ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ,୨୩ା୧୦:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…
ଭୁବନେଶ୍ୱରରେ ଇଏସ୍ଆଇସି ମେଡିକାଲ କଲେଜ ସ୍ବପ୍ନ ମଉଳିଲା
ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଶ୍ରମିକମାନଙ୍କ ପାଇଁ ଭୁବନେଶ୍ୱରରେ ହେବାକୁ ଥିବା ପ୍ରସ୍ତାବିତ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍ଆଇସି) ମେଡିକାଲ କଲେଜ ହେବ ନାହିଁ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶ୍ରମ ଓ କର୍ମଚାରୀ ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର ଏଠାରେ ଆୟୋଜିତ…
ଶ୍ରୀମନ୍ଦିର ସଂସ୍କାର ମାମଲାର ରାୟ ଶୁକ୍ରବାର
ନୂଆଦିଲ୍ଲୀ,୨୩-୧୦(ସ୍ବ.ପ୍ର.):ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମ୍କୋର୍ଟରେ ଚାଲିଥିବା ସଂସ୍କାର ମାମଲାର ଏକ ରାୟ ଆସନ୍ତା ଶୁକ୍ରବାର ପ୍ରକାଶ ପାଇବ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ହଇରାଣ କରାଯାଉଥିବା ନେଇ ଏକ ପିଟିଶନ ସୁପ୍ରିମ୍କୋର୍ଟରେ ଦାଏର ହୋଇଛି। ଜଷ୍ଟିସ…
ନନ୍ଦନକାନନକୁ ଦୀପାବଳି ଭେଟି:ଉପହାରରେ ମିଳିଲା ୮ ହଳଦିଆ ଆନ୍ନାକୋଣ୍ଡା, ନାଇଲ କୁମ୍ଭୀର
ବାରଙ୍ଗ,୨୩-୧୦(ଡି.ଏନ.ଏ.):ନନ୍ଦନକାନନକୁ ମିଳିଛି ଦୀପାବଳି ଭେଟି। ଏହି ଅବସରରେ ନୂଆ ଅତିଥି ଭାବେ ୮ ହଳଦିଆ ଆନ୍ନାକୋଣ୍ଡା ଓ ୩ ନାଇଲ କୁମ୍ଭୀର ମଙ୍ଗଳବାର ସନ୍ଧ୍ୟାରେ ନନ୍ଦନକାନନରେ ପହଞ୍ଚତ୍ଛି। ଏହି ୧୧ଟି ଅତିଥିଙ୍କୁ ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟ ଉପହାରରେ ନନ୍ଦନକାନନକୁ ଦେଇଛି।…
ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ମାମଲା:‘ଆଇନର ମନ୍ଦିରକୁ ଅଚଳ କରାଯାଇପାରିବନି’
କଟକ ଅଫିସ, ୨୩-୧୦:ଆଇନର ମନ୍ଦିରକୁ ଅଚଳ କରାଯାଇ ପାରିବନି। ଅଦାଲତ ଚାଲିବା ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଅ। ଅଦାଲତ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସ୍ଥାନୀୟ ପୋଲିସ ଅସମର୍ଥ ହେଉଥିଲେ ପାରା ମିଲିଟାରି ଫୋର୍ସ ବା ଅର୍ଦ୍ଧ…
ସୋସିଆଲ ମିଡିଆ ସହ ଆଧାର ସଂଯୋଗ:ସୁପ୍ରିମକୋର୍ଟରେ ହେବ ସବୁ ପିଟିଶନର ଶୁଣାଣି
ନୂଆଦିଲ୍ଲୀ,୨୩-୧୦(ପି.ଟି./ଆଇଏଏନ୍ଏସ୍):ସୋସିଆଲ ମିଡିଆ ସହ ଆଧାର ସଂଯୋଗୀକରଣ ନେଇ ବିଚାରାଧୀନ ଥିବା ସମସ୍ତ ମାମଲାର ଶୁଣାଣି ସୁପ୍ରିମକୋର୍ଟ କରିବେ। ଫେସ୍ବୁକ୍ ପକ୍ଷରୁ ହୋଇଥିବା ଏକ ପିଟିଶନକୁ ଗ୍ରହଣ କରି ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଏହି ନିଷ୍ପତ୍ତି ନେଇଛନ୍ତି। ଏହାସହ ଦେଶର ବିଭିନ୍ନ ହାଇକୋର୍ଟଗୁଡ଼ିକରେ…
