ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଷୀ ମୃତ ବାର୍ହା ଶିକାର ପାଇଁ ବିଛାଯାଇଥିଲା
ନୟାଗଡ଼ ଅଫିସ,୨୨ା୧୦: ବାର୍ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ସୋମବାର ନୟାଗଡ଼ ଜିଲାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ବରକୋଳି ଗ୍ରାମର ଘନଶ୍ୟାମ ଖଟୁଆ (୪୫)। ପ୍ରକାଶ ଯେ,…
ଲୋକଙ୍କ ସମସ୍ୟା ବୁଝିବାକୁ ୯ କି.ମି. ଚାଲିଲେ ବିଡିଓ
ଦଶପଲ୍ଲା,୨୨ା୧୦(ଡି.ଏନ.ଏ.): ରାଜ୍ୟ ସରକାର ଚଳିତମାସ ୨ ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଆଧାରରେ ରାଜନେତାଠାରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ନିକଟତର ହୋଇ ସେମାନଙ୍କ ସୁବିଧାଅସୁବିଧା ବୁଝିବା ଉଦ୍ଦେଶ୍ୟରେ ଏହି…
ଜନପ୍ରତିନିଧିଙ୍କ ଆକ୍ରମଣରେ ଯୁବକ ଆହତ
ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗାତେରୀ ପଞ୍ଚାୟତର ଜନପ୍ରତିନିଧିଙ୍କ ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ଆଡ଼ିପଡ଼ା ଗ୍ରାମର ବିରଞ୍ଚତ୍ ସାହୁ। ବିରଞ୍ଚତ୍ଙ୍କ ସ୍ତ୍ରୀ ଟିକିନା ସାହୁ ଏ ନେଇ ନୂଆଗାଁ ଥାନାରେ…
ରାସ୍ତା ପୁନରୁଦ୍ଧାର ଦାବିରେ ରାଜପଥ ଅବରୋଧ
ବୋଲଗଡ଼,୨୨ା୧୦(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଫାସୀଓଦା ପଞ୍ଚାୟତ କୋଟପଲ୍ଲା ଗ୍ରାମ ରାସ୍ତା ପୁନରୁଦ୍ଧାର ଦାବିରେ ସୋମବାର ଭୀମପଡାଠାରେ ଗ୍ରାମବାସୀ ୫୭ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ଭୀମପଡାଠାରୁ କୋଟପଲ୍ଲା ପର୍ଯ୍ୟନ୍ତ ପ୍ରାୟ ଦେଢ କି.ମି. ରାସ୍ତା ମରଣଯନ୍ତା ପାଲଟିଛି। କେଉଁଠାରେ ଖାଲ ତ…
କମ୍ସଂଖ୍ୟକ ଉପସ୍ଥାନ ଯୋଗୁ ବନ୍ଦ ହେଲା ୨ ସ୍କୁଲ
ଗଣିଆ,୨୨।୧୦(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକରେ କମ୍ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଯୋଗୁ ୨ଟି ସ୍କୁଲ ସୋମବାରଠାରୁ ବନ୍ଦ କରାଯାଇଥିବା ଦେଖିବାକୁ ମିଳିଛି । ବନ୍ଦ ହୋଇଥିବା ୨ଟି ପ୍ରାଥମିକ ବିଦ୍ୟାଳୟ ହେଉଛି ଛାମୁଣ୍ଡିଆ ପଞ୍ଚାୟତର କାଣିପୋଖରୀ ପ୍ରାଥମିକ ବିଦ୍ୟାଳୟ ଓ ବଡସିଲିଙ୍ଗା ପଞ୍ଚାୟତର…
ଔଷଧ ଦୋକାନରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଆଳି,୨୨।୧୦- କେନ୍ଦ୍ରାପଡ଼ା ଜିଲା କଟକ- ଚାନ୍ଦବାଲି ରାସ୍ତାର ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାସ୍ତାରେ ଥିବା ଦି କେୟାର ଔଷଧ ଦୋକାନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଯାଇଛି। କୌଣସି ଦୁର୍ବୃତ୍ତ ଉଦ୍ଦେଶ୍ୟମୂଳକ ଭାବେ ଏହି ନିଆଁ…
