତି…
Archives


