Home Left

ସରକାରୀ ଅଧିକାରୀଙ୍କୁ ଏଜିଙ୍କ ପରାମର୍ଶ: କୋର୍ଟକୁ ଉପଯୁକ୍ତ ପୋଷାକ ପିନ୍ଧି ଆସ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେବାବେଳେ ସରକାରୀ ବାବୁମାନେ ପୋଷାକ ପ୍ରତି ଧ୍ୟାନ ଦେଉନାହାନ୍ତି। ଭଦ୍ରବ୍ୟକ୍ତି ଭାବେ ପୋଷାକ ପିନ୍ଧି ଆସୁ ନ ଥିବାରୁ ହାଇକୋର୍ଟ ବିଚାରପତିମାନେ କ୍ଷୁବ୍ଧ ହେଉଛନ୍ତି। ହାଇକୋର୍ଟଙ୍କ ଅସନ୍ତୋଷକୁ ଦେଖି ଆଡଭୋକେଟ ଜେନେରାଲ (ଏଜି)ଙ୍କ କାର୍ଯ୍ୟାଳୟ…

ଦାଉ ସାଧୁଛି ପ୍ରାକୃତିକ ବିପତ୍ତି: ୫ବର୍ଷରେ ଗଲାଣି ୯ ହଜାର ଜୀବନ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟକୁ ବନ୍ୟା, ବାତ୍ୟା, ମରଡ଼ି, ଅଂଶୁଘାତ ଭଳି ପ୍ରାକୃତିକ ବିପତ୍ତି ଘେରି ରହିଛି। ଏଥିଯୋଗୁ କେବଳ ଧନସମ୍ପତ୍ତି ନଷ୍ଟ ହେଉଛି ତାହା ନୁହେଁ, ବହୁମୂଲ୍ୟ ଜୀବନ ମଧ୍ୟ ହରାଇବାକୁ ପଡୁଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ଅଂଶୁଘାତ, ସାପ…

ଡ. ସୁରେନ୍ଦ୍ର ମିଶ୍ର ପାଇବେ ଗଙ୍ଗାଧର ବଳ ସ୍ମୃତି ସମ୍ମାନ

ପୁରୀ ଅଫିସ, ୧୭।୧୦: ଆସନ୍ତା ୧୯ ତାରିଖରେ କଟକସ୍ଥ ଶ୍ରୀରାମଚନ୍ଦ୍ର ଭବନରେ ଓଡ଼ିଶାର ସର୍ବପ୍ରାଚୀନ ସାହିତ୍ୟ -ସଂସ୍କୃତି ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଗଙ୍ଗାଧର ବଳ ସ୍ମୃତି ସନ୍ଧ୍ୟା ଅନୁଷ୍ଠିତ ହେବ। ଏହି ଉତ୍ସବରେ ବିଶିଷ୍ଟ ସାରସ୍ବତ ସାଧକ ତଥା…

ହାଇକୋର୍ଟ ଆଇନଜୀବୀଙ୍କ ଆନ୍ଦୋଳନ ୨୧ପର୍ଯ୍ୟନ୍ତ ବୃଦ୍ଧି

କଟକ ଅଫିସ, ୧୭।୧୦: ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ମଙ୍ଗଳବାର ନିଜଆଡ଼ୁ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ୍‌ଙ୍କ ପକ୍ଷରୁ ଆଗତ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସହ ରାଜ୍ୟର ୬୮ଟି ବାର୍‌ ଆସୋସିଏଶନକୁ ନୋଟିସ୍‌ ଜାରି…

ଶ୍ରୀକପିଳେଶ୍ୱର ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗ: ହାଇକୋର୍ଟ ରାୟ ଖୁଣ୍ଟିଆ ସେବାୟତଙ୍କ ସପକ୍ଷରେ

ପୁରୁଣା ଭୁବନେଶ୍ୱର, ୧୭।୧୦(ଡି.ଏନ.ଏ.): ଦୀର୍ଘଦିନ ଧରି ଶ୍ରୀକପିଳେଶ୍ୱର ମନ୍ଦିରରେ ୨ ପ୍ରମୁଖ ସେବାୟତ ଗୋଷ୍ଠୀ ମଧ୍ୟରେ ଉପୁଜିଥିବା ବିବାଦର ସମାଧାନ ନିମନ୍ତେ ହାଇକୋର୍ଟ ଦେବୋତ୍ତର ଆୟୁକ୍ତଙ୍କୁ ଏହାର ସୁପରିଚାଳନା ଲାଗି ଆଦେଶ ଜାରି କରିଛନ୍ତି। ଏହି ମାମଲାର ରାୟ ଖୁଣ୍ଟିଆ ସେବାୟତଙ୍କ…

୩୯ କେଜି ଅଫିମ ଚୋପା ଜବତ: ମା’ ସହ ୨ ଝିଅ ଓ ଅଟୋ ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ)/ପାତ୍ରପଡା (ଡି.ଏନ.ଏ.): ଖଣ୍ଡଗିରି ଥାନା ବରମୁଣ୍ଡା ଛକ ନିକଟରେ ଅଫିମ ଚୋପା ଚୋରା ଚାଲାଣବେଳେ ୪ଜଣ ବେପାରୀ ଧରାପଡିଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲାର ବୋଲଗଡ ଅଞ୍ଚଳର ବୃଦ୍ଧି ଗିରି(୭୫), ତାଙ୍କ ଦୁଇ ଝିଅ ପୁରୀ କୁମ୍ଭାରପଡା ବାସନ୍ତି ଦାଶ(୫୦), ଓଲଟପୁରର…

ନାଲ୍‌କୋ କଲୋନୀ ସମ୍ମୁଖରୁ ଜବରଦଖଲ ଉଚ୍ଛେଦ: ଥଇଥାନ ନ ହେଲେ ଆତ୍ମହତ୍ୟା ଚେତାବନୀ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଟିମ ପକ୍ଷରୁ ନାଲ୍‌କୋ କଲୋନୀ ସମ୍ମୁଖରେ ବୁଧବାର ଉଚ୍ଛେଦ ପ୍ରକ୍ରିୟା ଚାଲିଥିଲା। କିନ୍ତୁ ସେଠାକାର ବ୍ୟବସାୟୀମାନେ ପୂର୍ବରୁ କରାଯାଇଥିବା ଥଇଥାନକୁ ପୁଣି ଉଚ୍ଛେଦ କରାଯାଉଥିବାରୁ ଏହାକୁ ବିରୋଧ କରିଥିଲେ। ଏପରିକି ପୁନଃ ଥଇଥାନ ନ ହେଲେ ଆଗାମୀ…

ଓମ୍‌ବାବାଙ୍କ ନଁ।ରେ ଖଣ୍ଡଗିରି ଥାନାରେ ଅଭିଯୋଗ: ଗିରଫ ନ କଲେ ଅଣ୍ଡାମାଡ଼ ଧମକ ଦେଲା ଯୁବ କଂଗ୍ରେସ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବିବାଦୀୟ ବୟାନ ଦେଇ ପୁଣି ଚର୍ଚ୍ଚାରେ ଓମ୍‌ ବାବା। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କ ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଅରୁଚିକର ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି। ବୁଧବାର କୋରାପୁଟ ଯୁବ କଂଗ୍ରେସ ପକ୍ଷରୁ…

ଅନାଥାଶ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିଲେ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ରମାନେ ଅନାଥ ଆଶ୍ରମ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ କରିଛନ୍ତି। ବୁଧବାର ଡୁମ୍‌ଡୁମାସ୍ଥିତ ଆଶ୍ରୟ ଅନାଥାଶ୍ରମ ଯାଇ ପିଲାମାନେ ସେଠାରେ ଅନ୍ତେବାସୀଙ୍କ ସହ ସମୟ ଅତିବାହିତ କରିଥିଲେ। ସେମାନଙ୍କୁ ନିଜ ହାତରେ…

ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀ ମୃତ

ମଦିନା,୧୭।୧୦: ସୌଦିର ମଦିନା ପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ୩୫ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ସହିତ ଏକ ଏକ୍ସାଭେଟର ଧକ୍କା ହେବାରୁ ବସ୍‌ଟି ଅଲ୍‌ ଆଖାଲ କେନ୍ଦ୍ରଠାରେ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ…

ଓଡ଼ିଶାରେ ବିରଳ ଟିଆଇପିଏସ୍‌ ସର୍ଜରି

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରଥମଥର ପାଇଁ ‘ଟ୍ରାନ୍ସଜୁଗୁଲାର ଇଣ୍ଟ୍ରାହେପାଟିକ୍‌ ପୋର୍ଟୋସିଷ୍ଟମିକ୍‌ ସଣ୍ଟ(ଟିଆଇପିଏସ୍‌)’ର ବ୍ୟବହାର କରି ଜଣେ ୪୬ ବର୍ଷୀୟ ରୋଗୀଙ୍କ କ୍ରୋନିକ୍‌ ସିିରୋସିକ୍‌ ଲିଭର୍‌ର ସଫଳ ଚିକିସତ୍ା କରାଯାଇଛି। କ୍ରୋନିକ୍‌ ଆଲ୍‌କୋହଲିକ୍‌ ଲିଭର୍‌ ସିିରୋସିସ୍‌ରେ ପୀଡ଼ିତ ଜଣେ ରୋଗୀଙ୍କ ଠାରେ ଜଣ୍ଡିସ୍‌,…

ଶ୍ରେଣୀଗୃହରେ ଅଚେତ ହେଲେ ୨ ଛାତ୍ର

ବେଗୁନିଆ/ ବୋଲଗଡ, ୧୭।୧୦(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ୍‌ ଅଞ୍ଚଳରେ ଥିବା ଏକ ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିଲା। ପୂର୍ବାହ୍ନରେ ୨ ଜଣ ଅଷ୍ଟମ ଶ୍ରେଣୀର ଛାତ୍ର ବିଷାକ୍ତ ପଦାର୍ଥ ସେବନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?