Home Left

ଲଘୁଚାପ: ବୁଧବାରରୁ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ…

ବଦଳିଲା ୟୁପିର ହେଲ୍ପ ଲାଇନ୍‌ ନମ୍ବର

ଲକ୍ଷ୍ନୌ,୨୨।୧୦: ଦିଲ୍ଲୀ ପରେ ଏବେ ଉତ୍ତରପ୍ରଦେଶରେ ବଦଳିଲା ପୋଲିସ ହେଲ୍ପ ଲାଇନ ନମ୍ବର। ଏଣିକି ପୋଲିସର ସାହାଯ୍ୟ ପାଇଁ ଲୋକେ ୧୦୦ ବଦଳରେ ୧୧୨ ନମ୍ବର ଡାଏଲ୍‌ କରିପାରିବେ। ଏହି ନୂଆ ନମ୍ବରକୁ ଅକ୍ଟୋବର ୨୬ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁଭାରମ୍ଭ…

ସାରାଙ୍କ ପରେ ଏବେ ଜାହ୍ନବୀଙ୍କ ନିକଟତର ହେଉଛନ୍ତି କାର୍ତ୍ତିକ

ସାରା ଅଲ୍ଲୀ ଖାନ୍‌ଙ୍କଠାରୁ ବ୍ରେକ୍‌ ହେବା ପରେ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌ ଏବେ ଜାହ୍ନବୀ କପୁରଙ୍କ ନିକଟତର ହେଉଛନ୍ତି। ଉଭୟ ଫିଲ୍ମ ଦୋସ୍ତାନା-୨ରେ ନଜର ଆସିବେ ବୋଲି ଜଣାପଡିଛି। କରଣ ଜୋହରଙ୍କ ପ୍ରଯୋଜନାରେ ନିର୍ମିତ ଏହି ଫିଲ୍ମ ଶୁଟିଂ ବେଳର ଏକ…

ରେଳ ବୋର୍ଡ ଅଧ୍ୟକ୍ଷଙ୍କୁ ୮ ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଫାଟକ ବନ୍ଦ ଫଳରେ ଆମ୍ବୁଲାନ୍ସ ଅଟକି ରହିବା ଯୋଗୁ ସାପ କାମୁଡାରେ ଗୁରୁତର ଥିବା ରେଖା ବାଗ ନାମ୍ନୀ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନର ରେଳ ବୋର୍ଡର…

ଗୋଟିଏ ମାଛ ବଦଳାଇଦେଲା ମତ୍ସ୍ୟଜୀବୀଙ୍କ ଭାଗ୍ୟ

ରିଓ,୨୨।୧୦:ସମୁଦ୍ରରୁ ଏକ ମାଛ ଧରି ମାଲାମାଲ ହୋଇଯାଇଛନ୍ତି ଜଣେ ମତ୍ସ୍ୟଜୀବୀ। ବ୍ରାଜିଲର ଆମାଜନ ଷ୍ଟେଟ୍‌ସ୍ଥିତ ଆମନା ସସ୍‌ଷ୍ଟେନେବଲ୍‌ ଡେଭଲୋପମେଣ୍ଟ ରିଜର୍ଭରୁ ମାଛଟିକୁ ଧରାଯାଇଛି। ଏହି ମାଛଟିର ନାଁ ପିରାରୁକୁ। ଏହାର ମାଂସ ଦେଖିବାକୁ ଧଳା ଏବଂ ନରମ। ଖାଇବାକୁ ମଧ୍ୟ ସ୍ବାଦିଷ୍ଟ…

ଜଣେ ମହିଳାଙ୍କୁ ବିବାହ କରିବା ଯେଉଁଠି ଅପରାଧ…

ଦୁନିଆରେ ଏମିତି ସ୍ଥାନ ରହିଛି ଯେଉଁଠାରେ ବିଚିତ୍ର ଆଇନ ପ୍ରଚଳିତ। ଏଠାରେ ଜଣେ ମହିଳାଙ୍କୁ ବିବାହ କରିବା ଆଇନ ଅନୁସାରେ ଅପରାଧ। ଇରିଟ୍ରିୟାରେ ପୁରୁଷମାନଙ୍କ ପାଇଁ ଦୁଇଟି ବିବାହ କରିବା ବାଧ୍ୟତାମୂଳକ କରାଯାଇଛି । ପୁରୁଷମାନେ ଗୋଟିଏ ବିବାହ କରିବା ଏଠାକାର…

ଯୋଗୀ ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ରାଏବରେଲି,୨୨।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଉତ୍ତର ପ୍ରଦେଶରେ ଅପରାଧ ବେଳକୁ ବେଳ ବଢିବାରେ ଲାଗିଛି। ଏବେ ଏହା ସୀମା ପାର କରିଥିବା ପ୍ରିୟଙ୍କା ଅଭିଯୋଗ…

