Home Left

ଭୋଟରଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣା: ୩ ମୃତ

ପୁଣେ,୨୧।୧୦: ମହାରାଷ୍ଟ୍ର ନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଛି। ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ବାଟରେ ସୋମବାର ସକାଳୁ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ଜଣ ଆହତ ହୋଇଛନ୍ତି। ବସ୍‌ରେ…

ମିସେସ୍‌ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍‌ ସ୍ଲିପ୍‌’

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍‌, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍‌ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ, ମିସ୍‌ ୟୁନିଭର୍ସ, ମିସ୍‌ ଡିଭା ଭଳି ବ୍ୟୁଟି ପାଜେଣ୍ଟ ମଞ୍ଚରେ ପହଞ୍ଚତ୍ବା ମଡେଲିଂରେ କ୍ୟାରିୟର…

ଟ୍ରାକ୍ଟରରେ ଭୋଟ ଦେବାକୁ ପହଞ୍ଚିଲେ ନେତା

ମୁମ୍ବାଇ,୨୧।୧୦: ସୋମବାର ମହାରାଷ୍ଟ୍ର ଏବଂ ହରିଆଣାରେ ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ହରିଆଣାରେ ୯୦ଟି ଆସନରେ ୧,୧୬୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ରାଜ୍ୟରେ ମୁଖ୍ୟତଃ କଂଗ୍ରେସ ଏବଂ ଭାଜପା ମଧ୍ୟ କଡା ମୁକାବିଲା ହେଉଛି। ସୋମବାର ସକାଳୁ ବିଭିନ୍ନ…

ପିଓକେରେ ଭାରତୀୟ ସେନାର ଜବାବୀ କାର୍ଯ୍ୟାନୁଷ୍ଠାନ: ୩୫ ଆତଙ୍କବାଦୀ, ୫ ସୈନ୍ୟ ନିହତ

ଶ୍ରୀନଗର/ଇସ୍‌ଲାମାବାଦ, ୨୧ା୧୦ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ସଂଲଗ୍ନ ନିୟନ୍ତ୍ରଣରେଖା (ଏଲ୍‌ଓସି)ରେ ଅସ୍ତ୍ରବିରତି ଉଲ୍ଲଂଘନ କରି ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଥିବା ପାକିସ୍ତାନକୁ ରବିବାର ଶକ୍ତ ଝଟ୍‌କା ଲାଗିଛି। ଭାରତୀୟ ସେନାର ଏକ ବଡ଼ଧରଣର ଜବାବୀ କାର୍ଯ୍ୟାନୁଷ୍ଠାନରେ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ୭ଟି ଆତଙ୍କବାଦୀ ଲଞ୍ଚପ୍ୟାଡ୍‌…

୪ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୧୦: ଚଳିତ ସପ୍ତାହରେ ଦେଶର ବିଭିନ୍ନ ପ୍ରାନ୍ତରେ ୪ ଦିନ ବ୍ୟାଙ୍କ ବନ୍ଦ ରହିବ। ବ୍ୟାଙ୍କ ଧର୍ମଘଟ ଏବଂ ବିଧାନ ସଭା ନିର୍ବାଚନ ରହୁଥିବା ମହାରାଷ୍ଟ୍ର ଏବଂ ହରିୟାଣାରେ ବ୍ୟାଙ୍କ ୩ ଦିନ କାମ କରିବ। ମଙ୍ଗଳବାର ବ୍ୟାଙ୍କ ଧର୍ମଘଟ ଯୋଗୁ…

ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ବିକ୍ଷୋଭ: ପୋଲିସ ଗୁଳିରେ ୪ ମୃତ, ୫୦ ଆହତ

ଢାକା,୨୧ା୧୦: ମୁସ୍‌ଲିମ ବହୁଳ ବାଂଲାଦେଶର ଭୋଲା ଜିଲାରେ ଏକ ଆପତ୍ତିଜନକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ରବିବାର ଦୁଇ ସମ୍ପ୍ରଦାୟ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବିକ୍ଷୋଭ ଚାଲିଥିବାବେଳେ ପୋଲିସ ଗୁଳିରେ ୪ ମୃତ ଓ…