ସାତକୋଶିଆରେ ଏନ୍ଟିସିଏର ୩ ଜଣିଆ ଟିମ୍:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା
ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର ଗତିବିଧି ଅନୁଧ୍ୟାନ ପାଇଁ ଜାତୀୟ ବ୍ୟାଘ୍ର ପ୍ରଧୀକରଣ କର୍ତ୍ତୃପକ୍ଷ (ଏନ୍ଟିସିଏ)ର ଏକ ୩…
ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ
ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ ଆକର୍ଷଣୀୟ ସାଜସଜ୍ଜା, ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଛି। ସାମାଜିକ ସଚେତନତା ସୃଷ୍ଟି ପାଇଁ ଅନ୍ୟ…
ଅବସର ନେଲେ ନଟରାଜ: ଦୁଇଦିନରେ ଦୁଇ ଅଭିଜ୍ଞ ଆଉଟ୍
କଟକ ଅଫିସ,୨୨ା୧୦- ଲଗାତର ଦୁଇଦିନରେ ରାଜ୍ୟର ଦୁଇ ଅଭିଜ୍ଞ କ୍ରିକେଟ ଖେଳାଳି କ୍ରିକେଟଠାରୁ ଦୂରେଇ ଯାଇଛନ୍ତି। ରବିବାର ପୂର୍ବତନ ଉଇକେଟ୍କିପର ବ୍ୟାଟ୍ସମ୍ୟାନ ହଳଧର ଦାସ ଅବସର ଘୋଷଣା କରିଥିଲେ। ଏହାର ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପୂର୍ବତନ ରଣ୍ଜୀ ଅଧିନାୟକ…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…
ମହୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ପ୍ରତିଦିନ ସକାଳେ ଚାମୁଚେ ମହୁ ଖାଇଲେ କୋଲେଷ୍ଟରଲସ୍ତର ନିୟନ୍ତ୍ରିତ ହୋଇଥାଏ। ଫଳରେ ହାର୍ଟଆଟାକ୍ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଉଷୁମ ପାଣିରେ ମହୁ ଏକ ଚାମୁଚେ ମିଶାଇ ପିଇଲେ ମେଦବହୁଳତା…
ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍ ଟି
ମୋଟାପଣ ଓ କୋଲେଷ୍ଟୋରଲ୍ ବୃଦ୍ଧିକୁ ନେଇ ଚିନ୍ତିତ ଥିବା ବ୍ୟକ୍ତିଙ୍କ ପାଇଁ ଆସିଛି ନୂଆ ଫର୍ମୁଲା। ହ୍ବାଇଟ୍ ଟି’। ଏହା ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ ରଖିବା ସହ ବିଭିନ୍ନ ପ୍ରକାର ରୋଗରୁ ମଧ୍ୟ ମୁକ୍ତ ରଖିବ। ଏବେ ମନରେ ପ୍ରଶ୍ନ…
ସକାଳ ଖରାରେ ବସନ୍ତୁ ମାତ୍ର ୫ ମିନିଟ୍…
ସକାଳେ ୫ ମିନିଟ୍ ପାଇଁ ଯେଉଁମାନେ ଖରାରେ ବସନ୍ତି ସେମାନେ ଦୀର୍ଘ ଦିନ ପର୍ଯ୍ୟନ୍ତ ସୁସ୍ଥ ରହିଥାଆନ୍ତି ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ପ୍ରତିଦିନ ସକାଳେ ଖରାରେ ଅତିକମ୍େରେ ୫ ମିନିଟ୍ ପାଇଁ ବସିଲେ ଶରୀର ଫୁର୍ତ୍ତି ହୋଇଥାଏ। ସବୁ କାମ…

