Home Left

ରୋହିତଙ୍କ ପ୍ରଥମ ଟେଷ୍ଟ ଦ୍ୱିଶତକ

ରୋହିତଙ୍କ ପ୍ରଥମ ଟେଷ୍ଟ ଦ୍ୱିଶତକ ରାଞ୍ଚି,୨୦।୧୦- ଦିନିକିଆ ଫର୍ମାଟରେ ୩ ଦ୍ୱିଶତକ କରିସାରିଥିବା ଭାରତୀୟ ଓପନର ରୋହିତ ଶର୍ମା ନିଜ କ୍ୟାରିୟରରେ ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟର ୮୭ତମ ଓଭରର…

ତେଜରାତି ଦୋକାନରେ ଅଗ୍ନିକାଣ୍ଡ ଘଟଣା: ଗୁରୁତର ବାପ, ପୁଅ ମୃତ

ଧାମନଗର(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ଶ୍ୟାମଚାନ୍ଦ ପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ବାପ, ପୁଅ ଗୁରୁତର ହୋଇଥିଲେ। ରବିବାର ଉଭୟ ବାପା ପୂର୍ଣ୍ଣଚନ୍ଦ୍ର ବାରିକ ଏବଂ ପୁଅ ଜିତେନ୍ଦ୍ରଙ୍କ କଟକ ମେଡିକାଲରେ ମୃତ୍ୟୁ ଘଟିଛି ।…

ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ସମ୍ବଲପୁର,୨୦।୧୦(ବ୍ୟୁରୋ): ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବିଚାରାଧୀନ କଏଦୀଙ୍କ ରବିବାର ଭୋର ସମୟରେ ମୃତ୍ୟୁ ଘଟିଛି । ସେ ହେଲେ ପ୍ରକାଶ ସୁନା ଓରଫ୍‌ ବଣ୍ଟି (୩୦)। ତାଙ୍କ ନାମରେ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଛି…

ଡାହାଣୀ ଭୟରେ ପ୍ରସୂତିଙ୍କ ମୃତଦେହ ଉଠାଇଲେନି ପୁରୁଷ: ଶ୍ମଶାନକୁ ବୋହି ନେଲେ ମହିଳା

କାଙ୍କେର,୨୦।୧୦: ଅନ୍ଧବିଶ୍ୱାସ ଯୋଗୁ ଛତିଶଗଡ଼ରେ ଜଣେ ପ୍ରସୂତିଙ୍କ ମୃତ ଦେହ ଉଠାଇବାକୁ ପୁରୁଷ ଆସିଲେନି। ପ୍ରସୂତିଙ୍କ ମୃତଦେହ ଉଠାଇଲେ ଭୂତ ହଇରାଣ କରିବାର ଆଶଙ୍କାଥିବାରୁ ପୁରୁଷ ଏଭଳି କରିଛନ୍ତି। ତେବେ ପ୍ରସୂତିଙ୍କ ମୃତଦେହକୁ ସ୍ଥାନୀୟ ମହିଳାମାନେ ସଂସ୍କାର ପାଇଁ ଶ୍ମଶାନକୁ ବୋହି…

ମୋଦିଙ୍କ ସହ ସେଲ୍‌ଫି ନେବାକୁ ବ୍ୟଗ୍ର ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ମୋଦିଙ୍କର ବିଶ୍ୱରେ ଅନେକ ପ୍ରଶଂସକ ରହିଛନ୍ତି। ଟୁଇଟରରେ ସବୁଠାରୁ ଅଧିକ ଫଲୋ କରୁଥିବା ଭାରତୀୟ ଭାବେ ମୋଦିଙ୍କ ନାଁ ରହିଛି ଆଗରେ। ତେବେ ଶନିବାର ମୋଦିଙ୍କ ବାସ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବଲିଉଡ୍‌ର କେତେଜଣ ସେଲିବ୍ରିଟି ଯୋଗ…

ପ୍ରଥମ ଦରମା ଟଙ୍କା ମା’ଙ୍କୁ ଦେଇଥିଲି: କେସିଙ୍ଗା ବ୍ଲକ୍‌ ବିଡିଓ ଭୀମସେନ ଶବର

କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ବିଡିଓ ଭୀମସେନ ଶବର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ରାୟଗଡ଼ା ଜିଲା ଗୁଣୁପୁର ସବ୍‌ଡିଭିଜନ ଅନ୍ତର୍ଗତ ରାମନାଗୁଡ଼ା ବ୍ଲକର ବଂଶଧାରା ନଦୀକୂଳେ ଅବସ୍ଥିତ ଅନ୍ତରଝୋଲା ଗାଁରେ ମୋ ଜନ୍ମ। ଗାଁ ପ୍ରାଥମିକ ବିଦ୍ୟାଳୟରୁ…

ବନ କର୍ମଚାରୀଙ୍କ ବିରୋଧରେ ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ : ପ୍ରତିବାଦରେ ସରପରିବାରଙ୍କ ଅନଶନ

