Home Left

ସମୁଦ୍ରରେ ବୁଡ଼ିଯାଉଥିବା ଦୁଇ ପର୍ଯ୍ୟଟକ ଉଦ୍ଧାର

ପୁରୀ ଅଫିସ,୨୦।୧୦: ସମୁଦ୍ରରେ ବୁଡ଼ିଯାଉଥିବା ବେଳେ ଦୁଇ ପର୍ଯ୍ୟଟକ ରବିବାର ଉଦ୍ଧାର ହୋଇଛନ୍ତି। ସେମାନେ ହେଲେ ପଶ୍ଚିମବଙ୍ଗର ସନ୍ଧ୍ୟା କୁଣ୍ଡୁ ଓ ଟାଟା ନଗର ସେକ୍ଟର ୨ର ରୀନା ସିହ୍ନା। ସମୁଦ୍ର ସ୍ନାନ ସମୟରେ ହଠାତ୍‌ ଏକ ବଡ଼ଧରଣର ଲହଡ଼ି ଆସିବାରୁ…

ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଜଳେଶ୍ୱର ଷ୍ଟେଶନରେ ସମ୍ବର୍ଦ୍ଧନା

ଭୋଗରାଇ,୨୦।୧୦(ଡି.ଏନ୍‌.ଏ.): ପୁରୀ ଗୋବର୍ଦ୍ଧନ ପୀଠର ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ନନ୍ଦନକାନନ ଏକ୍ସପ୍ରେସ୍‌ରେ ରବିବାର ଜଳେଶ୍ୱର ଷ୍ଟେଶନରେ ପହଞ୍ଚିବା ପରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି l ଗୁରୁଜୀ ଆଜି ଅପରାହ୍ନ ୪ଟାରେ ଭୋଗରାଇ…

ସଚିନ, ସେହ୍ବାଗଙ୍କ କ୍ଲବରେ ରୋହିତ

ରାଞ୍ଚି,୨୦।୧୦- ଦିନିକିଆ ଓ ଟେଷ୍ଟ ଫର୍ମାଟରେ ଦ୍ୱିଶତକ କରିବାରେ ରୋହିତ ଶର୍ମା ବିଶ୍ୱର ୪ର୍ଥ ବ୍ୟାଟ୍ସମ୍ୟାନ। ନୂଆ କରି ଓପନର ଭାବେ ଟେଷ୍ଟରେ ଖେଳୁଥିବା ରୋହିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ତଥା ୩ୟ ଟେଷ୍ଟରେ ୨୧୨ ରନ୍‌ର ଇନିଂସ ଖେଳି…

ଯୋଗୀଙ୍କୁ ଭେଟିଲେ କମଲେଶଙ୍କ ପରିବାର

ଲକ୍ଷ୍ନୌ,୨୦।୧୦: ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କ ମା’ ସ୍ତ୍ରୀ ଓ ଭାଇ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଭେଟିଛନ୍ତି। ଏହି ସମୟରେ କମଲେଶଙ୍କ ସ୍ତ୍ରୀ କିରଣ ତିଓ୍ବାରୀ ହତ୍ୟାକାରୀଙ୍କୁ ଫାଶିଦଣ୍ଡ ଦିଆଯାଉ ବୋଲି ଯୋଗୀଙ୍କୁ…

ଗଛ କରୁଛି ଟ୍ବିଟ୍‌

ଆଜିର ଏହି ସୋସିଆଲ ମିଡିଆ ଯୁଗରେ ସୋସିଆଲ ସାଇଟ୍ସକୁ ନେଇ ପ୍ରାୟ ସମସ୍ତେ ଅବଗତ। ଫେସବୁକ, ହ୍ବାଟ୍ସଆପ, ଟ୍ବିଟର ଭଳି ସୋସିଆଲ ସାଇଟ୍ସର ଏବେ ବହୁଳ ବ୍ୟବହାର ହେବାରେ ଲାଗିଛି। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ମଣିଷଙ୍କ ଭଳି ଏବେ ଏକ…

ପରଫ୍ୟୁମରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ପ୍ରସାଧନ ସାମଗ୍ରୀ ମଧ୍ୟରେ ଅତର ବା ପରଫ୍ୟୁମ୍‌ ଆମର ଏକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ। ଏହା ଆମକୁ ଦିନ ତମାମ ସତେଜ ରଖିବା ସହ ସୁଗନ୍ଧ ମଧ୍ୟ ପ୍ରଦାନ କରିଥାଏ। ଆଉ ଏହାକୁ ନେଇ ବିଭିନ୍ନ ବ୍ୟକ୍ତିଙ୍କ ପସନ୍ଦ ଭିନ୍ନ ଭିନ୍ନ…

