Home Left

ଫର୍ମୁଲାଓ୍ବାନ୍‌ ଡ୍ରାଇଭର୍‌ ହେବାକୁ ଚାହୁଁଥିଲେ, କିନ୍ତୁ କ୍ରିକେଟରେ ଉଇକେଟ୍‌କିପର୍‌ ଭାବେ ମିଳିଲା ପରିଚୟ

ଭାରତୀୟ କ୍ରିକେଟ ଦଳର ଉଇକେଟ୍‌କିପର୍‌ ବ୍ୟାଟ୍ସମ୍ୟାନ୍‌ ରୁଦ୍ଧିମାନ ଶାହ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ମସିହା ଅକ୍ଟୋବର ୨୪ରେ ପଶ୍ଚିମବଙ୍ଗର ସିଲିଗୁଡିରେ ଜନ୍ମଗ୍ରହଣ କରିଥିଲେ। ୨୦୧୦ରେ ସେ ନାଗପୁରରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଡେବ୍ୟୁ କରିଥିଲେ। କିନ୍ତୁ ଜାଣିଛନ୍ତି…

ଆଗରେ ଖଟ୍ଟର

ହରିୟାଣା,୨୪।୧୦:ହରିୟାଣା ବିଧାନସଭା ନିର୍ବାଚନର ଫଳଫଳ ପାଇଁ ଗୁରୁବାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି। ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପ୍ରଥମ ପର୍ଯ୍ୟାୟ ଗଣତି ସୁଦ୍ଧା ୪୫୮୮ ଖଣ୍ଡ ଭୋଟରେ ଆଗରେ ଥିବା ସୂଚନା ମିଳିଛି। ସେ…

୧୯ ବର୍ଷ ପୁରୁଣା ବ୍ଲେଜର୍‌ ପିନ୍ଧି ବିସିସିଆଇ ପଦ ସମ୍ଭାଳିଲେ ଗାଙ୍ଗୁଲି, ଜାଣନ୍ତୁ କାହିଁକି

ମୁମ୍ବାଇ,୨୪।୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିସିସିଆଇର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଏତେ ବଡ ପଦ ସମ୍ଭାଳିବା ପୂର୍ବରୁ ଗାଙ୍ଗୁଲିଙ୍କ ମଧ୍ୟରେ ସେହି ଆତ୍ମବିଶ୍ୱାସ, ସେହି ମୁରୁକି ହସ ତାଙ୍କ ମୁହଁରେ ଥିଲା ଯେଉଁଟା ସେ ଭାରତୀୟ ଦଳର…

ନଓ୍ବାଜଙ୍କ ପରେ ତାଙ୍କ ଝିଅ ବି ହସ୍ପିଟାଲରେ ଭର୍ତ୍ତି

ଲାହୋର,୨୪।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ପରେ ତାଙ୍କ ଝିଅ ମରିୟମ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନୱାଜଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ସୋମବାର ଲାହୋରରେ ଥିବା ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଭିଆଇପି ରୁମ୍‌ ନଂ ୧…

ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନର ସ୍ବାସ୍ଥ୍ୟ ମନ୍ତ୍ରୀ ସହ ଆଲୋଚନା: ସମସ୍ୟା ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନଗୁଡ଼ିକର ଏକ ପ୍ରତିନିଧି ଦଳ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ସେମାନଙ୍କର ମୁଖ୍ୟ ଦାବିଗୁଡ଼ିକ ମଧ୍ୟରୁ ଘରୋଇ…

ରାମପୁର ଉପନିର୍ବାଚନ:ଏସ୍‌ପି ଆଗୁଆ

ଲକ୍ଷ୍ନୌ,୨୪।୧୦: ଉତ୍ତରପ୍ରଦେଶ ରାମପୁର ଆସନରେ ହୋଇଥିବା ଉପନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଭାଜପା ପ୍ରାର୍ଥୀ ଭାରତ ଭୁଷଣ ଗୁପ୍ତା ଏସ୍‌ପି ପ୍ରାର୍ଥୀ ତଞ୍ଜିନ୍‌ ଫାତିମାଙ୍କଠାରୁ ପଛୁଆ ରହିଛନ୍ତି। ଫାତିମା ସକାଳ ୯ଟା ସୁଦ୍ଧା୧୬୩୫ ଭୋଟରେ ଆଗୁଆ ରହିଛନ୍ତି।

