Home Left

୨ ମହିଳାଙ୍କଠାରୁ ସୁନାଚେନ୍‌ ଲୁଟ୍‌: ବରିମୁଣ୍ଡା ରାସ୍ତାରେ ଲୁଟେରା-ମହିଳା ଧସ୍ତାଧସ୍ତି

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ବରିମୁଣ୍ଡା ଗଁ। ରାସ୍ତା ଏବଂ ଚନ୍ଦ୍ରଶେଖରପୁର ଥାନା ଅଧୀନ କାନନ ବିହାର ଫେଜ-୨ ଅଞ୍ଚଳରେ ଶୁକ୍ରବାର ୨ଜଣ ମହିଳାଙ୍କ ବେକରୁ ସୁନାଚେନ ଲୁଟି ନିଆଯାଇଛି। ବରିମୁଣ୍ଡା ଗାଁ ରାସ୍ତାରେ ଯେଉଁ ଲୁଟ ହୋଇଛି ସେଥିରେ…

ସିଇଟିରେ ହେବ ‘କ୍ରିଟିକାଲ ମେଶିନ୍‌ ଲର୍ନିଂ’ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ଦକ୍ଷତା ବିକାଶ ନିମନ୍ତେ ମୁମ୍ବାଇସ୍ଥିତ ସେମାରୁ ଚଳଚ୍ଚିତ୍ର ସଂସ୍ଥା ପକ୍ଷରୁ ଖୁବ୍‌ଶୀଘ୍ର ଭୁବନେଶ୍ୱରଠାରେ ଏକ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହାସହ ଟେକ୍‌ ମହିନ୍ଦ୍ରା ପକ୍ଷରୁ ସିଇଟି କଲେଜରେ ‘କ୍ରିଟିକାଲ ମେଶିନ୍‌ ଲର୍ନିଂ’ ପାଠ୍ୟକ୍ରମ ପାଇଁ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ…

ଥାନାରେ ବେଆଇନ ଅଟକ ରଖିବା ମାମଲାରେ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ: ୨ମାସ ମଧ୍ୟରେ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଅ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ୭ବର୍ଷ ତଳେ ଖଣ୍ଡଗିରି ଓ କନ୍ଦରପୁର ଥାନାରେ ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଅଟକ ରଖିବା ମାମଲାର ବିଚାରକରି ଓଡ଼ିଶା ମାନବ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏଥିପାଇଁ ୨ମାସ ମଧ୍ୟରେ ପୀଡ଼ିତଙ୍କୁ ଏକ…

‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମର ଶୁଭାରମ୍ଭ: ପୁଷ୍ଟିହୀନମୁକ୍ତ ପଞ୍ଚାୟତକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ରାଜ୍ୟରେ ୨୦୦୫-୦୬ ବେଳକୁ ଶିଶୁ ମୃତ୍ୟୁହାର ୬୫% ଥିବାବେଳେ ୨୦୧୫-୧୬ ବେଳକୁ ହ୍ରାସ ପାଇ ୪୦%ରେ ପହଞ୍ଚତ୍ଛି। ଶିଶୁ ମୃତ୍ୟୁର ପ୍ରମୁଖ କାରଣ ପୁଷ୍ଟିହୀନତା। ରାଜ୍ୟକୁ ପୁଷ୍ଟିହୀନମୁକ୍ତ କରିବା ପାଇଁ ‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।…

ବେଆଇନ କୋଇଲା ଚାଲାଣ: ୭ଜଣଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଅନୁଗୋଳ ଜିଲାରେ ଗତ କିଛି ମାସ ହେବ ବେଆଇନ ଭାବେ କୋଇଲା ଚୋରା ଚାଲାଣ ଚାଲିଛି। ଏ ନେଇ ସ୍ଥାନୀୟ ପୋଲିସ ଓ ଜିଲା ପ୍ରଶାସନ ଅବଗତ ଥିଲେ ବି ଚୁପ ବସିଛି। ତେବେ ବେଆଇନ କୋଇଲା ଚୋରା…

କଳ୍‌କୀ ଭଗବାନଙ୍କ ୫୦୦ କୋଟିର ଅଘୋଷିତ ସମ୍ପତ୍ତି ଠାବ

ବାଙ୍ଗାଲୋର,୧୯ା୧୦: ଧାର୍ମିକ ଗୁରୁ କଳ୍‌କୀ ଭଗବାନଙ୍କ ଆଶ୍ରମ ଏବଂ ଏହା ସହ ଜଡିତ ୪୦ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିରେ ପ୍ରାୟ ୫୦୦ କୋଟି ଟଙ୍କାର ଅଘୋଷିତ ଆୟ ଠାବ ହୋଇଛି। ଚଢ଼ାଉ ବେଳେ ବିଭାଗ ପ୍ରାୟ…