ପ୍ଲାଷ୍ଟିକ ବିରୋଧରେ ଲଢେଇ: ଇଟାଲି ରେଷ୍ଟୁରାଣ୍ଟରେ ପାସ୍ତା ଷ୍ଟ୍ର’ ବ୍ୟବହାର

ପୃଥିବୀକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଅଭିଯାନ ଏବେ ଜୋର୍‌ ଧରିଛି। ତେଣୁ ବିଭିନ୍ନ ପ୍ଲାଷ୍ଟିକ୍‌ ଜିନିଷର ବିକଳ୍ପ ତିଆରି କରାଗଲାଣି। ନିକଟରେ ଇଟାଲିର କିଛି ରେଷ୍ଟୁରାଣ୍ଟରେ ବି ଏମିତି କିଛି ପଦକ୍ଷେପ ନିଆଯାଇଛି, ଯାହା ବେଶ୍‌ ପ୍ରେରଣାଦାୟକ। ଏଠାରେ କୌଣସି ଡ୍ରିଙ୍କ…

ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରତିବାଦରେ କୋର୍ଟ ବର୍ଜନ

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କୋର୍ଟ ବର୍ଜନକୁ ଅବମାନନା ଦର୍ଶାଇ ବିଭିନ୍ନ ଓକିଲ ସଂଘକୁ ନୋଟିସ ଦିଆଯାଇଛି। ଏହାର ପ୍ରତିବାଦରେ ଭବାନୀପାଟଣା ଓକିଲ ସଂଘ ପକ୍ଷରୁ ସମସ୍ତ କୋର୍ଟ ବର୍ଜନ କରାଯାଇଛି। ଜିଲାର ମଦନପୁର ରାମପୁର, କେସିଙ୍ଗା, ଧର୍ମଗଡ଼, ଜୁନାଗଡ଼ ସମେତ…

୧୫ ଦାଦନ ଦଲାଲଙ୍କୁ ଗିରଫ କଲା କଳାହାଣ୍ଡି ପୋଲିସ

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ୯ଟି ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ୧୫ ଦାଦନ ଦଲାଲଙ୍କୁ ଗିରଫ କରିଛି। ଜିଲାରେ ଦାଦନ ଦଲାଲ ଅଧିକ ସକ୍ରିୟ ଥିବା ଖବର ଏସ୍‌ପି ବାତୁଲା ଗଙ୍ଗାଧରଙ୍କ ନିକଟରେ ପହଞ୍ଚତ୍ବା ପରେ ତୁରନ୍ତ ସେମାନଙ୍କ ବିରୋଧରେ…

ସପ୍‌ନାଙ୍କୁ ନେଇ ଚିନ୍ତାରେ ଭାଜପା

ନୂଆଦିଲ୍ଲୀ,୨୦।୧୦: ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ହରିୟାଣାର ଡ୍ୟାନ୍ସର ସପ୍‌ନା ଚୌଧୁରୀଙ୍କୁ ନେଇ ଏବେ ଭାଜପା ଚିନ୍ତାରେ ପଡିଯାଇଛି। ମଙ୍ଗଳବାର ହରିୟାଣା ବିଧାନସଭାର ନିର୍ବାଚନ ଥିବାବେଳେ ସପ୍‌ନା ଶନିବାର ଅନ୍ୟଜଣେ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିଥିଲେ। ଯାହା ଦଳ…

ଅଜବ ନେଲ୍‌ ଆର୍ଟ

ଆଜିକାଲି ନେଲ୍‌ଆର୍ଟ ଫ୍ୟାଶନ୍‌ ବେଶ୍‌ ଜୋର୍‌ ଧରିଛି। ଯୁବତୀମାନେ ନାନା ପ୍ରକାରର ନେଲ୍‌ ଆର୍ଟ କରି ଟ୍ରେଣ୍ଡି ଲୁକ୍‌ ପାଉଛନ୍ତି। ତେବେ ଏମିତି ବି କିଛି ନେଲ୍‌ ଆର୍ଟ ଅଛି, ଯାହା ଦେଖିବାକୁ ଭଲ ଓ ମଜାଦାର ଲାଗିପାରେ। ହେଲେ ଏହାକୁ…

ବିଳମ୍ବ ହେଲା ତେଜସ୍‌ ଏକ୍ସପ୍ରେସ୍‌: ପରିଚାରିକା ଦେଲେ ଯାତ୍ରୀଙ୍କୁ ଉପହାର

ଲକ୍ଷ୍ନୌ,୨୦।୧୦: ଲକ୍ଷ୍ନୌରୁ ଦିଲ୍ଲୀ ଆସୁଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବରେ ଷ୍ଟେଶନ୍‌ରେ ପହଞ୍ଚିଛି। ଯାତ୍ରୀଙ୍କ ଅସୁବିଧା ପାଇଁ ଟ୍ରେନ୍‌ ପରିଚାରିକା ବିଳମ୍ବ ପାଇଁ ଦୁଃଖିତ ଲେଖାଥିବା ବିସ୍କୁଟ ପ୍ୟାକେଟ୍‌ ଯାତ୍ରୀଙ୍କୁ ଦେଇଛନ୍ତି। ଏହା ସହିତ ସମସ୍ତ ଯାତ୍ରୀଙ୍କୁ ୨୫୦ ଟଙ୍କା ଫେରସ୍ତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?