Home Left

ନଡ଼ିଆ କ୍ଷୀରରେ ହେୟାର ମାସ୍କ

ନିଜକୁ ସୁନ୍ଦର ଦେଖାଯିବା ପାଇଁ ସମସ୍ତେ ବିଭିନ୍ନ ପ୍ରକାରର ଜିନିଷ ବ୍ୟବହାର କରନ୍ତି। ଆଜିକାଲି ହେୟାର ଷ୍ଟ୍ରେଟନିଂ କରିବା ଏକ ଫ୍ୟାଶନରେ ପରିଣତ ହେଲାଣି। ହେୟାର ଷ୍ଟ୍ରେଟନିଂ କରି ଫ୍ୟାଶନେବୁଲ ଲାଗିବାକୁ ସବୁ ଯୁବତୀଙ୍କ ଇଚ୍ଛା। ହେଲେ ପାର୍ଲରରେ ଏହାକୁ କରିବାକୁ…

ପୂର୍ବତନ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନଙ୍କୁ ୫ ବର୍ଷ ଜେଲ୍‌

ଜୋହାନ୍ସବର୍ଗ, ୧୮ା୧୦ (ଏଏଫ୍‌ପି)-ଦୁର୍ନୀତି ଅଭିଯୋଗରେ ଦକ୍ଷିଣ ଆଫ୍ରିକାର ଜଣେ ପୂର୍ବତନ ବ୍ୟାଟ୍ସମ୍ୟାନ ଗୁଲାମ ବୋଦିଙ୍କୁ ୫ବର୍ଷ ଜେଲ୍‌ ଦଣ୍ଡ ହୋଇଛି। ବୋଦି ନିଜ ଦେଶ ତରଫରୁ ମାତ୍ର ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିଛନ୍ତି। ତାଙ୍କ ବିରୋଧରେ ହୋଇଥିବା ୮ଟି ଦୁର୍ନୀତି…

ଟ୍ରେଭର ବେଲିସ୍‌ ଟିମ୍‌ ଆବୁଧାବି କୋଚ୍‌

ଆବୁଧାବି, ୧୮ା୧୦ (ପି.ଟି.)-ଏଠାରେ ନଭେମ୍ବର ୧୫ରୁ ଆରମ୍ଭ ହେବାକୁଥିବା ଟି୧୦ ଟୁର୍ନାମେଣ୍ଟ ଲାଗି ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଆବୁଧାବି ଟିମ୍‌ର ଅଧିନାୟକ ଦାୟିତ୍ୱ ତୁଲାଇବାକୁ ଥିବାବେଳେ ବିଶ୍ୱକପ୍‌ ବିଜୟୀ କୋଚ୍‌ ଟ୍ରେଭର ବେଲିସ୍‌ ଦଳର କୋଚ୍‌ ଦାୟିତ୍ୱ ତୁଲାଇବେ। ବାର୍ଷିକ…

ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ରୂପ୍‌ସା/ବସ୍ତା, ୧୮।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ବଜାରରେ ଥିବା ଏଟିଏମ୍‌କୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଭାଙ୍ଗି ଲୁଟ୍‌ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଶୁକ୍ରବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୧୬୪/୧୯) ରୁଜୁ କରି ତଦନ୍ତ…

ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ କରିଛି। ଶୁକ୍ରବାର ସଂଘ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ…

ଆବାସ ଯୋଜନାରୁ ବାଦ୍‌ ପଡିବା ଘଟଣା: ପୁନଃ ସର୍ଭେ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

ଖଇରା, ୧୮।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ଆବାସ ଯୋଜନାରୁ ବଞ୍ଚିତ ୨୨୮ ପରିବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ଦିନ ଧରି ଧାରଣାରେ ବସି ରହିଥିଲେ ା ଶୁକ୍ରବାର ଅପରାହ୍ନରେ ବିଡିଓ ମହେଶ ଚୌଧୁରୀ, ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା…

ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌ ବର୍ଷିଥିଲେ। ସେଠାରେ ସେ ଏକ ରାଲିରେ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଅନୁଚ୍ଛେଦ…