ଭିଜିଲାନ୍ସର ରେକର୍ଡପତ୍ର ଯାଞ୍ଚ: ସ୍ବୀକାର କଲେ ଅଧ୍ୟକ୍ଷ

ପୁରୀ ଅଫିସ,୧୯ା୧୦: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ ସମ୍ମିଳନୀ କକ୍ଷ ଭଡା ବାବଦ ଆଦୟ ଅର୍ଥରେ ବ୍ୟାପକ ଅନିୟମିତତା ହୋଇଛି। ଗତ ସେପ୍ଟେମ୍ବର ୧୧ରେ ଏନେଇ ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା। ଶୁକ୍ରବାର ପୁରୀ ଦୁର୍ନୀତି ନିବାରଣ ସଂସ୍ଥା କଲେଜରେ…

ପାର୍କିଂ ଫି ଆଦାୟ: ୧୦ ମଲ୍‌କୁ ବିଡିଏର ନୋଟିସ; ନିର୍ଦ୍ଦେଶ ନ ମାନିଲେ ବିଲ୍ଡିଂ ସିଲ୍‌

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ବ୍ୟବସାୟିକ ପ୍ରତିଷ୍ଠାନ, ସିନେମା ହଲ, ମଲ୍‌, ଆପାର୍ଟମେଣ୍ଟ, ହସ୍ପିଟାଲରେ ଲୋକଙ୍କ ପାଇଁ ପାର୍କିଂ ସମ୍ପୂର୍ଣ୍ଣ ମାଗଣା କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛି। ମାତ୍ର ଏହି ନିର୍ଦ୍ଦେଶକୁ ଅବମାନନା କରି ବେଆଇନ୍‌ ଭାବେ ପାର୍କିଂ ଫି…

ପାରାଦୀପ : ପୌରପାଳିକାରେ ସାମିଲ ହେବାକୁ ବସ୍ତିବାସିନ୍ଦାଙ୍କ କସରତ

ପାରାଦୀପ,୧୯।୧୦(ସ୍ବ.ପ୍ର): ପାରାଦୀପର ଇଫ୍‌କୋ ଖାରଖାନା ସଂଲଗ୍ନ ଓ କାଉଡ଼ିଆ ନଦୀକୂଳରେ ରହିଛି ବିଜୟଚାନ୍ଦପୁର ବସ୍ତି। ୨୦୦୦ରୁ ଅଧିକ ଲୋକ ଓ ୬୫୦ ଭୋଟର ଥିବା ଏହି ବସ୍ତି ଏବେ ଚର୍ଚ୍ଚାରେ। କାରଣ ଏହି ବସ୍ତିର କେତେକ ବାସିନ୍ଦା ପାରାଦୀପ ପୌରପାଳିକାରେ ମିଶିବା…

ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ

ରତ୍ନଗିରି,୧୯ା୧୦(ଡି.ଏନ୍‌.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ ପ୍ରଦାନ ଦିଗରେ ତାଙ୍କ ସହ ଆମ୍ବେଦକର ଲଢେଇ ଜାରି ରଖିବ ବୋଲି ପରିଷଦର କର୍ମକର୍ତ୍ତା…

ଖଣି ଶ୍ରମିକଙ୍କ ମିଶ୍ରଣ ପର୍ବ

କାଳିଆପାଣି,୧୯ା୧୦(ଡି.ଏନ୍‌.ଏ.): ଯାଜଯୁର ଜିଲା ସୁକିନ୍ଦା ବ୍ଲକ କଣସ ପଞ୍ଚାୟତ ତୈଳଙ୍ଗୀ ଗ୍ରାମରେ ଶୁକ୍ରବାର ଖଣି ଶ୍ରମିକଙ୍କ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ରିଜିୟନ କ୍ରୋମାଇଟ୍‌ ମଜଦୁର ସଂଘ (ଏସ୍‌ଆରସିକେଏମ୍‌ଏସ୍‌ର)ତୈଳଙ୍ଗୀ ଶାଖା ପକ୍ଷରୁ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏଥିରେ…

ରେଳପଥ ପାଇଁ ପ୍ରଭାବିତ ହେଉଛି ଚାଷଜମି: ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ କ୍ଷତିଗ୍ରସ୍ତ ଚାଷୀ

ଡୁବୁରୀ/ସୁକିନ୍ଦା,୧୯ା୧୦(ଡି.ଏନ୍‌.ଏ.): ସୁକିନ୍ଦା-ଅନୁଗୋଳ-ଡୁବୁରୀ ରେଳ ପ୍ରକଳ୍ପ ନିର୍ମାଣ ଯୋଗୁ ଦାନଗନୀ ବ୍ଲକ ଅନ୍ତର୍ଗତ ବାଘୁଆପାଳ ଓ ବାଲିଆପାଳ ମୌଜାର ଶହଶହ ହେକ୍ଟର ଚାଷ ଜମି ମରୁଡି କବଳିତ ହୋଇଛି। ଏ ଦିଗରେ ବହୁବାର ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?