Home Left

ରିଲିଜ୍‌ ହେଲା ‘ଦ ଅନସଙ୍ଗ ଓ୍ବାରିୟର’ର ନୂଆ ପୋଷ୍ଟର

ମୁମ୍ବାଇ: ପୁଣି ଥରେ ବଡ ପରଦାରେ କାଜଲ ଓ ଅଜୟ ଦେବଗନଙ୍କ ଯୋଡି ଦେଖିବାକୁ ମିଳିବ। ଅଜୟ ଦେବଗନ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ‘ଦ ଅନସଙ୍ଗ ଓ୍ବାରିୟର’ର ନୂଆ ପୋଷ୍ଟର ଶେୟାର କରିଛନ୍ତି। ଓମ ରାଉତ ଏହାର ନିର୍ଦ୍ଦେଶନା ଦେଉଥିବା ବେଳେ…

ସେହ୍ବାଗ ପାଳିଲେ ଜନ୍ମଦିନ

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ରବିବାର ୪୧ତମ ଜନ୍ମଦିନ ପାଳନ କରିଛନ୍ତି। ନିଜ କ୍ରିକେଟିଂ କ୍ୟାରିୟରରେ ବୋଲରଙ୍କ ଦୁଃସ୍ବପ୍ନ ପାଲଟିଥିବା ସେହ୍ବାଗ ଭାରତ ପାଇଁ ସମସ୍ତ ଫର୍ମାଟରେ ମ୍ୟାଚ୍‌ ଓ୍ବିନର ଥିଲେ। ଏକମାତ୍ର ଭାରତୀୟ ଭାବେ ଟେଷ୍ଟରେ ଦୁଇ…

ବଡ ପରଦାରେ ରୋମାନ୍ସ କରିପାରନ୍ତି ଅନୁଷ୍କା-ହ୍ରିତିକ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଅନୁଷ୍କା ଶର୍ମା ବେଶ୍‌ କିଛିଦିନ ହେବ ବଡ ପରଦାଠାରୁ ଦୂରରେ ଥିବା ବେଳେ ଏବେ ପୁଣିଥରେ ସେ ଫେରିବେ ବୋଲି ଶୁଣିବାକୁ ମିଳୁଛି। ବଲିଉଡ୍‌ରେ ଏବେ ରିମେକର ଜମାନା ଚାଲିଥିବା ବେଳେ ୧୯୮୨ରେ ଅମିତାଭ ବଚ୍ଚନଙ୍କ ଫିଲ୍ମ…

୧୨ ତାଲିବାନ୍‌ ଆତଙ୍କବାଦୀ ନିହତ: ୧୬ ସାଧାରଣ ଲୋକ ମୁକ୍ତ

କାବୁଲ,୨୦।୧୦: ଆଫଗାନିସ୍ତାନରେ ମିଳିତ ସୁରକ୍ଷାବଳଙ୍କୁ ଏନ୍‌ କାଉଣ୍ଟରରେ ୧୨ ତାଲିବାନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ତାଲିବାନ୍‌ ଆତଙ୍କବାଦୀଙ୍କ ଦ୍ୱାରା ଅପହୃତ ହୋଇଥିବା ୧୬ ଜଣ ସାଧାରଣ ଲୋକଙ୍କୁ ମିଳିତ ସୁରକ୍ଷାକର୍ମୀ ମୁକ୍ତ କରିଛନ୍ତି। ବାଘଲାନ୍‌ ପ୍ରଦେଶର ଉତ୍ତର ଅଞ୍ଚଳରେ ଜାରି ରହିଥିବା…

ସୁନା ମଣିଷ: ପ୍ରତିଦିନ ପିନ୍ଧନ୍ତି ୫ କି.ଗ୍ରା.ରୁ ଅଧିକ ସୁନା

ପ୍ରତିଦିନ ସେ ପିନ୍ଧନ୍ତି ୫ କି.ଗ୍ରା.ରୁ ଅଧିକ ଓଜନର ସୁନା। ବେକରେ ମୋଟା ମୋଟା ସୁନାର ଚେନ୍‌, ହାତରେ ସୁନାର କଙ୍କଣ ସହ ୧୦ ଆଙ୍ଗୁଳିରେ ୧୦ଟି ବଡ଼ ବଡ଼ ସୁନାର ମୁଦି, ତାସହ ସୁନାର ଘଣ୍ଟା। କେବଳ ସେତିତି ନୁହେଁ…

ଗଛରେ ପିଟିହେଲା ବାଇକ୍‌ : ୨ ଯୁବକ ମୃତ

ସିମୁଳିଆ,୨୦।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମାର୍କୋଣା ଅଞ୍ଚଳରେ ଲକ୍ଷ୍ମୀପୂଜା ଅବସରରେ ଅପେରା ଦେଖିବା ପାଇଁ ଆସି ଦୁଇ ଯୁବକ ରବିବାର ଭୋର୍‌ ୪ଟାରେ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ତେବେ ବାଇକ୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଫଳରେ…

