Home Left

୨୫ ବର୍ଷ ପରେ ପରଦାରେ ଏକାଠି କାମ କରିବେ ଦୁଇ ସୁପରଷ୍ଟାର

୧୯୯୪ରେ ହୋଇଥିବା ଫିଲ୍ମ ‘ଅନ୍ଦାଜ ଅପ୍‌ନା- ଅପ୍‌ନା’ର ସ୍ବିକେଲ୍‌ ନିର୍ମାଣ ହେବ ବୋଲି ଦୀର୍ଘଦିନରୁ ଚର୍ଚ୍ଚା ହୋଇଆସୁଛି। ପ୍ରଥମେ କୁହାଯାଉଥିଲା ରଣବୀର କପୁର, ବରୁଣ ଧାଓ୍ବନ ଏହି ଫିଲ୍ମରେ ନଜର ଆସିବେ। ମାତ୍ର ଏହି କମେଡି ଫିଲ୍ମର ସ୍ବିକେଲ ପାଇଁ ଅମୀର…

ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରେ ବିଶ୍ୱବ୍ୟାଙ୍କ ନିର୍ଦ୍ଦେଶକ(ଭାରତ) ଜୁନୈଦ କମାଲ୍‌ ଅହମ୍ମଦଙ୍କୁ ସାକ୍ଷାତ କରିଛନ୍ତି। ଅପରାହ୍ନରେ ହୋଇଥିବା ଏହି ସାକ୍ଷାତ୍‌କାର ସମୟରେ ଉଭୟଙ୍କ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ବିଶେଷ ଭାବେ ବିଶ୍ୱବ୍ୟାଙ୍କ୍‌ ସହଯୋଗରେ ଓଡ଼ିଶା…

ଦିନକୁ ମାଗଣାରେ ୭୦ ଲିଟର ପାଣି ଯୋଗାଇଦେବେ ରାଜସ୍ଥାନ ସରକାର

ଜୟପୁର,୨୨।୮: ରାଜସ୍ଥାନର ପାଖାପାଖି ୧୩ଟି ମରୁଡି ପ୍ରବଣ ବା ଶୁଷ୍କ ଜିଲାରେ ପ୍ରତିପରିବାରକୁ ଦିନକୁ ୭୦ ଲିଟର ପାଣି ମାଗଣାରେ ଯୋଗାଇ ଦେବେ ବୋଲି ରାଜସ୍ଥାନ ସରକାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର ଏନେଇ ଏକ ପ୍ରସ୍ତାବ ପାଶ୍‌…

ଅପିଲ୍‌ କରି ତଳେ ପଡିଗଲେ ବୋଲର, ଆଉଟ ଦେବା ପରିବର୍ତ୍ତେ ହସିଲେ ଅମ୍ପାୟାର

ଲଣ୍ଡନ, ୨୨।୮: ସସେକ୍ସ ଏବଂ ମିଡିଲସେକ୍ସ ମଧ୍ୟରେ ଖେଳାଯାଉଥିବା ଏକ କାଉଣ୍ଟିଂ ମ୍ୟାଚରେ ଏକ ଭିନ୍ନ ନଜାରା ଦେଖିବାକୁ ମିଳିଛି। ମିଡିଲସେକ୍ସର ବ୍ୟାଟ୍ସମ୍ୟାନ୍‌ ଜେମ୍ସ ହ୍ୟାରିସ୍‌ ବ୍ୟାଟିଂ କରୁଥିବାବେଳେ ତାଙ୍କୁ ବୋଲିଂ କରୁଥିଲେ ସସେକ୍ସର ବୋଲର ଟମ୍‌ ହେନ୍ସ। ଏକ ବଲ୍‌ରେ…

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ମାମଲା: ହାଇକୋର୍ଟରେ ସିବିଆଇର ଚାର୍ଜଶିଟ୍‌ ଦାଖଲ

କଟକ ଅଫିସ, ୨୨ା୮: ରୋଜଭ୍ୟାଲି ଚିଟ୍‌ଫଣ୍ଡ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ଏଥିରେ ସିବିଆଇ ଚାର୍ଜଶିଟ୍‌ ଦାଖଲ କରିଛି। ତେବେ ତଦନ୍ତରୁ କ’ଣ ମିଳିଛି ସେ ସମ୍ପର୍କରେ ସିବିଆଇ ହାଇକୋର୍ଟଙ୍କୁ କୌଣସି ସୂଚନା ଦେଇନାହିଁ। ଅନ୍ୟପକ୍ଷରେ ଗତ ୩ମାସ ଧରି…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ: ଇସ୍ପାତ ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦେଶରେ ଇସ୍ପାତ ଉତ୍ପାଦନ ବୃଦ୍ଧି ସମ୍ପର୍କିତ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ଯୁଗ୍ମ ପ୍ଲାଣ୍ଟ କମିଟି ଏବଂ ସିଆର୍‌ଆଇଏସ୍‌ଆଇଏଲ୍‌ର ପ୍ରମୁଖ ଅଧିକାରୀ ମଧ୍ୟ ଉପସ୍ଥିତ…