ବ୍ରାଡ୍‌ମ୍ୟାନଙ୍କ ୭୧ ବର୍ଷର ରେକର୍ଡକୁ ଟପିଲେ ରୋହିତ୍‌

ରାଞ୍ଚତ୍, ୨୧।୧୦- ଭାରତୀୟ ଷ୍ଟାର୍‌ ବ୍ୟାଟ୍ସମ୍ୟାନ ରୋହିତ୍‌ ଶର୍ମା (୨୧୨ ରନ) କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିବା ଅବସରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି। ଘରୋଇ ମାଟିରେ ସର୍ବାଧିକ ଟେଷ୍ଟ ଆଭରେଜ ହାସଲ କରିବାରେ ସେ ଅଷ୍ଟ୍ରେଲିଆର…

୩ ରୁପା ମୂର୍ତ୍ତି ଉଦ୍ଧାର

ବାଲୁଗାଁ,୨୧ା୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ନିକଟ ଛେଡାପଦରସ୍ଥିତ ଶାଳିଆ ନଦୀର ଝିଞ୍ଜିରି ଶଙ୍ଖଠାରୁ ରବିବାର ୩ ରୁପା ନିର୍ମିତ ମୂର୍ତ୍ତି ଉଦ୍ଧାର ହୋଇଛି। ନୂଆ ଭଳି ଲାଗୁଥିବା ମୂର୍ତ୍ତିଗୁଡିକ ପାଣିରୁ ଉଦ୍ଧାର ହେବା ସମସ୍ତଙ୍କୁ ଚକିତ କରିଛି। ପ୍ରକାଶ ଯେ, ରବିବାର…

ବିକ୍ରି ହେବ ଏୟାର ଇଣ୍ଡିଆର ୧୦୦% ଅଂଶଧନ

ନୂଆଦିଲ୍ଲୀ,୨୧-୧୦: ସରକାର ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି ନେଇ ଯୋଜନା ରଖିଛନ୍ତି। ଏଥି ଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି ଧାରାରେ ଆସନ୍ତା ମାସରେ ପ୍ରାଥମିକ ବିଡ୍‌ ଆହ୍ବାନ କରାଯିବ। କ୍ଷତିରେ ଚାଲୁଥିବା ଏହି ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀରେ…

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ

ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍‌ ଓ ଗୋଟିଏ କାରରେ ଯାଉଥିଲାବେଳେ ମାଟି ଅତଡ଼ା ତଳେ ଚାପି ହୋଇଯାଇଥିଲେ। ମାଟି ଅତଡା ସହିତ ଏକ…

ତୁର୍କୀ-ସିରିଆ ଅସ୍ତ୍ରବିରତିର ତୃତୀୟ ଦିନ: ସୀମାରେ ଗଲାଣି ୨୧ ଜୀବନ

ଡମାସ୍‌କସ୍‌,୨୧ା୧୦(ଆଇଏଏନ୍‌ଏସ୍‌): ସିରିଆର ଉତ୍ତରପୂର୍ବାଞ୍ଚଳରେ ତୁର୍କୀର ଆକ୍ରମଣକୁ ବନ୍ଦ କରିବା ଲାଗି ୩ ଦିନ ପୂର୍ବେ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ରାଜିନାମା ହୋଇଥିଲା। ଏହାପରଠାରୁ ସୀମାନ୍ତରେ ୨୦ ସାଧାରଣ ନାଗରିକ ଓ ଜଣେ ତୁର୍କୀ ସୈନ୍ୟ ନିହତ ହେଲେଣି। ଏଥିସହିତ ଅନ୍ୟ…

ସହରକୁ ଜଳଯୋଗାଣ ବନ୍ଦ : ଜନସ୍ବାସ୍ଥ୍ୟ ବିଭାଗ ବେଫିକର

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରକୁ ଦୈନିକ ଆବଶ୍ୟକ ଅନୁଯାୟୀ ଜଳ ଯୋଗାଣ ହେଉ ନ ଥିବାବେଳେ ଏବେ ୩ଦିନ ହେଲା ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ଫଳରେ ସହରବାସୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ସମାଧାନ ବଦଳରେ ଜନସ୍ବାସ୍ଥ୍ୟ ବିଭାଗ ବେଫିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?