Home Left

ରାଞ୍ଚିରେ ଟେଷ୍ଟ: ଧୋନୀଙ୍କୁ ଅପେକ୍ଷା

ରାଞ୍ଚି,୧୮।୧୦- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଏଠାରେ ରବିବାରଠାରୁ ୩ୟ ଟେଷ୍ଟ ଖେଳାଯିବ। ଏହା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ହୋମ ଗ୍ରାଉଣ୍ଡ। ବିଶ୍ୱକପ୍‌ର ସେମିଫାଇନାଲରୁ ଭାରତୀୟ ଦଳର ବିଦାୟ ପରେ କ୍ରିକେଟ ପଡ଼ିଆକୁ ଫେରି…

ସେଓ ଭର୍ତ୍ତି ଟ୍ରକ୍‌ରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀର ସୋପୋରେ ଶୁକ୍ରବାର ସକାଳେ ପୁଣି କିଛି ଆତଙ୍କବାଦୀ ସେଓ ବ୍ୟବସାୟୀଙ୍କ ଉପରକୁ ଆକ୍ରମଣ କରିଛନ୍ତି। ସେଓ ଭର୍ତ୍ତି ଥିବା ଏକ ଟ୍ରକ୍‌ରେ ସେମାନେ ନିଅଁା ଲଗାଇଦେଇଛନ୍ତି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।…

ଇର୍‌ଫାନଙ୍କ ନୂଆ ଇନିଂସ

ଏକଦା ଭାରତୀୟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ଅଲରାଉଣ୍ଡର ବିବେଚିତ ହେଉଥିବା ଇରଫାନ ପଠାନଙ୍କ ଖେଳ କ୍ୟାରିୟର ପ୍ରାୟତଃ ଶେଷ ପର୍ଯ୍ୟାୟରେ। ବର୍ତ୍ତମାନ ଜମ୍ମୁ ଓ କଶ୍ମୀର ଦଳର କୋଚ୍‌ ଦାୟିତ୍ୱ ନିର୍ବାହ କରୁଛନ୍ତି ଏହି ବାମହାତୀ ଷ୍ଟାଇଲିଶ୍‌ ଖେଳାଳି। ତାଙ୍କ କ୍ୟାରିୟର…

ଗୋଟିଏ ବର୍ଷରେ ସର୍ବାଧିକ ଶତକ

ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଅଧିକ ସଂଖ୍ୟାରେ ଶତକ ହାସଲ କରିବା ନିଶ୍ଚିତ ଭାବେ ଏକ ବଡ଼ ସଫଳତା। ଏଥିରେ ସଚିନ ତେନ୍ଦୁଲକର, ରିକି ପଣ୍ଟିଂ, ବିରାଟ କୋହଲି ସବୁଠାରୁ ଆଗରେ ରହିଛନ୍ତି … କ୍ରିକେଟରେ ଶତକ ହାସଲ କରିବା ଏକ ସ୍ବତନ୍ତ୍ର…

ଶରଦ ଅରବିନ୍ଦ ବୋବଡେ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୮।୧୦: ସୁପ୍ରିମକୋର୍ଟ ନୂଆ ପ୍ରଧାନ ବିଚାରପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତା ନଭେମ୍ବର ୧୭ ତାରିଖରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ଅବସର ନେବେ। ତାଙ୍କ ପରେ ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ…

କ୍ରିକେଟରରୁ ବିସିସିଆଇ ଅଧ୍ୟକ୍ଷ

ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଛି। ଜଣେ କ୍ରିକେଟରରୁ ଏହି ହାଇପ୍ରୋଫାଇଲ ପଦ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ବେଶ୍‌ ସଂଘର୍ଷପୂର୍ଣ୍ଣ… ବିଶ୍ୱ କ୍ରିକେଟରେ ସୌରଭ ଗାଙ୍ଗୁଲିଙ୍କ ପରିଚୟ ଦେବାର କୌଣସି ଆବଶ୍ୟକତା ନାହିଁ। ଭାରତୀୟ କ୍ରିକେଟକୁ…

ଅଲିମ୍ପିକ୍ସ ଓ ବିଶ୍ୱ ଦୌଡ଼କୁଦ ପ୍ରତିଯୋଗିତା : ପଦକ ବିଜେତା ଦମ୍ପତି

ବିଶ୍ୱସ୍ତରୀୟ ଆଥ୍‌ଲେଟିକ୍ସ ଇଭେଣ୍ଟରେ କେତେଜଣ କ୍ରୀଡ଼ାବିତ୍‌ ଦମ୍ପତି ପଦକ ହାସଲ କରି ବିରଳ କୃତିତ୍ୱର ଅଧିକାରୀ ହୋଇଛନ୍ତି। ଏମିଲ ଜାଟୋପେକ ଏବଂ ଡାନା ଜାଟୋପେକଙ୍କଠାରୁ ୧୯୫୨ ଅଲିମ୍ପିକ୍ସରୁ ଆରମ୍ଭ ହୋଇଥିବା ଏହି ଧାରାକୁ ୨୦୧୯ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ମାଇକେଲ ଉଇବୋ…