ବରଗଡ଼ ଅଫିସ,୨୦।୧୦: ବରଗଡ଼ ବନଖଣ୍ଡ ବିଭାଗ ଆକ୍ରୋଶମୂଳକଭାବେ ଜିଲାର ନୃସିଂହନାଥ ବନାଞ୍ଚଳରେ କାର୍ଯ୍ୟରତ ପାରା ବନ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଘଟଣାକୁ ନେଇ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ବନ ବିଭାଗର ଏଭଳି କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିବା ଝାରବନ୍ଧ ବ୍ଲକ…

ଶରୀରର କେଉଁଠି କରିବେ ଟାଟୁ, ଜାଣନ୍ତୁ..

ଆଜିର ଏହି ଅଲଟ୍ରା ମଡର୍ନ ଦୁନିଆରେ ଟାଟୁର କ୍ରେଜ୍‌ ବି କିଛି କମ୍‌ ନୁହେଁ। କିଛି ଲୋକ ରେକର୍ଡ ନିଶାରେ ଶରୀରରେ ଟାଟୁ କରାଇଥାନ୍ତି ତ ଆଉ କିଛି ଲୋକ ଫ୍ୟାଶନେବଲ୍‌ ଲୁକ୍‌ ପାଇଁ ଏହାକୁ ଟ୍ରାଏ କରିଥାନ୍ତି। ତେବେ ଶରୀରର…

ନିଆରା ସ୍ରଷ୍ଟା: ପ୍ରଶିକ୍ଷଣ ବିନା ଯିଏ କରିଛନ୍ତି ଉଦ୍ଭାବନ

ମଣିଷର କୌଣସି ଆବଶ୍ୟକତା ଯେତେବେଳ ତାକୁ ବ୍ୟତିବ୍ୟସ୍ତ କରିପକାଏ ସେ ସମାଧାନର ବାଟ ଖୋଜିଥାଏ। ସେଥିପାଇଁ କୁହାଯାଏ ଆବଶ୍ୟକତା ହିଁ ଉଦ୍ଭାବନର ଜନନୀ । ତେବେ ଏଥିପାଇଁ କୌଣସି ସ୍ବତନ୍ତ୍ର ଗବେଷଣାଗାର ବି ଦରକାର ପଡ଼େନା । ବିନା ଗବେଷଣାଗାରରେ କେହିକେହି…

ଆସିଲାନି ଆମ୍ବୁଲାନ୍ସ୍‌: ଆହତଙ୍କୁ ଠେଲା ଗାଡ଼ିରେ ହସ୍ପିଟାଲରେ ପହଞ୍ଚାଇଲେ ୨ ପୋଲିସ

ଗୋରଖପୁର,୨୦।୧୦: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସାଧାରଣ ଲୋକଙ୍କ ପାଇଁ ଆମ୍ବୁଲାନ୍ସ୍‌ ଥିଲେ ମଧ୍ୟ ଏହା ଆବଶ୍ୟକ ସମୟରେ ଉପଲବ୍ଧ ହେଉ ନ ଥିବା ଅଭିଯୋଗ ହେଉଛି। ସ୍ଥାନୀୟ କେଣ୍ଟ୍‌ ଥାନା ଅଞ୍ଚଳରେ…

ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ: ଏଫ୍‌ଏଟିଏଫ୍‌ ବୈଠକରେ ପାକିସ୍ତାନକୁ ସମର୍ଥନ କରିବା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ କରାଯାଇଛି। ପାକିସ୍ତାନକୁ ଫାଇନାନ୍ସିଆଲ୍‌ ଆକ୍ସନ୍‌ ଟ୍ୟାକ୍ସ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ବୈଠକରେ ତୁର୍କୀ ସମର୍ଥନ କରିଥିଲା। ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ନିଜର ତୁର୍କୀ ଗସ୍ତ ରଦ୍ଦ କରିଥିବା କୁହାଯାଉଛି। ମୋଦି ଅକ୍ଟୋବର ୨୭-୨୮ରେ…

ନାଇଟ୍‌ କ୍ଲବରେ ଗୋଟିଏ ରାତିରେ ୭ କୋଟି ଟଙ୍କା ଉଡାଇଛନ୍ତି କମଲନାଥଙ୍କ ଭଣଜା

ନୂଆଦିଲ୍ଲୀ,୨୦।୧୦: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ଭଣଜା ରତୁଲ ପୁରୀ ଆମେରିକାର ଏକ ନାଇଟ୍‌ କ୍ଲବରେ ଗୋଟିଏ ରାତିରେ ପାଖାପାଖି ୧୧ ଲକ୍ଷ ଡଲାର ବା ୭.୮ କୋଟି ଟଙ୍କା ଖର୍ଚ୍ଚ କରିଥିବା ଜଣାପଡିଛି। ମନି ଲଣ୍ଡରିଂ ମାମଲାରେ ରତୁଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?