୩ ଜଣ ଯାତ୍ରୀଙ୍କୁ ନେଇ ୧୫ ଶହ ୮୧ କିମି ଯାତ୍ରା କଲା ଟ୍ରେନ୍‌

ଫିରୋଜପୁର,୨୦।୧୦: ପାର୍ବଣ ଋତୁରେ ଯାତ୍ରୀଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ବିଭିନ୍ନ ସ୍ପେଶାଲ ଟ୍ରେନ୍‌ ଯାତ୍ରା କରିଥାଏ। ଚଳିତ ପାର୍ବଣ ଋତୁରେ ପଞ୍ଜାବର ଫିରୋଜପୁରରୁ ବିହାରର ଦରଭଙ୍ଗା ପର୍ଯ୍ୟନ୍ତ ସ୍ପେଶାଲ ଟ୍ରେନ୍‌ ଆରମ୍ଭ ହୋଇଛି। ଶୁକ୍ରବାର ଟ୍ରେନ୍‌ଟି ଯାତ୍ରା ଆରମ୍ଭ…

ଖାଦ୍ୟଶସ୍ୟ ବ୍ୟାଙ୍କ: ଗରିବ ଲୋକଙ୍କୁ ଉଧାରରେ ଦେଉଛି ଡାଲି ଚାଉଳ

ପ୍ରୟାଗରାଜ୍‌,୨୦।୧୦: ଉତ୍ତରପ୍ରଦେଶ ପ୍ରୟାଗରାଜ୍‌ ଜିଲାରେ ଗରିବଙ୍କୁ ସହାୟତା ପାଇଁ ଖାଦ୍ୟଶସ୍ୟ ବ୍ୟାଙ୍କ ସ୍ଥାପନ କରାଯାଇଛି। ଏହାର ୭୦ଟି ଶାଖା ଜିଲାରେ କାର୍ଯ୍ୟକରୁଛି। କୌଣସି କାମ ଧନ୍ଦା ନ ମିଳିଲେ ଗରିବ ଲୋକେ ଖାଇବାକୁ ହଇରାଣ ହୋଇଥାନ୍ତି। ତେବେ ଏହି ବ୍ୟାଙ୍କ ପକ୍ଷରୁ…

୬ ବର୍ଷୀୟା ପାକିସ୍ତାନ ଝିଅକୁ ସାହାଯ୍ୟର ହାତ ବଢ଼ାଇଲେ ଗମ୍ଭୀର

ନୂଆଦିଲ୍ଲୀ,୨୦।୧୦- ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ହସ୍ତକ୍ଷେପ ପରେ ଜଣେ ୬ ବର୍ଷୀୟା ପାକିସ୍ତାନ ଝିଅର ମେଡିକାଲ ଭିଜାକୁ ମଞ୍ଜୁରି ମିଳିଛି। ଏ ସମ୍ପର୍କରେ ଗମ୍ଭୀର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଯୋଗାଯୋଗ କରିଥିଲେ। ପରେ ଓମାଇମା…

ପରୀକ୍ଷାରେ ବହି ଦେଖି କପି କରି ବି ୭୦ ଶିକ୍ଷକ ହେଲେ ଫେଲ୍‌

ଭୋପାଳ,୨୦।୧୦: ମଧ୍ୟପ୍ରଦେଶରେ ଶିକ୍ଷକଙ୍କ ପାଇଁ ଉଦ୍ଦିଷ୍ଟ ଏକ ପରୀକ୍ଷାରେ ବହି ଦେଖି କପି କରି ମଧ୍ୟ ୭୦ ସରକାରୀ ସ୍କୁଲ୍‌ ଶିକ୍ଷକ ଫେଲ୍‌ ହୋଇଛନ୍ତି। ପୂର୍ବରୁ ପ୍ରଥମଥର ହୋଇଥିବା ଏହି ପରୀକ୍ଷାରେ ଫେଲ୍‌ ହୋଇଥିବା ୧୪ ଶହ ଜଣ ଶିକ୍ଷକଙ୍କୁ ପାଶ୍‌…

୩୬ ବର୍ଷ ବୟସରେ ୪୪ ଶିଶୁଙ୍କୁ ଜନ୍ମ ଦେଇଥିବା ମହିଳାଙ୍କ ଉପରେ ଲାଗିଲା ନିଷେଧାଜ୍ଞା

କେପ ଟାଉନ୍‌,୨୦।୧୦: ଆଫ୍ରିକାର ମୋଷ୍ଟ ଫର୍ଟାଇଲ ଓମେନ ଭାବେ ପରିଚିତ ମହିଳା ଏବେ ଆଉ ସନ୍ତାନ ଜନ୍ମ କରିପାରିବେ ନାହିଁ। ପୂର୍ବ ଆଫ୍ରିକାର ଉଗାଣ୍ଡାରେ ରହୁଥିବା ମରିୟମ ନାବଟେଞ୍ଜିଙ୍କ ବର୍ତ୍ତମାନ ବୟସ ୩୯ ବର୍ଷ। ହେଲେ ସେ ୩୬ ବର୍ଷ ବୟସରେ…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ମୋହନଗିରି ଫରେଷ୍ଟର ରୁଦ୍ରପ୍ରସାଦ ଗହୀର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବିଭାଗର ଜଣେ ପୂର୍ବତନ କର୍ମଚାରୀଙ୍କୁ ଚାକିରିରେ ପୁନଃ ଅବସ୍ଥାପିତ କରିବା ପାଇଁ ରୁଦ୍ରପ୍ରସାଦ ୧୦ ହଜାର ଟଙ୍କା ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?