Home Left

ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ମଧ୍ୟରେ ସାଭରକରଙ୍କ ନାଁ ଥିଲା: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଥିଲା। ଆଉ ଏଥିରେ କୁହାଯାଇଥିଲା କି ମହାରାଷ୍ଟ୍ରରେ ଯଦି ଭାଜପା ଶାସନ କ୍ଷମତାକୁ ଆସେ ତେବେ ଭାରତ ରତ୍ନ ପାଇଁ…

ମାତ୍ର ୫୧ ଟଙ୍କା

ବଲିଉଡ୍‌ର ହି-ମ୍ୟାନ୍‌ ଭାବରେ କିଏ ପରିଚିତ ତାହା କହିବା ବାହୁଲ୍ୟ। ସେ ହେଲେ ଧର୍ମେନ୍ଦ୍ର। ତାଙ୍କର ‘କୁତେ କମିନେ’ ଡାଏଲଗ୍‌ ଏବେ ମଧ୍ୟ ସିନେପ୍ରେମୀଙ୍କ ମଧ୍ୟରେ ସତେଜ ହୋଇ ରହିଛି। ଧର୍ମେନ୍ଦ୍ରଙ୍କ ଅଭିନୟ କେତେ ଜୀବନ୍ତ ତାହା ତାଙ୍କ ଅଭିନୀତ ଚଳଚ୍ଚିତ୍ରରୁ…

ମେନ୍ୟୁ କାର୍ଡ ମେଶିନ୍‌ କହିଥାଏ ଗ୍ରାହକଙ୍କ ପସନ୍ଦ

ବେଜିଂ: ସାଧାରଣତଃ ମନ ପସନ୍ଦର ଖାଦ୍ୟ ଖାଇବା ପାଇଁ ହୋଟେଲ ବା ରେଷ୍ଟୁରାଣ୍ଟରେ ମେନ୍ୟୁ କାର୍ଡ ଦେଖି ଅର୍ଡର ଦିଆଯାଇଥାଏ। ମାତ୍ର ଏହି ଖାଦ୍ୟ ସ୍ବାସ୍ଥ୍ୟପକ୍ଷେ ହିତକାରୀ ନା ନାହିଁ ସେ ନେଇ ଗ୍ରାହକ ଅଜଣା ରହିଥାନ୍ତି। ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ…

ନଟି ବରୁଣ

ବଲିଉଡ୍‌ର ୟଙ୍ଗ ସେନସେଶନ ବରୁଣ ଧାଓ୍ବନ। ଆଗଧାଡିର ନିର୍ଦ୍ଦେଶକ ଡେଭିଡ ଧାଓ୍ବନଙ୍କ ପୁଅ ହେଲେ ମଧ୍ୟ ଅଭିନେତା ଭାବରେ ସେ ନିଜ ଗୋଡ଼ରେ ନିଜେ ଠିଆ ହେବାକୁ ପସନ୍ଦ କରନ୍ତି। ପିଲାଦିନେ ସେ ଭାରି ଦୁଷ୍ଟ ଥିଲେ। ସ୍କୁଲରେ ପଢ଼ିବା ସମୟରେ…

ମହାରାଷ୍ଟ୍ରରେ ଭାଜପାକୁ ମିଳିବ ବହୁମତ: ଅମିତ ଶାହ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଆଉ ୩ ଦିନ ପରେ ହେବ। ଏଠାରେ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ହୋଇଛି। ୨୮୮ ବିଧାନସଭା ଆସନ ମଧ୍ୟରୁ ୧୬୪ରେ ଭାଜପା ପ୍ରାର୍ଥୀ ଦେଇଥିବାବେଳେ ୧୨୪ ଆସନରେ ଶିବସେନା ପ୍ରାର୍ଥୀ ନିର୍ବାଚନ…

ମଲ୍ଲିକା, ଚାଲ ଯିବା ଚିଲିକା

‘ଯେବେଠାରୁ ଜାନୁ ତୋତେ ଲ..ଲ..ଲଭ୍‌ କଲିଣି, ଗଡ୍‌ ପ୍ରମିଜ ତୋ ପାଇଁକି ପ..ପ..ପାଗଳା ହେଲିଣି, ଜାଗା ଖୋଜୁଛି ମୁଁ ହାଏ ଡେଲି ଡେଲି ତୋତେ ଡେଟିଂ ପାଇଁ ଟିକେ ନେବି ବୋଲି, ପୁଚି ପୁଚି ମୁଚି ଲୁଚି ଲୁଚିକା(କୋଉଠି ନବୁ ଏ…

