Home Left

୯ରେ କର୍‌ତାରପୁର କରିଡର ଉଦ୍‌ଘାଟନ

ଲାହୋର,୨୧ା୧୦(ପି.ଟି.): ବହୁପ୍ରତୀକ୍ଷିତ କର୍‌ତାରପୁର କରିଡର ଉଦ୍‌ଘାଟନ ନଭେମ୍ବର ୯ରେ ହେବ ବୋଲି ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ରବିବାର ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ କରିଡର କର୍‌ତାରପୁରର ଦର୍‌ବାର ସାହିବ ସହ ପଞ୍ଜାବ ଗୁର୍‌ଦାସପୁରର ଡେରା ବାବା ନାନକ ପୀଠକୁ ସଂଯୋଗ…

ହତ୍ୟା ଅଭିଯୁକ୍ତ ୩ ବର୍ଷ ପରେ ଗିରଫ

ନୟାଗଡ଼ ଅଫିସ,୨୧ା୧୦: ୩ ବର୍ଷ ତଳେ ହତ୍ୟାକାଣ୍ଡ ଘଟାଇ ଫେରାର ଥିବା ଜଣେ ଯୁବକଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ ଦୁର୍ଗାପ୍ରସାଦ ଗ୍ରାମର କିଶୋର ମାଝି ଓରଫ କୁମ୍ପା। ଘଟଣାରୁ ପ୍ରକାଶ ଯେ, ଘଡ଼ୁଆଳ ଗ୍ରାମର…

୨୮ ମାଓବାଦୀଙ୍କ ଆମତ୍ସମର୍ପଣ

ଦାନ୍ତଓ୍ବୋଡା, ୨୧ା୧୦ : ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାରେ ୨୮ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ମିଳିବ ବୋଲି ଘୋଷଣା କରାଯାଇଥିଲା। ରାୟପୁରଠାରୁ ୩୪୦ କିମି ଦୂର କଟେକଲ୍ୟାଣ ଅଞ୍ଚଳରେ ଥିବା ଚିକପାଲ…

ପ୍ରସୂତି ଗୃହ ନିର୍ମାଣରେ ଅନିୟମିତତା

ଖଇରା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରଦତ୍ତ ୨୦ଲକ୍ଷ ଟଙ୍କା ଅନୁଦାନରେ ପ୍ରସୂତି ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ନିର୍ଦ୍ଧାରିତ ସମୟର ୧ବର୍ଷ ଅତିକ୍ରାନ୍ତ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ୭୦ଭାଗ କାର୍ଯ୍ୟ…

କୋଚିଳା ନଦୀବନ୍ଧରେ ଫାଟ

ଧାମନଗର, ୨୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ପଧାନୀ ପଞ୍ଚାୟତର ଉପର ଶଇଲୋ ନିକଟ କୋଚିଳା ନଦୀବନ୍ଧରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଶନିବାର ଫାଟ ସୃଷ୍ଟି ହୋଇ ଏହା ବଢ଼ିବାରେ…

ଘରପୋଡ଼ି ମାମଲାରେ ଯୁବକଙ୍କୁ ୮ବର୍ଷ ଜେଲ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ଜିଲା ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନସ କୁମାର ପଣ୍ଡା ଶନିବାର ଦଶପଲ୍ଲା କ୍ୟାମ୍ପ କୋର୍ଟରେ ଏକ ଘରପୋଡ଼ି ମାମଲାର ବିଚାର କରି ଜଣେ ଯୁବକଙ୍କୁ ୮ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଛନ୍ତି। ଏହାସହ ୨ ହଜାର ଟଙ୍କା…

ଅବସର ନେଲେ ହଳଧର

କଟକ ଅଫିସ,୨୧ା୧୦- ହଳଧର ଦାସ ରାଜ୍ୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଆଉ ରାଜ୍ୟ ଦଳରୁ ଖେଳିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଏ ନେଇ ହଳଧର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ପାଦକ ସଞ୍ଜୟ ବେହେରାଙ୍କୁ ରବିବାର…

