କାଞ୍ଜିପାଣି ଘାଟିରେ ଓଲଟିଲା ବସ୍ : ୧୩ ଗୁରୁତର
କେନ୍ଦୁଝର,୨୦।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା ବନ୍ତଳା ରାସ୍ତାର କାଞ୍ଜିପାଣି ଘାଟିରେ ରବିବାର ମଧ୍ୟାହ୍ନରେ ଏକ ଘରୋଇ ରିଜର୍ଭ ବସ ଓଲଟି ପଡି ୧୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣ ଶିଶୁ ରହିଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ…
ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିରେ ୩୧୪ ବ୍ଲକ ପରିକ୍ରମା : ଯୋଡ଼ାରେ ପହଞ୍ଚିଲେ ସତ୍ୟବ୍ରତ
ଯୋଡ଼ା,୨୦।୧୦(ଡି.ଏନ୍.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ପଦଯାତ୍ରା ଆରମ୍ଭ କରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିଂଘ ଗ୍ରାମର ସତ୍ୟବ୍ରତ ଦାସ ରବିବାର କେନ୍ଦୁଝର ଜିଲା ଯୋଡ଼ାଠାରେ ପହଞ୍ଚିଛନ୍ତି। ଯୋଡ଼ାରେ ବୁଦ୍ଧିଜୀବୀ ମହଲରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।…
୩ ପ୍ୟାକେଟ ଗଞ୍ଜେଇ ଜବତ: ୨ ଗିରଫ
ରାୟଗଡା ଅଫିସ,୨୦।୧୦: ରାୟଗଡ଼ା ରେଳ ଷ୍ଟେଶନର ୧ ନମ୍ବର ପ୍ଲାଟଫର୍ମରେ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ୨ଯୁବକଙ୍କୁ ରେଳବାଇ ସୁରକ୍ଷା ବଳ ପୋଲିସ ଗିରଫ କରି ସେମାନଙ୍କଠାରୁ ୩ ପ୍ୟାକେଟ ଗଞ୍ଜେଇ ଜବତ କରିଛି। ସେମାନେ ହେଲେ ଧୀରେନ୍ଦ୍ର ଏହିରୱାଲ (୩୦) ଓ…
ଚାଇନାର ସୋହାନ ଯୋଗ ଭାରତରେ ପ୍ରତିଷ୍ଠା କରିବାକୁ ଯାଉଛି ୩୦ ଟ୍ରେନିଂ ସେଣ୍ଟର
ନୂଆଦିଲ୍ଲୀ,୨୦।୧୦: ଚାଇନାର ସୋହାନ ଯୋଗ ଇନଷ୍ଟିଚ୍ୟୁଟ ଦେଶର ବିଭିନ୍ନ ରାଜ୍ୟରେ ୩୦ଟି ଟ୍ରେନିଂ ସେଣ୍ଟର ଖୋଲିବାକୁ ଯୋଜନା କରିଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ଓ ଲଦାଖରେ ମଧ୍ୟ ସେ ତା’ର ସେଣ୍ଟର ଖୋଲିବ ବୋଲି କହିଛି। ଚାଇନାରେ ଥିବା ଏହି ଯୋଗ…
ଏପରି ଅଞ୍ଚଳ ଯେଉଁଠିକୁ ବରଯାତ୍ରୀ ଆସିବାକୁ କରନ୍ତି ଭୟ…
ବିବାହ ନେଇ ଯୁବତୀ ଯୁବକଙ୍କ ମନରେ ଥାଏ ଅସୁମାରୀ ସ୍ବପ୍ନ। ତେବେ ବିହାର ଭୋଜପୁରରେ ଯୁବତୀ ଯୁବକମାନେ ବିବାହ ବୟସ ହେଲେ ମଧ୍ୟ ବିବାହ କରିପାରୁ ନାହାଁନ୍ତି। ସେମାନଙ୍କର ବିବାହରେ ବାଧକ ସାଜିଛନ୍ତି ଏହି ଅଞ୍ଚଳରେ ଥିବା ମାଙ୍କଡ଼। ଏଠାରେ ମାଙ୍କଡ଼ଙ୍କ…
ଆସୁଛି ଦୀପାବଳି : ଏସବୁ ସ୍ଥାନରେ ଅନୁଭବ କରିବେ ପୂର୍ଣ୍ଣିମା ରାତିର ଜହ୍ନ ଆଲୁଅ
