Home Left

ପୋଲ ତଳେ ଫସିଲା ପ୍ଲେନ

ବେଜିଂ,୨୩।୧୦: ଚାଇନାର ହର୍ବିନ୍‌ରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି, ଯାହାକୁ ଦେଖି ସମସ୍ତେ ଚକିତ ହୋଇପଡ଼ିଛନ୍ତି। ହର୍ବିନ୍‌ ସହରର ଏକ ପୋଲ ତଳେ ଟ୍ରକରେ ଯାଉଥିବା ବିମାନଟି ଫସି ଯାଇଥିବାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ଧୀରେନ୍ଦ୍ର ସାମ୍ଭାଜି କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୧୯୯୭ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଧିକାରୀ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସର ଅନ୍‌ ସ୍ପେସିଆଲ…

ଦବଙ୍ଗ-୩ ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲ୍‌ମାନ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଦବଙ୍ଗ-୩ର ଟ୍ରେଲର ରିଲିଜ୍‌ ହୋଇଛି। ୩ ମିନିଟ୍‌ର ଏହି ଟ୍ରେଲରରେ ସଲ୍‌ମାନଙ୍କ ବହୁ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି। ପ୍ରଭୁ ଦେବାଙ୍କ ନିର୍ଦ୍ଦେଶିତ ଉକ୍ତ ଫିଲ୍ମରେ ସଲ୍‌ମାନ ପୋଲିସ ଅଫିସର…

ଦୁନିଆର ସବୁଠାରୁ ମହଙ୍ଗା ଚକୋଲେଟ୍‌: ଦାମ ଶୁଣିଲେ ଉଡ଼ିଯିବ ହୋସ୍‌

ନୂଆଦିଲ୍ଲୀ,୨୩।୧୦: ଯଦି ଆପଣ ଚକୋଲେଟ୍‌ର ବହୁତ ବଡ଼ ଫ୍ୟାନ୍‌, ତେବେ ଏହା ଆପଣଙ୍କୁ ପ୍ରଲୋଭିତ କରିବ। କାରଣ ଦେଶର ଅନ୍ୟତମ ଅଗ୍ରଣୀ କମ୍ପାନୀ ଆଇଟିସି ଦୁନିଆର ସବୁଠାରୁ ମହଙ୍ଗା ଚକୋଲେଟ୍‌ର ଲଞ୍ଚ୍‌ କରିଛି। ଏହି ଚକୋଲେଟ୍‌ର ନାଁ ହେଉଛି ଟ୍ରିନିଟି ଟ୍ରଫଲ୍‌ସ…

ହଜିଛି ଶୁଆ: ଫେରାଇ ଆଣିବାକୁ ସହର ସାରା ପୋଷ୍ଟର ମାରିଲେ ଶିକ୍ଷକ

ତ୍ତତ୍ତରପ୍ରଦେଶର ବାରଣସୀରେ ଏକ ହୃଦୟସ୍ପର୍ଶୀ ଘଟଣା ସାମ୍ନାକୁ ଆସିଛି। ନିଖୋଜ ପୋଷା ଶୁଆକୁ ଫେରାଇ ଆଣିବା ପାଇଁ ଏକ ପରିବାର ପୋଲିସଠାରୁ ଆରମ୍ଭ କରି ସହରର ଗଳି କନ୍ଦିରେ ପୋଷ୍ଟର ଲଗାଇବାକୁ ମଧ୍ୟ ପଛାଇନାହାନ୍ତି। ଏପରିକି ଶୁଆଟିକୁ ଖୋଜିଦେବା ବ୍ୟକ୍ତିଙ୍କୁ ୫,୧୦୦…

ଗର୍ଭାବସ୍ଥାରେ କରନ୍ତୁ ନାହିଁ ଏସବୁ ଭୁଲ

ଗର୍ଭାବସ୍ଥାରେ ମହିଳାମାନେ କିଛି ଛୋଟ ଛୋଟ ଭୁଲ କରିଥାନ୍ତି। ସେମାନେ ଜାଣି ନ ଥାନ୍ତି ଏହା ଦ୍ୱାରା ଗର୍ଭସ୍ଥ ଶିଶୁର କ’ଣ କ୍ଷତି ଘଟିବ। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ଗର୍ଭବତୀ ଚିନ୍ତା ବା ଦୁଃଖରେ ରହିଲେ ଏହାର କୁପ୍ରଭାବ…

