Home Left

‘ପ୍ରତ୍ୟେକ କୁକୁର କାମୁଡ଼ା ପାଇଁ କ୍ଷତିପୂରଣ ନିର୍ଦ୍ଦେଶ ଦିଆଯିବ’, ବୁଲା କୁକୁର ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧: ଜାନୁଆରୀ ୧୩, ୨୦୨୬ରେ ସୁପ୍ରିମକୋର୍ଟ ବୁଲା କୁକୁର ମାମଲାର ଶୁଣାଣି କରିଥିଲେ। ସୁପ୍ରିମକୋର୍ଟ କଡ଼ା ଶବ୍ଦରେ କହିଥିଲେ, ‘ଆମେ ସରକାରଙ୍କୁ ପ୍ରତ୍ୟେକ କୁକୁର କାମୁଡ଼ା ଘଟଣା ପାଇଁ ଯଥେଷ୍ଟ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେବୁ। ଯେଉଁମାନେ କୁକୁରମାନଙ୍କୁ ଖାଦ୍ୟ ଦିଅନ୍ତି…

ସମସ୍ୟା ଦୂର ପାଇଁ ପ୍ରତିଶ୍ରୁତି ଦେଲେ ବିଡିଓ: ଭଲ ଶିକ୍ଷାଦାନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୩।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜକିରଣ ପ୍ରଧାନଙ୍କ ଅଧ୍ୟକ୍ଷତା ଓ ସଂସ୍କୃତ ଶିକ୍ଷକ ସୁମନ ପାଢ଼ୀଙ୍କ ମଞ୍ଚ…

ପର୍ବପର୍ବାଣୀରେ ଛୁଟି ପାଉନାହାଁନ୍ତି ପୋଲିସ, ଜିଲାକୁ ମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ରହୁଥିବାରୁ…ସରକାରଙ୍କୁ ତେର୍ଚ୍ଛାବାଣ ମାରିଲେ କିରାଣୀ

ପାଟଣା,୧୩।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ହାଇସ୍କୁଲର କିରାଣୀ, ଭାଷ୍ୟକାର ତଥା ସାମାଜିକ ଗଣମାଧ୍ୟମରେ ସକ୍ରିୟ ଥିବା ସଚିଦାନନ୍ଦ ମହାକୁଡ଼ ସୋମବାର ନିଜ ଫେସବୁକ ପେଜ୍‌ରେ କହିଛନ୍ତି, କେନ୍ଦୁଝରର ପୋଲିସ ଭାଇମାନେ ପର୍ବପର୍ବାଣୀରେ ଛୁଟି ପାଉନାହାଁନ୍ତି। ବିଭିନ୍ନ…

ଡାକ୍ତର ସାର୍ ମୋତେ ଏହି ସାପ କାମୁଡ଼ିଛି… ନାଗକୁ ପକେଟରେ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବ୍ୟକ୍ତିଙ୍କୁ ଏକ ନାଗ ସାପ କାମୁଡ଼ି ଦେଇଥିଲା ଏବଂ ସେ ଜୀବନ୍ତ ନାଗସାପକୁ ଧରି ଡାକ୍ତରଖାନାକୁ ଯାଇଥିଲେ । ଡାକ୍ତର କ’ଣ ହୋଇଛି ବୋଲି ପଚାରିବାରୁ,…

୧୭ ଯାଏଁ ଶୀତ!: ୧୮ରୁ ବଢ଼ିବ

ଭୁବନେଶ୍ୱର,୧୩।୧: ରାଜ୍ୟରେ ୧୭ ତାରିଖ ଯାଏଁ ଜାରି ରହିବ ଶୀତ। ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମାଝଡ଼ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି ସହ ଶୀତରେ ଲାଗିବ ବ୍ରେକ ଲାଗିବ ବୋଲି ସେ କହିଛନ୍ତି। ରାଜ୍ୟର ବିଭିନ୍ନ ସହରରେ…

ଜଙ୍ଗଲ ଭିତରେ ଚାଲିଥିଲା ଦେଶୀ ମଦ ଭାଟି: ଅଚାନକ ପହଞ୍ଚିଲା ଅବକାରୀ ଟିମ-ପୋଲିସ, ଦେଖିକି ମାଫିଆମାନେ…

