Home Left

ସୈନିକ ସ୍କୁଲରେ ନାମ ଲେଖାଇବେ ଛାତ୍ରୀ: ରାଜନାଥ

ନୂଆଦିଲ୍ଲୀ,୧୮।୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ଘୋଷଣା କରିଛନ୍ତି ଏଣିକି ସୈନିକ ସ୍କୁଲରେ ଛାତ୍ରୀମାନେ ନାମ ଲେଖାଇ ପାରିବେ। ୨୦୨୧-୨୨ ବର୍ଷରେ ଛାତ୍ରୀମାନେ ସୈନିକ ସ୍କୁଲରେ ନାମ ଲେଖାଇବାକୁ ନେଇ ଆସିଥିବା ଏକ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସୂଚନାଯୋଗ୍ୟ, ୨…

ଲେଗ୍‌ ସ୍ପିନର ନ ଖେଳାଇବାରୁ ବିଦା ହେଲେ ଦୁଇ କୋଚ୍‌

ଢାକା,୧୮।୧୦(ପି.ଟି.)- ଅନ୍ତର୍ଜାତୀୟ ସ୍ତରରେ ବାଂଲାଦେଶର ବ୍ୟାଟ୍ସମ୍ୟାନମାନେ ଲେଗ୍‌ ସ୍ପିନରଙ୍କ ସାମ୍ନାରେ ସଂଘର୍ଷ କରୁଥିତ୍ବାରୁ ବିସିବି ଏବେ ଲେଗ୍‌ ସ୍ପିନରଙ୍କୁ ଏବେ ଅଧିକ ଗୁରୁତ୍ୱ ଦେଉଛି। ଜାତୀୟ କ୍ରିକେଟ ଲିଗ୍‌ର ଦୁଇ ଦଳରେ ଲେଗ୍‌ ସ୍ପିନରଙ୍କୁ ସାମିଲ ନ କରିବାରୁ ଦୁଇ କୋଚ୍‌ଙ୍କୁ…

ଫ୍ରୋଜନ୍‌ ଭଉଣୀଙ୍କ ପାଇଁ କଣ୍ଠଦାନ କରିବେ ପ୍ରିୟଙ୍କା-ପରିଣୀତି

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ପରିଣୀତି ଚୋପ୍ରା ହଲିଉଡ୍‌ ଫିଲ୍ମ ‘ଫ୍ରୋଜନ୍‌-୨’ର ହିନ୍ଦୀ ଭର୍ସନରେ କଣ୍ଠଦାନ କରୁଛନ୍ତି। ଏ ନେଇ ପ୍ରିୟଙ୍କା ନିଜ ଇନ୍‌ଷ୍ଟ୍ରାଗ୍ରାମ୍‌ ସାଇଟ୍‌ରେ ଏକ ଭିଡିଓ ସେୟାରକରି ଏହା ଜଣାଇଛନ୍ତି। ପରିଣୀତି ଫିଲ୍ମରେ ଏନା ଏବଂ ପରିଣୀତି…

୧୫ ବର୍ଷ ବୟସରେ ୮ଜଣ କରିଥିଲେ ବଳାତ୍କାର, କେବିସି ମଞ୍ଚରେ ସୁନୀତା ସଂଘର୍ଷର କାହାଣୀ ଶୁଣି ଚକିତ ହେଲେ ବିଗ୍‌ ବି

ମୁମ୍ବାଇ: ସୋନି ଚ୍ୟାନେଲରେ ପ୍ରସାରିତ ‘କୌନ ବନେଗା କରୋଡପତି’ର କର୍ମବୀର ଏପିସୋଡ୍‌ରେ ସୁନୀତା କୃଷ୍ଣମନ୍‌ ନଜର ଆସିବେ। ପଦ୍ମଶ୍ରୀ, ମଦର ଟେରେସା ପୁରସ୍କାର, ଲିମ୍‌କା ବୁକ୍‌ ଅଫ୍‌ ରେକଡ୍ସ ଭଳି ସମ୍ମାନର ଅଧିକାରୀ ସୁନୀତାଙ୍କ ଜୀବନ କାହାଣୀ ମଞ୍ଚର ଉପସ୍ଥିତ ସମସ୍ତଙ୍କୁ…

ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କୁ ୬ମାସ ଜେଲ୍‌

ନୂଆଦିଲ୍ଲୀ,୧୮।୧୦:ଦିଲ୍ଲୀ ବିଧାନସଭାର ବାଚସ୍ପତି ରାମନିବାସ ଗୋଏଲଙ୍କୁ ୬ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଦିଲ୍ଲୀର ରାଉଜ୍‌ ଏଭେନ୍ୟୁ କୋର୍ଟ ଶୁକ୍ରବାର ରାମନିବାସଙ୍କ ଏକ ମାମଲାର ଶୁଣାଣି କରି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୫ ଫେବୃୟାରୀରେ ଭାଜପା ନେତା ତଥା…

