ଲଘୁଚାପ ବର୍ଷା: ଜୀବନଯାତ୍ରା ବ୍ୟାହତ, ଜମିରେ ଲୋଟିଛି ଧାନ ଫସଲ
ନୟାଗଡ଼ ଅଫିସ,୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗିରହିଛି। ନୟାଗଡ଼ ଜିଲାରେ ଏହି ବର୍ଷା ପ୍ରଭାବରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କେତେବେଳେ ଜୋର୍ ତ ଆଉ କେତେବେଳେ ଝିପିଝିପି ବର୍ଷା ଯୋଗୁ ଲୋକମାନେ…
ଟେଲିକମ୍ କମ୍ପାନୀ ପଇଠ କରିବେ ୯୨ ହଜାର କୋଟି
ନୂଆଦିଲ୍ଲୀ,୨୫-୧୦: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡିକ ସରକାରଙ୍କୁ ଆଡଜଷ୍ଟେଡ ଗ୍ରସ ରେଭେନ୍ୟୁ ବାବଦକୁ ୯୨ ହଜାର କୋଟି ଟଙ୍କା ପୈଠ କରିବେ। ସୁପ୍ରିମକୋର୍ଟରେ ଏ ନେଇ ସରକାର ଏକ ମାମଲା କରିଥିଲେ। ଏହି ମାମଲାର ଶୁଣାଣି ଗୁରୁବାର ହୋଇଥିବା ବେଳେ ସର୍ବୋଚ୍ଚ…
ବିଶ୍ୱ ବ୍ୟାଙ୍କ ଇଜ୍ ଡୁଇଙ୍ଗ ବିଜନେସ ର଼୍ୟାଙ୍କିଙ୍ଗ: ୬୩ରେ ଭାରତ
ନୂଆଦିଲ୍ଲୀ,୨୫-୧୦: ଗୁରୁବାର ପ୍ରକାଶ ପାଇଥିବା ବିଶ୍ୱ ବ୍ୟାଙ୍କ ଇଜ୍ ଡୁଇଙ୍ଗ ବିଜ୍ନେସ ର଼୍ୟାଙ୍କିଙ୍ଗରେ ଭାରତ ୧୪ଟି ସ୍ଥାନ ଉପରକୁ ଉଠି ୬୩ତମ ସ୍ଥାନରେ ରହିଛି। ବିଗତ ବର୍ଷ ଗୁଡିକରେ ସରକାର ଗ୍ରହଣ କରିଥିବା ସଂସ୍କାର ପ୍ରକ୍ରିୟା ଯୋଗୁ ଭାରତ ଏହାର ର଼୍ୟାଙ୍କିଙ୍ଗରେ…
ଆଜି ଧନତେରସ; ଶୋ’ରୁମ ଦେଉଛନ୍ତି ଆକର୍ଷଣୀୟ ରିହାତି
ଭୁବନେଶ୍ୱର,୨୫-୧୦(ବ୍ୟୁରୋ): ଧନତେରସରେ ସୁନା କିଣିଲେ ଶୁଭ ବୋଲି ସାଧାରଣରେ ବିଶ୍ୱାସ ରହିଛି। ଚଳିତ ବର୍ଷ ଶୁକ୍ରବାର ଧନତେରାସ ପଡୁଥିବାରୁ ଗ୍ରାହକଙ୍କ ଚାହିଦାକୁ ନଜରରେ ରଖି ରାଜ୍ୟର ପ୍ରମୁଖ ଶୋ’ରୁମଗୁଡିକ ପ୍ରସ୍ତୁତ ହୋଇଛନ୍ତି। ଗ୍ରାହକଙ୍କୁ ଆକୃଷ୍ଟ କରିବା ଲାଗି ମନଲୋଭା ଅଫର ସହ…
ତେଜପତ୍ର ଚା’ ପିଅନ୍ତୁ ଏସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଆନ୍ତୁ
ବେଳେବେଳେ ଥଣ୍ଡା ସର୍ଦ୍ଦି ଭଳି ଛୋଟ ଛୋଟ ରୋଗରେ ପଡିଲ ଆମ ରୋଷେଇ ଘରେ ଥିବା କିଛି ଜିନିଷ ବ୍ୟବହାର କରି ଆମେ ରୋଗମୁକ୍ତ ହୋଇଥାଉ। ବିଶେଷ କରି ରୋଷେଇରେ ବ୍ୟବହୃତ କିଛି ମସଲାରେ ରହିଥିବା ଔଷଧୀୟ ଗୁଣ ଆମକୁ ସୁସ୍ଥ…
କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ ରୋଷେଇ ଯେପରି ଅସମ୍ଭବ ଲାଗେ। ରୋଷେଇରେ ଆଳୁର ବିଭିନ୍ନ ପ୍ରକାର ବ୍ୟବହାରକୁ ନେଇ ଆମେ…