ଦୀପାବଳି ପୂର୍ବରୁ କାହିଁକି ପାଳନ କରାଯାଏ ଧନତେରସ

ଆଲୋକର ପର୍ବ ଦୀପାବଳିକୁ ନେଇ ଘରେ ଘରେ ଆନନ୍ଦ ପରିଲକ୍ଷିତ ହୋଇଥାଏ। ତେବେ ଦୀପାବଳି ପୂର୍ବରୁ ଧନତେରସ ପାଳନ କରାଯିବାର ବିଧି ରହିଛି। ହେଲେ ଏହି ଧନତେରସ କାହିଁକି ପାଳନ କରାଯାଏ ସେ କଥା ହୁଏତ କେତେକେ ଜାଣି ନ ଥିବେ।…

ଅନୁଷ୍କାଙ୍କ ପାଇଁ କରଓ୍ବାଚୌଥ ବ୍ରତ ରଖିଲେ ବିରାଟ!

ମୁମ୍ବାଇ: ନିକଟରେ ପାଳନ କରାଯାଇଛି କରଓ୍ବାଚୌଥ ବ୍ରତ। ଏଥିରେ ସବୁ ବିବାହିତାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଏହି ବ୍ରତ ପାଳନ କରିଥିଲେ। ବଲିଉଡ୍‌ ମଧ୍ୟ ଏଥିରୁ ବାଦ୍‌ ଯାଇ ନ ଥିଲା। ତେବେ କରଓ୍ବାଚୌଥ କେବଳ ସ୍ତ୍ରୀମାନେ…

ମତୁଆଲା କରିବ ଶୁଶାନ୍ତଙ୍କ ସହ ଜ୍ୟାକଲିନଙ୍କ ରୋମାନ୍ସ

ମୁମ୍ବାଇ: ବଲିଉଡ୍‌ ମୁଭି ‘ଛିଛୋରୋ’ବକ୍ସ ଅଫିସରେ ଜବରଦସ୍ତ କଲେକଶନ୍‌ କରିବା ପରେ ଏବେ ଶୁଶାନ୍ତ ସିଂ ରଜପୁତଙ୍କ ଫିଲ୍ମ ‘ଡ୍ରାଇଭ୍‌’ ରିଲିଜ୍‌ ହେବାକୁ ଯାଉଛି। ଏଥିରେ ଶୁଶାନ୍ତଙ୍କ ସହ ନଜର ଆସିବେ ବଲିଉଡ୍‌ ବିୟୁଟି ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌। ଉଭୟଙ୍କ ରୋମାନ୍ସରେ ଦର୍ଶକେ…

ଆଫଗାନିସ୍ତାନରେ ଦୁଇଟି ବିସ୍ଫୋରଣ: ୧୮ ମୃତ ୫୦ ଆହତ

କାବୁଲ,୧୮।୧୦: ଆଫଗାନିସ୍ତାନର ନଙ୍ଗାହାରରେ ଶୁକ୍ରବାର ହୋଇଥିବା ଦୁଇଟି ବିସ୍ଫୋରଣରେ ଅତିକମ୍‌ରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ନଙ୍ଗାହାରରେ ଥିବା ଏକ ମସ୍‌ଜିଦରେ ଶୁକ୍ରବାରର ପ୍ରାର୍ଥନା ଚାଲିଥିବା ବେଳେ ଏହି ବିସ୍ଫୋରଣ ହୋଇଥିବା ସୂଚନା…

ଟ୍ରେନ୍‌ରେ ଟେଣ୍ଟ ତିଆରି କଲେ ଅକ୍ଷୟଙ୍କ ଲଳନା: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅପ୍‌କମିଂ ଫିଲ୍ମ ‘ହାଉସ୍‌ଫୁଲ-୪’ ଦୀପାବଳି ଅବସରରେ ଅକ୍ଟୋବର ୨୫ରେ ପରଦାକୁ ଆସିବ। ଆଉ ଏଥିପାଇଁ ଫିଲ୍ମର ପ୍ରୋମୋଶନରେ ଜୋରସୋରରେ ଲାଗିପଡ଼ିଛନ୍ତି କଳାକାରମାନେ। ତେବେ ବ୍ୟସ୍ତତା ମଧ୍ୟରେ ବି ଷ୍ଟାରକାଷ୍ଟଙ୍କ ମସ୍ତି ଓ ଅକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?