ଭଂସାଲିଙ୍କ ସହ କାମ କରିବାକୁ ଚାହୁଁଛନ୍ତି ତନୁଶ୍ରୀ

ବଲିଉଡ୍‌ର ଖ୍ୟାତନାମା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂଶାଲୀଙ୍କ ସହ କାମ କରିବାକୁ ଚାହୁଁଛନ୍ତି ଅଭିନେତ୍ରୀ ତନୁଶ୍ରୀ ଦତ୍ତା। ଏକଦା ବଲିଉଡ୍‌ରେ ଚାଲିଥିବା ‘ମିଠୂ’ ଅଭିଯାନକୁ ନେଇ ଚର୍ଚ୍ଚାକୁ ଆସିଥିବା ତନୁଶ୍ରୀ ଏବେ ଫିଲ୍ମରେ କାମ କରିବାକୁ ମନ ବଳାଇଲେଣି। ନିକଟରେ ଏକ…

ମହାରାଷ୍ଟ୍ରରେ ଗର୍ଜିଲେ ଶାହ

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିରୋଧୀ କଂଗ୍ରେସ ଉପରେ ବର୍ଷିଛନ୍ତି। ମହାରାଷ୍ଟ୍ର ରାଜୁରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଶାହ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ବିରୋଧୀ…

ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୮।୧୦: ୫ ଟି ଅଭିଯୋଗ ଏବଂ ଏକ ମାମଲାରେ ଗୋଟିଏ ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଅଭିଯୋଗରେ ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନେ ହେଲେ ଫତେଗଡ଼ ଥାନା ଭାପୁର…

ପ୍ରୟାଗରାଜକୁ ପୂରିଲା ବର୍ଷେ

ପ୍ରୟାଗରାଜ,୧୮।୧୦: ଧାର୍ମିକ ଓ ରାଜନୈତିକ ସ୍ତରରେ ଦେଶରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆହ୍ଲାବାଦର ନାମ ପରିବର୍ତ୍ତନକୁ ଶୁକ୍ରବାର ବର୍ଷେ ପୂରିଛି। ୨୦୧୮ ଅକ୍ଟୋବର ୧୮ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହାର ନାମ ପରିବର୍ତ୍ତନ କରି ପ୍ରୟାଗରାଜ ରଖିଥିଲେ। ଏହାର…

ଧର୍ମେନ୍ଦ୍ରଙ୍କୁ ପ୍ରସନ୍ନଙ୍କ ଉତ୍ତର: କେବଳ ମୁଖ୍ୟମନ୍ତ୍ରୀ ନୁହେଁ, ପ୍ରଧାନମନ୍ତ୍ରୀ ବି ଗୋଟିଏ ଆସନ ଛାଡ଼ିଛନ୍ତି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ପ୍ରଚାର କରୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାହିଁକି ବିଜେପୁର ଛାଡ଼ିଦେଲେ ପ୍ରଶ୍ନର ଉତ୍ତର ରଖିଛନ୍ତି ପ୍ରସନ୍ନ। ସେ କହିଛନ୍ତି, କେବଳ…

ସର୍ଫରାଜଙ୍କ ହାତରୁ ଗଲା ଟେଷ୍ଟ, ଟି୨୦ ନେତୃତ୍ୱ

କରାଚୀ,୧୮।୧୦- ସର୍ଫରାଜ ଅହମ୍ମଦଙ୍କୁ ଶୁକ୍ରବାର ପାକିସ୍ତାନ ଟେଷ୍ଟ ଓ ଟି୨୦ ଦଳର ଅଧିନାୟକ ପଦରୁ ବିଦା କରାଯାଇଛି। ଶ୍ରୀଲଙ୍କା ବିପକ୍ଷ ଘରୋଇ ସିରିଜ୍‌ରେ ପରାଜୟ ଯୋଗୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଶୁକ୍ରବାର ହୋଇଥିବା ବିଧିବଦ୍ଧ…

ପ୍ରସନ୍ନଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ: ପଶ୍ଚିମ ଓଡ଼ିଶାର ବିକାଶ ହେବ ବୋଲି କହି ଆଣିଥିଲ, ମୁଖ୍ୟମନ୍ତ୍ରୀ କାହିଁକି ଛାଡ଼ି ଚାଲିଗଲେ

ଭୁବନେଶ୍ୱର/ବରଗଡ଼ ଅଫିସ,୧୮।୧୦(ବ୍ୟୁରୋ): ଆଉ ତିନି ଦିନ ପରେ ବିଜେପୁର ଉପନିର୍ବାଚନ। ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ମଙ୍ଗ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧରିଥିବା ବେଳେ ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କ ପାଇଁ ପ୍ରଚାର କରୁଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?