Home Left

ଆରୋଗ୍ୟ ନ ହେବା ଭଳି ରୋଗରେ ପୀଡିତ କଂଗ୍ରେସ: ମୋଦି

ସୋନିପଥ,୧୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯାଇଛନ୍ତି। ହରିୟାଣା ସୋନିପଥର ଗୋହାନାଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ହରିୟାଣାବାସୀ କଂଗ୍ରେସର ଅହଂକାରକୁ ମାଟିରେ…

ପିଏମସି ଦୁର୍ନୀତିର ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ପଞ୍ଜାବ-ମହାରାଷ୍ଟ୍ର ସମବାୟ(ପିଏମସି) ବ୍ୟାଙ୍କ ଦୁର୍ନୀତିର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀଙ୍କୁ ହାଇକୋର୍ଟରେ ପିଟିଶନ ଦାଖଲ କରିବାକୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଦ୍ୱାରା ଗଠିତ ଖଣ୍ଡପୀଠ ଅନୁଚ୍ଛେଦ ୩୨ ଅନୁଯାୟୀ ଏହି ମାମଲାର…

ଜିଲା ଗସ୍ତ କରିବେ ବରିଷ୍ଠ କୃଷି ଅଧିକାରୀ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ) : ରାଜ୍ୟ ସରକାର ନେଉଥିବା ନିଷ୍ପତ୍ତି ଓ ଯୋଜନାଗୁଡ଼ିକ ତୃଣମୂଳ ସ୍ତରରେ ଚାଷୀମାନଙ୍କ ନିକଟରେ ପହଞ୍ଚୁଛି କି ନାହିଁ। ଏହାର ଫାଇଦା ସେମାନଙ୍କୁ କେତେ ମିଳୁଛି। ଯୋଜନାଗୁଡ଼ିକ ଠିକ କାର୍ଯ୍ୟକାରୀ ହେଉଛି କି ନାହିଁ। ଏ ସବୁର ତଦାରଖ କରିବେ…

ବାରାଣସୀ, ଅଯୋଧ୍ୟା ଉପରେ ରହିଛି ଆତଙ୍କବାଦୀଙ୍କ ନଜର

ଗୋରଖପୁର,୧୮।୧୦: ନେପାଳ ସୀମା ଅତିକ୍ରମ କରି ଉତ୍ତର ପ୍ରଦେଶର ଗୋରଖପୁର ଦେଇ ଭାରତରେ କେତେଜଣ ଆତଙ୍କବାଦୀ ପ୍ରବେଶ କରିବା ସୂଚନା ମିଳିବା ପରେ, ଗୋରଖପୁର ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ଗୁଇନ୍ଦା ସଂସ୍ଥାକୁ ମିଳିଥିବା…

ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଦେଶର ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକଭବନରେ ଆୟୋଜିତ ହୋଇଥିବା ଏକ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଖରାପ ସଡ଼କକୁ ନେଇ କ୍ରୋଦ୍ଧ ପ୍ରକାଶ କରିଥିଲେ। ଏଥିସହ ସେ…

ଗାଙ୍ଗୁଲିଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ ତୁଳନା କଲେ ଅଖତର

କରାଚୀ,୧୮।୧୦- ପୂର୍ବତନ ପାକିସ୍ତାନ ସ୍ପିଡ୍‌ଷ୍ଟାର ଶୋଏବ ଅଖତର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ନୂଆ ଅଧ୍ୟକ୍ଷ ହେବାକୁ ଯାଉଥିବା ସୌରଭ ଗାଙ୍ଗୁଲିଙ୍କୁ ସମର୍ଥନ କରିଛନ୍ତି। ଏହା ଏକ ଭଲ ଖବର କହିବା ସହ ଗାଙ୍ଗୁଲିଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ…

ଏହି ଶାଗ ଉଚ୍ଚ ରକ୍ତଚାପ, ଡାଇବେଟିସ କରିଥାଏ ଦୂର

ଶୀତଦିନରେ ବଜାରରେ ବିଭିନ୍ନ ଶାଗ ମିଳିଥାଏ। ଶାଗ ଖାଇଲେ ନାନା ରୋଗ ଦୂର ହୋଇଥାଏ। ଶାଗଗୁଡ଼ିକ ମଧ୍ୟରୁ ମେଥି ଶାଗ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ପ୍ରୋଟିନ୍‌, ଫାଇବର୍‌, ଭିଟାମିନ୍‌ ସି’, ନିୟାସିନ୍‌, ଆଇରନ୍‌, ଫଲିକ୍‌ ଏସିଡ୍‌, ମ୍ୟାଗ୍ନେସିୟମ, କପର…