କୋହଳ ହେଲା କର୍ମଚାରୀଙ୍କ ଉପହାର ଗ୍ରହଣ ନୀତି
ନୂଆଦିଲ୍ଲୀ,୨୩-୧୦: କେନ୍ଦ୍ର କର୍ମଚାରୀଙ୍କ ଲାଗି ରହିଥିବା ଉପହାର ଗ୍ରହଣ ନୀତିକୁ ସରକାର ମଙ୍ଗଳବାର କୋହଳ କରିଥିବା ଜଣାପଡ଼ିଛି। ଏହା ଅନ୍ତର୍ଗତ ଉପହାର କ୍ଷେତ୍ରରେ ଅର୍ଥ ଗ୍ରହଣ ସୀମାକୁ ୩ ଗୁଣରୁ ଅଧିକ ବୃଦ୍ଧି କରାଯାଇଥିବା ଜଣେ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି।…
ବ୍ୟାଙ୍କିଙ୍ଗ୍ ଶିଳ୍ପ ସମସ୍ୟାକୁ ନେଇ ଅଭିଜିତ ବାନାର୍ଜୀଙ୍କ ଉଦ୍ବେଗ
ନୂଆଦିଲ୍ଲୀ,୨୩-୧୦: ଭାରତର ବ୍ୟାଙ୍କିଙ୍ଗ ଶିଳ୍ପରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ନେଇ ନୋବେଲ ବିଜେତା ଅଭିଜିତ ବାନାର୍ଜୀ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ କ୍ଷେତ୍ର ସମସ୍ୟା ସମାଧାନ ଲାଗି ଗଠନମୂଳକ ପରିବର୍ତ୍ତନ ଆଣିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଅଭିଜିତ ପ୍ରଧାନମନ୍ତ୍ରୀ…
ବ୍ୟାଙ୍କ ଧର୍ମଘଟ ଯୋଗୁ ବନ୍ଦ ରହିଲା ରାଜ୍ୟର ୪୨୦୦ ଶାଖା
ମୁମ୍ବାଇ, ଭୁବନେଶ୍ୱର(ବ୍ୟୁରୋ)୨୩-୧୦:ସରକାରଙ୍କ ମେଗା ବ୍ୟାଙ୍କ ମିଶ୍ରଣ ପଦକ୍ଷେପକୁ ବିରୋଧ କରି ସାରା ଦେଶରେ ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ ଯୋଗୁ ମଙ୍ଗଳବାର ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଛି। ଧର୍ମଘଟର ପ୍ରଭାବ ରାଜଧାନୀ ଭୁବନେଶ୍ୱର ସମେତ ରାଉରକେଲା, କଟକ, ସମ୍ବଲପୁର, ବାଲେଶ୍ୱର ଏବଂ ବାରିପଦା…
ସୁସ୍ଥ ରହିବା ପାଇଁ ଘରେ ଲଗାନ୍ତୁ ଗଛ
ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଅନେକ ଲୋକ ଘର ଚାରିପଟେ ବିଭିନ୍ନ ପ୍ରକାର ଗଛ ଲଗାଇ ଥାଆନ୍ତି। ଏହା ଦ୍ୱାରା କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇ ନ ଥାଏ ବରଂ ଘରେ ରହୁଥିବା ଲୋକେ ସୁସ୍ଥ ରହି ଥାଆନ୍ତି ବୋଲି…
ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ କରେ ଦହି
ଉଚ୍ଚ ରକ୍ତଚାପ ଯୋଗୁ ଚିନ୍ତିତ ଲୋକଙ୍କ ପାଇଁ ଦହି ବେଶ୍ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟରୋଲ୍ର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ୱାରା ଶିରାପ୍ରଶିରାରେ ରକ୍ତପ୍ରବାହ ଉପରେ କୌଣସି ପ୍ରଭାବ ପଡ଼ିବ ନାହଁି ଏବଂ ହୃଦ୍ସ୍ପନ୍ଦନ…
ବ୍ରେନ୍ଷ୍ଟ୍ରୋକ୍ରୁ ଦୂରେଇ ରହିବା ପାଇଁ…
ମେଥି ଓ ଦହି ଶରୀର ପାଇଁ ଉପକାରୀ । ପ୍ରତିଦିନ ମେଥି ଗୁଣ୍ଡ ଖାଇଲେ ବିଭିନ୍ନ ପ୍ରକାର ପେଟ ସମସ୍ୟା ଦୂର ହୁଏ। ମେଥି ସହିତ ଦହି ମିଶାଇ ଖାଇଲେ ବହୁ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…