ବୀରଗୋବିନ୍ଦପୁର ଛକରେ ଦୁର୍ଘଟଣା: ଓଲଟିଲା ବସ୍‌; ଜଣେ ମୃତ, ୨୦ ଆହତ

ସାକ୍ଷୀଗୋପାଳ,୨୨।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ସାକ୍ଷୀଗୋପାଳ ନିକଟବର୍ତ୍ତୀ ବୀରଗୋବିନ୍ଦପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ବସ୍‌କୁ ବାଇକ ଧକ୍କା ଦେଇଛି। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଯାତ୍ରୀ ଆହତ ହୋଇଛନ୍ତି। ମୃତ ବାଇକ ଚାଳକ ହେଲେ ଖଣ୍ଡଗିରି ଥାନା…

ରାସ୍ତାରେ ପୁଅମାନେ କମେଣ୍ଟ କଲେ ମା’ବାପାଙ୍କ ଉପରେ ରାଗୁଥିଲେ ଏହି ଅଭିନେତ୍ରୀ

୨୦୧୧ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଲେଡିଜ୍‌ ଭର୍ସେଜ୍‌ ରିକି ବହଲ’ ମାଧ୍ୟମରେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସାନ ଭଉଣୀ ପରିଣୀତି ଚୋପ୍ରା । ମାତ୍ର ଫିଲ୍ମ ‘ଇସ୍କଜାଦେ’କୁ ନେଇ ତାଙ୍କୁ ସଫଳତା ମିଳିଥିଲା । ୨୨…

ଦୀପାବଳିରେ ଘର ସଜାନ୍ତୁ ରଙ୍ଗୋଲିରେ

ଦୀପାବଳିକୁ ଆଲୋକର ପର୍ବ କୁହାଯାଉଥିଲେ ସୁଦ୍ଧା ଏହି ଦିନକୁ ଘରକୁ ରଙ୍ଗୋଲି ବା ମୁରୁଜରେ ଅନେକ ଲୋକ ସଜାଇବାକୁ ପସନ୍ଦ କରିଥାଆନ୍ତି। ରଙ୍ଗୋଲି ସଂସ୍କୃତ ଶବ୍ଦ ‘ରଙ୍ଗାବଳି’ରୁ ଆସିଛି। ଏହାକୁ ଅଳ୍ପନା ବୋଲି ମଧ୍ୟ କୁହାଯାଏ। ଆମ ଦେଶରେ ପୂଜା ପାର୍ବଣ,…

ଏମିତି ରେଷ୍ଟୁରାଣ୍ଟ, ଯେଉଁଠି ଗ୍ରାହକଙ୍କୁ ପିଇବାକୁ ଦିଆଯାଏ ଟଏଲେଟ୍‌ ପାଣି

ଶୀର୍ଷକଟି ପଢ଼ି ଆଶ୍ଚର୍ଯ୍ୟ ହୋଇଥିବେ ନିଶ୍ଚୟ। ତେବେ କଥାଟି ସତ। ବିଶ୍ୱରେ ଏମିତି ଏକ ରେଷ୍ଟୁରାଣ୍ଟ ରହିଛି ଯେଉଁଠାରେ ଗ୍ରାହକମାନଙ୍କୁ ଟଏଲେଟ୍‌ ପାଣି ପିଇବାକୁ ଦିଆଯାଏ। ଏହି ରେଷ୍ଟୁରାଣ୍ଟର ନାମ ‘ଗେଷ୍ଟ ୟୁକ୍ସ’। ଏହା ବ୍ରାଜିଲର କୁର୍ନେରେ ଅବସ୍ଥିତ। ଏଠାକୁ ଆସୁଥିବା…

ଆମ୍ବୁଲାନ୍ସ ନ ମିଳିବାରୁ ମରାଠି କଳାକାରଙ୍କ ସହ ନବଜାତକର ମୃତ୍ୟୁ

ମୁମ୍ବାଇ,୨୨।୧୦: ଦୁର୍ଗମ ଅଞ୍ଚଳରେ ଆମ୍ବୁଲାନ୍ସ ନ ମିଳିବା ରୋଗୀ ବା ଗର୍ଭବତୀ ଖଟିଆରେ ବୁହାହେବା ଅବା ଚାଲି ଚାଲି ହସ୍ପିଟାଲ ଯିବା ଖବର ଦେଖିବାକୁ ମିଳିଛି। ହେଲେ ରବିବାର ମୁମ୍ବାଇରୁ ପ୍ରାୟ ୬ଶହ କିଲୋମିଟର ଦୂର ହିଂଗୋଲି ଜିଲାରେ ଜଣେ ମରାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?