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି : ଥାନାରେ ଅଭିଯୋଗ

ଯୋଡ଼ା,୨୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡ଼ି କଳିଙ୍ଗ ମାଇନିଂ କର୍ପୋରେଶନ ଖଣିର ପରିବହନ ଗେଟ୍‌ ସମୁଖରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ବାମେବାରୀ ଥାନାଧିକାରୀ ପରେଶ କୁମାର ମହାନ୍ତି ସୂଚନା ଦେଇ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଭାକୁରଗୁଡ଼ା ବିଦ୍ୟାଳୟ ବୁଲି ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ

ରାୟଗଡ଼ା,୨୩।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଚାନକ ମନ୍ତ୍ରୀମାନେ ବିଦ୍ୟାଳୟ ଗସ୍ତକରି ଖାଦ୍ୟର ମାନ ପରଖିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ବୁଧବାର ରାୟଗଡ଼ା ଜିଲା ଗସ୍ତରେ ଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଅଚାନକ ଭାକୁରଗୁଡ଼ା ବିଦ୍ୟାଳୟ ପରିଦର୍ଶନ…

ବୋହୂଙ୍କ ଖୁସି ପାଇଁ ଏହି ମନ୍ଦିରକୁ ଶାଶୂ କରିଥିଲେ ନିର୍ମାଣ…

ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ରହିଛି ଶାଶୂ-ବୋହୂ ମନ୍ଦିର। ଏହାର ଆକାର ପିରାମିଡ୍‌ ସଦୃଶ। ଏହାର ଲମ୍ବ ୩୨ ମିଟର ହୋଇଥିବାବେଳେ ଓସାର ୨୨ ମିଟର। ଶାଶୂ-ବୋହୂ ଦୁଇଟିଯାକ ମନ୍ଦିରର ଗଠନଶୈଳୀ ଓ କାରୁକାର୍ଯ୍ୟ ମଧ୍ୟ ସମାନ। ଇଚ୍ଛାବାହା ବଂଶର ରାଜା ମହିପାଳଙ୍କ ଦ୍ୱାରା…

ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ବୃତ୍ତିଗତ ଦିଗକୁ ଦେଖାଯାଉ ନ ଥିବା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ପରିବାରଲୋକେ ଏହାକୁ ହତ୍ୟାକାଣ୍ଡ ବୋଲି କହୁଛନ୍ତି। ଏହି କ୍ରମରେ ଭାଜପା ବୁଧବାର ଖବରଦାତା ସମ୍ମିଳନୀ କରି ରାଜ୍ୟ…

ମାଲକାନଗିରି ସୀମାନ୍ତରେ ମାଓବାଦୀ ହିଂସା: ଯୁବକଙ୍କୁ ୩ ରାଉଣ୍ଡ ଗୁଳି

ମାଲକାନଗିରି,୨୩।୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି । ବିଚ୍ଛିନ୍ନାଞ୍ଚଳ ନିକଟ ଆନ୍ଧ୍ରପ୍ରଦେଶ ବିଶାଖା ଜିଲାର ଗୁଡ଼େମ ଥାନା ଅନ୍ତର୍ଗତ କୁମକୁମପୋଡ଼ି ଗ୍ରାମର ଲମ୍ବାୟା ପିଲାଲୁ ନାମକ ଜଣେ ଯୁବକଙ୍କୁ ମାଓବାଦୀମାନେ ୩ ରାଉଣ୍ଡ ଗୁଳି କରି…

ଶ୍ରମିକଙ୍କ ଛଟେଇକୁ ନେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୩।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରସ୍ଥିତ ଡାଲ୍‌ମିଆ ସିମେଣ୍ଟରେ କେତେକ ଶ୍ରମିକଙ୍କ ଛଟେଇକୁ ନେଇ ଅଶାନ୍ତ ଦେଖାଦେଇଛି। ଏ ନେଇ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରି ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଛନ୍ତି। ତେବେ ମଧ୍ୟାହ୍ନରେ କାରଖାନା କର୍ତ୍ତୃପକ୍ଷଙ୍କ ସହିତ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?