ଭାଜପା ନେଇଛି ରାଜନୈତିକ ପ୍ରତିଶୋଧ: ସଲମାନ୍‌ ଖୁର୍ଶିଦ୍‌

ନୂଆଦିଲ୍ଲୀ,୨୨।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ସିବିଆଇ ପକ୍ଷରୁ ଗିରଫ କରାଯିବା ଘଟଣାରେ ଏବେ ଦେଶର ରାଜନେତାଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏନେଇ କଂଗ୍ରେସ ବରିଷ୍ଠ ସଦସ୍ୟ ସଲମାନ୍‌ ଖୁର୍ଶିଦ୍‌ ଗୁରୁବାର ଅଭିଯୋଗ କରିଛନ୍ତି ଯେ, ଏପରି କରି…

ଓଡ଼ିଶାକୁ ‘ନ୍ୟୁଟ୍ରିଶନ ଚାମ୍ପିୟନ’ ଟ୍ୟାଗ୍‌ ଦେଲା ଆଇଏଫ୍‌ପିଆର୍‌ଆଇ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଅନ୍ୟ ରାଜ୍ୟମାନଙ୍କୁ ପଛରେ ପକାଇ ଦେଶର ‘ନ୍ୟୁଟ୍ରିଶନ ଚାମ୍ପିୟନ’ ହେବାର ଗୌରବ ଅର୍ଜନ କରିଛି ଓଡ଼ିଶା। ଶିଶୁଙ୍କଠାରେ କୁପୋଷଣ ଦୂର କରିବା କ୍ଷେତ୍ରରେ ଆଖିଦୃଶିଆ କାର୍ଯ୍ୟ କରିବା ଲାଗି ଇଣ୍ଟରନ୍ୟାଶନାଲ ଫୁଡ୍‌ ପଲିସି ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌(ଆଇଏଫ୍‌ପିଆର୍‌ଆଇ) ଓଡ଼ିଶାକୁ ଏହି ଟ୍ୟାଗ୍‌…

୨୦ ବିଚାରପତିଙ୍କ ବଦଳି

କଟକ ଅଫିସ,୨୨ା୮: ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଭିନ୍ନ ଜିଲାରେ କାର୍ଯ୍ୟରତ ୨୦ ଜଣ ବିଚାରପତିଙ୍କୁ ବଦଳି କରାଯାଇଛି। ଏ ନେଇ ଗତ ୧୭ରେ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତଦନୁଯାୟୀ, ଶିଶିର କୁମାର ରଥଙ୍କୁ କଟକ ଜିଲା ଓ ସେସନ୍‌…

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସଙ୍ଗ: ଓକିଲ ସଂଘର ବିରୋଧ, ଆନ୍ଦୋଳନ ଚେତାବନୀ

ପୁରୀ ଅଫିସ, ୨୨ା୮: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେଲେ ସାଧାରଣ ଜନତା ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ଯେଉଁଠି ଜିଲାପାଳଙ୍କ କାର୍ଯ୍ୟାଳୟ ରହିଛି ସେଠାରେ ରହୁ ବୋଲି ଦାବି…

ଅସଜଡ଼ା ଭିତ୍ତିଭୂମିରେ ଚାଲିଛି ଶିକ୍ଷାଦାନ

ବ୍ରହ୍ମଗିରି,୨୨ା୮(ଡି.ଏନ.ଏ): ବ୍ରହ୍ମଗିରି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଏହିି ବ୍ଲକ ଅନ୍ତର୍ଗତ କାଣ୍ଡୋଗଦା ପଞ୍ଚାୟତର ମୁଣ୍ଡାଳ ଗ୍ରାମସ୍ଥିତ ମୁଣ୍ଡାଳ ଜାଡିପୁର ପ୍ରାଥମିକ ବିଦ୍ୟାଳୟ ଓ ଯୁଗୋଜ୍ୟୋତି ୟୁପି ଏମଇ ବିଦ୍ୟାଳୟ ଦେଖିଲେ ଭିତ୍ତିଭୂମି ଓ ଏହାର ଶିକ୍ଷା ବ୍ୟବସ୍ଥାରୁ…

ଦେଶର ସଙ୍କଟ ଜନକ ଅର୍ଥବ୍ୟବସ୍ଥାରୁ ଧ୍ୟାନ ହଟାଇବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି: ସୁରେଜଓ୍ବାଲା

ନୂଆଦିଲ୍ଲୀ,୨୨।୮: ଦେଶର ସଙ୍କଟଜନକ ଅର୍ଥବ୍ୟବସ୍ଥାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ବରିଷ୍ଠ ସଦସ୍ୟ ରଣଦୀପ୍‌ ସୁରେଜଓ୍ବାଲା ଅଭିଯୋଗ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଗତ ଦୁଇଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri