ରାହୁଲଙ୍କୁ ଟାର୍ଗେଟ କଲେ ରାଜନାଥ: ଶସ୍ତ୍ରରେ ଓଁ ନ ଲେଖି କ’ଣ ଲେଖିଥାନ୍ତି?
ନୂଆଦିଲ୍ଲୀ, ୧୭।୧୦:ରାଫାଲ ବିମାନ ପୂଜାକୁ ନେଇ ଉଠିଥିବା ବିବାଦ ଉପରେ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ହରିୟାଣାର ଏକ ନିର୍ବାଚନ ରାଲିକୁ ସମ୍ବୋଧନ କରିବା ଅବସରରେ ରାଜନାଥ କହିଛନ୍ତି ଯେ, ବିଜୟା…
ବିଜେପୁରରେ ଜିତିବା ଭଳି ଲାଗୁନି, କାହିଁକି ବଡ଼ କଥା କହିବୁ: ସୁର
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନା ବିଜେଡି ପ୍ରାର୍ଥୀ ରୀତା ସାହୁ, ଭାଜପା ପ୍ରାର୍ଥୀ ସନତ ଗଡ଼ତିଆ ଏବଂ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରେ ଟକ୍କର ହେବା ଏବେ ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି ସମସ୍ତ ଦଳର ହେଭିଓ୍ବେଟ୍। ଗୋଟିଏ ପଟେ…
ଅମିତାଭ ବଚ୍ଚନଙ୍କୁ ନେଇ ଏମିତି ସ୍ବପ୍ନ ଦେଖିଥିଲେ ସ୍ମିତା ପାଟିଲ୍, ଯାହା ଗୋଟିଏ ଦିନ ପରେ ହୋଇଥିଲା ସତ
ବଲିଉଡ୍ ସବୁଠୁ ପ୍ରତିଭାସମ୍ପନ୍ନ ଅଭିନେତ୍ରୀ ସ୍ମିତା ପାଟିଲଙ୍କ ଆଜି ଶୁଭ ଜନ୍ମଦିନ। ନିଜ ଦମଦାର ଅଭିନୟ ପାଇଁଁ ହିନ୍ଦୀ ସିନେମା ଜଗତରେ ପରିଚିତ ଥିବା ସ୍ମିତାଙ୍କ ଫିଲ୍ମ କ୍ୟାରିୟର ୧୦ ବର୍ଷର ଥିଲେ ମଧ୍ୟ ସେ ନିଜ ଛାପ ଛାଡି ଯାଇଥିଲେ।…
ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ
କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ୧୫ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ…
୬ ବର୍ଷୀୟା ମଡେଲ ୟଲିନା ବିଶ୍ୱର ସବୁଠୁ ସୁନ୍ଦରୀ
ବିଶ୍ୱର ସବୁଠାରୁ ସୁନ୍ଦର ଏବଂ ବୁଦ୍ଧିମାନଙ୍କୁ ନେଇ ଅନେକ ପ୍ରତିଯୋଗିତା ଆୟୋଜିତ ହୋଇଥାଏ। ଏଥିରେ ଜଣଙ୍କୁ ଶ୍ରେଷ୍ଠ ବିବେଚିତ କରାଯାଇ ମୁକୁଟ ପିନ୍ଧାଯିବା ସହ ପୁରସ୍କୃତ କରାଯାଇଥାଏ। ଏବେ ଏହି ତାଲିକାରେ ଏକ ଛୋଟ ଝିଅର ନାମ ଯୋଡିହୋଇଯାଇଛି। ରୁଷ୍ର ମାତ୍ର…
ସେହ୍ବାଗଙ୍କ ସ୍କୁଲରେ ଟ୍ରେନିଂ ନେଉଛନ୍ତି ପୁଲଓ୍ବାମା ଶହୀଦଙ୍କ ପୁଅ
ନୂଆଦିଲ୍ଲୀ,୧୭।୧୦- ଗତ ଫେବୃୟାରୀରେ ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କ ପୁଅ କ୍ରିକେଟ ଟ୍ରେନିଂ ନେଉଥିବାବେଳର କିଛି ଫଟୋ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ଟୁଇଟ୍ କରିଛନ୍ତି। ଏହାର କ୍ୟାପଶନରେ ସେ ଲେଖିଛନ୍ତି, ହିରୋଙ୍କ ପରିବାରକୁ ସାହାଯ୍ୟ କରିବାର ଅଧିକାର…
