Home Left

ଦୀପାବଳି ପୂର୍ବରୁ ଘରୁ ବାହାର କରିଦିଅନ୍ତୁ ଏସବୁ ସାମଗ୍ରୀ, ପଡ଼ିବ ଲକ୍ଷ୍ମୀଙ୍କ କୃପାଦୃଷ୍ଟି

କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଇଥାଏ। ଏହି ଖାସ୍‌ ଉତ୍ସବରେ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା ସହିତ ପୂରା ଘରକୁ ଦୀପରେ ସଜା ଯାଇଥାଏ। କୁହାଯାଏ, ଏହିଦିନ ମା’ ଲକ୍ଷ୍ମୀ ଧରାପୃଷ୍ଠରେ ଅବତରଣ…

ବିଶ୍ୱ ମିଲିଟାରୀ ଗେମ୍ସ: ଗୁଣସେକରନଙ୍କୁ ୩ ସ୍ବର୍ଣ୍ଣ

ଉହାନ(ଚାଇନା),୨୪।୧୦(ପି.ଟି.)- ଏଠାରେ ଚାଲିଥିବା ୭ମ ସିଆଇଏସ୍‌ଏମ୍‌ ବିଶ୍ୱ ମିଲିଟାରୀ କ୍ରୀଡ଼ାରେ ପାରାଆଥ୍‌ଲେଟ୍‌ ଆନନ୍ଦନ ଗୁଣସେକରାନ ୩ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଜାଭେଲିନ ଜାଭେଲିନ ଥ୍ରୋୟର ଶିବପାଲ ସିଂ ମଧ୍ୟ ପୋଡିୟମର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ପୁରୁଷ ଭିନ୍ନକ୍ଷମ ୧୦୦…

ଖୋର୍ଦ୍ଧାରେ ଲଗାଣ ବର୍ଷା: ୨୫ ତାରିଖ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା ଅଫିସ,୨୪।୧୦: ଲଗାଣ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାର ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଅପରାହ୍ନ ୧ଟାରୁ ସ୍କୁଲ ଛୁଟିକରି ଦିଆଯାଇଥିବା ବେଳେ ୨୫ ତାରିଖ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା ହୋଇଛି।…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ: ଓ୍ବାର୍ଡସଭ୍ୟା ମୃତ, ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ଅଞ୍ଚଳରେ ଗୁରୁବାର ଏକ ଅଘଟଣ ଘଟିଛି। ଗଛ ପଡ଼ିଯିବାରୁ ଅଟୋରେ ଯାଉଥିବା ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ହେଲେ ଉକ୍ତ ବ୍ଲକ…

ଭିଭିଏସ୍‌ ଲକ୍ଷ୍ମଣଙ୍କ ଟୁଇଟ୍‌ରେ ଭୁବନେଶ୍ୱରର କମଳଲୋଚନଙ୍କ କଥା: ଜରି ଗୋଟାଳି ସତ୍ତ୍ୱେ ବୁଲା କୁକୁରଙ୍କ ପେଟ ପୋଷୁଥିବାରୁ କଲେ ପ୍ରଶଂସା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜଧାନୀରେ ବୁଲା କୁକୁରଙ୍କୁ ଖାଇବାକୁ ଦେଇ ଚର୍ଚ୍ଚାକୁ ଆସିଛନ୍ତି କମଳଲୋଚନ ବଳିୟାରସିଂ। ଭାରତର ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଗୁରୁବାର କମଳଙ୍କୁ ନେଇ ଏକ ଟୁଇଟ୍‌ କରିଛନ୍ତି। କମଳ ହେଉଛନ୍ତି ଜଣେ ଜରି ଗୋଟାଳି। ବିଭିନ୍ନ ସ୍ଥାନ ବୁଲି ପ୍ଲାଷ୍ଟିକ…

ହାରିଗଲେ ଭାଜପାର ଏହିସବୁ ପ୍ରମୁଖ ପ୍ରାର୍ଥୀ

ମୁମ୍ବାଇ/ଚଣ୍ଡିଗଡ,୨୪।୧୦: ମହାରାଷ୍ଟ୍ର ଏବଂ ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମହାରାଷ୍ଟ୍ରରେ ଭାଜପା-ଶିବସେନା ମେଣ୍ଟ ସରsକାର ଗଢିବାକୁ ଯାଉଥିବାବେଳେ ହରିୟାଣାରେ ଝୁଲା ବିଧାନସଭା ହୋଇଛି। ଦୁଇ ରାଜ୍ୟର ନିର୍ବାଚନରେ ଭାଜପାର ପ୍ରମୁଖ ପ୍ରାର୍ଥୀ ପରାଜୟର ସାମ୍ନା କରିବାକୁ ପଡିଛି। କ୍ୟାପ୍ଟେନ…