ରାଜଧାନୀରେ ଲୋକେ ଅଣନିଃଶ୍ୱାସୀ

ନୂଆଦିଲ୍ଲୀ,୧୭।୧୦: ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ପ୍ରଦୂଷିତ ହେବାରେ ଲାଗିଛି। ଏବେଠାରୁ ଲୋକେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଭୋଗୁଥିବା ଅଭିଯୋଗ ଆସିଲାଣି। ଆଗକୁ ଏହା ଆହୁରି ବଢିବ ବୋଲି କୁହାଯାଇଛି। ସେଥିପାଇଁ ଦିଲ୍ଲୀ ସରକାରଙ୍କ ପକ୍ଷରୁ…

ପାକିସ୍ତାନକୁ ପ୍ରିନ୍ସ ଓ୍ବିଲିୟମ୍‌ ଓ କେଟ୍‌ ମିଡିଲଟନ୍‌ଙ୍କ ରାଜକୀୟ ଯାତ୍ରା

ଇସ୍‌ଲମାବାଦ : ପାକିସ୍ତାନକୁ ୫ ଦିନିଆ ଗସ୍ତ କରିଛନ୍ତି ବ୍ରିଟେନର ପ୍ରିନ୍ସ ଓ୍ବିଲିୟମ ଓ ସ୍ତ୍ରୀ କେଟ୍‌ ମିଡିଲଟନ୍‌। ସେଠାରେ ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଓ ରାଷ୍ଟ୍ରପତି ଆରିଫ୍‌ ଆଲ୍‌ଭିଙ୍କୁ ସାକ୍ଷାତ କରିଛନ୍ତି। ଏହି ରାଜକୀୟ ଯାତ୍ରା ଲାଗି…

ଘାରିଛି ଅଭିନୟ ନିଶା

ସତରେ ଅଭିନୟ ନିଶା କେତେ ଗାଢ଼ ତାହା ଅନୁଭବୀ ହିଁ ଜାଣେ। ମେକ୍‌ଅପ୍‌ ନେଇ ମଞ୍ଚ ଉପରେ ପୁଣି ହଜାର ହଜାର ଦର୍ଶକଙ୍କ ସମ୍ମୁଖରେ ଜୀବନ୍ତ ଅଭିନୟ ସହଜ କଥା ନୁହେଁ। ହେଲେ ଏହାକୁ ଏକ ଚ୍ୟାଲେଞ୍ଜ ଭାବେ ନେଇ ଅପେରା…

ନୀତୀଶଙ୍କ ନେତୃତ୍ୱରେ ବିହାର ବିଧାନସଭା ନିର୍ବାଚନ ଲଢିବ ଏନ୍‌ଡିଏ: ଶାହ

ନୂଆଦିଲ୍ଲୀ,୧୭।୧୦: ଆସନ୍ତା ୨୦୨୦ରେ ବିହାରରେ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏଥିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ଏନ୍‌ଡିଏ ନିର୍ବାଚନ ଲଢିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିକଟରେ ଦେଇଥିବା ଏକ ସାକ୍ଷାତ୍‌କାରରେ ପ୍ରକାଶ କରିଛନ୍ତି। ଏବେ ସ୍ପଷ୍ଟ ହୋଇଛି…

ବଢ଼ୁଛି ହାତୀ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ବଢ଼ିଚାଲିଛି ବିଦ୍ୟୁତ୍‌ ଓ ରେଳ ଦୁର୍ଘଟଣା ଜନିତ ହାତୀ ମୃତ୍ୟୁ ସଂଖ୍ୟା। ଯୋଜନା ପରେ ଯୋଜନା ହେଉଛି, କିନ୍ତୁ ହାତୀଙ୍କୁ ସୁରକ୍ଷା ଦେବାରେ ଫେଲ୍‌ ମାରୁଛି ବନ ବିଭାଗ। ଏନେଇ ବୁଧବାର ପିସିସିଏଫ୍‌ କାର୍ଯ୍ୟାଳୟରେ ତିନି ବିଭାଗର…

୩୦୦ ନର୍ସିଂହୋମ୍‌ରେ ମିଳିବନି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସେବା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ବଡ଼ ଝଟକା ଲାଗିଛି। ୩୦୦ ନର୍ସିଂହୋମ୍‌ ଆଉ ରୋଗୀଙ୍କୁ ଏହି ଯୋଜନାରେ ସ୍ବାସ୍ଥ୍ୟ ସେବା ଯୋଗାଇବେ ନାହିଁ। ଏନେଇ ଅଲ୍‌ ଓଡ଼ିଶା ପ୍ରାଇଭେଟ ମେଡିକାଲ ଏଷ୍ଟାବ୍ଲିଶମେଣ୍ଟ ଫୋରମ୍‌ ପକ୍ଷରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?