Home Left

ତାୱା ଫ୍ରାଏଡ୍‌ ଖଇଙ୍ଗା

ସୁଆଦିଆ ଖାଦ୍ୟ ଖାଇବାକୁ ସମସ୍ତେ ଇଚ୍ଛା ରଖିଥାନ୍ତି। ସେଥିପାଇଁ ଯେଉଁ ହୋଟେଲ ବା ରେଷ୍ଟୁରାଣ୍ଟରେ ସୁସ୍ବାଦୁ ଖାଦ୍ୟ ମିଳେ ସେଠାରେ ଗ୍ରାହକଙ୍କ ବେଶ୍‌ ଭିଡ଼ ଜମେ। ପର୍ଯ୍ୟଟକଙ୍କ ସହର ପୁରୀରେ ଶହଶହ ହୋଟେଲ ଓ ରେଷ୍ଟୁରାଣ୍ଟରେ ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ରଖି ବିଭିନ୍ନ…

ଜାହ୍ନବୀଙ୍କ ଖୁସି

ଜାହ୍ନବୀ କପୁର ଏବେ ଖୁସିରେ ଉଛୁଳୁଛନ୍ତି। ଦିନ ଯେତିକି ପାଖେଇ ଆସୁଛି ତାଙ୍କର ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି। ହେଲେ କ’ଣ ପାଇଁ ଜାଣନ୍ତି ? କାରଣ ସେ ଅଭିନୟ କରିବାକୁ ଯାଉଥିବା ହିନ୍ଦୀ ସିନେମା ‘ଦୋସ୍ତାନା-୨’ର ଶୁଟିଂ ଆସନ୍ତା…

ଇତିହାସକୁ ସାହିତ୍ୟ ମାଧ୍ୟମରେ ଲୋକପ୍ରିୟ କରିବାକୁ ଚେଷ୍ଟା କରେ

ପ୍ରଫେସର ନୀହାର ରଞ୍ଜନ ପଟ୍ଟନାୟକ। ୧୯୫୭ ଫେବୃୟାରୀ ୭ରେ ଜନ୍ମଗ୍ରହଣ କରିଥିବା ପ୍ରଫେସର ପଟ୍ଟନାୟକ କିସ୍‌ ଡିମ୍‌ଡ ବିଶ୍ୱବିଦ୍ୟାଳୟର ପ୍ରୋ-ଭାଇସ୍‌ ଚାନ୍ସଲର ଭାବେ କାର୍ଯ୍ୟରତ। ଉତ୍କଳ ବିଶ୍ୱବିଦ୍ୟାଳୟରୁ ଇତିହାସରେ ଏମ୍‌ଏ, ଏମ୍‌ଫିଲ୍‌, ପିଏଚ୍‌ଡି, ଡିଲିଟ୍‌ ସାରିବା ପରେ ଗଜପତି ଜିଲା ପାରଳାଖେମୁଣ୍ଡିରେ…

ଭାଇରାଲ ହେଉଛି ଶୈଫିନାଙ୍କ ବିବାହ ବାର୍ଷିକୀର ଫଟୋ

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଓ ଶୈଫ ଅଲ୍ଲି ଖାଁଙ୍କ ବିବାହକୁ ୭ ବର୍ଷ ପୂରଣ ହୋଇଛି। ଅକ୍ଟୋବର ୧୬ରେ ଦୁହେଁ ଏହି ଦିନକୁ ଖୁବ୍‌ ସେଲିବ୍ରେଟ୍‌ କରିଛନ୍ତି। ଏବେ ଏହାର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଜଣେ ଇଞ୍ଜିନିୟରରୁ ଭାରତର ସଫଳତମ ବୋଲର୍‌

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଅନିଲ କୁମ୍ବଲେ ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ଭାରତୀୟ ଦଳର ପୂର୍ବତନ କୋଚ ଥିବା ଅନିଲ କୁମ୍ବଲେ ଜଣେ ସ୍ପିନର୍‌ ଭାବେ ଭାରତ ପାଇଁ ଅନେକ ରେକର୍ଡ ହାସଲ କରିଛନ୍ତି। କିନ୍ତୁ…

‘ପେଟ୍‌ ବ୍ଲଡ୍‌ ବ୍ୟାଙ୍କ’

