Home Left

ଆତଙ୍କବାଦୀ ଶିବିର ଧ୍ୱଂସ ଘଟଣା: ଭାରତର ଦାବିକୁ ପାକ୍‌ର ଖଣ୍ଡନ

ଇସ୍‌ଲାମାବାଦ,୨୨ା୧୦(ପି.ଟି.)- ପିଓକେରେ ପଶି ଭାରତ ୩ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ସହ ଅନେକ ପାକ୍‌ ସୈନ୍ୟ ଓ ଆତଙ୍କବାଦୀଙ୍କୁ ମାରିଥିବା ଦାବି କରୁଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ଭାରତ ଚାହିଁଲେ ବିଦେଶୀ ମିଡିଆ ଓ କୂଟନୈତିଜ୍ଞଙ୍କୁ ଡ଼ାକି…

ଗୁମୁଡୁମାହା ଗୁଳିକାଣ୍ଡ: ଦୋଷୀ ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ ଦାବି; ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମିଳୁନି କ୍ଷତିପୂରଣ

ଭୁବନେଶ୍ୱର,୨୨ା୧୦:(ବ୍ୟୁରୋ) କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତ ବ୍ୟକ୍ତିଙ୍କ ପରିବାର ଓ ଆହତଙ୍କୁ ଏଯାଏ ମିଳିନି ନ୍ୟାୟ। ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମୃତକଙ୍କ ପରିବାରକୁ ଅତିରିକ୍ତ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଇନାହିଁ। ବିଭିନ୍ନ ଆଳ ଦେଖାଇ…

ଲଦାଖରେ ବ୍ରିଜ୍‌ ଉଦ୍‌ଘାଟନ କଲେ ରାଜନାଥ: ପାକ୍‌ ଅନୁପ୍ରବେଶ ନ ରୋକିଲେ ଠିକଣା ଜବାବ ଦିଆଯିବ

ଲେହ,୨୨ା୧୦(ପି.ଟି.): ଭାରତ ବିରୋଧୀ କାର୍ଯ୍ୟକଳାପ ବନ୍ଦ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଇସ୍‌ଲାମାବାଦ ଯଦି ଅନୁପ୍ରବେଶ ବନ୍ଦ ନ କରେ ତେବେ ଭାରତୀୟ ସେନା ଏହାର ଠିକଣା ଜବାବ ଦେବ। ସୋମବାର ରାଜନାଥ ପ୍ରକୃତ…

୨୩ରେ କର୍‌ତାରପୁର କରିଡର ଚୁକ୍ତି: ସେବା ଟିକସ ହଟାଇବାକୁ କହିଲା ଭାରତ

ନୂଆଦିଲ୍ଲୀ,୨୨ା୧୦(ପି.ଟି.):କର୍‌ତାରପୁର କରିଡର କାର୍ଯ୍ୟକାରିତା ଲାଗି ୨୩ ତାରିଖରେ ପାକିସ୍ତାନ ସହ ଚୁକ୍ତିନାମା ସ୍ବାକ୍ଷର ପାଇଁ ଭାରତ ପ୍ରସ୍ତୁତ ଥିବା ସୋମବାର କହିଛି। ତେବେ ତୀର୍ଥଯାତ୍ରୀଙ୍କ ଉପରେ ୨୦ ଡଲାର ସେବା ଟିକସ ବସାଇବାକୁ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ ନୂଆଦିଲ୍ଲୀ…

ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ: ଶହୀଦ ଯବାନଙ୍କୁ ତୋପ ସଲାମି

କଟକ ଅଫିସ, ୨୨ା୧୦: କଟକ ବକ୍ସିବଜାରସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୦ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ ସୋମବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଡିଜିପି ବିଜୟ କୁମାର ଶର୍ମା ଯୋଗଦେଇ ପୋଲିସ ବିଭାଗରେ ଶହୀଦ ହୋଇଥିବା…

ଆରେ ଗଛକଟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ: ମେଟ୍ରୋ ଶେଡ୍‌ ପ୍ରକଳ୍ପ ବନ୍ଦ ହେବନି