୨୦୨୦ ଅକ୍ଟୋବର ୨ ସୁଦ୍ଧା ଗ୍ରାମାଞ୍ଚଳରୁ ବ୍ୟାନ୍‌ ହେବ ପ୍ଲାଷ୍ଟିକ୍‌

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଏବେ ରାଜ୍ୟର ସମସ୍ତ ପୌରାଞ୍ଚଳରେ ପ୍ଲାଷ୍ଟିକ୍‌କୁ ବ୍ୟାନ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ୨୦୨୦ ଅକ୍ଟୋବର ୨ ତାରିଖ ସୁଦ୍ଧା ଗ୍ରାମାଞ୍ଚଳରୁ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ୍‌ ପୁରା ବ୍ୟାନ୍‌ ହେବ। ଏନେଇ ଶୁକ୍ରବାର ପରିବେଶ ବିଭାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।…

ସୁପରହିଟ୍‌ ଫିଲ୍ମର କିଛି ଭୁଲ ଦୃଶ୍ୟ

ବଲିଉଡ୍‌ରେ ପ୍ରତି ଶୁକ୍ରବାର କିଛି ନା କିଛି ଫିଲ୍ମ ରିଲିଜ୍‌ ହୋଇଥାଏ। ସେଥିମଧ୍ୟରୁ କିଛି ସିନେମା ବକ୍ସ ଅଫିସରରେ ଭଲ ବ୍ୟବସାୟ କରୁଥିବା ବେଳେ ଆଉ କିଛି ଖରାପ ବ୍ୟବସାୟ କରିଥାଏ। ପ୍ରାୟ ସିନେମାରେ କିଛି ନା କିଛି ଭୁଲ ହୋଇଥାଏ,…

ବାହୁବଳୀ ବିଧାୟକଙ୍କ ଶୁଟର ପୁଅ ଆବ୍ବାସଙ୍କ ଘରେ ଚଢ଼ାଉ

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମଉର ବାହୁବଳୀ ବିଧାୟକ ମୁଖ୍‌ତାର ଅନସାରୀଙ୍କ ପୁଅ ଆବ୍ବାସ ଅନସାରୀଙ୍କ ଦିଲ୍ଲୀସ୍ଥିତ ବାସଭବନରେ ପୋଲିସ ଚଢ଼ାଉ କରିଛି। ଆବ୍ବାସଙ୍କ ଘରୁ କୋଟି କୋଟି ଟଙ୍କାର ଦେଶୀ ଓ ବିଦେଶୀ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବସନ୍ତକୁଞ୍ଜରେ ଥିବା…

ଧାମନଗର ବିଡିଓଙ୍କୁ ଗାଳିଗୁଲଜ କରିବା ଅଭିଯୋଗ: ଧାରଣାରେ ବସିଲେ ବ୍ଲକ, ତହସିଲ କର୍ମଚାରୀ

ଧାମନଗର,୧୮।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଡିଓଙ୍କୁ ଅଫିସ ମଧ୍ୟରେ ପଶି ଗାଳିଗୁଲଜ କରିବା ଅଭିଯୋଗରେ ଧାମନଗର ତହସିଲ ଏବଂ ବ୍ଲକ କର୍ମଚାରୀମାନେ ଶୁକ୍ରବାର ନିଜ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ବ୍ଲକ ଅଧିକାରୀଙ୍କୁ ଗାଳିଗୁଲଜ କରିଥିବା ନେଇ ଥାନାରେ ମଧ୍ୟ ଅଭିଯୋଗ…

ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଉନ୍ମୋଚିତ

ବଲାଙ୍ଗୀର ଅଫିସ, ୧୮।୧୦: ବଲାଙ୍ଗୀର ସର୍କିଟ ହାଉସଠାରେ ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉନ୍ମୋଚନ କରିଛନ୍ତି । ପ୍ରକାଶକ ରାଜେଶ ଝାଙ୍କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?