Home Left

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ ୩୦ ତାରିଖ ମଧ୍ୟରାତ୍ରି ଯାଏ ବଢ଼ାଇ ଦିଆଯାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ନିର୍ଦ୍ଧାରିତ ସମୟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ଅତିକ୍ରମ କରିବ। ତେବେ ଏହାପରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଦେବଗଡ଼ ଥାନା ପୋଲିସ। ପୀଡ଼ିତା ଯୁବତୀ ଜଣକ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ ଏଠାରେ ୨୪ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବ, ମୋଟ ୨୨ ଦିନ ବ୍ୟାପୀ। ଜ୍ୟୋତିଷ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ ଗ୍ରହ ମଙ୍ଗଳ ଏବେ ରାହୁଙ୍କ ମାଲିକାନାରେ ଥିବା ଆର୍ଦ୍ରା ନକ୍ଷତ୍ରରେ ସଞ୍ଚରଣ କରୁଛନ୍ତି।…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀରେ ପିଏମ୍ ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଦ୍ୱନ୍ଦ୍ୱ ଏବଂ ମାନସିକ ଚାପର ପ୍ରତୀକ ।…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ ହୋଇଯାଇଛି। ତହସିଲଦାର ଧୀରଜ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ସ୍ଥାନୀୟ ଲୋକଙ୍କ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାର ହୋଲସେଲ ଏବଂ ଖୁଚୁରା ଦର ହ୍ରାସ କରିବା ପାଇଁ ଏକ ଅନନ୍ୟ…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ ଶ୍ରୀଲଙ୍କା ତୃତୀୟ ଦିନର ଶେଷ ସୁଦ୍ଧା ୮ ଉଇକେଟ ହରାଇ ୨୬୫ ରନ୍‌…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୁଇ ସମାଜର କାର୍ଯ୍ୟକାରୀ ସଭାପତି ଘନେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ ପୂର୍ବରୁ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଗୁଣପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?