ବଦଳିଲା ସରକାରଙ୍କ ନିଷ୍ପତ୍ତି: ପୂର୍ବପରି କାମ କରିବେ ୨୫ ହଜାର ହୋମଗାର୍ଡ
ଲକ୍ଷ୍ନୌ,୨୪।୧୦: ଉତ୍ତର ପ୍ରଦେଶ ସରକାର ୨୫ ହଜାର ହୋମଗାର୍ଡଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏମାନେ ସମସ୍ତେ ପୂର୍ବପରି ସେମାନଙ୍କ କାର୍ଯ୍ୟ ଜାରି ରଖିବେ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ୨୫ ହଜାର ହୋମଗାର୍ଡଙ୍କୁ ଚାକିରିରୁ ନିଲମ୍ବନ…
ରୋଗୀ ନେବା ପାଇଁ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଦାବି କଲେ ଅର୍ଥ, ଭିଡିଓ ଭାଇରାଲ
ଜଳେଶ୍ୱର,୨୪।୧୦(ଡି.ଏନ୍.ଏ.): ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟର ଭୋଗରାଇ ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତର କଟକ ସ୍ଥାନାନ୍ତର କରିଥିବା ବେଳେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଓ ରୋଗୀଙ୍କ ସମ୍ପର୍କୀୟଙ୍କ ସହ କଥାବାର୍ତ୍ତାର ଭିଡିଓ ଭାଇରାଲ ହୋଇଛି। ପ୍ରଥମେ ଡ୍ରାଇଭର ଜଣକ ୧ ହଜାର…
ଟି୧୦ ଲିଗ୍ରେ ଖେଳିବେ ଯୁବି
ଦୁବାଇ,୨୪।୧୦- ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ (ଯୁବି) ଟି୧୦ ଲିଗ୍ର ଦ୍ୱିତୀୟ ସଂସ୍କରଣରେ ଖେଳିବାକୁ ଯାଉଛନ୍ତି। ତାଙ୍କୁ ମରାଠା ଆରବିଆନ୍ସ ଦଳରେ ସାମିଲ କରାଯାଇଛି। ଗତ ଜୁନରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଯୁବି ଦ୍ୱିତୀୟ ଥର…
ବିଜେପୁର ବିଜୟିନୀ ରୀତା: ଗତ ନିର୍ବାଚନର ବିଜୟ ବ୍ୟବଧାନକୁ କାଟି କଲେ ରେକର୍ଡ
ବରଗଡ଼ ଅଫିସ/ପଦ୍ମପୁର,୨୪।୧୦- ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ବିଜେପୁର ଉପନିର୍ବାଚନର ଫଳାଫଳ। ଏଥିରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ଗତ ନିର୍ବାଚନର ବହୁ ରେକର୍ଡ ଭାଙ୍ଗି ଦଳ ପାଇଁ ବୃହତ ବିଜୟ ଆଣିଦେଇଛନ୍ତି। ଗୁରୁବାର ଭୋଟଗଣତିରେ ରୀତା ସର୍ବାଧିକ ୧ ଲକ୍ଷ…
ନ୍ୟୁୟର୍କରୁ ସିଡ୍ନୀ ୧୯ ଘଣ୍ଟା ଲଗାତର ବିମାନ ଯାତ୍ରା
ନ୍ୟୁୟର୍କ: ଘଣ୍ଟାଏ ନୁହେଁ କି ଦୁଇଘଣ୍ଟା ନୁହେଁ ଲଗାତର ୧୯ ଘଣ୍ଟା ୧୬ ମିନିଟ୍ର ବିମାନ ଯାତ୍ରା। ନ୍ୟୁୟର୍କରୁ ସିଡ୍ନୀକୁ କ୍ୱାଣ୍ଟାସ୍ ବିମାନ ଯାତ୍ରୀ ଏଭଳି ଦୀର୍ଘ ସମୟ ଉଡ଼ାଣ କରି ଇତିହାସ ରଚନା କରିଛନ୍ତି। ଦୀର୍ଘ ୧୬,୨୦୦ କିଲୋମିଟରର ବିମାନ…
କାନ୍ଥ ପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଓ ଜ୍ୱାଇଁ ଗୁରୁତର
