ପାକିସ୍ତାନ ସରକାର ବନ୍ଦ କରିବାକୁ ଯାଉଛନ୍ତି ୪ଶହ ବିଭାଗ: ଫୟାଦ ଚୌଧୁରୀ
ଇସ୍ଲାମାବାଦ,୧୭।୧୦: ପୁଣି ଚର୍ଚ୍ଚାରେ ଇମ୍ରାନ ଖାଁଙ୍କ ସରକାରର ମନ୍ତ୍ରୀ ଫୟାଦ ଚୌଧୁରୀ। ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସୁଥିବା ଏହି ମନ୍ତ୍ରୀ ପୁଣିଥରେ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଏବେ ପାକିସ୍ତାନ ସରକାର ୪ଶହ ବିଭାଗ…
ବେଆଇନ ଆଧାର ସଂଶୋଧନ ଅଭିଯୋଗରେ ଯୁବକ ଗିରଫ
ବାସୁଦେବପୁର,୧୭।୧୦(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ବଜାର ଅଞ୍ଚଳରେ ଏକ ଦୋକାନରେ ବେଆଇନ ଭାବେ ଆଧାର ସଂଶୋଧନ, ଅଧିକ ଅର୍ଥ ଦାବି କରିବା ଭଳି ଅଭିଯୋଗରେ ଦୀନବନ୍ଧୁ ମହାପାତ୍ର(୨୮)ନାମକ ଯୁବକଙ୍କୁ ବାସୁଦେବପୁର ପୋଲିସ ଗିରଫ କରିଛି। ତାଙ୍କ ଘର…
୫ ଜଣ ସ୍ତ୍ରୀଙ୍କ ଖର୍ଚ୍ଚ ବହନ କରିବାକୁ ୫୦ ମହିଳାଙ୍କୁ ଠକିଲେ
ଭୋପାଳ,୧୭।୧୦: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନରେ ଚାକିରି କରାଇଦେବା ନାଁରେ ୫୦ ମହିଳାଙ୍କୁ ଠକିଥିବା ଜଣେ ବ୍ୟକ୍ତିଙ୍କ ଗୁମର ଖୋଲିଛନ୍ତି ମଧ୍ୟ ପ୍ରଦେଶ ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍ଟିଏଫ୍) । ମଧ୍ୟ ପ୍ରଦେଶ ପୋଲିସରେ ଅଭିଯୋଗ ହୋଇଥିଲା କି କେତେଜଣ ଲୋକ…
ଶଗଡ଼ରେ ପିଲାଙ୍କୁ ସ୍କୁଲ ପଠାଇଲେ ଅଭିଭାବକ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଶ୍ରୀକାକୁଲମ୍,୧୭।୧୦: ଆନ୍ଧ୍ରପ୍ରଦେଶରେ ରାଜ୍ୟ ଆଞ୍ଚଳିକ ପରିବହନ ନିଗମ ପକ୍ଷରୁ ବସ୍ ସେବା ଶ୍ରୀକାକୁଲଏମ୍ ସ୍ଥିତ କୋମାରାଡ଼ା-କୁନେରା ରାଜ୍ୟ ରାଜପଥରେ ବନ୍ଦ କରିଦିଆଯାଇଛି। ଏହାକୁ ବିରୋଧ କରି କୋମାରାଡ଼ା ଗ୍ରାମବାସୀ ନିଜ ପିଲାଙ୍କୁ ସ୍କୁଲ ପଠାଇବା ଲାଗି ଶଗଡ଼ ଗାଡ଼ିର ବ୍ୟବହାର କରୁଛନ୍ତି।…
‘ବେଲା ହେଡିଡ୍’ ବିଶ୍ୱର ସବୁଠୁ ସୁନ୍ଦରୀ
ନୂଆଦିଲ୍ଲୀ: ଗ୍ରୀକ୍ ଗଣନା ଅନୁସାରେ ୨୩ ବର୍ଷୀୟା ସୁପର୍ ମଡେଲ୍ ବେଲା ହେଡିଡ୍ ହେଉଛନ୍ତି ବିଶ୍ୱର ସବୁଠାରୁ ସୁନ୍ଦରୀ ମହିଳା। ‘ଗୋଲ୍ଡେନ୍ ରେସିଓ ଅଫ୍ ବିଉଟି ଫି’ ଷ୍ଟାଣ୍ଡାର୍ଡ’ ଅନୁଯାୟୀ ବୈଜ୍ଞାନିକମାନେ ବେଲାଙ୍କୁ ପୃଥିବୀର ସବୁଠାରୁ ସୁନ୍ଦରୀ ମହିଳା ବୋଲି ଘୋଷଣା…
ମଲ୍, ହସ୍ପିଟାଲ, ମଲ୍ଟିପ୍ଲେକ୍ସରେ ପାର୍କିଂ ଫି ଆଦାୟ ବନ୍ଦ ନିର୍ଦ୍ଦେଶ
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍ ଓ ଆପାର୍ଟମେଣ୍ଟ ଆଦିରେ ଥିବା ପାର୍କିଂସ୍ଥଳରୁ ଫି ଆଦାୟ ତୁରନ୍ତ ବନ୍ଦ କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତରେ ବୁଧବାର ଏକ ଜାରି…