ନ୍ୟୁୟର୍କ: ପାଳିତ ପ୍ରାଣୀଙ୍କ ପାଇଁ ବ୍ଲଡ୍‌ ବ୍ୟାଙ୍କ ଏବଂ ପ୍ଲାଜମା ସେଣ୍ଟର। ଏଠାରେ ସେମାନେ ରକ୍ତ ଦାନ କରିପାରିବେ। ଆବଶ୍ୟକସ୍ଥଳେ ରକ୍ତ ମଧ୍ୟ ନେଇପାରିବେ। ଗୃହପାଳିତ ପ୍ରାଣୀଙ୍କ ପ୍ରତି ବଢୁଥିବା ଦୁର୍ବଳତାକୁ ନଜରରେ ରଖି ଏପରି ଅଭିନବ ବ୍ୟବସ୍ଥା ଆରମ୍ଭ କଲେଣି…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୟାଗଡ଼ ଅଫିସ , ୧୭।୧୦- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ନୟାଗଡ଼ କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧିଙ୍କ ନୟାଗଡ଼ ସରକାରୀ ବାସଭବନ ସମେତ ନିଜ ଘର ବ୍ରହ୍ମପୁର ସମେତ ୮ ଟି ସ୍ଥାନରେ କଟକ ଭିଜିଲାନ୍ସ…

ମୁଁ ଜଣେ ସାଧାରଣ ମଣିଷ, ମୋତେ ବି ରାଗ ଆସେ

ନୂଆଦିଲ୍ଲୀ,୧୭।୧୦:ଭାରତୀୟ ଦଳର ପୂର୍ବତନ ମହେନ୍ଦ୍ର ସିଂ ଧୋନୀ ସାଧାରଣତଃ ନିଜ ଭାବନା ବୟାନ କରନ୍ତି ନାହିଁ। ସେ ‘କ୍ୟାପଟେନ୍‌ କୁଲ୍‌’ ଭାବେ ମଧ୍ୟ ଜଣାଶୁଣା। ଦଳର ବିଜୟ ହେଉ କି ପରାଜୟ ସେ ସବୁବେଳେ କୁଲ୍‌ ଦେଖାଯାନ୍ତି। ଏନେଇ ସେ କୁହନ୍ତି,…

୮ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୧୭।୧୦(ବ୍ୟୁରୋ) : ଗଙ୍ଗାଧର ମେହେର ଜୁନିୟର କଲେଜର ୮ ଅଧ୍ୟାପକଙ୍କ ବଦଳି ପ୍ରତିବାଦରେ ଜିଏମୟୁ ମୁଖ୍ୟ ଫାଟକରେ ଛାତ୍ରୀଛାତ୍ର ଆନ୍ଦୋଳନ କରିଛନ୍ତି। ଅଧ୍ୟାପକଙ୍କ ବଦଳି ବାତିଲ କରା ନ ଗଲେ ଆନ୍ଦୋଳନ ପୁନର୍ବାର ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି ।…

ଅଟୋଗ୍ରାଫ-ଏ ସାଇନ୍‌ ଅଫ ଲଭ୍‌

ଜଗା କଲେଜରେ ପଢ଼େ। ନିଜେ ଅସୁବିଧାରେ ପଡିଲେ ମଧ୍ୟ ଅନ୍ୟମାନଙ୍କୁ ସାହାଯ୍ୟର ହାତ ବଢ଼ାଇବାକୁ ପଛାଏ ନାହିଁ। ହେଲେ କଲେଜରେ ପଢ଼ିବା ସମୟରେ ତାକୁ ନିଜର ପ୍ରେମ ଜାଲରେ ବାନ୍ଧି ଦେଇଛି ରାଗିଣୀ ନାମ୍ନୀ ସୁନ୍ଦରୀ ଝିଅଟିଏ। ହେଲେ ଲଭ୍‌ ଚକ୍କରରେ…

ପ୍ରତିଶୋଧ ପାଇଁ ୧୫୯ ସାଇକେଲ ସିଟ୍‌ ଚୋରି

ଜାପାନ: ୧୫୯ ସାଇକେଲର ସିଟ୍‌ ଚୋରି କରିବା ଅଭିଯୋଗରେ ଜାପାନ ଟୋକିଓ ସହରର ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାମ ଆକିୟୋ ହାତୋଡ଼ି। ତେବେ କେବଳ ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ସେ ୧୫୯ଟି ସାଇକେଲ୍‌ର ସିଟ୍‌…

ଅଯୋଧ୍ୟା ପରେ ମଥୁରା ଏବଂ କାଶୀ ମନ୍ଦିର ପାଇଁ ସୁପ୍ରିମ୍‌କୋର୍ଟରେ ଦାଖଲ ହେବ ମାମଲା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାର ସମାଧାନ ପରେ ଖୁବ୍‌ଶୀଘ୍ର ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ କାଶୀର ବିଶ୍ୱନାଥ ମନ୍ଦିର ପାଇଁ ସୁପ୍ରିମ୍‌କୋର୍ଟରେ ମାମଲା ଦାଖଲ କରାଯିବ। ଏନେଇ ଭାଜପା ଏମ୍‌ପି ସୁବ୍ରମଣ୍ୟମ୍‌ ସ୍ବାମୀ ସୂଚନା ଦେଇଛନ୍ତି। ଭାରତରେ ମୁସଲମାନ ଶାସକଙ୍କ ଦ୍ୱାରା ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?