କେନ୍ଦୁଝର,୨୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ତାପଡ଼ା ଥାନା ତେନ୍ତେଳାପୋଶି ପଞ୍ଚାୟତ ମିଶ୍ରମାଳ ଗ୍ରାମରେ କାନ୍ଥ ପଡ଼ି ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଓ ଜ୍ବାଇଁ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ସୂଚନାଯୋଗ୍ୟ, ଗ୍ରାମର ମକରା…
ଚନ୍ଦ୍ରୟାନ-୨ ବିକ୍ରମ ଲ୍ୟାଣ୍ଡର ଉଭାନ୍
ଓ୍ବାଶିଂଟନ: ଭାରତର ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୨ ବିକ୍ରମ ଲ୍ୟାଣ୍ଡରର ପତ୍ତା ମିଳୁନାହିଁ। ବହୁ ପ୍ରୟାସ ସତ୍ତ୍ୱେ ନାସା ଫେଲ୍ ମାରିଛି। ଏହାର ଫଟୋ ଉଠାଇବା ଲାଗି ପ୍ରୟାସ କରାଯାଇଥିଲେ ହେଁ ଟେର୍ ମିଳୁନାହିଁ। ଗତ ସେପ୍ଟେମ୍ବର ୭ରେ ଭାରତର ମହାକାଶ ଗବେଷଣା…
ମହାରାଷ୍ଟ୍ରରେ କାମ କଲା ମୋଦିଙ୍କ ଯାଦୁ: ବଲିଉଡ୍ ପ୍ରଯୋଜକ
ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଏବେ ଅନେକ ସ୍ଥାନରେ ଭାଜପା ଏକ ପ୍ରକାର ବିଜୟ ଉତ୍ସବ ପାଇଁ ପ୍ରସ୍ତୁତ ହୋଇ ସାରିଥିବା ଦେଖାଯାଇଛି। ତେବେ ଏହାକୁ ନେଇ ଏବେ ସୋସିଆଲ ମିଡିଆରେ ମଧ୍ୟ ବଲିଉଡ୍ ନିର୍ଦ୍ଦେଶକଙ୍କ ଟୁଇଟ୍…
ହୋଟେଲରେ ଚମକୁଛି ଏଭରେଷ୍ଟ ବର୍ଜ୍ୟ
କାଠମାଣ୍ଡୁ: କାଠମାଣ୍ଡୁର ଏକ ପଞ୍ଚତାରକା ହୋଟେଲରେ ସମୟ ଅତିବାହିତ କରୁଥିବା କେତେଜଣ ପର୍ଯ୍ୟଟକଙ୍କୁ ଚମକୁଥିବା ରଙ୍ଗିନ ପାତ୍ର, ଗ୍ଲାସ୍ରେ ପରଷାଗଲା ଖାଦ୍ୟପେୟ। ଯେତେବେଳେ ପର୍ଯ୍ୟଟକଙ୍କୁ କୁହାଗଲା ସେମାନେ ବ୍ୟବହାର କରିଥିବା ବାସନ ଏଭରେଷ୍ଟରୁ ସଂଗୃହୀତ ବର୍ଜ୍ୟରୁ ପ୍ରସ୍ତୁତ, ସେତେବେଳେ ସେମାନେ ପରସ୍ପର…
ଷଣ୍ଢ ଖାଇଗଲା ୪୦ ଗ୍ରାମର ସୁନାଗହଣା
ଚଣ୍ଡିଗଡ଼: ବୁଲା ଷଣ୍ଢ ୪୦ ଗ୍ରାମର ସୁନା ଗହଣା ଖାଇଦେଇଛି। ଏହା ଶୁଣି ଆପଣମାନେ ଆଶ୍ଚର୍ଯ୍ୟ ହେଉଥିବେ ନିଶ୍ଚୟ। ହେଲେ ଏହା ଏକ ସତ ଘଟଣା। ହରିୟାଣାରେ ଏଭଳି ଘଟଣା ଘଟିବା ପରେ ପରିବାର ଲୋକେ ୩ ଦିନ ହେଲା ଷଣ୍ଢକୁ…
୫ ଦିନ ପୂର୍ବରୁ ବାହାଘର ଭାଙ୍ଗିଥିଲେ ସଲ୍ମାନ
ମୁମ୍ବାଇ: ସବୁବେଳେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ସଲ୍ମାନ ଖାନ୍ ବେଶ୍ ଚର୍ଚ୍ଚାରେ ରହିଥାନ୍ତି। ବଲିଉଡ୍ର ମୋଷ୍ଟ ଏଲିଜିବଲ୍ ବ୍ୟାଚେଲର୍ ହୋଇ ବି ୫୩ ବର୍ଷ ବୟସରେ କୁଆଁରା ଅଛନ୍ତି ସଲ୍ମାନ। ହେଲେ ଏବେ ତାଙ୍କ ବାହାଘର ସମ୍ପର୍କରେ ଏକ ଅଜଣା…
ମଧ୍ୟାହ୍ନଭୋଜନ ଚାଉଳ
ମାଲକାନଗିରି ଜିଲାରେ ଅନେକ ଛାତ୍ରୀଛାତ୍ର ଅଧାରୁ ପାଠ ଛାଡୁଛନ୍ତି। ଅଧିକାଂଶ ଛାତ୍ରୀଛାତ୍ର ସ୍କୁଲକୁ ଆସୁନାହାନ୍ତି । ଏହି ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଥିଲେ ମଧ୍ୟ ସେ ବାବଦ ଚାଉଳ ହରିଲୁଟ ହେଉଛି। ଚାଉଳ ଯୋଗାଣ ଲାଗି ସରକାର ୫୦…