ବର୍ଷାରେ ଭିଜି ରାସ୍ତା ମରାମତି କଲେ ୨ ଯୁବକ

ଆନନ୍ଦପୁର,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ. ଜାତୀୟ ରାଜପଥର ଶାଳପଡ଼ାରୁ ଖପରାଖାଇ ପର୍ଯ୍ୟନ୍ତ ସର୍ଭିସରୋଡ୍‌ର ଅବସ୍ଥା ବେହାଲ ହୋଇଛି। ଜାତୀୟ ରାଜପଥ ଠିକା ସଂସ୍ଥା ଅଧାପନ୍ତରିଆ ଭାବେ ସର୍ଭିସ୍‌ ରୋଡ୍‌ ନିର୍ମାଣକୁ ଛାଡି ଚାଲିଯାଇଥିବା ବେଳେ ରାସ୍ତାର…

ଭର୍ସାଟାଇଲ ଆକ୍ଟର ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂଙ୍କୁ ବହୁମୁଖୀ ପ୍ରତିଭାର କଳାକର ବୋଲି କୁହାଯାଇଥାଏ। କାରଣ ସେ ଭିନ୍ନ ଭିନ୍ନ ଚରିତ୍ରରେ ଭଲ ଅଭିନୟ କରିପାରନ୍ତି। ନିକଟରେ ସେ ୟଶରାଜ ବ୍ୟାନରରେ ଜୟେଶଭାଇ ଜୋରଦାରରେ ଅଭିନୟ କରିବେ ବୋଲି ଜଣାପଡିଛି। ଏବେଠାରୁ ସେ…

ଏମିତି ଶିବଲିଙ୍ଗ ଯାହାର ଚାରିପଟେ ଥରେ ବୁଲିଆସିବାକୁ ଲାଗେ ୧୫ ଦିନ…

ଏପରି ଏକ ଶିବମନ୍ଦିର ଯାହା ମନ୍ଦିର ପାଇଁ ନୁହେଁ ବରଂ ଶିବଲିଙ୍ଗ ଲାଗି ପ୍ରସିଦ୍ଧ ଲାଭ କରିଛି। ଲୋକମାନଙ୍କୁ ଏହି ଶିବଲିଙ୍ଗ ଚାରିପଟେ ପରିକ୍ରମା କରିବାକୁ ପ୍ରାୟ ୧୫ ଦିନ ଲାଗିଥାଏ। ଲୋକେ ଏହି ସ୍ଥାନକୁ ସ୍ବର୍ଗପ୍ରାପ୍ତିର କେନ୍ଦ୍ର ବୋଲି ମାନିଥାନ୍ତି।…

କର୍ତ୍ତାରପୁର କରିଡର: ଭାରତ-ପାକିସ୍ତାନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ,୨୪।୧୦: ଭାରତ ଓ ପାକିସ୍ତାନ କର୍ତ୍ତାରପୁର କରିଡରକୁ ନେଇ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଉଭୟ ଦେଶର ବୈଦେଶିକ ମନ୍ତ୍ରଣାଳୟର ଅଧିକାରୀଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁଯାୟୀ ଭାରତୀୟ ଶିଖ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନରେ ଥିବା…

ଅଭିନୟ ପାଇଁ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଫିଲ୍ମରେ ଅନ୍ତରଙ୍ଗ ମୁହୂର୍ତ୍ତ ଏବଂ ଚୁମ୍ବନ ଦୃଶ୍ୟ କରି ବେଶ୍‌ ହଇଚଇ ସୃଷ୍ଟି କରିଥିବା ଅଭିନେତ୍ରୀ ହେଲେ ମଲ୍ଲିକା ଶେରାଓ୍ବତ୍‌। ୨୦୦୩ରେ ଫିଲ୍ମ ‘ଖ୍ବାହିଶ’ରୁ ସେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ଫିଲ୍ମରେ ମଲ୍ଲିକା ୧୭ଟି ଚୁମ୍ବନ ଦୃଶ୍ୟ ଦେଇ…

ଟି୧୦ ଲିଗ୍‌: ଖେଳାଳିଙ୍କୁ ଏନ୍‌ଓସି ଦେବ ନାହିଁ ପିସିବି

କରାଚୀ,୨୪।୧୦- ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଥିବା ଆବୁଧାବି ଟି୧୦ ଲିଗ୍‌ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦେଶର ଖେଳାଳିଙ୍କୁ ଏନ୍‌ଓସି ନ ଦେବାକୁ ନିଷ୍ପତ୍ତି ନେଇଛି। ଖେଳାଳିଙ୍କ କାମର ବୋଝ ହ୍ରାସ ଓ ଘରୋଇ ଟୁର୍ନାମେଣ୍ଟ କୁଇଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?