ଏହି ଦେଶର ଲୋକେ ଭାରତୀୟ ଫିଲ୍ମକୁ କରିଥାନ୍ତି ପସନ୍ଦ
ବିଶ୍ୱରେ ଏମିତି ଦେଶ ଅଛି, ଯେଉଁ ଦେଶର ଲୋକେ ନିଜ ଦେଶର ଫିଲ୍ମ ଏବଂ ଗୀତ ଅପେକ୍ଷା ଭାରତୀୟ ଫିଲ୍ମ ଏବଂ ଗୀତକୁ ପସନ୍ଦ କରିଥାନ୍ତି। ଏପରିକି ଭାରତୀୟ ଫିଲ୍ମର ଗୀତକୁ ସବୁବେଳେ ଗୁଣୁଗୁଣାଇଥାନ୍ତି। ହିନ୍ଦୀ ଫିଲ୍ମର ସେମାନେ ଦିବାନା ପାଲଟିଯାନ୍ତି…
କାନାଡ଼ାରେ ଜଷ୍ଟିନ୍ ଟ୍ରୁଡୋଙ୍କ ସରକାର: କିଙ୍ଗ୍ମେକର ମୂଳ ଭାରତୀୟ ଜଗମିତ୍ ସିଂ
ଓଟାଓ୍ବା,୨୩।୧୦: କାନାଡ଼ାରେ ହୋଇଥିବା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋଙ୍କ ଲିବେରାଲ ପାର୍ଟି ଅଫ୍ କାନାଡ଼ା ଅଧିକ ସଂଖ୍ୟକ ଆସନରେ ସଫଳ ରହିଛି। ତାଙ୍କ ପାର୍ଟିକୁ ୧୫୭ ଆସନ ମିଳିଛି। ତେବେ ସେ ବହୁମତଠାରୁ ୧୩ଟି ଆସନ…
ଡିକେ.ଶିବ କୁମାରଙ୍କୁ ଜେଲରେ ଭେଟିଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୩।୧୦: ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବାକଂଗ୍ରେସ ନେତା ଡିକେ. ଶିବ କୁମାରଙ୍କୁ ବୁଧବାର ତିହାର ଜେଲ୍ରେ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେଠାରେ ସେ ଶିବକୁମାରଙ୍କୁ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ତାଙ୍କ ସହ କଂଗ୍ରେସର କିଛି ନେତା ମଧ୍ୟ…
କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ଉଦ୍ଧାର
ନରାଜ, ୨୩।୧୦ (ଡି.ଏନ.ଏ.): ତ୍ରିଶୁଳିଆ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୧୬ ଘଣ୍ଟା ପରେ ତାଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…
ବାହୁବଳୀ ପରେ କୌଣସି ଫିଲ୍ମ ସାଇନ୍ କରି ନ ଥିଲେ ପ୍ରଭାସ
ମୁମ୍ବାଇ,୨୩।୧୦: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ପ୍ରଭାସ ବୁଧବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଅକ୍ଟୋବର ୨୩ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ହେଉଛି ଭେଙ୍କଟ୍ ସତ୍ୟନାରାୟଣ ପ୍ରଭାସ ରାଜୁ ଉପ୍ପଲପଟ୍ଟି। ତାଙ୍କ ପିତା…
ଜମ୍ମୁ-କଶ୍ମୀରରେ ମାଗଣା ଫିଲ୍ମ ଦେଖାଇବେ ସରକାର
ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠିବା ପରେ ସେଠାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କାରେ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏହି କାରଣରୁ ବିଭିନ୍ନ ସ୍ଥାନରେ ଲୋକେ ଘରୁ ବାହାରିବାକୁ ମଧ୍ୟ ଭୟ କରୁଛନ୍ତି।…
ମ୍ୟାଚ୍ ପୂର୍ବରୁ ଦେଶ ଛାଡି ପାକିସ୍ତାନ ପଳାଇଲେ ଏହି କ୍ରିକେଟର