ମିଶିଯିବେ ବିଏସ୍‌ଏନ୍‌ଏଲ୍‌, ଏମ୍‌ଟିଏନ୍‌ଏଲ୍‌

ନୂଆଦିଲ୍ଲୀ,୨୪-୧୦: ବିଏସ୍‌ଏନ୍‌ଏଲ୍‌ ଏବଂ ଏମ୍‌ଟିଏନଏଲର ପୁନରୁଦ୍ଧାର ଲାଗି କେନ୍ଦ୍ର କ୍ୟାବିନେଟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ବିଏସ୍‌ଏନ୍‌ଏଲ୍‌ ସହ ଏମ୍‌ଟିଏନ୍‌ଏଲ୍‌ର ମିଶ୍ରଣକୁ ନୀତିଗତ ମଞ୍ଜୁରୀ ମିଳିଛି। ଏହି ଦୁଇ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଲାଗି ୪ଜି ସ୍ପେକ୍ଟ୍ରମ ଆବଣ୍ଟନ…

ଅନୁଗୋଳରେ ଧୁମ୍‌ଧାମରେ ହେଲା ଭସାଣି: ଆତସବାଜିରେ ଆକାଶ ଆଲୋକିତ

ଅନୁଗୋଳ ଅଫିସ, ୨୪ା୧୦: ଅନୁଗୋଳ ସହରରେ ଅନୁଷ୍ଠିତ ଲକ୍ଷ୍ମୀପୂଜା ମଙ୍ଗଳବାର ଶେଷ ହୋଇଥିବା ବେଳେ ବୁଧବାର ଭସାଣି ପର୍ବ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନରେ ମେଲଣ ଉତ୍ସବକୁ ସେଣ୍ଟ୍ରାଲ ପୂଜା କମିଟି ସଦସ୍ୟ ଓ ଏସ୍‌ଡିପିଓ ଅଶ୍ୱିନୀ ସାହୁ ପତାକା ଦେଖାଇ ଶୁଭାରମ୍ଭ…

ଭିଜିଲାନ୍ସ ଟାର୍ଗେଟରେ ଦୁର୍ନୀତିଗ୍ରସ୍ତ ଅଧିକାରୀ: ପୋଲିସ ଇନ୍ସପେକ୍ଟରଙ୍କୁ ୫ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ, ୨୪।୧୦: ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ବୁଧବାର ଏକ ଲାଞ୍ଚ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି କରି ଅଭିଯୁକ୍ତ ପୋଲିସ ଇନ୍ସପେକ୍ଟରଙ୍କୁ ୫ବର୍ଷ ସଶ୍ରମ ଜେଲ୍‌ ଓ ୫୦ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦାୟ କ୍ଷେତ୍ରରେ ଅଭିଯୁକ୍ତଙ୍କୁ…

ହଂକଂ ପ୍ରତ୍ୟର୍ପଣ ବିଲ୍‌ ପ୍ରତ୍ୟାହୃତ

ହଂକଂ,୨୪ା୧୦(ଏଏଫ୍‌ପି): ହଂକଂରେ ୫ ମାସ ଧରି ବିକ୍ଷୋଭର କାରଣ ସାଜିଥିବା ବିବାଦୀୟ ପ୍ରତ୍ୟର୍ପଣ ବିଲ୍‌କୁ ବୁଧବାର ପ୍ରତ୍ୟାହାର କରାଯାଇଛି। ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏହି ନିଷ୍ପତ୍ତି ନିଆଯାଇଥିଲେ ହେଁ ବିକ୍ଷୋଭକାରୀଙ୍କ ଆନ୍ଦୋଳନ ଥମିବାର ନାଁ ନେଉନାହିଁ। କାରଣ ପ୍ରତ୍ୟର୍ପଣ ବିଲକୁ ପ୍ରତ୍ୟାହାର କରିବା…

କଟକ: ୧୯ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୨୪।୧୦: ଗତ ୫ଦିନରେ କଟକ ସହରରେ ମୋଟ ୧୯ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ଏସ୍‌ସିବି ମେଡିକାଲରେ ମୋଟ ୭୦ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୬୫ଜଣଙ୍କୁ ୱାର୍ଡରେ ଓ ୫ଜଣଙ୍କୁ…

ଗ୍ରୀନ୍‌ ଇଣ୍ଡିଆ ଚିଟ୍‌ଫଣ୍ଡ ମାମଲାରେ ଚାର୍ଜସିଟ ଦାଖଲ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ୍‌ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବୁଧବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ଚାର୍ଜସିଟ୍‌ ଦାଖଲ କରାଯାଇଛି। ଜମାକାରୀଙ୍କୁ ଶସ୍ତାରେ ଫ୍ଲାଟ ଓ ଜମି ଦେବା ଆଳରେ କମ୍ପାନୀ ୬୯ କୋଟି ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?