ପରଜଙ୍ଗ, ୧୩।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଭୋର୍‌ ସମୟରେ ପ୍ରାୟ ୮୦ରୁ ଉର୍ଦ୍ଧ୍ୱ ସ୍ଥାନରେ ପୋଲିସ ଏବଂ ଅବକାରୀ ଟିମ, ପ୍ରଶାସନର ମିଳିତ ଚଢାଉ ହୋଇଛି। ଚଢାଉରେ ୨୦୦୦ ଲିଟର ଦେଶୀ ମଦ ସହ ୩୦…

ବିଜେଡିକୁ ପୁଣି ବଡ଼ ଝଟ୍‌କା: ପଦ୍ମ ଧରିଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚ

ରାଇକିଆ,୧୩।୧(ପ୍ରଦୀପ ବେହେରା): ପଦ୍ମ ଧରିଲେ କନ୍ଧମାଳ ଜିଲା ରାଇକିଆ ବ୍ଳକ ଅଧ୍ୟକ୍ଷା ରିନା ପ୍ରଧାନ ଓ ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ। ମଙ୍ଗଳବାର ରାଇକିଆଠାରେ ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସମୃଦ୍ଧ ସମାବେଶ ଅବସରରେ ନିଜ ନିଜ ସମର୍ଥକଙ୍କ ସହ କନ୍ଧମାଳ ଏମ୍‌ପି…

କେବେ ହେବ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ, ସାମ୍ନାକ ଆସିଲା ତାରିଖ! ଜାଣନ୍ତୁ କିଏ କିଏ ରହିବେ ପ୍ରସ୍ତାବକ

ନୂଆଦିଲ୍ଲୀ,୧୩।୧: ମିଳିଥିବା ବିଶେଷ ସୂତ୍ର ଅନୁଯାୟୀ, ଭାଜପା ସଭାପତି ନିର୍ବାଚନ ଜାନୁଆରୀ ୧୯-୨୦ ତାରିଖରେ ଅନୁଷ୍ଠିତ ହେବ। ଜାନୁଆରୀ ୧୯ ତାରିଖରେ ନାମାଙ୍କନ ଦାଖଲ କରାଯିବ ଏବଂ ଜାନୁଆରୀ ୨୦ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ…

ଆସିଗଲା ତାରିଖ: ଏହି ଦିନ ମିଳିବ ସୁଭଦ୍ରା ଟଙ୍କା, ଏକାଥରେ ୧୦ ହଜାର

ଭୁବନେଶ୍ୱର,୧୩।୧: ସୁଭଦ୍ରା ଟଙ୍କାକୁ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସନ୍ତା ୧୮ ତାରିଖ ସୁଦ୍ଧା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳାଙ୍କୁ ମିଳିବ ଟଙ୍କା। ପ୍ରଥମ କିସ୍ତି ପାଇବେ…

ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ଆକ୍ସନରେ ଛତିଶଗଡ଼ ପ୍ରଶାସନ: ୧୭ ଆୟୋଜକ ଗିରଫ, ବଦଳିଲେ ଉପଜିଲାପାଳ

ଗରିଆବନ୍ଦ/ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ ଗିରଫ…

ପଞ୍ଚାୟତ- ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଯୋଗଦେଲେ ୧୨ ଜିଲାର…

ସମ୍ବଲପୁର, ୧୩।୧(ପ୍ରମୋଦ ବହିଦାର):ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସମ୍ବଲପୁରରେ ଡିଭିଜନାଲ ଜିଲାପାଳ ସମ୍ମିଳନୀ ହୋଇଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ, ସଚିବ…

ରାତି ପାହିଲେ ମକର ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ: ବଣ୍ଟା ଗଲା…

ପାଟଣା,୧୩।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥ ଜୀଉ ମଠ ସଂଲଗ୍ନ ବୈତରଣୀ ନଦୀ ଘାଟରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମକର ସଂକ୍ରାନ୍ତିରେ ବୁଡ ପକାଇବେ। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?