ସାରା-କାର୍ତ୍ତିକଙ୍କ ମଧ୍ୟରେ ବଢିଯାଇଛି ଦୂରତା
ମୁମ୍ବାଇ: ବଲିଉଡ୍ ନାୟିକା ସାରା ଅଲ୍ଲି ଖାଁ ଓ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏମାନେ କିନ୍ତୁ ଏହାକୁ କେବେ ସ୍ବୀକାର କରି ନାହାଁନ୍ତି। ହେଲେ ଏମାନଙ୍କୁ ଏକାଠି ଅନେକ ଥର ସ୍ପଟ୍ କରାଯାଇଛି। ଯାହପାଇଁ…
ଦିଲ୍ଲୀ ଚିଡିଆଖାନାରେ ଫିଲ୍ମ ଦୃଶ୍ୟ: ସିଂହ ସାମ୍ନାକୁ ଡେଇଁଲେ ଯୁବକ
ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଚିଡିଆଖାନା ବୁଲି ଯାଇଥିବା ଜଣେ ଯୁବକଙ୍କ ଅଜବ ବ୍ୟବହାର ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଯୁବକ ଜଣକ ସେଠାରେ ଥିବା ସିଂହ ଖୁଆଡ ଭିତରକୁ ଡେଇଁ ପଡିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।…
ମୋଦିଙ୍କ ବୟାନ ପରେ ଭୟଭୀତ ପାକିସ୍ତାନ: କହିଲା, ସିନ୍ଧୁ ନଦୀକୁ ଅଟକାଇଲେ ମିଳିବ କଡ଼ା ଜବାବ
ଇସ୍ଲାମାବାଦ,୧୭।୧୦: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିନ୍ଧୁ ନଦୀର ପାଣିକୁ ଅଟକାଇ ଦିଆଯିବା ନେଇ କହିବା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଏହାର ଜବାବରେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଡା. ମହମ୍ମଦ ଫୈଜଲ କହିଛନ୍ତି, ସିନ୍ଧୁ ହେଉଛି ଆପୋଷ ବୁଝାମଣା…
ଏହି ପ୍ରଶ୍ନର ଉତ୍ତର ମୋଦିଙ୍କୁ ପଚାରିବାକୁ କହିଲେ ଗାଙ୍ଗୁଲି
କୋଲକାତା,୧୭।୧୦: ଭାରତୀୟ ଦଳର ସଫଳତମ ଅଧିନାୟକ ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଯାଇଛି। ଏତେ ବଡ ପଦରେ ବସିବା ପୂର୍ବରୁ ନିଜ ଘର କୋଲକାତାକୁ ଯାଇଛନ୍ତି। ସେଠାରେ ତାଙ୍କର ଜୋରଦାର ସ୍ବାଗତ କରାଯାଇଥିଲା। ସେଠାରେ…
ଦାଦାଙ୍କୁ ଅମୂଲ ପରିବାରର ଶୁଭେଚ୍ଛା
ନୂଆଦିଲ୍ଲୀ,୧୭।୧୦- ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ଅଧ୍ୟକ୍ଷ ହେବା ପରେ ପ୍ରଶଂସକ ଓ ସାଥୀ କ୍ରିକେଟରମାନେ ଶୁଭେଚ୍ଛା ଜଣାଉଛନ୍ତି। ଏହି ଧାରାରେ ଯୋଗଦେଇଛି ଅମୂଲ କମ୍ପାନୀ। ଏହି ବ୍ରାଣ୍ଡ ତା’ର ନିଜସ୍ବ…
ଦେବଗଡ଼ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ
ଦେବଗଡ଼, ୧୭।୧୦(ଡି.ଏନ୍.ଏ.): ସହର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଯାହାକୁ ନେଇ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ…

