ଏନ୍ସେଫାଲାଇଟିସ୍ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ
ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍ ଏନ୍ସେଫାଲାଇଟିସ୍ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଏଥିରେ ଅଧ୍ୟକ୍ଷତା କରି ଟିକାକରଣ ଅଭିଯାନର…
ସାମାଜିକ ସଂହତିର ସେତୁବନ୍ଧ ‘ଲୋକକଳା’
(ରତନ ନାୟାର) ଢେଙ୍କାନାଳ ଅଫିସ, ୧୮।୧୦ ଶିଳ୍ପ ସମୃଦ୍ଧ ଢେଙ୍କାନାଳ ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି ଲୋକକଳା। ତେବେ ରାଜରାଜୁଡ଼ା ଅମଳରୁ ପ୍ରଚଳିତ ଲୋକକଳାରେ ଧସେଇ ପଶିଲା ଉଗ୍ର ଆଧୁନିକତା। ପରିସ୍ଥିତି ଏମିତି ହେଲା ଯେ, କଳାକାରମାନେ ମୁଖ୍ୟସ୍ରୋତରୁ ଦୂରେଇ ଗଲେ।…
ଭାରତ-ୟୁଏସ୍ ବାଣିଜ୍ୟ ଚୁକ୍ତି ନେଇ ଆଶାବାଦୀ:ସୀତାରାମନ
ନୂଆଦିଲ୍ଲୀ,୧୯-୧୦: ଭାରତ ଏବଂ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍) ମଧ୍ୟରେ ରହିଥିବା ବାଣିଜି୍ୟକ ମତଭେଦ କମ୍ ହୋଇଛି। ଶୀଘ୍ର ଦୁଇ ଦେଶ ବାଣିଜ୍ୟ ଚୁକ୍ତିରେ ସାମିଲ ହେବା ନେଇ ଆଶାବାଦୀ ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କହିଛନ୍ତି। ଆମେରିକା ଗସ୍ତରେ ଥିବା…
ପାସେଞ୍ଜର ଯାନ ବିକ୍ରି ୨୦% କମିଲା
ନୂଆଦିଲ୍ଲୀ,୧୯-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ପାସେଞ୍ଜର ଯାନ ବିକ୍ରି ୨୦% ହ୍ରାସ ଘଟିଛି। ଏହି ସମୟରେ ଯାନ ବିକ୍ରି ୨୦.୧% ହ୍ରାସ ଘଟି ୧,୫୭,୯୭୨ ୟୁନିଟ ରହିଛି। ଅଟୋ ନିର୍ମାତାମାନେ ଗ୍ରାହକଙ୍କୁ ଚଳିତ ବର୍ଷ ଆକର୍ଷଣୀୟ ଅଫର ପ୍ରଦାନ…
ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର
ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)- ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କ ବାର୍ଷିକ ଇନକ୍ରିମେଣ୍ଟ ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍…
ବ୍ୟବସାୟୀଙ୍କ ଯୋଗୁ ବନ୍ଦ ହୋଇପାରୁନି ପଲିଥିନ୍
ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)- ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର ପରିଷଦ, ଜିଲା ପ୍ରଶାସନ, ବନବିଭାଗ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଲିଥିନ୍ ବର୍ଜନ ନେଇ ସହରରେ…