ଭାରତରେ ଏମିତି କିଛି ସ୍ଥାନ ରହିଛି, ଯେଉଁଠିକି ଯିବା ପାଇଁ ସବୁ ସମୟରେ ମନ ଚାହିଁବ। ବିଶେଷକରି ଦୀପାବଳିରେ ଏଠାକୁ ଯିବାର ମଜା କିଛି ଅଲଗା। ଅମାବାସ୍ୟା ରାତିରେ ବି ପୂର୍ଣ୍ଣିମା ରାତି ଜହ୍ନର ପରଶ ପାଇପାରିବେ। ତେବେ ଆସନ୍ତୁ ଜାଣିବା…
ସେନାଧ୍ୟକ୍ଷ ବିପିନ ରାଓ୍ବତଙ୍କ ସହ କଥା ହେଲେ ପ୍ରତିରକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ରବିବାର ତଙ୍ଗଧାର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତୀୟ ସେନା ଏହାର କଡା ଜବାବ ଦେଇଛନ୍ତି। ଏହାପରେ ସୀମାର ସ୍ଥିତିକୁ ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ସେନାମୁଖ୍ୟ ବିପିନ ରାଓ୍ବରଙ୍କ ସହ କଥା ହୋଇଛନ୍ତି। ସେ କହିଛନ୍ତି…
ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର
ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ ଥିବାରୁ ବାରମ୍ବାର କଲ ଡ୍ରପ ହେବା ସହ କିଛି ଶୁଣାଯାଉନାହିଁ ା ନେଟ ସେବା…
ରୋହିତଙ୍କ ଦ୍ୱିଶତକ: ଖେଳ ରୋକିଲା ଖରାପ ଆଲୋକ
ରାଞ୍ଚି,୨୦।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନ ମଧ୍ୟ ଖରାପ ଆଲୋକ ଯୋଗୁ ଶୀଘ୍ର ଖେଳ ବନ୍ଦ ହୋଇଯାଇଛି। ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୪/୩ରୁ ବ୍ୟାଟିଂ ଆରମ୍ଭ…
ନେପାଳ ସୀମା ଦେଇ ଉତ୍ତର ପ୍ରଦେଶ ଆସୁଛନ୍ତି ଆତଙ୍କବାଦୀ
ଲକ୍ଷ୍ନୌ,୨୦।୧୦: ଆଗାମୀ ଦୀପାବଳିରେ ଉତ୍ତର ପ୍ରଦେଶର ପ୍ରମୁଖ ସହରରେ ଆକ୍ରମଣ ଯୋଜନା କରି ନେପାଳ ସୀମା ଦେଇ ଆତଙ୍କବାଦୀ ଉତ୍ତର ପ୍ରଦେଶରେ ପ୍ରବେଶ କରୁଥିବା ଅନୁମାନ କରାଯାଉଛି। ଏହାକୁ ନଜରରେ ରଖି ଶୁକ୍ରବାର କାନପୁର ଏଡିଜି ପ୍ରେମ ପ୍ରକାଶ ପୋଲିସ ଓ…
ଭାଇରାଲ ହେଉଛି ଭାଜପା ନେତାଙ୍କ ବିବାଦୀୟ ବୟାନ
ହରିୟାଣା,୨୦।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଏହା ପୂର୍ବରୁ ଜଣେ ଭାଜପା ନେତାଙ୍କ ବିବାଦୀୟ ବୟାନ ଭାଇରାଲ ହେବାରେ ଲାଗିଛି। ବଖଶିଶ ସିଂ ଭିର୍କ ନାକ ଏହି ଭାଜପା ନେତା ଜଣଙ୍କ ଭୋଟରଙ୍କୁ…
ଜମ୍ମୁ-କଶ୍ମୀରରୁ ଟ୍ରାନ୍ସଫର୍ ହେବେ ଲଦାଖ ବାସିନ୍ଦା ୩୮୦ ପୋଲିସ
ନୂଆଦିଲ୍ଲୀ,୨୦।୧୦: ଜମ୍ମୁ-କଶ୍ମୀରରେ ମୁତୟନ ଥିବା ୩୮୦ ପୋଲିସଙ୍କୁ ଲଦାଖକୁ ଟ୍ରାନ୍ସଫର କରାଯିବ। ସେମାନେ ଲଦାଖର ବାସିନ୍ଦା। ଲଦାଖରେ ବିଭିନ୍ନ ଅଞ୍ଚଳ ସମ୍ପର୍କରେ ଭଲଭାବେ ସେମାନେ ପରିଚିତ ଥିବାରୁ ସୁରକ୍ଷା କାର୍ଯ୍ୟ ସୁଦୃଢ଼ ହୋଇପାରିବ। ସୂଚନାଯୋଗ୍ୟ, ଏନେଇ ୩୮୫ ପୋଲିସଙ୍କ ଟ୍ରାନ୍ସଫର ପାଇଁ…