ଅସହାୟ ୬ ଅନାଥ ଭଉଣୀ ଭାଇ

ବଡ଼ସାହି,୨୧ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ମୁଖ୍ୟାଳୟଠାରୁ ମାତ୍ର ୫ କି.ମି. ଦୂର ବଳଭଦ୍ରପୁର ଗ୍ରାମରେ ଦୁଇ ପରିବାରର ୬ ଅନାଥ ପିଲା ଏବେ ଅସହାୟ ଅବସ୍ଥାରେ ଦିନ ବିତାଉଛନ୍ତି। ପରପିଣ୍ଡା ଓ ଗଛମୂଳ ପାଲଟିଛି ସେମାନଙ୍କ ଆଶ୍ରୟ ସ୍ଥଳ ା ଓଳିଏ ଖାଇଲେ…

ଟ୍ରକ୍‌ କରିଡର ଏବେ ମରଣଯନ୍ତା :ହାତ ଟେକିଦେଇଛନ୍ତି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ପାରାଦୀପ,୨୧।୧୦(ଡି.ଏନ୍‌.ଏ.): ପାରାଦୀପର ଅଠରବାଙ୍କିଠାରୁ ଦୋଛକି ପର୍ଯ୍ୟନ୍ତ ୪ କି.ମି. ଟ୍ରକ୍‌ କରିଡର (ଟ୍ରକ୍‌ ଚଳାଚଳ କରୁଥିବା ରାସ୍ତା) ଏବେ ମରଣଯନ୍ତା ପାଲଟିଛି। ରାସ୍ତାଟି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଏହାର ମରାମତିକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ରାସ୍ତାରେ…

ମଦ ବିରୋଧରେ ଗର୍ଜିଲେ ମହିଳା

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବସୁଲେଇ ପଞ୍ଚାୟତକୁ ନିଶାମୁକ୍ତ କରିବାକୁ ରଣହୁଙ୍କାର ଦେଇଛନ୍ତି ମହିଳା ଗୋଷ୍ଠୀ। ରବିବାର ଏକ ବିଶାଳ ଶୋଭାଯାତ୍ରାରେ ୭୦ ସ୍ବୟଂ ସହାୟକ ଗୋଷ୍ଠୀର ୫୦୦ରୁ ଊର୍ଦ୍ଧ୍ୱ ସଦସ୍ୟ ମଦ ବିରୋଧୀ ସ୍ଲୋଗାନ୍‌ ଦେଇ ଜନସଚେତନତା…

ଗୋଲାପ ପାଖୁଡାରେ ରହିଛି ରୋଗସହ ଲଢିବାର କ୍ଷମତା

ଗୋଲାପ ଫୁଲକୁ ପ୍ରେମର ପ୍ରତିକ ଭାବେ ବିବେଚନା କରାଯାଏ। ଏହା ଦେଖିବାକୁ ଏତେ ମନଲୋଭା ଯେ, ଯେ କେହି ଏହାକୁ ଦେଖିଲେ ମନର ବିଷାଦ ଦୂର ହୋଇଥାଏ। ହେଲେ ଏଥିରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ହୁଏତ ଅନେକଙ୍କୁ ଜଣା ନଥିବ।…

ଦୂତୀ ଭୋଗ୍‌ ଇଣ୍ଡିଆ ସ୍ପୋର୍ଟ୍ସପର୍ଶନ ଅଫ୍‌ ଦି ଇୟର

ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଭୋଗ୍‌ ଇଣ୍ଡିଆ ମାଗାଜିନ ପକ୍ଷରୁ ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦଙ୍କୁ ସ୍ପୋର୍ଟ୍ସ ପର୍ଶନ ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଛି। ବମ୍ବେଠାରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ବିଭିନ୍ନ ବିଭାଗରେ ଶ୍ରେଷ୍ଠତ୍ୱ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?