ରକ୍ତହୀନତା ଦୂର କରେ ସଜନା ଶାଗ
ବାଡିବଗିଚାରେ ସଜନା ଶାଗ ଅତି ସହଜରେ ମିଳିଯାଏ। ସଜନା ସାଗ ହେଉ କି ଛୁଇଁ ସମେସ୍ତ ଏହା ଖାଇବାକୁ ଭଲ ପାଆନ୍ତି। ଏଥିରେ ପ୍ରଚୁର ଖଣିଜତତ୍ତ୍ୱ ଥିବାରୁ ଏହାକୁ ଶକ୍ତିର ଗନ୍ତାଘର ମଧ୍ୟ କୁହାଯାଏ। ସଜନାରେ ପ୍ରାୟ ୪୬ ପ୍ରକାରର ଆଣ୍ଟି…
ପାହାଡରୁ ଧସିଲା ପଥର, ଯାତାୟତରେ ବାଧାପ୍ରାପ୍ତ
ଗୁଣପୁର,୨୪ା୧୦(ଡି.ଏନ.ଏ)-ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଏକ ବଡ଼ ପଥର ଖସି ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ରିଜିଂତାଲ ରାସ୍ତାରେ ପଡ଼ିଛି ା ଫଳରେ ଯାତାୟତାରେ ବାଧାସୃଷ୍ଟି ହୋଇଛି ା ହେଲେ ଏଥିରେ କେହି ମୃତାହତ…
ସମୁଦ୍ର ଅଶାନ୍ତ: ବେଳାଭୂମିରେ ଲାଗିଲା ନାଲି ପତାକା
ପୁରୀ ଅଫିସ, ୨୪ା୧୦: ଲଘୁଚାପ ଯୋଗୁ ପୁରୀ ସମୁଦ୍ର ଅଶାନ୍ତ ରହିଛି। ସାଧାରଣ ଦିନ ଅପେକ୍ଷା ଉଚ୍ଚ ଜୁଆର ଆସୁଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବେଳାଭୂମିର ୧ ନଂରୁ ୧୨ ନଂ.…
ଘରେ ପଶିଲା ବର୍ଷାପାଣି, ତଳିଆ ଅଞ୍ଚଳ ଜଳମଗ୍ନ
ପୁରୀ ଅଫିସ, ୨୪ା୧୦:ଲଘୁଚାପଜନିତ ଲଗାଣ ବର୍ଷାରେ ପୁରୀ ଅବସ୍ଥା ସଙ୍ଗିନ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଥିବାବେଳେ ବଡ଼ଦାଣ୍ଡ ସମେତ ଅନେକ ସାହିଗଳି ରାସ୍ତାରେ ପାଣି ଜମିଛି। କେତେକ ସ୍ଥାନରେ ଲୋକଙ୍କ ଘରେ ପାଣି ପଶିଛି। ବସ୍ତି ଓ ତଳିଆ…
୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି
କଟକ ଅଫିସ, ୨୪ା୧୦- ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍ସ୍ତରରେ ୧୦ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏଥିସହ ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର…
ବାଂଲାଦେଶ ବିପକ୍ଷ ଟି୨୦ ଦଳ ଘୋଷିତ: କୋହଲିଙ୍କୁ ବିଶ୍ରାମ, ଦୁବେ ନୂଆ ମୁହଁ
ମୁମ୍ବାଇ, ୨୪।୧୦(ପି.ଟି.)- ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ଓ ୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଛି। ମୁମ୍ବାଇ ଅଲରାଉଣ୍ଡର ଶିବମ୍ ଦୁବେ ନୁଆ ମୁହଁ ଭାବେ ଦଳରେ ସାମିଲ…