ତେଜୁଛି ଆନ୍ଦୋଳନ : ସିଡିଏମ୍‌ଓଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ସୁନ୍ଦରଗଡ଼,୧୮।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଡା.ପଙ୍କଜ କୁମାର ପଟେଲଙ୍କ ବିରୋଧରେ ଅନ୍ୟାୟ ଭାବେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବିରେ ଡାକ୍ତରମାନେ ଗତ ୧୫ ତାରିଖରୁ କଳାବ୍ୟାଜ୍‌ ପିନ୍ଧି ପ୍ରତୀକ ଧର୍ମଘଟ ଚଳାଇଆସୁଛନ୍ତି। ଗୁରୁବାର ସନ୍ଧ୍ୟାରେ କାର୍ଯ୍ୟରତ ଡାକ୍ତର,…

କରବାଚୌଥ ଦିନ ସ୍ତ୍ରୀ ରଖିଥିଲେ ବ୍ରତ, ପୁଅଙ୍କୁ ଫୋନ୍‌ ଆସିଲା ବାପା ଶହୀଦ ହୋଇଗଲେ

କୋଲକାତା,୧୮।୧୦:ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ବିଏସଏଫ ଯବାନ ବିଜୟ ଭାନ ସିଂ ଶହୀଦ ହୋଇଛନ୍ତି। ଗୁରୁବାର ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବିଜୟଙ୍କ ସ୍ତ୍ରୀ କରବାଚୌଥ ବ୍ରତ କରିଥିଲେ। ସନ୍ଧ୍ୟା ହେବା ପୂର୍ବରୁ ବିଜୟଙ୍କ ପୁଅଙ୍କୁ ଏକ ଫୋନ…

ବେଆଇନ ଅନୁପ୍ରବେଶ ନେଇ ୩୧୧ଜଣ ପ୍ରବାସୀ ଭାରତୀୟଙ୍କୁ ବିଦା କଲା ମେକ୍ସିକୋ

ମେକ୍ସିକୋ,୧୮।୧୦: ବେଆଇନ ଭାବେ ଆମେରିକାରେ ପଶିବାକୁ ଯୋଜନା କରୁଥିବା ୩୧୧ଜଣ ପ୍ରବାସୀ ଭାରତୀୟଙ୍କୁ ଭାରତ ପଠାଇଦେଇଛି ମେକ୍ସିକୋ। ଭିସା ଏବଂ ସ୍ଥାୟୀ ରହଣୀ ପାଇଁ ଆବଶ୍ୟକ କାଗଜପତ୍ର ନଥାଇ ଦେଶର ବିଭିନ୍ନ ସ୍ଥାନରେ ସେମାନେ ବେଆଇନ ଭାବେ ରହୁଥିଲେ ବୋଲି ମେକ୍ସିକୋ…

ଭାଜପାରେ ମିଶିଲେ କୃଷ୍ଣପ୍ରସାଦ ବ୍ଲକ ଚେୟାରମ୍ୟାନ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକ ଚେୟାରମ୍ୟାନ ସୌଦାମିନୀ ମାନସିଂହ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ମାନସିଂହ ଭାଜପାରେ ସାମିଲ ହୋଇଥିବା…

ହରିୟାଣାରେ ସୋନିଆଙ୍କ ରାଲି ବାତିଲ୍‌: ଏବେ ରାହୁଲ ସମ୍ଭାଳିବେ ମୋର୍ଚ୍ଚା

ଚଣ୍ଡିଗଡ଼,୧୮।୧୦: ହରିୟାଣା ମହେନ୍ଦ୍ରଗଡ଼ରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ହେବାକୁ ଥିବା ରାଲିକୁ ବାତିଲ୍‌ କରାଯାଇଛି। ସୋନିଆ ଗାନ୍ଧୀ ଏବେ ଏହି ରାଲିକୁ ସମ୍ବୋଧିତ କରିବେ ନାହିଁ। ତାଙ୍କ ବଦଳରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଏହାର ମୋର୍ଚ୍ଚା ସମ୍ଭାଳିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?