ଆବୁଧାବି,୨୩।୧୦: ମ୍ୟାଚ୍ ଫିକ୍ସିଂ ଅଭିଯୋଗରେ ଦଳର ୪ ଖେଳାଳିଙ୍କ ଉପରେ କଟକଣା ଲାଗିବା ପରେ ଏବେ ୟୁଏଇ ଦଳକୁ ପୁଣି ଏକ ଝଟକା ଲାଗିଛି। ଦଳର ଉଇକେଟକିପର ଗୁଲାମ ସବର କେବଳ ନିଜ ଦଳ ନୁହେଁ, ଦେଶ ଛାଡି ପାକିସ୍ତାନ ପଳାଇଛନ୍ତି।…
ଭାରତଠାରୁ ଦୀପାବଳି ମିଠା ନେଲା ନାହିଁ ପାକିସ୍ତାନ
ନୂଆଦିଲ୍ଲୀ,୨୩।୧୦:ଦୀପାବଳି ପୂର୍ବରୁ ଭାରତ ଏବଂ ପାକିସ୍ତାନ ସୀମାରେ ପୁଣି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବାବେଳେ ଏହାର ଉଚିତ୍ ଜବାବ ମଧ୍ୟ ଦେଉଛି ଭାରତ। ଏସବୁଭିତରେ ପ୍ରତିବର୍ଷ ଦୀପାବଳିରେ ଦୁଇଦେଶ ମଧ୍ୟ ମିଠା ଆଦାନପ୍ରଦାନ ହୋଇଥାଏ।…
ପୁରୁଣା ଗାଡ଼ି ରଦ୍ଦ ପାଇଁ କେନ୍ଦ୍ର ସରକାରଙ୍କ ନୂଆ ଚିଠା ପ୍ରସ୍ତାବ:ବିଭିନ୍ନ ରାଜ୍ୟରୁ ଲୋଡ଼ାଗଲା ମତାମତ
କଟକ ଅଫିସ, ୨୩-୧୦:କେନ୍ଦ୍ର ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଲାଗୁ କରାଯାଇଥିବା ନୂଆ ମୋଟରଯାନ ଆଇନରେ ପୁରୁଣା ଗାଡ଼ି ରଦ୍ଦ ପାଇଁ ନୂଆ ଚିଠା ପ୍ରସ୍ତାବ ଆଗତ ହୋଇଛି। ଉକ୍ତ ପ୍ରସ୍ତାବକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କ ନିକଟକୁ ପଠାଇଛନ୍ତି। ରାଜ୍ୟ…
ପିଏମ୍ଏଓ୍ବାଇରେ ଅନିୟମିତତା: ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ଏଓ୍ବାଇ)ରେ ଅନିୟମିତତା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଚିଠି ଲେଖି ଜଣାଇଛନ୍ତି। ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଗଡମନତିର ଗ୍ରାମପଞ୍ଚାୟତରେ ଯୋଗ୍ୟ ହିତାଧିକାରୀଙ୍କୁ ପିଏମ୍ଏଓ୍ବାଇରେ ଘର ମିଳୁ ନ…
୫ବର୍ଷରେ ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’: ୨୩୦୩ ମାମଲାରୁ ସମାଧାନ ହୋଇଛି ୧୪୪୯
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ) : କମିଶନରେଟ ପୋଲିସ ଅଞ୍ଚଳରେ ହିଂସା ପୀଡିତା ମହିଳାଙ୍କ ସମସ୍ୟାର ସମାଧାନ ପାଇଁ ସହଯୋଗର ହାତ ବଢାଇଥିବା ‘ମାଧ୍ୟମ’ ମଙ୍ଗଳବାର ୫ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ କମିଶନରେଟ ପୋଲିସ ମୁଖ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…
ଆଇନଜୀବୀ ଦୀପାଳି ମୃତ୍ୟୁ ଘଟଣା:ଘଟଣା ଦିନ ପ୍ରେମିକଙ୍କ ସହ ଚିକେନ ଖାଇ ଲୁଡୁ ଖେଳିଥିଲେ
ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଆଇନଜୀବୀ ଦୀପାଳି ମୃତ୍ୟୁ ଘଟଣା ଦିନକୁ ଦିନ ଅଧିକ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଦୀପାଳି ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ସେନେଇ ଲାଗିରହିଛି ସସ୍ପେନ୍ସ। ଏହି କ୍ରମରେ ମଙ୍ଗଳବାର ଆଉ ଏକ ତଥ୍ୟ ସାମ୍ନାକୁ ଆସିଛି।…