ସିରିଜ କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ରାଞ୍ଚି,୧୯।୧୦(ପି.ଟି.)- ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଆୟୋଜନ ହେବାକୁ ଯାଉଛି। ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ…
ମହିଳା ସପୋର୍ଟ ଷ୍ଟାଫ୍ ନିଯୁକ୍ତି ନେଇ ଇଦୁଲଜୀ, ଶାନ୍ତାଙ୍କ ଆପତ୍ତି
ନୂଆଦିଲ୍ଲୀ,୧୯।୧୦(ପି.ଟି.)- କ୍ରିକେଟ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଏନା ଇଦୁଲଜୀ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନୂଆ ଆପେକ୍ସ କାଉନ୍ସିଲ ସଦସ୍ୟା ଶାନ୍ତା ରଙ୍ଗାସ୍ବାମୀ ଭାରତୀୟ ମହିଳା କ୍ରିକେଟ ଦଳର ସପୋର୍ଟ ଷ୍ଟାଫ୍ ନିଯୁକ୍ତି ନେଇ ଅସନ୍ତୋଷ ଜାହିର…
ପ୍ରୋ କବାଡ଼ି ଲିଗ୍: ଦବଙ୍ଗ- ଓ୍ବାରିୟର୍ସ ଟାଇଟଲ ମୁକାବଲା
ଅହମ୍ମଦାବାଦ,୧୯।୧୦(ପି.ଟି.)-ପ୍ରୋ କବାଡ଼ି ଲିଗ୍ (ପିକେଏଲ୍)ର ଚଳିତ ସପ୍ତମ ସଂସ୍କରଣ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଟାଇଟଲ ପାଇଁ ଦବଙ୍ଗ ଦିଲ୍ଲୀ ଓ ବେଙ୍ଗଲ ଓ୍ବାରିୟର୍ସ ଫାଇନାଲ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଉଭୟ ଦଳ ପ୍ରଥମ ଫାଇନାଲ ଖେଳିବାକୁ ଯାଉଥିବାରୁ ଏଥର କେପିଏଲ୍ରେ…
ଡ଼ାଇବେଟିସ୍ ରୋଗୀଙ୍କ ପାଇଁ ଉପକାରୀ କଦଳୀଫୁଲ
କଦଳୀଫୁଲକୁ ଡ଼ାଇବେଟିସ୍ ରୋଗୀ ସିଝାଇ କିମ୍ବା କଞ୍ଚା ଖାଇବା ଉଚିତ୍। ଏହା ଦ୍ୱାରା ସର୍କରା ସ୍ତର କମ୍ ହୁଏ। ଶରୀରରେ ହିମୋଗ୍ଲୋବିନ ମାତ୍ରାକୁ ବଢ଼ାଏ କାରଣ ଏହା ଫାଇବର୍ ଓ ଆଇରନ୍ରେ ଭରପୂର। ଏଥିରେ ଆଣ୍ଟିଅକ୍ସିଡ଼ାଣ୍ଟ ଗୁଣ ଥାଏ। ଯାହା କ୍ୟାନ୍ସର…
ବିପଦପୂର୍ଣ୍ଣ ହେଉଛି ସମୁଦ୍ର ସ୍ନାନ
ପୁରୀ ଅଫିସ, ୧୮ା୧୦: ଆସୁଛି ପର୍ଯ୍ୟଟନ ଋତୁ। ଏଥିପାଇଁ ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ସାଧାରଣତଃ ଶ୍ରୀମନ୍ଦିର ଦର୍ଶନ ପରେ ସ୍ବର୍ଣ୍ଣାଭ ବେଳାଭୂମିରେ ବୁଲିବା ଓ ସମୁଦ୍ରରେ ସ୍ନାନ କରିବାକୁ ପର୍ଯ୍ୟଟକ ପସନ୍ଦ କରିଥାନ୍ତି। ତେବେ ପୁରୀ ସମୁଦ୍ର ପର୍ଯ୍ୟଟକଙ୍କ…
ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ: ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ
ବାଲେଶ୍ୱର ଅଫିସ, ୧୮।୧୦-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ବାଲେଶ୍ୱର ଜିଲା ଡ୍ରେନେଜ୍ ଡିଭିଜନ୍ର କାର୍ଯ୍ୟ ନିର୍ବାହୀଯନ୍ତ୍ରୀ ବସନ୍ତ କୁମାର ପଣ୍ଡା। ଶୁକ୍ରବାର ପୂର୍ବାହ୍ନରେ ଏକକାଳୀନ ତାଙ୍କ ଘର, ଅଫିସ୍, ସମ୍ପର୍କୀୟଙ୍କ ଘର ମୋଟ ୭ଟି…

