ଡ୍ରେନ ସଫେଇ ଆଳରେ ମିଥ୍ୟା ବିଲ୍ ଅଭିଯୋଗ: ସାମାଜିକ ଗଣମାଧ୍ୟମରେ ଭର୍ତ୍ସନା
ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ପକ୍ଷରୁ ଗତ କିଛିଦିନ ତଳେ ଡ୍ରେନ ସଫେଇ ସହ ଦାରିଙ୍ଗବାଡି ବଜାରକୁ ସଫେଇ କରାଯାଇଥିଲା। ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନିର୍ଦ୍ଦେଶକ୍ରମେ ଏହି ସବୁ କାର୍ଯ୍ୟ କରାଯାଇଥିଲା। ସଫେଇ ପରେ…
ଚାମ୍ପିୟନ୍ ହେବାପରେ ସ୍ତ୍ରୀଙ୍କ ପାଇଁ ଏମିତି କଥା କହିଦେଲେ ବିରାଟ କୋହଲି: ଜୋରଧରିଲା ଚର୍ଚ୍ଚା
ନୂଆଦିଲ୍ଲୀ,୪।୬:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପଞ୍ଜାବ କିଙ୍ଗସକୁ ପରାସ୍ତ କରି IPL 2025 ଟ୍ରଫି ଜିତି ଇତିହାସ ସୃଷ୍ଟି କରିଥିଲା। ବିରାଟ କୋହଲିଙ୍କ ଦଳର ବିଜୟରେ ଅନୁଷ୍କା ଶର୍ମା ଖୁସିରେ ନାଚିଥିବାର ଦେଖାଯାଇଥିଲା। କୋହଲି ମ୍ୟାଚ ପରେ ତାଙ୍କ ସ୍ତ୍ରୀ ଏବଂ…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: କନଷ୍ଟେବଲଙ୍କୁ ବାନ୍ଧିଲା ପୋଲିସ
ସମ୍ବଲପୁର,୪ା୬(ପ୍ରମୋଦ ବହିଦାର):ସମ୍ବଲପୁର ବରେଇପାଲି ଥାନା ଅଞ୍ଚଳର ଜଣେ ୧୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଓଏପିଏଫ୍ କନଷ୍ଟେବଲ। ସେ ହେଉଛନ୍ତି ବରେଇପାଲି ଥାନା କନଷ୍ଟେବଲ ବିରଞ୍ଚତ୍ ମୁଣ୍ଡା(୩୮)। ଏହାକୁ ନେଇ ବରେଇପାଲି ଥାନାରେଭାରତୀୟ ନ୍ୟାୟ ସଂହିତାର…
ଗାଁ’ସାଥିଙ୍କ ଲାଳସା, ଗାଁରେ କରୁଛି ସମସ୍ୟା: ଘଣ୍ଟ ଘୋଡାଉଛି ପ୍ରଶାସନ
ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): ମନରେଗା ଯୋଜନାର କାର୍ଯ୍ୟ ତଦାରଖ ବା ଲୋକଙ୍କୁ ୧୦୦ଦିନ ନିଜ ଗ୍ରାମରେ କାମ ଯୋଗାଇବାରେ ସହଯୋଗ କରିବା ପାଇଁ ନିୟୋଜିତ ଗାଁସାଥିଙ୍କ ମନମୁଖି କାର୍ଯ୍ୟକଳାପକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏନେଇ ବାରମ୍ବାର ବ୍ଲକ ପ୍ରଶାସନଙ୍କୁ…
ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର: ଜାଣନ୍ତୁ କେମିତି କରିପାରିବେ ବଦଳି ଆବେଦନ
ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷକମାନଙ୍କ ବଦଳି ଆବେଦନ ଆରମ୍ଭ ହୋଇଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମଙ୍ଗଳବାର ପୁଣି ଥରେ…
ବଣ୍ଟା ହେବ କ୍ଷମତା, ବଦଳିବ ପ୍ରଶାସନିକ ଢାଞ୍ଚା: ମନ୍ତ୍ରୀଙ୍କ କ୍ଷମତା କାର୍ଯ୍ୟକାରୀ କରିବେ ସଚିବ
ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ସରକାରୀ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ଗତିଶୀଳ କରିବା ପାଇଁ ସରକାର ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ପ୍ରଶାସନିକ ଢାଞ୍ଚାରେ କେତେକ ପରିବର୍ତ୍ତନ କରାଯିବ। କ୍ଷମତାର ମଧ୍ୟ ବିକେନ୍ଦ୍ରୀକରଣ ହେବ। ଏପରି କି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଗଣଙ୍କ ଉପରେ ଥିବା ଦାୟିତ୍ୱକୁ…
ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବଢୁଛି ଅସନ୍ତୋଷ
ଦାରିଙ୍ଗବାଡି, ୪ା୬ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁ ସମ୍ପୃକ୍ତା ମହିଳାଙ୍କ ମୃତ୍ୟୁ ଘଟିଲା ବୋଲି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତେବେ ମୃତଦେହ ବ୍ୟବଚ୍ଛେଦରେ…
RCB ମାଲିକ କିଏ? ଫାଇନାଲ ପୂର୍ବରୁ ଯାହାଙ୍କ ହାତରେ ଲାଗିଲା ୨୨୦୦ କୋଟିର ଜ୍ୟାକ୍ପଟ୍;ଏବେ…
ନୂଆଦିଲ୍ଲୀ,୩।୬: IPL ୨୦୨୫ର ଫାଇନାଲ ଜିତି ନେଇଛି RCB। ମଙ୍ଗଳବାର ପଞ୍ଜାବ Kings XI ବିପକ୍ଷରେ ଖେଳାଯାଇଥିବା ଏହି ଫାଇନାଲ ମୁକାବିଲାରେ ଆର୍ସିବି ଇତିହାସ ରଚିବାରେ ସଫଳ ହୋଇଛି। ତେବେ ଏହି ସିଜନଟି ୧୮ତମ ସିଜନ ଥିବା ବେଳେ ବିରାଟ କୋହଲିଙ୍କ…
୨୦୪୭ ସୁଦ୍ଧା କେମିତି ବିକଶିତ ହେବ ଭାରତ ? ବଡ ବୟାନ ଦେଲେ ପୂର୍ବତନ ଆରବିଆଇ ଗଭର୍ଣ୍ଣର
ନୂଆଦିଲ୍ଲୀ,୩।୬: ପୂର୍ବତନ ଆରବିଆଇ ଗଭର୍ଣ୍ଣର ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ରଘୁରାମ ରାଜନ ଏକ ସାକ୍ଷାତକାରରେ କହିଛନ୍ତି, “ମୁଁ ବହୁ ଦିନ ଧରି ଜୋର ଦେଇ କହୁଛି—ଯଦି ଆମେ ୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ଚାହୁଁ, ତେବେ ଆମକୁ ୮, ୮.୫…
IPL ପରେ କ’ଣ କରିବେ ବିରାଟ କୋହଲି? ପୁଣି ମଇଦାନରେ ଖେଳୁଥିବା ଲାଗି…
ଅହମ୍ମଦାବାଦ,୩।୬: IPL ୨୦୨୫ ସିଜିନ ଶେଷ ହୋଇସାରିଛି। ଏବେ ନୂତନ ସିଜିନ ପାଇଁ ୧୦ ମାସ ଅପେକ୍ଷା କରିବାକୁ ପଡିବ। ଏହା ଜାଣିବା ପରେ ପ୍ରଶଂସକଙ୍କ ମନ ଫିକା ପଡ଼ିଛି। ଏହାର କାରଣ ହେଉଛନ୍ତି- ବିରାଟ କୋହଲି। ହଁ, ଟିମ ଇଣ୍ଡିଆର…
ବୈଭବ ସୂର୍ଯ୍ୟବଂଶୀଙ୍କ ଫଟୋ ଜଳାଇଦେଲେ, ପୁଣି… ଚମକାଉଛି Video
ନୂଆଦିଲ୍ଲୀ,୩।୬: IPL ୨୦୨୫ ରେ ଛକା ଏବଂ ଚୌକା ବର୍ଷା କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ସାରା ବିଶ୍ୱରେ ପ୍ରସିଦ୍ଧ ହୋଇଯାଇଛନ୍ତି। ତାଙ୍କୁ ଚାରିଆଡ଼ୁ ଭଲ ପାଇବା ମିଳୁଛି। ଏହି ସମୟରେ ତାଙ୍କ ଫଟୋ ପୋଡ଼ିବାର ଏକ ଭିଡିଓ ସୋସିଆଲ ମିଡିଆରେ…
IPL ମହାମୁକାବିଲା: ପଞ୍ଜାବକୁ ମାତ୍ର ଏତିକି ରନ୍ର ଟାର୍ଗେଟ ଦେଲା RCB
ଅହମ୍ମଦାବାଦ,୩।୬: ଆଇପିଏଲ୍ ୨୦୨୫ ଫାଇନାଲ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୯୦ ରନ୍ କରିଛି। ଫଳରେ ପଞ୍ଜାବ କିଙ୍ଗ୍ସକୁ ୧୯୧ ରନ୍ର ଟାର୍ଗେଟ ମିଳିଛି। ଆର୍ସିବି ପକ୍ଷରୁ ବିରାଟ କୋହଲି…
Archives