ନୂଆଦିଲ୍ଲୀ,୨୨ା୧୦(ପି.ଟି.): ମୁମ୍ବାଇର ଆରେ କଲୋନିରେ ମେଟ୍ରୋ ଶେଡ୍‌ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଉକ୍ତ କଲୋନିରେ ଗଛକଟାକୁ ବିରୋଧକରି ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗଛକଟା ବନ୍ଦ ରଖିବାକୁ ଅଦାଲତ…

୧୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ

ଢାକା, ୨୨ା୧୦(ପି.ଟି.): ବାଂଲାଦେଶର ବାଜିତ୍‌ପୁରରେ ଜମି ବିବାଦକୁ ନେଇ ୨୦୧୫ ଅକ୍ଟୋବର ୨୨ରେ ଜଣେ ଆଇନଜୀବୀଙ୍କ ସହାୟକ ମୁବାରକ ହୋସେନ୍‌ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ଶୁଣାଣି କରି ବାଂଲାଦେଶର ଫାଷ୍ଟଟ୍ରାକ୍‌ କୋର୍ଟ ୧୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ଢାକା ସେସନ୍ସ…

ମହାରାଷ୍ଟ୍ରରେ ୬୩, ହରିୟାଣାରେ ୬୫% ମତଦାନ

ମୁମ୍ବାଇ/ଚଣ୍ଡିଗଡ଼,୨୨ା୧୦(ପି.ଟି.): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ଲାଗି ମତଦାନ ସୋମବାର ସନ୍ଧ୍ୟାରେ ଶେଷ ହୋଇଛି। କାଁଭାଁ ଗଣ୍ଡଗୋଳକୁ ବାଦ୍‌ ଦେଲେ ଭୋଟଗ୍ରହଣ ମୋଟାମୋଟି ଶାନ୍ତିପୂର୍ଣ୍ଣ ଥିଲା। ମହାରାଷ୍ଟ୍ରରେ ୬୩ ପ୍ରତିଶତ ମତଦାନ ହୋଇଥିଲାବେଳେ ହରିୟାଣାରେ ମତଦାନ ହାର ୬୫ ପ୍ରତିଶତ ରହିଛି।…

ପୋଲିସର ସାହସିକତାକୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨ା୧୦(ପି.ଟି.): ଜାତୀୟ ପୋଲିସ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଷ୍ଟକର ପରିବେଶରେ କାର୍ଯ୍ୟ କରୁଥିବା ପୋଲିସ କର୍ମଚାରୀମାନଙ୍କ ସାହସିକତାକୁ ଉଚ୍ଚ ପ୍ରଶଂସା କରିଛନ୍ତି। ପୋଲିସ ବଳ ଓ ସେମାନଙ୍କ ପରିବାରକୁ ସାଲ୍ୟୁଟ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିବା ସହ କର୍ତ୍ତବ୍ୟରେ ଥାଇ…

୫ ଜିଲାର ୮.୩୦ ଲକ୍ଷ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବସୁଧା, ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭ୍‌ଲପମେଣ୍ଟ କର୍ପୋରେଶନ(ଓମ୍ବାଡାକ) ଏବଂ ଜାତୀୟ ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନାରେ ୫ ଜିଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା ୮,୩୦, ୩୯୧ ଲୋକଙ୍କୁ ରାଜ୍ୟ ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ନିଷ୍ପତ୍ତି…

କମଲେଶ ହତ୍ୟାକାଣ୍ଡ: ଅପରାଧୀଙ୍କୁ ଧରାଇଦେଲେ ୨.୫ ଲକ୍ଷ ପୁରସ୍କାର

ଲକ୍ଷ୍ନୌ,୨୨ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧଙ୍କୁ ଧରାଇଦେଲେ ୨.୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ଦିଆଯିବ ବୋଲି ଉତ୍ତରପ୍ରଦେଶ ପୋଲିସ ସୋମବାର ଘୋଷଣା କରିଛି। ସେମାନେ ୧୭ରେ ଲକ୍ଷ୍ନୌ ଆସି ନିଜକୁ ଶେଖ୍‌ ଅଶଫାକୁଲ…

ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍‌ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏହି ଯୋଜନାରେ ୭୧୯ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?