ଆମେରିକାରେ ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟ ଦିଲ୍ଲୀ ଫେରିଲେ
ନୂଆଦିଲ୍ଲୀ,୧୭।୧୦: ଆମେରିକାର ଅନୁପ୍ରବେଶ କରୁଥିବା ୩୧୧ ଭାରତୀୟଙ୍କୁ ଦିଲ୍ଲୀ ଫେରାଇ ଅଣାଯାଇଛି। ସେମାନଙ୍କୁ ୬୦ ଜଣିଆ ସୁରକ୍ଷାକର୍ମୀ ଭାରତ ଫେରାଇ ଆଣିଛନ୍ତି। ଅନ୍ତର୍ଜାତୀୟ ଏଜେଣ୍ଟଙ୍କ ସହାୟତାରେ ସେମାନେ ମେକ୍ସିକୋ ଯାଇଥିଲେ। ସେଠାରୁ ଆମେରିକାରେ ଅନୁପ୍ରବେଶ କରୁଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଥିଲେ। ଏଜେଣ୍ଟ…
ତିନି ଭାଗରୁ ଭାଗେ
ପଞ୍ଚସଖାଙ୍କ କର୍ମପୀଠ ସତ୍ୟବାଦୀର ବକୁଳବନ ପରିସରରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବା ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏହା ପ୍ରତିଷ୍ଠା ହେଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ପଞ୍ଚସଖା ଓଡ଼ିଆ…
ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ
ହାଇଦ୍ରାବାଦ୍,୧୭।୧୦: ଦେଶକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ପେଟ ପୂରା ଖାଇବାକୁ ମିଳୁଛି। ସେହିପରି ତେଲେଙ୍ଗାନାର ମୁଲୁଗୁ ଜିଲାରେ ମଧ୍ୟ ଏକ ଭିନ୍ନ…
ପୂରଣ ହେଲା ଆଲିଆଙ୍କ ସ୍ବପ୍ନ
ମୁମ୍ବାଇ: ବଲିଉଡ୍ ଇଣ୍ଡଷ୍ଟ୍ରିରେ କାମ କରିବାର ୭ ବର୍ଷ ପରେ ମହେଶ ତନୟା ଆଲିୟା ଭଟ୍ଟଙ୍କ ସ୍ବପ୍ନ ପୂରଣ ହେବାକୁ ଯାଉଛି। ଭଂସାଲି ପ୍ରଡକ୍ସନ ସହ କାମ କରିବାକୁ ଆଲିଆ ଦୀର୍ଘଦିନ ଧରି ଆଶା ବାନ୍ଧି ଥିଲେ। କିନ୍ତୁ ସଞ୍ଜୟଲୀଲା ଭଂସାଲିଙ୍କ…
୫୦ ସିଏଚ୍ସିରେ ମିଳିବ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା
ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରୁ ଅନ୍ଧତ୍ୱ ଦୂରୀକରଣ ଲାଗି ଚଳିତ ଆର୍ଥିକ ବର୍ଷରେ ନିଆଯିବ ନୂତନ ପଦକ୍ଷେପ। ପୂର୍ବରୁ ୧୦ ଜିଲାରେ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା କେନ୍ଦ୍ର କାର୍ଯ୍ୟକାରୀ ହୋଇଥିବାବେଳେ ଏବେ ଆଉ ୧୦ ଜିଲାରେ ଏହାକୁ ପ୍ରଚଳନ କରାଯିବ। ଏହାସହ…
୧୧ବର୍ଷରେ ୭୩ କୋଟି ଟଙ୍କାର କୂଅ ପାଣି ଚୋରି: ୬ ଜଣଙ୍କ ବିରୋଧରେ ମାମଲା
ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ମୁମ୍ବାଇରେ ପୋଲିସ କୂଅ ପାଣି ଚୋରି ଅଭିଯୋଗରେ ୬ ଜଣଙ୍କ ବିରୋଧରେ ଏକ ମାମଲା ଦାଏର କରିଛି। ୧୧ ବର୍ଷ ମଧ୍ୟରେ ଅଭିଯୁକ୍ତମାନେ ୭୩ କୋଟି ୧୯ ଲକ୍ଷ ଟଙ୍କାର ଭୂତଳ ଚୋରି କରିଥିବା ପୋଲିସ ସୂଚନା ଦେଇଛି।…

